କ୍ୟାଣ୍ଡେଲ, ମୋବାଇଲ ଆଲୁଅରେ ଚିକିତ୍ସା
ପୋଲସରା,୧୮।୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୋଲସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ରବିବାର ସନ୍ଧ୍ୟାରେ ବିଦ୍ୟୁତ୍ କାଟ ହୋଇଥିବା ବେଳେ କ୍ୟାଣ୍ଡେଲ ଓ ମୋବାଇଲ ଫୋନ୍ ଆଲୁଅରେ ରୋଗୀ ଚିକିତ୍ସା କରାଯାଇଛି। ଏପରିକି ଜଣେ ମହିଳାଙ୍କ ପ୍ରସବ ମଧ୍ୟ କରାଯାଇଛି। ପୋଲସରା…
ପାକିସ୍ତାନ ଉପରେ ୪୨,୭୪୫ ଶହ କୋଟିରୁ ଅଧିକ ଋଣ ବୋଝ…
ଇସଲାମାବାଦ୍, ୧୮।୪ : ରାଜନୈତିକ ସଙ୍କଟର ସମ୍ମୁଖୀନ ହୋଇଥିବା ପାକିସ୍ତାନ ଉପରେ ଋଣ ବୋଝ ବଢ଼ିବାରେ ଲାଗିଛି। ଏବେ ପାକିସ୍ତାନର ମୋଟ ଋଣ ପରିମାଣ ୪୨,୭୪୫ ଶହ କୋଟି ଟଙ୍କାରେ ପହଞ୍ଚିଛି। ଏହା ସହିତ ପାକିସ୍ତାନର ନୂତନ ସରକାର ପୁଣି ଶହେ…
କାମରେ ଆସୁନି ଜଳ ଯୋଗାଣ ପ୍ରକଳ୍ପ
ଧାମନଗର, ୧୮।୪: ପ୍ରତ୍ୟେକ ଘରକୁ ପାନୀୟଜଳ ଯୋଗାଇ ଦେବା ଲାଗି ଭଦ୍ରକ ଜିଲା ଧାମନଗର ବ୍ଲକରେ ଗ୍ରାମୀଣ ଜଳ ଯୋଗାଣ ବିଭାଗ ପକ୍ଷରୁ ପ୍ରକଳ୍ପ ନିର୍ମାଣ କରାଯାଉଛି। କେନ୍ଦ୍ର ସରକାରଙ୍କ ସ୍ବଜଳ ଧାରା ଏବଂ ରାଜ୍ୟ ସରକାରଙ୍କ ବସୁଧା ଯୋଜନାରେ ଗ୍ରାମାଞ୍ଚଳରେ…
ଓଏସ୍ଏପି ବାଟାଲିୟନ ଅଫିସ ଏବେ ଭୂତକୋଠି
କେନ୍ଦୁଝର, ୧୮।୪ (ସ୍ବ.ପ୍ର.): କେନ୍ଦୁଝର ପୁରୁଣା ସହରରେ ଥିବା ପୋଲିସ ବିଭାଗର ଓଏସ୍ଏପି ୨ୟ ବାଟାଲିୟନ ଅଫିସ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଜିଲାର ସୁରକ୍ଷା ପାଇଁ ଏଠାରେ ବହୁ ସଂଖ୍ୟାରେ ସୁରକ୍ଷାବଳ ରହୁଥିଲେ। ଦୀର୍ଘ ବହୁ ବର୍ଷ ହେଲା ଏହା…
ଅଜାନ୍ ସମୟରେ ବାଜି ପାରିବନି ହନୁମାନ ଚାଳିଶା
ନାଶିକ,୧୮।୪: ଅଜାନ୍ ସମୟରେ ହନୁମାନ ଚଲିଶା ସହରରେ ବାଜିବାକୁ ଦିଆଯିବ ନାହିଁ ବୋଲି ମହାରାଷ୍ଟ୍ରର ନାଶିକ ପ୍ରଶାସନ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶ ଅନୁଯାୟୀ, ହନୁମାନ ଚାଳିଶା ଅଜାନର ୧୫ ମିନିଟ ପୂର୍ବରୁ ଏବଂ ୧୫ ମିନିଟ ପରେ ମଧ୍ୟ ବଜାଯାଇପାରିବ ନାହିଁ।…
ପୁଣି ଆହ୍ଲାବାଦ ହାଇକୋର୍ଟକୁ ଫେରିଲା ଲଖିମପୁର ଖେରୀ ମାମଲା,…
ନୂଆଦିଲ୍ଲୀ, ୧୮।୪ : ଲଖିମପୁର ଖେରୀ ମାମଲାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରଙ୍କ ଜାମିନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ଏହା ସହ ଶୀର୍ଷ ଅଦାଲତ ପୁନର୍ବାର ହାଇକୋର୍ଟରେ ମାମଲା ପଠାଇଛନ୍ତି। ଅଦାଲତ କହିଛନ୍ତି ଯେ ଯଦି ଏହି ପ୍ରସଙ୍ଗରେ କୌଣସି ନୂତନ…
ଯବାନଙ୍କ କ୍ୟାମ୍ପ୍ ଉପରେ ମାଓବାଦୀଙ୍କ ଗୁଳିବର୍ଷଣ: ୪ ଯବାନ ଆହତ
ମାଲକାନଗିରି,୧୮ା୪(ଡି.ଏନ୍.ଏ.): ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲାରେ ପୋଲିସ କ୍ୟାମ୍ପ୍ ଉପରେ ମାଓବାଦୀ ହମଲା କରିଛନ୍ତି। କୁଟରୁ ଥାନା ଅନ୍ତର୍ଗତ ଦରଭା ପୋଲିସ କ୍ୟାମ୍ପ୍ ଉପରେ ରବିବାର ରାତିରେ ଶତାଧିକ ମାଓବାଦୀ ଆକ୍ରମଣ କରିଥିଲେ। ମାଓବାଦୀଙ୍କ ପକ୍ଷରୁ ଗୁଳି ଚାଳନା କରାଯିବା ସହ…
ଇନଫୋସିସକୁ ଝଟ୍କା, ପାଣିରେ ପଡ଼ିଲା ନିବେଶକଙ୍କର ୪୦ ହଜାର କୋଟି…
ମୁମ୍ବାଇ, ୧୮।୪ : ଇନଫୋସିସର ନିବେଶକମାନେ ସଙ୍କଟର ସମ୍ମୁଖୀନ ହୋଇଛନ୍ତି। ସୋମବାର ଇନଫୋସିସ ଶେୟାରର ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜରେ ୬.୮୯ ପ୍ରତିଶତ ହ୍ରାସ ସହିତ ଇନଫୋସିସ ଶେୟାର ୧୬୨୮.୧୦ଟଙ୍କାସ୍ତରରେ କାରବାର କରୁଛି। ଫଳରେ କମ୍ପାନୀର ଶେୟାର…
ଶାଶୁ-ବୋହୂ କଳି ଘରୋଇ ହିଂସା ମାମଲାରେ ଭିଡ଼ିଓ-ଫଟୋର ପ୍ରାମାଣିକତା ଜରୁରୀ, କହିଲେ କୋର୍ଟ…
ନୂଆଦିଲ୍ଲୀ, ୧୮।୪ : ଶାଶୁ ବୋହୂ କଳି ଭଳି ପାରିବାରିକ ହିଂସା ମାମଲାରେ ଭିଡ଼ିଓ ଏବଂ ଫଟୋର ପ୍ରମାଣ ଜରୁରୀ ବୋଲି ଦିଲ୍ଲୀର ଏକ କୋର୍ଟ କହିଛନ୍ତି। ବୃଦ୍ଧ ଶାଶୁ ତାଙ୍କ ବୋହୂଙ୍କ ବିରୋଧରେ ଘରୋଇ ହିଂସା ଅଭିଯୋଗ କରିଛନ୍ତି। ଶାଶୁ…
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ହେବ ଶେଷକୃତ୍ୟ
ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଓଡ଼ିଶା ସଙ୍ଗୀତ ଜଗତର ସୁନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ, ଗାୟକ, ଗୀତିକାର ପ୍ରଫୁଲ୍ଲ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ସ୍ବର୍ଗତ କରଙ୍କ ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ…
ବଢୁଛି ଏଚ୍ଆଇଭି ଆକ୍ରାନ୍ତଙ୍କ ସଂଖ୍ୟା, ମହାରାଷ୍ଟ୍ର ଶୀର୍ଷରେ…
ନୂଆଦିଲ୍ଲୀ, ୧୮।୪ : ଦେଶରେ ଏଚ୍ଆଇଭି ଏଡ୍ସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆକ୍ରାନ୍ତଙ୍କ ସଂଖ୍ୟାରେ ମହାରାଷ୍ଟ୍ର ଶୀର୍ଷରେ ରହିଛି। ଏହାପଛକୁ ଦ୍ୱିତୀୟ ସ୍ଥାନରେ ଉତ୍ତରପ୍ରଦେଶ ରହିଛି। ସେହିପରି ତୃତୀୟ ସ୍ଥାନରେ ବିହାର ରହିଛି। ବିହାରରେ ଏଡ୍ସ ଆକ୍ରାନ୍ତଙକ୍କ ସଂଖ୍ୟା ୮,୦୦୦…
ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ, ୧୮।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ହଜାର ୧୮୩ ରେ ପହଞ୍ଚିଛି। ଫଳରେ ଦୈନିକ…

