Home Middle

କୋଇଲା ଅଭାବ: ସୃଷ୍ଟି ହେବ ଅଭୂତପୂର୍ବ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୨୨।୪: ବିଭିନ୍ନ ରାଜ୍ୟରେ ତାପମାତ୍ରା ଅସହ୍ୟ ହୋଇଥିବାବେଳେ କୋଇଲା ଅଭାବ ଯୋଗୁ ଘଣ୍ଟା ଘଣ୍ଟା ବିଦ୍ୟୁତ୍‌ କାଟ ଲୋକଙ୍କୁ ଅତିଷ୍ଠ କଲାଣି। ବିଦ୍ୟୁତ୍‌ ଉତ୍ପାଦନ ହ୍ରାସ ଯୋଗୁ ପଞ୍ଜାବ, ଉତ୍ତରପ୍ରଦେଶ, ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟରେ ବିଦ୍ୟୁତ୍‌ କାଟ ହେଉଛି। କେତେକ ଅଞ୍ଚଳରେ…

ମୋବାଇଲ ଦିଅ, ଷ୍ଟ୍ରେଚର ନିଅ

କଟକ ଅଫିସ, ୨୨ା୪: ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲକୁ ବିଶ୍ୱସ୍ତରୀୟ କରିବା ପାଇଁ ରାଜ୍ୟ ସରକାର ଉନ୍ନତିମୂଳକ କାର୍ଯ୍ୟ ଜାରି ରଖିଛନ୍ତି। ହେଲେ ଏଠି କିନ୍ତୁ ରୋଗୀଙ୍କ ପାଇଁ ଅଜବ ନିୟମ କରାଯାଇଛି। ମୋବାଇଲ ବନ୍ଧକ ରଖିଲେ ଷ୍ଟ୍ରେଚର ଓ…

ମେ’୨୭ରେ ସ୍ଥଗିତ ଥିବା ସ୍ଥାନରେ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ପଞ୍ଚାୟତ ନିର୍ବାଚନରେ ପା୍ରର୍ଥୀଙ୍କ ମୃତ୍ୟୁ ଯୋଗୁ ସ୍ଥଗିତ ଥିବା ନିର୍ବାଚନ ମେ’୨୭ରେ ହେବ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ଏପ୍ରିଲ ୨୬ରେ ବିଧିବଦ୍ଧ ଭାବେ ନିର୍ବାଚନ ଅଧିକାରୀଙ୍କ ଦ୍ୱାରା ବିଜ୍ଞପ୍ତି ପ୍ରକାଶ…

ଏମିତି ପ୍ରଶ୍ନ ଶୁଣି ରାଗିଗଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୨୧ା୪: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପିୟର୍ସ ମୋର୍ଗାନଙ୍କ ସହ ଚାଲିଥିବା ସାକ୍ଷାତକାରରୁ ଉଠି ଚାଲିଯାଇଥିବା ଦେଖିବାକୁ ମିଳିଛି। କାରଣ ଗତ ୨୦୨୦ ରାଷ୍ଟ୍ରପତି ନିର୍ବାଚନରେ ହାରିଯିବା ପ୍ରଶ୍ନ ଶୁଣି ରାଗି ପାଚି ନିଆଁ ହୋଇଯାଇଥିଲେ ଟ୍ରମ୍ପ୍‌। ଏହି ସାକ୍ଷାତକାରର…

ଶ୍ରୀଲଙ୍କାକୁ ସହଯୋଗ କରିବ ଚାଇନା

ବେଜିଂ,୨୧ା୪: ଅର୍ଥନୈତିକ ସଙ୍କଟ ସମୟରେ ଶ୍ରୀଲଙ୍କାକୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଛି ଚାଇନା। ବିଳମ୍ବରେ ହେଉ ପଛେ ଶେଷରେ ଚାଇନା ରାଜି ହୋଇଛି। କଲମ୍ବୋକୁ ଏହା ଜରୁରିକାଳୀନ ମାନବିକ ସହାୟତା ପ୍ରଦାନ କରିବ ବୋଲି ଚାଇନା କହିଛି। ତେବେ ଶ୍ରୀଲଙ୍କାର…

ସମୟ ସହିତ ନିଜର ପରିବର୍ତ୍ତନ ଜରୁରୀ…

ଅହମଦାବାଦ, ୨୧।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ନୂଆଦିଲ୍ଲୀର ବିଜ୍ଞାନ ଭବନରେ ସିଭିଲ୍‌ ସର୍ଭିସ୍‌ ଡେ ଅବସରରେ ସାଧାରଣ ପ୍ରଶାସନ କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥିବା ଅଧିକାରୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଦ୍ରୁତ ପରିବର୍ତ୍ତନଶୀଳ ଦୁନିଆରେ ସମୟ ସହ ନିଜର…

ଏମ୍‌ପି ପଦରୁ ଇସ୍ତଫା ଦେଲେ ସୁବାସ ସିଂ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ରାଜ୍ୟ ସଭା ଏମ୍‌ପି ପଦରୁ ଇସ୍ତଫା ଦେଇଛନ୍ତି ସୁବାସ ସିଂ । କଟକ ମେୟର ହେବା ପରେ ସେ ଏମ୍‌ପି ପଦରୁ ଇସ୍ତଫା ଦେଇଛନ୍ତି। ଏନେଇ ଗୁରୁବାର ସେ ଏକ ଖବରଦାତା ସମ୍ମିଳନୀ କରି ବିଧିବଦ୍ଧ ଭାବେ ଘୋଷଣା କରିଛନ୍ତି।…

ଆଭ୍ୟନ୍ତରୀଣ ସୁରକ୍ଷା ପାଇଁ ପ୍ରସ୍ତୁତ ହେଉଛି ଡାଟାବେସ୍‌…

ନୂଆଦିଲ୍ଲୀ, ୨୧।୪ : କେନ୍ଦ୍ରୀୟ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର କହିଛନ୍ତି ଯେ ବୋମା ବିସ୍ଫୋରଣ, ଆତଙ୍କବାଦୀ ପାଣ୍ଠି, ନକଲି ମୁଦ୍ରା, ନିଶା କାରବାର, ହାୱଲା, ଅସ୍ତ୍ରଶସ୍ତ୍ର ଚୋରା ଚାଲାଣ ଏବଂ ଆତଙ୍କବାଦକୁ ନେଇ ଆଭ୍ୟନ୍ତରୀଣ ସୁରକ୍ଷା ସହ ଜଡିତ ଏକ…

ବାରମୁଳା ଏନ୍‌କାଉଣ୍ଟର, ଲଶ୍କରର ଶୀର୍ଷ କମାଣ୍ଡର ନିହତ…

ଶ୍ରୀନଗର, ୨୧।୪ : ଜମ୍ମୁ-କଶ୍ମୀରର ବାରାମୁଳାର ମାଲୱାରେ ଗୁରୁବାର ଏନକାଉଣ୍ଟରରେ ମିଳିତ ସୁରକ୍ଷା ବାହିନୀଙ୍କୁ ଏକ ବଡ଼ ସଫଳତା ମିଳିଛି। ଏହି ଏନକାଉଣ୍ଟରରେ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବାର ଶୀର୍ଷ କମାଣ୍ଡର ୟୁସୁଫ କାନ୍ତରୁ ନିହତ ହୋଇଛନ୍ତି। ସେ ବଡଗାମ ଜିଲାର ଜଣେ…

୨ ସପ୍ତାହ ପର୍ଯ୍ୟନ୍ତ ବୁଲ୍‌ଡୋଜର ବନ୍ଦ, ଏସ୍‌ସିଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ, ୨୧।୪ : ଦୁଇ ସପ୍ତାହ ପର୍ଯ୍ୟନ୍ତ ଦିଲ୍ଲୀର ଜାହାଙ୍ଗୀରପୁରୀ ବେଆଇନ ଅତିକ୍ରମଣ ଅଞ୍ଚଳରେ ବୁଲଡୋଜର ଆଉ ଚାଲିବ ନାହିଁ। ଗୁରୁବାର ଶୁଣାଣି ସମୟରେ ସୁପ୍ରିମକୋର୍ଟ(ଏସ୍‌ସି) ଏହି ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଦେଇଛନ୍ତି। ଦିଲ୍ଲୀର ଜାହାଙ୍ଗୀରପୁରରେ ହୋଇଥିବା ହିଂସା ପରେ ବୁଧବାର ସୁପ୍ରିମକୋର୍ଟରେ…

ବ୍ୟାପୁଛି ଜଙ୍ଗଲ ନିଆଁ

ଛେଣ୍ଡିପଦା,୨୧।୪(ସ୍ବ.ପ୍ର.): ହୁ ହୁ ହୋଇ ଜଳୁଛି ଜଙ୍ଗଲ। ନିଆଁର ଆଁରେ ପୋଡ଼ି ପାଉଁଶ ହୋଇଚାଲିଛି ମୂଲ୍ୟବାନ ବନ୍ୟ ସମ୍ପଦ। ବହୁ ଜୀବଜନ୍ତୁଙ୍କ ଜୀବନହାନି ଆଶଙ୍କା ମଧ୍ୟ କରାଯାଉଛି। ହେଲେ ଏହାକୁ କିପରି ଆୟତ୍ତ କରାଯିବ ସେ ଦିଗରେ ତତ୍ପରତା ପ୍ରକାଶ କରୁନି…

ଗୁଜରାଟରେ ବୋରିସ୍‌…

ଅହମଦାବାଦ, ୨୧।୪ : ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନ ତାଙ୍କର ଦୁଇ ଦିନିଆ ଭାରତ ଗସ୍ତରେ ଗୁରୁବାର ଗୁଜରାଟର ଅହମଦାବାଦରେ ପହଞ୍ଚିଛନ୍ତି। ଗୁଜରାଟରେ ତାଙ୍କୁ ସ୍ବାଗତ କରାଯାଇଛି। ଏଠାରେ ସେ ଏକ ବୁଲଡୋଜର କମ୍ପାନୀ ମଧ୍ୟ ପରିଦର୍ଶନ କରିବେ। ବିରୋଧୀ ଦଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?