Home Middle

ଅଚଳାବସ୍ଥାରେ ଇ-ଟଏଲେଟ୍‌

ଭୁବନେଶ୍ୱର,୧୮।୪ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ସ୍ବଚ୍ଛ, ସବୁଜ, ସୁନ୍ଦର କରି ଗଢିତୋଳିବା ପାଇଁ ବିଏମ୍‌ସି ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ସ୍ମାର୍ଟ ସିଟିକୁ ଯେପରି ବାହ୍ୟ ମଳମୁକ୍ତ ଅଞ୍ଚଳ କରାଯାଇ ପାରିବ ସେଥିପାଇଁ ଇ-ଟଏଲେଟ୍‌ର ବ୍ୟବସ୍ଥା ରହିଛି। ଏଥିସହ ବାହାରେ ମଳତ୍ୟାଗ…

ଆଉନାହାନ୍ତି ସୁନାମଧନ୍ୟ ସଂଗୀତଜ୍ଞ ପ୍ରଫୁଲ୍ଲ କର

ଭୁବନେଶ୍ବର,୧୭୲୪( ବ୍ୟୁରୋ):ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ, କଣ୍ଠଶିଳ୍ପୀ ତଥା ଗୀତିକାର ପ୍ରଫୁଲ୍ଲ କରଙ୍କ ପରଲୋକ ଘଟିଛି। ରବିବାର ଭୁବନେଶ୍ବରର ସତ୍ୟ ନଗରସ୍ଥିତ ବାସଭବନରେ ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା। ସେ…

ମିଲରଙ୍କ ବିସ୍ଫୋରକ ବ୍ୟାଟିଂ: ଚେନ୍ନାଇକୁ ହରାଇଲା ଗୁଜରାଟ

ପୁଣେ,୧୭।୪: ଆଇପିଏଲ୍‌ ୨୦୨୨ର ୨୯ତମ ମ୍ୟାଚ୍‌ ରେ ଗୁଜରାଟ ଟାଇଟାନ୍ସ ଚାରିଥର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସକୁ ୩ ଉଇକେଟରେ ପରାସ୍ତ କରିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଚେନ୍ନାଇ ୫ ଉଇକେଟ୍‌ ହରାଇ ୧୬୯ ରନ୍‌ ସଂଗ୍ରହ କରିଥିଲା।…

ଏସବୁ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ରାଜ୍ୟର ଅଧିକାଂଶ ସ୍ଥାନରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରିି ଦେଉଛି। ରବିବାର ୧୫ଟି ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବା ବେଳେ ଶନିବାର ଭଳି ଆଜି ମଧ୍ୟ ସୋନପୁରରେ ସର୍ବାଧିକ…

ମୁଁ ଭାରତ ବିରୋଧୀ ନୁହେଁ: ଇମ୍ରାନ

ଇସଲାମାବାଦ,୧୭ା୪: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଦୃଢ଼ ଭାବେ କହିଛନ୍ତି ଯେ, ଶେହବାଜ ଶରିଫଙ୍କ ନେତୃତ୍ୱାଧୀନ ସରକାର ତାଙ୍କୁ ଦେଶର ରାଜନୀତିରୁ ବାହାର କରିବାକୁ ଚେଷ୍ଟା କରୁଛନ୍ତି। ଏହା ସହିତ ଇମ୍ରାନ ତାଙ୍କ ସରକାରକୁ ଟପିଯିବାର ଘଟଣାକୁ ଏକ ସ୍ଥିର…

ଆମେରିକାରେ ଥମୁନି ଗୁଳି ବର୍ଷଣ

ଓ୍ବାଶିଂଟନ,୧୭ା୪: ଆମେରିକାରେ ଗୁଳି ବିନିମୟ ଥମୁନାହିଁ। ରବିବାର ପୂର୍ବାହ୍ନରେ ଆମେରିକାର ପିଟସବର୍ଗ ସହରରେ ଗୁଳି ବିନିମୟରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୧ ଜଣ ଆହତ ହୋଇଛନ୍ତି। ପୂରା ଘଟଣାର ସବିଶେଷ ତଥ୍ୟ ଦେଇ ପିଟ୍ସବର୍ଗ ପୋଲିସ କହିଛି, ସହରର…

ଇମ୍ରାନଙ୍କୁ ଆଉ ଏକ ଝଟ୍‌କା

ଇସଲାମାବାଦ,୧୭ା୪: ପାକିସ୍ତାନ ନ୍ୟାଶନାଲ ଆସେମ୍ବ୍ଲିର ନବନିର୍ବାଚିତ ବାଚସ୍ପତି ରାଜା ପରଭେଜ ଆଶ୍ରାଫ ଶନିବାର ପାକିସ୍ତାନ ତେହେରିକ-ଇ-ଇନସାଫ୍‌ (ପିଟିଆଇ)ର ୧୨୩ ଏମ୍‌ପିଙ୍କ ଇସ୍ତଫାକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ପୂର୍ବ ନିୟମାବଳୀ ଅନୁଯାୟୀ, ପିଟିଆଇ ସଦସ୍ୟଙ୍କ ଇସ୍ତଫା ପ୍ରସଙ୍ଗକୁ ସାମ୍ନା କରିବାକୁ ଏବଂ ଆଇନ ଅନୁଯାୟୀ…

‘ଗୋ ଗୋଟା ଗୋ’, ଆର୍ଥିକ ସଙ୍କଟ ଯୋଡୁଛି ୨୬ ବର୍ଷର ସାମ୍ପ୍ରଦାୟିକ ଫାଟ…

କଲମ୍ବୋ, ୧୭।୪ : ଶ୍ରୀଲଙ୍କାର ରକ୍ତାକ୍ତ ସାମ୍ପ୍ରଦାୟିକ ବିବାଦ ୨୬ ବର୍ଷ ତଳେ ୨୦ ମଇ ୨୦୦୯ ରେ ସମାପ୍ତ ହୋଇଥିଲା। କିନ୍ତୁ ଦେଶର ଦୁଇ ଗୋଷ୍ଠୀ, ସିଂହଳୀ ବୁଦ୍ଧ ଏବଂ ତାମିଲଙ୍କ ମଧ୍ୟରେ ମତଭେଦର ଫାଟ କେବେ ବି କମି…

ଦେଶରେ ଦାରିଦ୍ର୍ୟତା ୧୨.୩ ପ୍ରତିଶତ ହ୍ରାସ ପାଇଛି, ବିଶ୍ୱବ୍ୟାଙ୍କ ରିପୋର୍ଟ…

ନୂଆଦିଲ୍ଲୀ, ୧୭।୪ : ଦେଶରେ ଦାରିଦ୍ର୍ୟତା ୧୨.୩ ପ୍ରତିଶତ ହ୍ରାସ ପାଇଛି। ବିଶ୍ୱବ୍ୟାଙ୍କର ନୀତି ଅନୁସନ୍ଧାନର ଏକ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ରିପୋର୍ଟରେ କୁହାଯାଇଛି ଯେ ଭାରତରେ ଦାରିଦ୍ର୍ୟତା ୨୦୧୯ରେ ୨୦୧୧ ତୁଳନାରେ ୧୨.୩ ପ୍ରତିଶତ ହ୍ରାସ ପାଇ ୧୦.୨ରେ…

ଆୟୁଷ୍ମାନ ଭାରତ ଯୋଜନା ଅନ୍ତର୍ଗତ ଦେଶରେ ସ୍ଥାପିତ ହୋଇଛି ୧.୧୭ ଲକ୍ଷ ସ୍ବାସ୍ଥ୍ୟ କଲ୍ୟାଣ କେନ୍ଦ୍ର…

ନୂଆଦିଲ୍ଲୀ, ୧୭।୪ : ଦେଶରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ୧.୧୭ ଲକ୍ଷ ସ୍ବାସ୍ଥ୍ୟ ଏବେ କଲ୍ୟାଣ କେନ୍ଦ୍ର ସ୍ଥାପନ କରାଯାଇଛି। ସରକାରଙ୍କ ଆୟୁଷ୍ମାନ ଯୋଜନା ଅନ୍ତର୍ଗତ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବ କେନ୍ଦ୍ରୀୟ ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ରବିବାର ସୂଚନା ଦେଇଛନ୍ତି।…

ଅଗଷ୍ଟା ୱେଷ୍ଟଲ୍ୟାଣ୍ଡ ମାମଲାରେ ୯ ବର୍ଷରେ ୩ ଚାର୍ଜଶିଟ୍‌, ଅଭିଯୁକ୍ତ ଚିହ୍ନଟ-ହେବେ ଗିରଫ…

ନୂଆଦିଲ୍ଲୀ, ୧୭।୪ : ନଅ ବର୍ଷ ପରେ ବି ସିବିଆଇ ଅଧିକାରୀମାନେ ଅଗଷ୍ଟା ୱେଷ୍ଟଲ୍ୟାଣ୍ଡ ଚପର କାରବାରରେ ହୋଇଥିବା ୩,୭୨୭ କୋଟି ଟଙ୍କାର ହେରଫେରର ତଦନ୍ତ ଜାରି ରଖିଛନ୍ତି। ସଦ୍ୟତମ ରିପୋର୍ଟରେ ଦର୍ଶାଯାଇଛି ଯେ ଏହି ଡିଲ୍‌ରୁ ଉପକୃତ ହୋଇଥିବା ରାଜନେତା…

କଂଗ୍ରେସ ପାଇଁ ପିକେଙ୍କ ‘୩୭୦ ପ୍ଲସ୍‌ ଫର୍ମୂଲା’…

ନୂଆଦିଲ୍ଲୀ, ୧୭।୪ : ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର (ପିକେ) କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ଦଳର ଅନ୍ୟ ୧୦ ବରିଷ୍ଠ ନେତାଙ୍କ ସହିତ ମିଶନ ୨୦୨୪ ବୈଠକ କରିଛନ୍ତି। ୪ ଘଣ୍ଟା ଧରି ଚାଲିଥିବା ଏହି ବୈଠକରେ ପିକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?