Home Middle

ଦେଶର ଉତ୍ତପ୍ତ ସହର ସୋନପୁର: ପାରଦ ଛୁଇଁଲା ୪୪.୨ ଡିଗ୍ରୀ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ତାତିର ପ୍ରକୋପ ଜାରି ରହିଛି। ଏପରି କି ରାଜ୍ୟର ତାପମାତ୍ରା ସମଗ୍ର ଦେଶରେ ରେକର୍ଡ ଭାଙ୍ଗିଛି। ଗୁରୁବାର ସୋନପୁରରେ ସର୍ବାଧିକ ତାପମାତ୍ରା ୪୪.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଏହା ସହିତ ସୋନପୁର କେବଳ…

ଜୁନ୍‌ ତୃତୀୟ ସପ୍ତାହରେ ମୌସୁମୀ

ଭୁବନେଶ୍ୱର,୧୪ା୪(ବ୍ୟୁରୋ):ଚଳିତ ବର୍ଷ ଦେଶରେ ଭଲ ବର୍ଷା ହେବ। ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ସ୍ବାଭାବିକ ବର୍ଷା ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପାଣିପାଗ ବିଭାଗର ଏହି ଘୋଷଣା ଚାଷୀଙ୍କ ପାଇଁ ଖୁସି ଖବର ଆଣିଛି। ପ୍ରଶାନ୍ତ ମହାସାଗରରେ ଲା-ନିନା ରହୁଥିବାରୁ…

ଚଳିତ ବର୍ଷ ମୌସୁମୀ ରହିବ ସ୍ବାଭାବିକ…

ନୂଆଦିଲ୍ଲୀ, ୧୪।୪ : ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଚଳିତ ବର୍ଷ ମୌସୁମୀ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି । ଏହି ସୂଚନା ସାଧାରଣ ଲୋକଙ୍କ ଠାରୁ କୃଷକମାନଙ୍କ ଆଶ୍ୱସ୍ତ କରିଛି। ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବାହିତ ସମୟରେ…

ସ୍କୁଲ ଯିବା ବୟସରେ ପିଲାମାନେ ଗୋଟାଉଛନ୍ତି ମହୁଲ

ଝରିଗାଁ, ୧୪।୪(ସ୍ବ.ପ୍ର.): ଯୋଜନା ଆସୁଛି, ହେଲେ ଅପହଞ୍ଚ ଇଲାକାରେ ଠିକ୍‌ ସମୟରେ ପହଞ୍ଚତ୍ପାରୁନାହିଁ। ଫଳରେ ଦୁର୍ଗମ ଅଞ୍ଚଳବାସୀ ବର୍ଷ ତମାମ ନାହିଁ ନ ଥିବା ସମସ୍ୟାର ଶିକାର ହେଉଛନ୍ତି। ପ୍ରଶାସନ, ସ୍ଥାନୀୟ ନେତାଙ୍କୁ ଅଭିଯୋଗ କଲେ ମଧ୍ୟ ସମସ୍ୟା ସମାଧାନର ବାଟ…

ପୃଥିବୀ ମୁହାଁ ସୌରଝଡ଼, ଜିପିଏସ୍‌ ସିଷ୍ଟମ୍‌-ମୋବାଇଲ ନେଟଓ୍ବାର୍କ-ସାଟେଲାଇଟ୍‌ ଟିଭି ଉପରେ ପ୍ରଭାବ ଆଶଙ୍କା…

ଓ୍ବାଶିଂଟନ, ୧୪।୪ : ସୂର୍ଯ୍ୟଙ୍କଠାରୁ ବାହାରୁଥିବା ଏକ ଉତ୍ତାପ ତରଙ୍ଗ ଝଡ଼ ପ୍ରବଳ ବେଗରେ ପୃଥିବୀ ସହ ଧକ୍କା ହେବାର ଆଶଙ୍କା ରହିଛି। ଏହା ଯୋଗୁ ଜିପିଏସ ସିଷ୍ଟମ, ମୋବାଇଲ ନେଟୱାର୍କ ଏବଂ ସାଟେଲାଇଟ ଟିଭି ପ୍ରଭାବିତ ହେବ ବୋଲି କୁହାଯାଉଛି।…

ରାଷ୍ଟ୍ରବାଦ ରାଜନୀତି, ମୋହନ ଭାଗଓ୍ବତ-ସଞ୍ଜୟ ମୁହାଁମୁହିଁ, ଅଖଣ୍ଡ ଭାରତ ସ୍ବପ୍ନ ନେଇ ଚର୍ଚ୍ଚା…

ନୂଆଦିଲ୍ଲୀ, ୧୪।୪ : ରାଷ୍ଟ୍ରବାଦ ରାଜନୀତି ନେଇ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ପ୍ରମୁଖ ମୋହନ ଭାଗଓ୍ବତ ଏବଂ ଶିବସେନା ଏମ୍‌ପି ସଞ୍ଜୟ ରାଉତ ମୁହାଁମୁହିଁ ହୋଇଛନ୍ତି। ପୁଣି ଅଖଣ୍ଡ ଭାରତ ସ୍ବପ୍ନ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଭାଗଓ୍ବତ ଏକ…

ଟିକଟ କିଣିବା ପରେ ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ଲୋକାର୍ପିତ କଲେ ମୋଦି…

ନୂଆଦିଲ୍ଲୀ, ୧୪।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦିଲ୍ଲୀର ମେଟ୍ରୋ ଷ୍ଟେଶନ ନିକଟରେ ଲୋକ କଲ୍ୟାଣ ମାର୍ଗଠାରେ ଥିବା ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ଲୋକାର୍ପିତ କରିଛନ୍ତି। ପ୍ରଧାନମନ୍ତ୍ରୀ ସଂଗ୍ରହାଳୟକୁ ଲୋକାର୍ପିତ କରିବା ପୂର୍ବରୁ କାଉଣ୍ଟରରେ ପହଞ୍ଚି ଟିକଟ କିଣିଥିଲେ। ଏହାପରେ ସଂଗ୍ରହାଳୟରେ…

ଆମେରିକା ରିପୋର୍ଟ ନେଇ ଭାରତର ବଢ଼ିଲା ଚିନ୍ତା…

ନୂଆଦିଲ୍ଲୀ, ୧୪।୪ : ଆମେରିକାର ବୈଦେଶିକ ବିଭାଗ ମାନବ ଅଧିକାର ରିପୋର୍ଟ-୨୦୨୧ପ୍ରକାଶ କରିଛି। ଏହି ରିପୋର୍ଟରେ ଭାରତରେ ମନଇଚ୍ଛା ଗିରଫ, ହାଜତ ମୃତ୍ୟୁ, ଧାର୍ମିକ ହିଂସା, ବାକ୍‌ ସ୍ବାଧୀନତା ଉପରେ ପ୍ରତିବନ୍ଧକ, ଗଣମାଧ୍ୟମର କଣ୍ଠରୋଧ, ସାମ୍ବାଦିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଏବଂ ଅତ୍ୟଧିକ…

ହେଟ୍‌ ସ୍ପିଚ୍‌ ମାମଲା, କୌଣସି ସମ୍ପ୍ରଦାୟ ବିରୋଧରେ ଦିଆଯାଇନି ମନ୍ତବ୍ୟ, ଏସ୍‌ସିରେ ଦିଲ୍ଲୀ ପୋଲିସ ପକ୍ଷରୁ ଜବାବ ଦାଖଲ…

ନୂଆଦିଲ୍ଲୀ, ୧୪।୪ : ଧର୍ମସଂସଦ ହେଟ୍‌ ସ୍ପିଚ୍‌ ମାମଲାରେ ଦାଖଲ ହୋଇଥିବା ଆବେଦନକୁ ଖାରଜ କରିବା ପାଇଁ ସୁପ୍ରିମକୋର୍ଟ(ଏସ୍‌ସି)ରେ ଦିଲ୍ଲୀ ପୋଲିସ ଦାବି କରିଛି। ଏହି ପ୍ରସଙ୍ଗରେ ଜବାବ ଦେବାବେଳେ ପୋଲିସ ପକ୍ଷରୁ କୁହାଯାଇଛି ଯେ ଏନେଇ ପୋଲିସଙ୍କୁ କିମ୍ବା ଅନ୍ୟ…

ଜରଗର ଆତଙ୍କବାଦୀ ଘୋଷିତ, ୧୯୯୯ରେ ଆଇସି-୮୧୪ ବିମାନ ଅପହରଣରେ ସମ୍ପୃକ୍ତି…

ନୂଆଦିଲ୍ଲୀ, ୧୪।୪ : ଆତଙ୍କବାଦ ବିରୋଧରେ କଠୋର ନିଷ୍ପତ୍ତି ଗ୍ରହଣ କରି କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଆତଙ୍କବାଦୀ ସଂଗଠନ ଉମ୍ର ମୁଜାହିଦ୍ଦିନର ମୁଖ୍ୟ କମାଣ୍ଡର ମୁସ୍ତାକ ଅହମ୍ମଦ ଜରଗର ଓରଫ ଲଟରମଙ୍କୁ ସ୍ବତନ୍ତ୍ର ଆତଙ୍କବାଦ ଆଇନ ଅଧିନିୟମ ଅନୁଯାୟୀ ଆତଙ୍କବାଦୀ…

ଦୈନିକ ମୃତ୍ୟୁ ସଂଖ୍ୟା ୧…

ନୂଆଦିଲ୍ଲୀ, ୧୪।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ହଜାରେ ୭ ରେ ପହଞ୍ଚିଛି। ସେହିପରି ଗତ…

ସିଡିଏସ୍‌ ଦୌଡ଼ରେ ନରାଓ୍ବଣେ, ମନୋଜ ନୂଆ ସେନାଧ୍ୟକ୍ଷ ହେବା ନେଇ ଚର୍ଚ୍ଚା…

ନୂଆଦିଲ୍ଲୀ, ୧୪।୪ : ଡିସେମ୍ବରରେ ହେଲିକପ୍ଟର ଦୁର୍ଘଟଣାରେ ଦେଶର ପ୍ରଥମ ସିଡିଏସ ଜେନେରାଲ ବିପିନ ରାୱତଙ୍କ ଆକସ୍ମିକ ମୃତ୍ୟୁପରେ ସିଡିଏସ୍‌ ପଦବୀ ଖାଲି ପଡିଛି। ଚଳିତ ମାସରେ ଅବସର ନେବାକୁ ଯାଉଥିବା ଏହି ପଦବୀ ପାଇଁ ଆର୍ମି ଚିଫ ଏମ୍‌.ଏମ୍‌ ନରାଓ୍ବଣେଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?