ସାମାନ୍ୟ ଲକ୍ଷଣ ଥିବା ସଂକ୍ରମିତଙ୍କ ସମ୍ପର୍କରେ ଆସିଲେ ଟେଷ୍ଟିଂର ଆବଶ୍ୟକତା ନାହିଁ: ଆଇସିଏମ୍ଆର୍
ନୂଆଦିଲ୍ଲୀ,୧୧ ।୧: ସାରା ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢି ଚାଲିଛି । କିଛି ରାଜ୍ୟରେ ସ୍ଥିତି ଅଣାୟତ୍ତ ହେବାରୁ କିଛି କଟକଣା ଲାଗୁ କରାଯାଇଛି । ଇତିମଧ୍ୟରେ କେନ୍ଦ୍ର ସରକାର କୋଭିଡ ଟେଷ୍ଟିଂକୁ ନେଇ ଏକ ବଡ ବୟାନ…
ପଞ୍ଚାୟତ ନିର୍ବାଚନ: ବିଜେଡିର ହଁ, ବିରୋଧୀଙ୍କ ନା
ଭୁବନେଶ୍ୱର,୧୧ା୧(ବ୍ୟୁରୋ):ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ରାଜ୍ୟ ନିର୍ବାଚନ କମିଶନର (ଏସ୍ଇସି) ଭୋଟଗ୍ରହଣ ତାରିଖ ଘୋଷଣା ପୂର୍ବରୁ ଶନିବାର ରାଜ୍ୟ ସରକାରଙ୍କ ସହ ଆଲୋଚନା କରିଥିବା ବେଳେ ସୋମବାର ବିଭିନ୍ନ ରାଜନୈତିକ ଦଳର ମତାମତ ଲୋଡ଼ିଛନ୍ତି। କେବଳ…
ପ୍ରଥମଦିନରେ ୯ଲକ୍ଷ ବରିଷ୍ଠ ନାଗରିକ, ସ୍ୱାସ୍ଥ୍ୟକର୍ମୀ ନେଲେ କରୋନା ବୁଷ୍ଟର ଡୋଜ
ନୂଆଦିଲ୍ଲୀ,୧୧ ।୧: ଦେଶରେ ଗୋଟିଏ ପଟେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଅନ୍ୟପଟେ ସୋମବାର କୋଭିଡ ରୋଧି ଟିକାର ପ୍ରିକଶନ ଡୋଜ ବା ତୃତୀୟ ଡୋଜ ଟିକାକରଣ ଆରମ୍ଭ କରାଯାଇଛି । ପ୍ରଥମଦିନ ବରିଷ୍ଠ ନାଗରିକ ଓ ସ୍ୱାସ୍ଥ୍ୟକର୍ମୀଙ୍କ ସହ…
ଚାକିରି ପାଇଁ ବଢିଲା ବୟସ ସୀମା
ଭୁବନେଶ୍ୱର,୧୦।୧(ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏହି ବୈଠକ ସୋମବାର ସନ୍ଧ୍ୟା ୭.୩୦ରେ ବସିଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ବୈଠକରେ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟମନ୍ତ୍ରୀ ସରକାରୀ ଚାକିରି ପାଇଁ ବୟସ ସୀମା…
ସନ୍ଧ୍ୟା ୭.୩୦ରେ ବସିବ କ୍ୟାବିନେଟ ବୈଠକ
ଭୁବନେଶ୍ବର,୧୦।୧(ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ସନ୍ଧ୍ୟା ୭.୩୦ରେ ବସିବ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତା କରିବେ। ତେବେ ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବ ବୋଲି ସୂଚନା ମିଳିଛି।
ରାଜ୍ୟରେ ଆଉ ୨୮ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୦।୧(ବ୍ୟୁରୋ): ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଛି। ରାଜ୍ୟରେ ସୋମବାର ପୁଣି ଆଉ ୨୮ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ଆଇଏଲଏସ୍ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି…
୧୪ ଦିନରେ ୧୨ ସ୍ଥାନରୁ ଚୋରି
ବଇଣ୍ଡା,୧୦।୧(ଡି.ଏନ.ଏ.): ଅନୁଗୋଳ ଜିଲା ହଣ୍ଡପା ଥାନା ଅଞ୍ଚଳରେ ବଢ଼ୁଛି ଚୋରି। ଠିକ୍ ଭାବେ ପାଟ୍ରୋଲିଂ କରାଯାଉ ନ ଥିବାରୁ ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ବ୍ୟବସାୟିକ ପ୍ରତିଷ୍ଠାନ, ବ୍ୟାଙ୍କ ଆଦିକୁ ଟାର୍ଗେଟ୍ କରୁଥିବା ଅଭିଯୋଗ ହେଉଛି। ଗତ ୧୪ ଦିନ ମଧ୍ୟରେ ୧୨ଟି…
ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ଅବହେଳା, ଗଠନ ହେବ ଯାଞ୍ଚ୍ କମିଟି…
ନୂଆଦିଲ୍ଲୀ, ୧୦।୧ : ପଞ୍ଜାବ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ବ୍ୟବସ୍ଥାରେ ହୋଇଥିବା ଅବହେଳା ମାମଲାର ବିଚାର କରି ସୁପ୍ରିମ୍କୋର୍ଟ ଏକ ଯାଞ୍ଚ କମିଟି ଗଠନ କରିବାକୁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଅବସରପ୍ରାପ୍ତ ବିଚାରପତିଙ୍କ ନେତୃତ୍ୱରେ ଏହି କମିଟି…
ସୀମା ମୁକୁଳା, ଶିକାରୀ ସକ୍ରିୟ
ଢେଙ୍କାନାଳ ଅଫିସ, ୧୦।୧: ମୁକୁଳା ପଡ଼ିଛି ବିସ୍ତୀର୍ଣ୍ଣ ଜଙ୍ଗଲ ସୀମା। କୋର୍ ଏରିଆ ଉପରେ ନଜର ରଖିବାକୁ ନାହାନ୍ତି ଆବଶ୍ୟକ କର୍ମଚାରୀ। ଗୋଟିଏ ପଟେ ଚଢ଼ାଉ କରିବା ବେଳକୁ ଅପରପାର୍ଶ୍ୱରେ ଖସି ପଳାଉଛନ୍ତି ଶିକାରୀ। ସଂରକ୍ଷିତ ଜଙ୍ଗଲରେ ଅବାଧ ଶିକାର ହାତୀ ଭଳି…
ଅଳିଆଗଦାରେ ଜୀବିକା ଖୋଜା
ବାରିପଦା ଅଫିସ, ୧୦।୧: ରାଜା ରାଜୁଡ଼ା ଅମଳରୁ ଛଉନୃତ୍ୟକୁ ଆଦରି ଥିଲେ। ଭାରତର ବିଭିନ୍ନ ସ୍ଥାନରେ ଛଉନୃତ୍ୟ ବେଳେ ଢୋଲ ଓ ମହୁରି ବଜାଇ ବେଶ୍ ନାଁ କମାଇଥିଲେ। ୧୨ବର୍ଷ ବୟସରୁ ଛଉନୃତ୍ୟକୁ ନିଶା ଓ ପେସା ଭାବେ ଗ୍ରହଣ କରିଥିବା…
ସ୍ୟୁ ଚୀଙ୍କୁ ପୁଣି ୪ ବର୍ଷ ଜେଲ୍ ଦଣ୍ଡାଦେଶ…
ନାପିଦ୍ୱ,୧୦।୧: ନୋବେଲ ବିଜେତା ତଥା ମ୍ୟାନ୍ମାର ନେତା ଅଙ୍ଗ ସାନ ସ୍ୟୁ ଚୀଙ୍କୁ କରୋନା ନିୟମ ଉଲ୍ଲଂଘନ କରିଥିବା ଏବଂ ଉତ୍ତେଜନା ସୃଷ୍ଟିକାରୀ ଭାଷଣ ଦେଇଥିବା ଅପରାଧରେ ସୋମବାର ୪ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଏହା ପୂର୍ବରୁ ୨୦୨୧ ଡିସେମ୍ବରରେ…
୧୯ ମହଲା କୋଠାରେ ଅଗ୍ନିକାଣ୍ଡ, ୯ ଶିଶୁଙ୍କ ସମେତ ୧୯ ଜୀବନ୍ତ ଦଗ୍ଧ…
ନ୍ୟୁୟର୍କ, ୧୦।୧ : ଆମେରିକାର ନ୍ୟୁୟର୍କ ସହରରେ ଏକ ୧୯ ମହଲା କୋଠାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୯ ଶିଶୁଙ୍କ ସମେତ ୧୯ ଜଣ ଜୀବନ୍ତ ଦଗ୍ଧ ହୋଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ୩୨ ଜଣ ଆହତଙ୍କୁ…
Archives


