Home Middle

କରୋନା ଯୋଦ୍ଧାଙ୍କୁ କରୋନା, ୮୭ ଡାକ୍ତର କରୋନା ପଜିଟିଭ୍‌…

ପାଟଣା, ୩।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବଢ଼ିବାରେ ଲାଗିଛି। ବିହାରର ପାଟନା ସ୍ଥିତ ନାଳନ୍ଦା ମେଡ଼ିକାଲ କଲେଜ ଏବଂ ହସ୍ପିଟାଲର ୮୭ ଡାକ୍ତରଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି।…

ଅଣାୟତ୍ତ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୩।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୩୩ ହଜାର ୭୫୦ ଜଣ ନୂଆ ଆକ୍ରାନ୍ତଙ୍କୁ…

ଓମିକ୍ରନ୍‌କୁ ପ୍ରାକୃତିକ ଟିକା କହିବା ବିପଜ୍ଜନକ ଧାରଣା

ନୂଆଦିଲ୍ଲୀ, ୩।୧: ଓମିକ୍ରନ୍‌ ଏକ ପ୍ରାକୃତିକ ଟିକା ବୋଲି କେତେଜଣ ଦାୟିତ୍ୱଶୂନ୍ୟ ଲୋକ ପ୍ରଚାର ଚଳାଇଛନ୍ତି। ଏହା ଏକ ବିପଜ୍ଜନକ ଧାରଣା ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ଦୀର୍ଘ କୋଭିଡ୍‌କୁ ସେମାନେ ହିସାବକୁ ନ ନେଇ ଦାୟିତ୍ୱଶୂନ୍ୟ ପ୍ରଚାର କରୁଥିବା ବିଶେଷଜ୍ଞ…

ପରଦାକୁ ଆସିବ ବିଜେନ୍ଦ୍ର-ଲୀଲାଙ୍କ ଦାମ୍ପତ୍ୟ ପ୍ରେମ

ଜୟପୁର, ୩।୧: ୨୦୧୩ କେଦାରନାଥ ବର୍ଷା ବିତ୍ପାତରେ ନିଖୋଜ ହୋଇଯାଇଥିଲେ ସ୍ତ୍ରୀ। ଖୋଜାଖୋଜି ସତ୍ତ୍ୱେ ମିଳି ନ ଥିଲା ତାଙ୍କର କୌଣସି ସନ୍ଧାନ। ଏପରି କି ସରକାର ତାଙ୍କୁ ମୃତ ବୋଲି ଘୋଷଣା ମଧ୍ୟ କରିଦେଇଥିଲେ। ହେଲେ ଏହାକୁ ମାନି ନ…

ବଦଳିବନି ମେଡିକାଲ ପାଠ୍ୟକ୍ରମରେ ଇଡବ୍ଲ୍ୟୁଏସ୍‌ ମାନଦଣ୍ଡ

ନୂଆଦିଲ୍ଲୀ, ୩।୧: ମେଡିକାଲ ପାଠ୍ୟକ୍ରମରେ ନାମଲେଖା ଲାଗି ଆର୍ଥତ୍କ ଦୁର୍ବଳ ଶ୍ରେଣୀ (ଇଡବ୍ଲ୍ୟୁଏସ୍‌) ଚୟନ ନିମନ୍ତେ ବର୍ତ୍ତମାନର ମାନଦଣ୍ଡ ଚଳିତ ଶିକ୍ଷାବର୍ଷ ଲାଗି କାଏମ ରହିବ ବୋଲି କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ ସତ୍ୟପାଠ ଜରିଆରେ ଜଣାଇଛନ୍ତି। ଇଡବ୍ଲ୍ୟୁଏସ୍‌ ଚୟନ ପାଇଁ ବାର୍ଷିକ…

୧୫-୧୮ବର୍ଷ ପିଲାଙ୍କୁ ଦିଆଯିବ କରୋନା ଟିକା: ୧ ପ୍ରତିଶତ କରିଛନ୍ତି ରେଜିଷ୍ଟ୍ରେଶନ

ନୂଆଦିଲ୍ଲୀ,୩ ।୧: କରୋନା ମହାମାରୀ ସହ ଲଢେଇ କରିବାକୁ ସୋମବାରଠାରୁ ୧୫-୧୮ ବର୍ଷ ବୟସର ପିଲାମାନଙ୍କୁ ଟିକା ଦେବା ଆରମ୍ଭ କରାଯିବ । ସାରା ଦେଶରେ ୧୫-୧୮ ବର୍ଷ ବୟସର ପ୍ରାୟ ୮ କୋଟି ପିଲା ରହିଛନ୍ତି । ଏମାନଙ୍କ ମଧ୍ୟରୁ…

ଆସିଲା କରୋନାର ତୃତୀୟ ଲହର, ଏକ ସପ୍ତାହରେ ୩ ଗୁଣା ସଂକ୍ରମଣ

ନୂଆଦିଲ୍ଲୀ,୩ ।୧: କରୋନାର ସଂକ୍ରମଣକୁ ଦେଖି ପ୍ରାୟ ସମସ୍ତ ରାଜ୍ୟରେ ନାଇଟ କର୍ଫ୍ୟୁ ସହ ଅନ୍ୟ କଟକଣା ବି ଲାଗୁ କରାଯାଇଛି । ଏହାପରେ ବି ଦ୍ରୁତ ଗତିରେ ବଢି ଚାଲିଛି ସଂକ୍ରମଣ । ମହାରାଷ୍ଟ୍ରରେ ଏବେ କରୋନା ବେକାବୁ ହୋଇଥିବା…

୩୨ ହଜାର ସଂକ୍ରମିତ, ଶହେରୁ ଊର୍ଦ୍ଧ୍ୱ ମୃତ୍ୟୁ, ଚିନ୍ତା ବଢାଇଲାଣି କରୋନା

ନୂଆଦିଲ୍ଲୀ,୩ ।୧: କଟକଣା ପରେ ବି ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗୋଟିଏ ପଟେ କରୋନା ଅନ୍ୟପଟେ ଓମିକ୍ରନ୍ ସଂକ୍ରମଣ ଏବେ ଦୋବଶସୀଙ୍କୁ ଚିନ୍ତାରେ ପକାଇଦେଲାଣି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୨ ହଜାରରୁ ଅଧିକ…

ବାୟୁ ସେନା ଚପର ଦୁର୍ଘଟଣାର ତଦନ୍ତ ଶେଷ

ନୂଆଦିଲ୍ଲୀ,୨।୧: ଗତ ଡିସେମ୍ବର ୮ ତାରିଖରେ ଘଟିଥିବା ବାୟୁ ସେନା ହେଲିକପ୍ଟର ଦୁର୍ଘଟଣାରେ ଚିଫ୍‌ ଡିଫେନ୍ସ ଷ୍ଟାଫ (ସିଡିଏସ୍‌) ଜେନେରାଲ ବିପିନ ରାଓ୍ବତ ଓ ତାଙ୍କ ପତ୍ନୀଙ୍କ ସମେତ ୧୧ ଜଣ ମୃତ୍ୟୁ ହୋଇଥିଲା। ଏହି ଦୁର୍ଘଟଣାରେ ବାୟୁ ସେନାର ତଦନ୍ତ…

ଆଇଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ; ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୨।୧(ବ୍ୟୁରୋ): ରାଜ୍ୟରେ ଆଇଏଏସ୍‌ ସ୍ତରରେ ରବିବାର ବଡ଼ ଧରଣର ଅଦଳବଦଳ ହୋଇଛି। ଆଇଏଏସ୍‌ ରାଜ କୁମାର ଶର୍ମାଙ୍କୁ ଅତିରିକ୍ତ ମୁଖ୍ୟ ସ୍ବାସ୍ଥ୍ୟ ସଚିବ ଦାୟିତ୍ୱ ମିଳିଥିବା ବେଳେ ଆଇଏଏସ୍‌ ସଞ୍ଜୀବ ଚୋପ୍ରାଙ୍କୁ କୃଷି ଉତ୍ପାଦନ କମିଶନର ଦାୟିତ୍ୱ ମିଳିଛି। ଆଇଏଏସ୍‌ ବିଷ୍ଣୁପଦ…

ମୁହାଁମୁହିଁ ହୋଇପାରନ୍ତି ଆମେରିକା-ଚାଇନା

ଓ୍ବାଶିଂଟନ,୨ା୧: ନୂଆବର୍ଷରେ ତାଇଓ୍ବାନ ଏବଂ ତିବ୍ଦତକୁ ନେଇ ଆମେରିକା-ଚାଇନା ମଧ୍ୟରେ ମୁହାଁମୁହିଁ ହୋଇପାରେ।  ନୂତନବର୍ଷର ଠିକ୍‌ ପୂର୍ବରୁ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ତିବ୍ଦତ ପ୍ରସଙ୍ଗ ପାଇଁ ଭାରତୀୟ ମୂଳ କୂଟନୀତିଜ୍ଞ ଆଜ୍ରା ଜିଆଙ୍କୁ ତାଙ୍କର ବିଶେଷ ସଂଯୋଜକ ଭାବରେ ନିଯୁକ୍ତ…

ରାଜ୍ୟରୁ ଆଉ ୨୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨ା୧(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୨୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲାଇଫ୍‌ ସାଇନ୍‌ସେସ୍‌ (ଆଇଏଲଏସ) ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୩୭କୁ ବୃଦ୍ଧି ପାଇଛି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri