Home Middle

ପ୍ରଥମେ ଗୁଜରାଟ ଯିବେ ବୋରିସ୍‌, ଡାଏସ୍ପୋରା ପାଇଁ ଗୁରୁତ୍ୱପୂର୍ଣ୍ଣ…

ନୂଆଦିଲ୍ଲୀ, ୧୭।୪ : ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ ଜନସନ ୨୧ ଏପ୍ରିଲରେ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣ କ୍ରମେ ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ଭାବରେ ବୋରିସ ଜନସନଙ୍କର ଏହା ହେଉଛି ପ୍ରଥମ ଭାରତ ଗସ୍ତ ।…

ରୁଷିଆ ଦଖଲରେ ମାରିଆପୋଲ, ୧,୪୬୪ ୟୁକ୍ରେନ୍‌ ସୈନ୍ୟଙ୍କ ଆତ୍ମସମର୍ପଣ…

କ୍ୱିଭ୍‌, ୧୭।୪ : ରୁଷିଆର ସୈନ୍ୟବାହିନୀ ପୂର୍ବ ୟୁକ୍ରେନ୍‌ର ମାରିଅପୋଲ ସହରକୁ ନିଜ ଦଖଲକୁ ନେଇଛି। ରୁଷିଆର ପ୍ରତିରକ୍ଷା ମନ୍ତ୍ରଣାଳୟର ମୁଖପାତ୍ର ଇଗୋର କୋନାଶେନକୋଭ ଏହି ସୂଚନା ଦେଇ କହିଛନ୍ତି ଯେ ୧,୪୬୪ ୟୁକ୍ରେନ୍‌ ସୈନ୍ୟ ଆତ୍ମସମର୍ପଣ କରିଛନ୍ତି। ତେବେ ୟୁକ୍ରେନର…

କୋର୍ଟରୁ ଚୋରି, ମନ୍ତ୍ରୀଙ୍କ ମାମଲାର ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଗାଏବ୍‌…

ହାଇଦ୍ରାବାଦ୍‌, ୧୭।୪ : କୋର୍ଟରେ ପୁଣି ଚୋରି। ଯେକେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ମାତ୍ର ଏହା ସତ୍ୟ। ଚୋରମାନେ ଆନ୍ଧ୍ରପ୍ରଦେଶର ନେଲ୍ଲୁରରେ କୋର୍ଟକୁ ଟାର୍ଗେଟ କରିଛନ୍ତି। ଚୋରମାନେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଫିଲ୍ମ ଷ୍ଟାଇଲ୍‌ରେ ଚୋରାଇ ନେଇଛନ୍ତି। ଚୋରି ହୋଇଥିବା କାଗଜପତ୍ର…

ଇରପିନ୍‌ ପାଲଟିଲା ଧ୍ୱଂସସ୍ତୁପ, ୭୧ ପ୍ରତିଶତ କୋଠା ଧରାଶାୟୀ…

କ୍ୱିଭ୍‌, ୧୭।୪ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ୫୩ ଦିନରେ ପହଞ୍ଚିଛି। ଉଭୟ ପକ୍ଷ ସୈନ୍ୟବାହିନୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି। ରୁଷିଆ ସୈନ୍ୟ ଏବେ ଅଧିକ ଆକ୍ରମଣାତ୍ମକ ହେବାରେ ଲାଗିଛନ୍ତି। ମାରିଆପୋଲ, ଡୋନେଟସ୍କ,…

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ, ୧୭।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧ ହଜାର ୧୫୦ରେ ପହଞ୍ଚିଛି। ସେହିପରି ଗତ ୨୪…

ଆଜି ବିଜୁବାବୁଙ୍କ ତିରୋଧାନ ଦିବସ: ନିରାଡ଼ମ୍ବରରେ ପାଳନ କରିବ ବିଜେଡି

ଭୁବନେଶ୍ୱର,୧୭।୪(ବ୍ୟୁରୋ)-ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସକୁ ବିଜୁ ଜନତା ଦଳ ନିରାଡ଼ମ୍ବର ଭାବେ ପାଳନ କରିବ । ଏ ନେଇ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବିଜୁବାବୁଙ୍କ ଶ୍ରାଦ୍ଧ ଦିବସରେ ଓଡ଼ିଶାବାସୀଙ୍କ ସେବାରେ…

ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୫୨ ଦିନ, ରୁଷିଆର ୨୦ ହଜାର ସେନାଙ୍କର ହେଲାଣି ମୃତ୍ୟୁ: ଜେଲେନ୍‌ସ୍କି

କ୍ୱିଭ,୧୭ ।୬: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୫୨ ଦିନ ହୋଇଛି । ଏହାରି ଭିତରେ ଉଭୟ ଦେଶ ବହୁ କ୍ଷତି ସହିଲାଣି । ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲେନ୍‌ସ୍କି କହିଛନ୍ତି ଏହି ଯୁଦ୍ଧରେ ଉଭୟ ଦେଶ ବହୁ ସେନାଙ୍କୁ ହରାଇଲାଣି । ୟୁକ୍ରେନର…

ଆର୍‌ସିବି ବିଜୟୀ…

ମୁମ୍ବାଇ, ୧୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୨୭ ତମ ମ୍ୟାଚ୍‌ରେ ଶନିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ବିପକ୍ଷରେ ବିଜୟ ହାସଲ କରିଛି । ଧାର୍ଯ୍ୟ ୧୯୦ ରନ୍ ଲକ୍ଷ୍ୟର ପିଛା କରି ଡିସି ୨୦ ଓଭରରେ…

କୋଭିଶିଲ୍ଡ ଟିକା ନେଇ ଯୁବତୀଙ୍କ ମୃତ୍ୟୁ, କେନ୍ଦ୍ର ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ…

ଥିରୁଭାନନ୍ତପୁରମ୍‌, ୧୬।୪ : କୋଭିଶିଲ୍ଡ ଟିକା ନେବା ପରେ ଜଣେ ୧୯ ବର୍ଷ ବୟସ୍କା ଯୁବତୀଙ୍କ ମୃତ୍ୟୁ ଘଟିବା ମାମଲାରେ କେରଳ ହାଇକୋର୍ଟ କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି। ପିଜି ପାଠ ପଢୁଥିବା ଯୁବତୀଙ୍କ ମାତାପିତା ପ୍ରଶାସନଠାରୁ ଏକ କୋଟି ଟଙ୍କାର…

ସମାଜରେ ବ୍ୟାପୁଛି ଘୃଣା-ହିଂସା, ପ୍ରଧାନମନ୍ତ୍ରୀ ନୀରବ କାହିଁକି, ୧୩ ବିରୋଧୀ ଦଳଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ, ୧୬।୪ : ଭାରତୀୟ ସମାଜରେ ଘୃଣା ଏବଂ ହିଂସା ଘଟଣା ବୃଦ୍ଧି ପାଉଛି। ଦେଶରେ ହିଜାବ୍‌ ,ମିଟ୍‌ ଏବଂ ମସଜିଦ୍‌ରେ ଅଜାନ୍‌ ନେଇ ଉତ୍ତେଜନା ବ୍ୟାପୁଛି। ଏନେଇ ଦେଶର ୧୩ଟି ରାଜନୈତିକ ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶ୍ନ କରିଛନ୍ତିି।…

ଡିସି ପାଇଁ ବିଜୟ ଲକ୍ଷ୍ୟ ୧୯୦…

ମୁମ୍ବାଇ, ୧୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୨୭ ତମ ମ୍ୟାଚ୍‌ରେ ଶନିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି…

୧୮୩ ଦିନ ପରେ ପୃଥିବୀକୁ ଫେରିଲେ ୩ ଚାଇନା ମହାକାଶଚାରୀ…

ବେଜିଂ, ୧୬।୪ : ଚାଇନାର ୩ ଜଣ ମହାକାଶଚାରୀ ୧୮୩ ଦିନ ପରେ ପୃଥିବୀ ପୃଷ୍ଠକୁ ଫେରିଛନ୍ତିି। ମହାକାଶରେ ୬ ମାସ ବିତାଇବା ପରେ ମହାକାଶଚାରୀମାନେ ଶେନଝୁ-୧୩ କ୍ୟାପସୁଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। କ୍ୟାପସୁଲରେ ମହାକାଶଚାରୀ ଝାଇ ଝିଙ୍ଗାଙ୍ଗ୍‌, ଓ୍ବାଙ୍ଗ୍‌ ଓ୍ବାପିଙ୍ଗ୍‌ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?