Home Middle

ମୁଖ୍ୟମନ୍ତ୍ରୀ ନୀତିଶଙ୍କ ସଭାରେ ବିସ୍ଫୋରଣ…

ନାଳନ୍ଦା, ୧୨।୪ : ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଏକ ସଭାରେ ବିସ୍ଫୋରଣ ଘଟିଛି। ମୁଖ୍ୟମନ୍ତ୍ରୀଙ୍କଠାରୁ ୧୫ରୁ ୧୮ ଫୁଟ ଦୂରରେ ଏହି ବିସ୍ଫୋରଣ ଘଟିଛି। କେହିଜଣେ ଶକ୍ତିଶାଳୀ ବାଣରେ ନିଅଁ ଲଗାଇଥିବା କୁହାଯାଉଛି। ତେବେ ବିସ୍ଫୋରଣ ପରେ ସ୍ଥାନୀୟ ଅଞ୍ଚଳରେ…

ଅବୁ ସାଲେମ ମାମଲାରେ କେନ୍ଦ୍ର ସରକାରଙ୍କୁ ଶେଷ ସୁଯୋଗ…

ନୂଆଦିଲ୍ଲୀ, ୧୨।୪ : ମୁମ୍ବାଇ ସିରିଏଲ୍‌ ବୋମା ବିସ୍ଫୋରଣ ଘଟଣାରେ ଅଭିଯୁକ୍ତ ଅବୁ ସାଲେମଙ୍କ ମାମଲାକୁ ନେଇ ସୁପ୍ରିମ୍‌କୋର୍ଟ କେନ୍ଦ୍ର ସରକାରଙ୍କୁ ପକ୍ଷରୁ ଶେଷ ସୁଯୋଗ ପ୍ରଦାନ କରାଯାଇଛି। ସୁପ୍ରିମକୋର୍ଟ କେନ୍ଦ୍ର ଗୃହ ସଚିବଙ୍କୁ ଏପ୍ରିଲ ୧୮ ସୁଦ୍ଧା ଏକ ସତ୍ୟପାଠ…

ସାରା ପୃଥିବୀରେ ଖାଦ୍ୟ ଯୋଗାଇବାକୁ ଭାରତ ପ୍ରସ୍ତୁତ, ଡବ୍ଲ୍ୟୁଟିଓ ଅନୁମତିକୁ ଅପେକ୍ଷା…

ନୂଆଦିଲ୍ଲୀ, ୧୨।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ ଆଲୋଚନା ସମୟରେ କହିଛନ୍ତି ଯେ ଯଦି ବିଶ୍ୱ ବାଣିଜ୍ୟ ସଂଗଠନ (ଡବ୍ଲୁଟିଓ) ଅନୁମତି ଦିଏ ତେବେ ଭାରତ ପୃଥିବୀରେ ଖାଦ୍ୟ ଯୋଗାଇବାକୁ ଭାରତ ପ୍ରସ୍ତୁତ। ଭାରତର…

ଋଣ ବୋଝ ତଳେ ୩ ବଡ଼ ଦେଶ…

ଓ୍ବାଶିଂଟନ, ୧୨।୪ : ଚଳିତ ବର୍ଷ ପୃଥିବୀର ବିଭିନ୍ନ ଦେଶର ସରକାରଙ୍କ ଉପରେ ଋଣ ବୋଝ ୯.୫ ପ୍ରତିଶତ ବୃଦ୍ଧି ପାଇବ। ଏହା ସହିତ ମୋଟ ଋଣ ପରିମାଣ ୭୧.୬ ଟ୍ରିଲିୟନ୍‌ ଟ୍ରିଲିୟନ ଡଲାରରେ ପହଞ୍ଚିବ। ବର୍ତ୍ତମାନ ଆମେରିକା, ଜାପାନ ଏବଂ…

କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ କୋଟି ଛୁଇଁଲା…

ଓ୍ବାଶିଂଟନ, ୧୨।୪ : କରୋନା ମହାମାରୀକୁ ନେଇ ପୁଣି ପାଇଁ ଚିନ୍ତା ଜନକ ଖବର ଆସିଛି। ସୋମବାର ସମଗ୍ର ବିଶ୍ୱରେ କରୋନା ରୋଗୀଙ୍କ ସଂଖ୍ୟା ୫୦ କୋଟି ଅତିକ୍ରମ କରିଛି। ପ୍ରଥମ ମାମଲାରୁ ୫୦ କୋଟି ଆକ୍ରାନ୍ତରେ ପହଞ୍ଚିବାକୁ ମୋଟ ୮୭୭…

୨୫ ୟୁକ୍ରେନ୍‌ ଯୁବତୀଙ୍କୁ ବନ୍ଧକ ରଖି ବଳାତ୍କାର କରାଯାଇଛି, ମାନବାଧିକାର କମିଶନ ରିପୋର୍ଟ…

କ୍ୱିଭ୍‌ , ୧୨।୪ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ଇତିମଧ୍ୟରେ ୪୭ ଦିନ ବିିତିଛି। ରୁଷିଆ ସୈନ୍ୟ କ୍ୱିଭ୍‌ ଦଖଲ କରିବା ଯୋଜନା କରୁଥିବା ଚେଚେନ୍ୟା କହିଛି। ରୁଷିଆ ସୈନ୍ୟ ରାସାୟନିକ ଅସ୍ତ୍ରଶସ୍ତ୍ର ବ୍ୟବହାର କରୁଥିବା ୟୁକ୍ରେନ…

ବଡ଼ଭାଇଙ୍କ ପରିବାରର ୫ଜଣଙ୍କୁ ହତ୍ୟା

ନିଶ୍ଚିନ୍ତକୋଇଲି, ୧୨।୪ (ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ଅଧୀନ କୁସୁପୁରରେ ଛାତି ଥରାଇଦେବା ଭଳି ଏକ ଘଟଣା ଘଟିଛି। ବଡ଼ଭାଇଙ୍କ ସମେତ ପରିବାରର ୫ ସଦସ୍ୟଙ୍କୁ ହାଣି ହତ୍ୟା କରିଛନ୍ତି ସାନଭାଇ। ଜମିବାଡ଼ି ବିବାଦରୁ ଏହି ହତ୍ୟାକାଣ୍ଡ ଘଟିଥିବା ସୂଚନା…

ଆଜି ସଚିବାଳୟ ସେବା ସଂଘ ନିର୍ବାଚନ

ଭୁବନେଶ୍ୱର,୧୨ା୪(ବ୍ୟୁରୋ):୩ ବର୍ଷ ପରେ ଓଡ଼ିଶା ସଚିବାଳୟ ସେବା ସଂଘର ମୋଟ ୯ ପଦବୀ ନିର୍ବାଚନ ମଙ୍ଗଳବାର ଅନୁଷ୍ଠିତ ହେବ। ୟୁନିଟ୍‌-୩ସ୍ଥିତ ଖାରବେଳ ନଗରରେ ଥିବା ସଂଘ କାର୍ଯ୍ୟାଳୟଠାରେ ସକାଳ ୮ଟାରୁ ଅପରାହ୍ନ ୪ଟା ମଧ୍ୟରେ ଭୋଟ ଗ୍ରହଣ କରାଯିବ। ଦୀର୍ଘଦିନ ପରେ…

ତୃତୀୟ ସପ୍ତାହ ସୁଦ୍ଧା ନୂଆ ପିସିସି ସଭାପତି

ଭୁବନେଶ୍ୱର,୧୨।୪ (ବ୍ୟୁରୋ):ନିର୍ବାଚନ ପରେ ନିର୍ବାଚନ ରାଜ୍ୟ କଂଗ୍ରେସର ଦୁର୍ବଳ ପ୍ରଦର୍ଶନକୁ ନେଇ ସଭାପତି ପରିବର୍ତ୍ତନ ଚର୍ଚ୍ଚା ଜୋର ଧରିଥିଲା। ଏହାକୁ କେନ୍ଦ୍ର କରି ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ପକ୍ଷରୁ ନୂତନ ପିସିସି ସଭାପତି ମନୋନୟନ ପ୍ରକ୍ରିୟା ଆରମ୍ଭ ହୋଇଛି। ରାଜ୍ୟ…

ଚମକାଇଲା ଚିନୁକ, ନନଷ୍ଟପ ଉଡିଲା ୭ଘଣ୍ଟା ୩୦ ମିନିଟ, ଅତିକ୍ରମ କଲା ୧୯୧୦ କିଲୋମିଟର

ଚଣ୍ଡିଗଡ଼,୧୨ ।୪: ଭାରତୀୟ ବାୟୁସେନାର ଚିନୁକ ହେଲିକପ୍ଟର ଅସମ୍ଭକୁ ସମ୍ଭବ କରି ଦେଖାଇଛି । ହେଲିକପ୍ଟର ତା’ର କ୍ଷମତାକୁ ପୁଣିଥରେ ପ୍ରମାଣ କରି ଦେଖାଇଛି । ଚିନୁକ ହେଲିକପ୍ଟର ଚଣ୍ଡିଗଡ଼ରୁ ଆସାମର ଜୋରାହଟ ପର୍ଯ୍ୟନ୍ତ ଉଡିଛି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା…

ପାକିସ୍ତାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ଶେହଓ୍ବାଜ

ଇସ୍‌ଲାମାବାଦ୍‌,୧୧।୪: ପିଏମ୍‌ଏଲ୍‌-ଏନ୍‌ର ଅଧ୍ୟକ୍ଷ ୭୦ ବର୍ଷୀୟ ଶେହଓ୍ବାଜ ଶରିଫ ପାକିସ୍ତାନର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସୋମବାର ବିଳମ୍ବିତ ରାତିରେ ରାଷ୍ଟ୍ରପତି ଭବନରେ କାର୍ଯ୍ୟକାରୀ ରାଷ୍ଟ୍ରପତି ତଥା ସିନେଟର ଅଧ୍ୟକ୍ଷ ସାଦିକ ସଞ୍ଜରାନି ଶେହଓ୍ବାଜଙ୍କୁ ତାଙ୍କ ପଦ ଓ…

ପୁରୀରେ ଉଦ୍‌ଘାଟିତ ହେଲା ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ,ହସ୍ପିଟାଲ

ପୁରୀ ଅଫିସ,୧୧।୪: ପୁରୀରେ ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ ଏବଂ ହସ୍ପିଟାଲ ସୋମବାର ଉଦ୍‌ଘାଟିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମେଡିକାଲ କଲେଜକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଭର୍ଚୁଆଲରେ କେନ୍ଦ୍ର ସାସ୍ଥ୍ୟ ମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?