ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା…
ନୂଆଦିଲ୍ଲୀ,୨୪।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ୨ ଦିନ ଧରି ଏହା ଲଗାତାର ୯ ହଜାର ତଳେ ରହିବା ପରେ ପୁଣି ବଢ଼ିଛି। ଗତ ୨୪…
କୃଷି ଆଇନ ରିପୋର୍ଟ ସାର୍ବଜନୀନ ହେଉ
ନୂଆଦିଲ୍ଲୀ, ୨୪।୧୧: କେନ୍ଦ୍ର ସରକାରଙ୍କ ୩ କୃଷି ଆଇନ ଉପରେ ସୁପ୍ରିମକୋର୍ଟ ଦ୍ୱାରା ନିଯୁକ୍ତ କମିଟି ଦେଇଥିବା ରିପୋର୍ଟକୁ ତୁରନ୍ତ ସାର୍ବଜନୀନ କରାଯାଉ କିମ୍ବା ଏହାକୁ ପ୍ରକାଶ କ୍ଷମତା କମିଟିକୁ ଦିଆଯାଉ। କମିଟି ସଦସ୍ୟ ଅନିଲ ଘନଓ୍ବତ୍ ଭାରତର ପ୍ରଧାନ ବିଚାରପତି…
ସ୍ଥଗିତ ହେବନି ତ୍ରିପୁରା ପୌର ନିର୍ବାଚନ
ନୂଆଦିଲ୍ଲୀ, ୨୪।୧୧: ତ୍ରିପୁରା ପୌର ନିର୍ବାଚନ ଗୁରୁବାର ଅନୁଷ୍ଠିତ ହେବାକୁ ଯାଉଛି। ନିର୍ବାଚନ ସ୍ଥଗିତ ରଖିବା ପାଇଁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ତ୍ରିପୁରା ହିଂସାକାଣ୍ଡ ଘଟଣାକୁ ନେଇ ତୃଣମୂଳ କଂଗ୍ରେସ (ଟିଏମ୍ସି) ପକ୍ଷରୁ ସୁପ୍ରିମକୋର୍ଟରେ ଅଦାଲତ ଅବମାନନା ପିଟିଶନ ଦାଏର ହୋଇଥିଲା।…
ଘୁଞ୍ଚୁଛି ହିମାଳୟ ଗ୍ଲେସିୟର
ନୂଆଦିଲ୍ଲୀ, ୨୩ା୧୧: ବିଶ୍ୱତାପନ, ଜଳବାୟୁ ପରିବର୍ତ୍ତନ ଯୋଗୁ ସାରା ବିଶ୍ୱରେ ଗ୍ଲେସିୟର ତରଳିବାରେ ଲାଗିଛି। ଏଥିଯୋଗୁ ସମୁଦ୍ରପତ୍ତନ ବୃଦ୍ଧି ଭବିଷ୍ୟତରେ ବଡ଼ ବିପର୍ଯ୍ୟୟର ଆଶଙ୍କା ବଢ଼ାଇଛି। ଏବେ ହିମାଳୟ ଗ୍ଲେସିୟର ଏହାର ମୂଳ ସ୍ଥାନରୁ ଘୁଞ୍ଚିବା ଗବେଷକଙ୍କ ଧ୍ୟାନ କେନ୍ଦ୍ରିଭୂତ କରିଛି।…
ବିବାଦୀୟ ବ୍ୟଙ୍ଗଚିତ୍ରକୁ ଲଳିତକଳା ଏକାଡେମୀ ପକ୍ଷରୁ ପୁରସ୍କୃତ ନିଷ୍ପତ୍ତି,ନୋଟିସ୍ ଜାରି କଲେ ହାଇକୋର୍ଟ…
ନୂଆଦିଲ୍ଲୀ,୨୩।୧୧: ଏକ ବିବାଦୀୟ ବ୍ୟଙ୍ଗଚିତ୍ରକୁ ଲଳିତକଳା ଏକାଡେମୀ ପକ୍ଷରୁ ପୁରସ୍କୃତ କରିବାକୁ ଗ୍ରହଣ କରାଯାଇଥିବା ନିଷ୍ପତ୍ତି ବିରୋଧରେ କେରଳ ହାଇକୋର୍ଟରେ ଏକ ଆବେଦନ ଦାଖଲ କରାଯାଇଛି। ଏହାକୁ ଭିତ୍ତି କରି ହାଇକୋର୍ଟଙ୍କ ପକ୍ଷରୁ ନୋଟିସ୍ ଜାରି ହୋଇଛି। ବିଚାରପତି ଏନ୍.ନାଗରେଶଙ୍କ ନେତୃତ୍ୱରେ…
ନିରପେକ୍ଷ ନିର୍ବାଚନ ପାଇଁ କେଉଁ ପଦକ୍ଷେପ ଗ୍ରହଣ କରାଯାଇଛି, ତ୍ରିପୁରା ସରକାରଙ୍କୁ ସୁପ୍ରିମ୍କୋର୍ଟଙ୍କ ପ୍ରଶ୍ନ…
ନୂଆଦିଲ୍ଲୀ,୨୩।୧୧: ନଭେମ୍ବର ୨୫ରେ ହେବାକୁ ଥିବା ନଗରପାଳିକା ମତଦାନ ପୂର୍ବରୁ ତ୍ରିପୁରାରେ ହିଂସା ତଥା ର୍ନିବାଚନ ପ୍ରଚାର ଉପରେ ପ୍ରତିବନ୍ଧକ ଲଗାଯାଇଥିବା ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ଭାଜପା-ଟିଏମସି ବିବାଦ ମଧ୍ୟରେ ସୁପ୍ରିମକୋର୍ଟ ତ୍ରିପୁରା ସରକାରଙ୍କୁ ପ୍ରଶ୍ନ କରିଛନ୍ତି ଯେ…
ଶହୀଦ୍ ସନ୍ତୋଷ ବାବୁଙ୍କୁ ମହାବୀର ଚକ୍ର ସମ୍ମାନ…
ନୂଆଦିଲ୍ଲୀ,୨୩।୧୧: ଲଦାଖ ସେକ୍ଟରର ଗଲୱାନ ଘାଟିରେ ଚାଇନା ସୈନ୍ୟଙ୍କ ସହିତ ସଂଘର୍ଷରେ ଶହୀଦ୍ ହୋଇଥିବା କର୍ନଲ ସନ୍ତୋଷ ବାବୁଙ୍କୁ ମଙ୍ଗଳବାର ମହାବୀର ଚକ୍ରରେ ସମ୍ମାନିତ କରାଯାଇଛି। ତାଙ୍କ ମାତା ଓ ସ୍ତ୍ରୀଙ୍କୁ ରାଜ ଭବନରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଏହି…
ଅନ୍ତର୍ଜାତୀୟ ବିମାନ ବନ୍ଦର ସଂଖ୍ୟାରେ ବି ଉତ୍ତରପ୍ରଦେଶ ଏକ ନମ୍ବର ସ୍ଥାନରେ…
ଲକ୍ଷ୍ନୌ,୨୩।୧୧: ଉତ୍ତରପ୍ରଦେଶର ଜଓ୍ବେର ବିମାନ ବନ୍ଦରର ଭିତ୍ତିପ୍ରସ୍ତର ସ୍ଥାପନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନଭେମ୍ବର ୨୫ରେ କରିବେ। ଏହା ରାଜ୍ୟର ପଞ୍ଚମ ଅନ୍ତର୍ଜାତୀୟ ବିମାନବନ୍ଦର ହେବ। ପୂର୍ବରୁ ଏକ୍ସପ୍ରେସ୍ ଓ୍ବେ ନିର୍ମାଣରେ ଉତ୍ତରପ୍ରଦେଶ ଆଗରେ ଥିଲା। ଏବେ ବିମାନବନ୍ଦର କ୍ଷେତ୍ରରେ ମଧ୍ୟ…
ଆଇଆଇଟିରେ ଛାତ୍ରଙ୍କ ଆଡମିଶନ ପାଇଁ ସ୍ବତନ୍ତ୍ର ଅଧିକାରର ପ୍ରୟୋଗ କଲେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ,୨୩।୧୧: ଆଇଆଇଟି ବମ୍ବେରେ ଜଣେ ଏସ୍ସି ଛାତ୍ରଙ୍କ ଆଡମିଶନ ନେଇ ସୁପ୍ରିମକୋର୍ଟ ନିଜର ସ୍ବତନ୍ତ୍ର ଅଧିକାର ପ୍ରୟୋଗ କରିଛନ୍ତି। ଛାତ୍ରଙ୍କୁ ୪୮ ଘଣ୍ଟା ମଧ୍ୟରେ ଆଡମିଶନ ଦେବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସମ୍ବିଧାନର ଧାରା ୧୪୨ ଅନୁଯାୟୀ ଶୀର୍ଷକୋର୍ଟଙ୍କୁ ଦିଆଯାଇଥିବା ସ୍ବତନ୍ତ୍ର…
ଯୁବ ସମ୍ମିଳନୀର ଆକର୍ଷଣ
‘ଧରିତ୍ରୀ’ ପକ୍ଷରୁ ଆସନ୍ତା ୨୪ତାରିଖରେ ଭୁବନେଶ୍ୱରଠାରେ ଯୁବ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ‘କ୍ଲାଇମେଟ୍ ଚେଞ୍ଜ: ଫୋକସ୍ ଓଡ଼ିଶା’ ବିଷୟବସ୍ତୁ ଉପରେ ଆଧାରିତ ଏହି ସମ୍ମିଳନୀରେ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେଉଛନ୍ତି। ସେମାନେ ସ୍ବକୀୟ ପ୍ରତିଭା ଓ କାର୍ଯ୍ୟ ଦକ୍ଷତା ପାଇଁ…
ମୁମ୍ବାଇ ଆତଙ୍କବାଦୀ ବିସ୍ଫୋରଣ ପରେ ମନମୋହନ ସରକାରଙ୍କୁ ପାକିସ୍ତାନ ବିରୋଧରେ ବଡ଼ ପଦକ୍ଷେପ ଗ୍ରହଣ କରିବା ଉଚିତ ଥିଲା…
ନୂଆଦିଲ୍ଲୀ,୨୩।୧୧: କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମନୀଷ ତିଓ୍ବାରୀ ୨୦୦୮ ମୁମ୍ବାଇ ଆକ୍ରମଣ ସମ୍ପର୍କରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ମନୀଷ ତତ୍କାଳୀନ ମନମୋହନ ସରକାରଙ୍କୁ ଘେରିଛନ୍ତି। ଏହି ଆକ୍ରମଣ ପରେ ସରକାର ପାକିସ୍ତାନ ଉପରେ କଡା…
ଶିଶୁଙ୍କ ସହିତ ଓରାଲ ଯୌନ ସମ୍ପର୍କ ଗୁରୁତର ଅପରାଧ ନୁହେଁ, ହାଇକୋର୍ଟଙ୍କ ରାୟ ନେଇ ବିବାଦ…
ଆହ୍ଲାବାଦ୍,୨୩।୧୧: ଶିଶୁଙ୍କ ସହିତ ଓରାଲ ଯୌନ ସମ୍ପର୍କ ମାମଲାରେ ଆହ୍ଲାବାଦ ହାଇକୋର୍ଟ ଏକ ବିବାଦୀୟ ରାୟ ଦେଇଛନ୍ତି। କୋର୍ଟ କହିଛନ୍ତି ଯେ, ଯୌନ ସମ୍ପର୍କକୁ ’ଗୁରୁତର ଅପରାଧ ଭାବେ ଗ୍ରହଣ କରାଯାଇ ପାରିବ ନାହିିଁ। ଏହା ସହିତ କୋର୍ଟ ଦୋଷୀ ସାବ୍ୟସ୍ତ…
Archives


