ଦକ୍ଷିଣ ଆଫ୍ରିକାରେ ହାହାକାର, ୪୪୩ ମୃତ-୪୦ ହଜାରରୁ ଅଧିକ ବେଘର…
କେପ୍ ଟାଉନ୍, ୧୮।୪ : ଦକ୍ଷିଣ ଆଫ୍ରିକା କରୋନା ବିପର୍ଯ୍ୟୟରୁ ମୁକୁଳିବାକୁ ପ୍ରୟାସ କରୁଥିବାବେଳେ ପୁଣି ଏକ ବିପଦ ଯୋଗୁ ସଙ୍କଟରେ ପଡ଼ିଛି। ବର୍ତ୍ତମାନ ଦକ୍ଷିଣ ଆଫ୍ରିକା ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୱାଜୁଲୁ-ନାଟାଲ ପ୍ରଦେଶ ଏବଂ ଡର୍ବାନରେ ବନ୍ୟାରେ ମୃତ୍ୟୁ…
ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଯଶସ୍ବୀ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତ କରଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣ୍ଣନା କରିଛନ୍ତି। ଜଣେ ଗୀତିକାର ସଂଗୀତଜ୍ଞ ତଥା ସଙ୍ଗୀତ ନିର୍ଦ୍ଦେଶକ…
ଯୁଦ୍ଧରେ ରୁଷିଆର ପୁଣି ଜଣେ ଜେନେରାଲଙ୍କ ମୃତ୍ୟୁ, ୮ ଜେନେରାଲ-୩୪ କର୍ନେଲଙ୍କ ଜୀବନ ଗଲାଣି…
ମସ୍କୋ/କ୍ୱିଭ୍, ୧୮।୪ : ୟୁକ୍ରେନ ଯୁଦ୍ଧ ରୁଷିଆ ପାଇଁ ଏବେ ଗଳାର କଣ୍ଟା ପାଲଟିଛି। ଯୁଦ୍ଧ ଯୋଗୁ ରୁଷିଆ ସବୁଆଡୁ ପ୍ରତିରୋଧର ସମ୍ମୁଖୀନ ହେବାରେ ଲାଗିଛି। ରୁଷିଆ କେବେ ବି ଭାବି ନ ଥିଲା ଯେ ୟୁକ୍ରେନ ଏପରି ଚ୍ୟାଲେଞ୍ଜ କରିବ।…
୧୭୦ କୋଟି ଲୋକ ଭୋକିଲା ରହିବା ଆଶଙ୍କା, ରୁଷିଆ-ୟୁକ୍ରେନ୍ ଯୁଦ୍ଧର ପ୍ରଭାବ…
ଜେନେଭା, ୧୮।୪ : ୟୁକ୍ରେନ ସଙ୍କଟ ସମ୍ପର୍କରେ ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ ଏକ ଗୁରୁତ୍ତ୍ୱପୂର୍ଣ୍ଣ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ରୁଷିଆ ଏବଂ ୟୁକେନ୍ ଯୁଦ୍ଧ ଯୋଗୁ ପୃଥିବୀର ଏକ ପଞ୍ଚମାଂଶ ଅନାହାରରେ ଅଛନ୍ତି। ସେ କହିଛନ୍ତି ୟୁକ୍ରେନ…
କରୋନା ସ୍ଥିତି ନେଇ ପୁଣି ଘନେଇଲା ସଙ୍କଟ, ସାପ୍ତାହିକ ବୃଦ୍ଧି ହାର ୩୫ ପ୍ରତିଶତ…
ନୂଆଦିଲ୍ଲୀ, ୧୮।୪ : କ୍ରମାଗତ ୧୧ ସପ୍ତାହ ହ୍ରାସ ପରେ, ଭାରତରେ ପୁଣିଥରେ ଚଳିତ ସପ୍ତାହରେ କରୋନା ସଂକ୍ରମଣ ମାମଲାରେ ବୃଦ୍ଧି ଘଟିଛି। ଦିଲ୍ଲୀ, ହରିୟାଣା, ଉତ୍ତରପ୍ରଦେଶ ଏବଂ ଏହାର ଆଖପାଖ ରାଜ୍ୟରେ ଗତ ସାତ ଦିନ ମଧ୍ୟରେ ସଂକ୍ରମଣରେ ୩୫…
ମୁମ୍ବାଇରେ ହେବ ଅଣଭାଜପା ମୁଖ୍ୟମନ୍ତ୍ରୀ ସମ୍ମିଳନୀ
ମୁମ୍ବାଇ,୧୮।୪ : ଦେଶର ସାମ୍ପ୍ରତିକ ରାଜନୈତିକ ସ୍ଥିତି ସମ୍ପର୍କରେ ଆଲୋଚନା ଲାଗି ଖୁବ୍ଶୀଘ୍ର ମୁମ୍ବାଇରେ ଅଣଭାଜପା ମୁଖ୍ୟମନ୍ତ୍ରୀମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇପାରେ। ଶିବସେନା ଏମ୍ପି ସଞ୍ଜୟ ରାଉତ ରବିବାର ଏହି ସୂଚନା ଦେଇଛନ୍ତି। ଏନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଣଭାଜପା…
ଭାରତରେ କୋଭିଡ୍ ମୃତ୍ୟୁ ୪୦ ଲକ୍ଷ
ନୂଆଦିଲ୍ଲୀ,୧୮।୪ : ବିଶ୍ୱବ୍ୟାପୀ କୋଭିଡ୍ ମହାମାରୀଜନିତ ମୃତ୍ୟୁସଂଖ୍ୟାକୁ ସାର୍ବଜନିନ କରିବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) ଉଦ୍ୟମ କରୁଥିବାବେଳେ ଏହାକୁ ଭାରତ ଅଟକାଇଥିବା ଖବର ପ୍ରକାଶ ପାଇଛି। ନ୍ୟୁୟର୍କ ଟାଇମ୍ସରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ଡବ୍ଲ୍ୟୁଏଚ୍ଓର କୋଭିଡ୍ ମୃତ୍ୟୁ ଆକଳନ…
ବିକିରଣ ନିରୋଧୀ ଔଷଧ ମହଜୁଦ ରଖ
କିଭ୍, ୧୮ା୪: ୟୁକ୍ରେନ୍ ଯୁଦ୍ଧର ବିନାଶକାରୀ ଅନ୍ତ ଘଟାଇବାକୁ ରୁଷିଆ ନ୍ୟୁକ୍ଲିୟର ଆକ୍ରମଣ କରିବାକୁ ପ୍ରସ୍ତୁତ ହେଉଛି। ସାରା ବିଶ୍ୱକୁ ଏଥିପାଇଁ ପ୍ରସ୍ତୁତ ହେବାକୁ ପଡ଼ିବ। ବିପୁଳ ମାତ୍ରାରେ ଆଣ୍ଟାଇ-ରେଡିଏଶନ ବା ବିକିରଣ ନିରୋଧୀ ଔଷଧ ରଖିବା ସହ ଏୟାର ରେଡ୍…
ରାଜ୍ୟ ସରକାରଙ୍କ ଅଧିକାର ସୁରକ୍ଷା କରନ୍ତୁ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୮।୪ (ଆଇଏଏନ୍ଏସ୍): ସୁପ୍ରିମକୋର୍ଟ ବିଭିନ୍ନ ରାୟରେ ଭାରତୀୟ ୟୁନିୟନର ବିଶେଷତ୍ୱ ସମ୍ପର୍କରେ ମନ୍ତବ୍ୟ ଦେବା ସହ ସଂଘୀୟ ବ୍ୟବସ୍ଥାର ପ୍ରତିଷ୍ଠା ଓ ବିକାଶରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇ ଆସିଛନ୍ତି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନେଇ ଭାରତୀୟ ୟୁନିୟନ ଗଠିତ। ତେବେ…
କମଳ ଦେଶର ରାଜକୁମାର
କଳାକାର ଜୀବନର ପ୍ରାରମ୍ଭରେ ପ୍ରଫୁଲ୍ଲ କର ଗାଇଥିଲେ ‘କମଳ ଦେଶର ରାଜକୁମାର ମୁଁ, ହାତରେ ପୁଷ୍ପ ଧନୁ..’। ଏହି ଗୀତଟି ତାଙ୍କୁ ବେଶ୍ ଲୋକପ୍ରିୟ କରାଇଥିଲା। ଏହାପରେ ସେ କମଳ ଦେଶର ରାଜକୁମାର ଭାବେ ଘରେ ଘରେ ପରିଚିତ ହୋଇଯାଇଥିଲେ। ତାଙ୍କ…
ଘରେ ଆଣ୍ଠୁଏ ପାଣି
ନୂଆଦିଲ୍ଲୀ,୧୮ା୪: ପଡ଼ୋଶୀ ଶ୍ରୀଲଙ୍କା, ପାକିସ୍ତାନ ଓ ନେପାଳ ଭଳି ଭାରତରେ ମଧ୍ୟ ଆର୍ଥିକ ସଙ୍କଟ ମୁଣ୍ଡ ଟେକିଲାଣି। ଦେଶରେ ପେଟ୍ରୋଲ, ଡିଜେଲଠାରୁ ନେଇ ଖାଇବା ତେଲ, ଔଷଧ ଓ ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ଦରଦାମ ଆକାଶଛୁଅଁା ହୋଇଛି। ଡଲାର ତୁଳନାରେ ଟଙ୍କାର…
ଆଜିଠୁ ଲୋକସେବା ଭବନ ଯାଇପାରିବେ ସାଧାରଣ ଜନତା, ଖବରଦାତା
ଭୁବନେଶ୍ୱର,୧୮ା୪(ବ୍ୟୁରୋ): ସାଧାରଣ ଲୋକମାନେ ସୋମବାର ଠାରୁ ଲୋକସେବା ଭବନ, ରାଜୀବ ଭବନ ଏବଂ ଖାରବେଳ ଭବନରେ ନିଜର ଅଭିଯୋଗ ରଖିପାରିବେ। କରୋନା ଲାଗି ଦୀର୍ଘ ୨ ବର୍ଷ ଧରି ରହିଥିବା କଟକଣାକୁ ରାଜ୍ୟ ସରକାର ମଙ୍ଗଳବାର ଉଠାଇ ଦେଇଛନ୍ତି। ବର୍ତ୍ତମାନ ସଂକ୍ରମଣ…

