ଅରୁଣାଞ୍ଚଳରେ ୧୫ଟି ସ୍ଥାନର ନାମ ବଦଳି ଦେଲା ଚାଇନା
ନୂଆଦିଲ୍ଲୀ,୩୦।୧୨: ଉତ୍ତରପୂର୍ବ ରାଜ୍ୟ ଅରୁଣାଞ୍ଚଳ ପ୍ରଦେଶର ୧୫ଟି ସ୍ଥାନର ନାମ ପରିବର୍ତ୍ତନ କରିବାକୁ ପ୍ରୟାସ କରୁଛି ଚାଇନା। ପଡ଼ୋଶୀ ଦେଶର ଏଭଳି ପଦକ୍ଷେପକୁ କଡ଼ା ଶବ୍ଦରେ ସମାଲୋଚନା କରିଛି ନୂଆଦିଲ୍ଲୀ। ଏଭଳି କାର୍ଯ୍ୟ ଦ୍ୱାରା ଅଞ୍ଚଳର ଷ୍ଟାଟସ ବଦଳି ଯିବ ନାହିଁ।…
ଆରମ୍ଭ ହୋଇଗଲାଣି ତୃତୀୟ ଲହର
ମୁମ୍ବାଇ, ୩୦।୧୨: କୋଭିଡ୍-୧୯ ମହାମାରୀର ତୃତୀୟ ଲହର ଦିଲ୍ଲୀ ଓ ମୁମ୍ବାଇରେ ଆରମ୍ଭ ହୋଇଯାଇଥିବା ମହାରାଷ୍ଟ୍ର କୋଭିଡ୍ ଟାସ୍କଫୋର୍ସର ଜଣେ ସଦସ୍ୟ କହିଛନ୍ତି। ଦିଲ୍ଲୀ, ମୁମ୍ବାଇର କେତେକ କ୍ଲଷ୍ଟରରେ ଏହି ଲହର ଆରମ୍ଭ ହୋଇଗଲାଣି ବୋଲି ଟାସ୍କଫୋର୍ସ ସଦସ୍ୟ ଡ. ରାହୁଲ…
ଜାନୁୟାରୀରେ ପିକ୍ନିକ ମନା
ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟ ସରାକର ଗୁରୁବାର ସନ୍ଧ୍ୟାରେ ଜାନୁୟାରୀ ପାଇଁ ନୂଆଁ ଗାଇଡ୍ଲାଇନ ଘୋଷଣା କରିଛନ୍ତି। ଜାନୁଆରୀରେ କୋଭିଡ୍ କଟକଣାକୁ କଡାକଡି କରାଯାଇଛି । ମାସରେ ସମସ୍ତ ସହରାଞ୍ଚଳରେ ନାଇଟ୍ କର୍ଫ୍ୟୁ ଜାରି ରହିବ। ରାତି ୧୦ରୁ ସକାଳ ୫ଟା ଯାଏଁ ଏହି…
ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ
ଝାରସୁଗୁଡ଼ା ଅଫିସ,୩୦।୧୨: ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ଗୁରୁବାର ସନ୍ଧ୍ୟାରେ ପରଲୋକ ହୋଇଯାଇଛି। ହୃଦଘାତ ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ନିଶ୍ୱାସ ଜନିତ ସମସ୍ୟା କାରଣରୁ ତାଙ୍କୁ ଝାରସୁଗୁଡ଼ାର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।…
ଇତିହାସ ରଚିଲା ଭାରତ
ସେଞ୍ଚୁରିୟନ୍,୩୦।୧୨:ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟରେ ଗୁରୁବାର ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ ୧୧୩ ରନ୍ରେ ପରାସ୍ତ କରିଛି। ଓପନର୍ କେ.ଏଲ ରାହୁଲଙ୍କ ଏକ ଶତକ ଯୋଗୁ ଭାରତ ପ୍ରଥମ ଇନିଂସରେ ୩୨୭ ରନ ସ୍କୋର କରିବା…
ରାଜ୍ୟରେ ଚିନ୍ତା ବଢାଉଛି ଓମିକ୍ରନ,ଆଉ ୫ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୩୦।୧୨(ବ୍ୟୁରୋ) : ରାଜ୍ୟରେ ଗୁରୁବାର ଆଉ ୫ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ଆଇଏଲଏସ୍ ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ବୁଧବାର ମଧ୍ୟ ଜଣେ ଆକ୍ରାନ୍ତ…
ଉତ୍ତରାଖଣ୍ଡକୁ ୧୭,୫୪୭ କୋଟିର ନୂଆବର୍ଷ ଉପହାର….
ଡେରାଡୁନ୍, ୩୦।୧୨: ନୂଆବର୍ଷର ଦୁଇଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରାଖଣ୍ଡକୁ ୧୭,୫୪୭ କୋଟି ଟଙ୍କାର ଉପହାର ଦେଇଛନ୍ତି। ରାଜ୍ୟରେ ପ୍ରଧାନମନ୍ତ୍ରୀ ଗୁରୁବାର ୨୩ ପରିଯୋଜନାର ଶିଳାନ୍ୟାସ କରିଛନ୍ତି। ଏସବୁ ପରିଯୋଜନା ଦ୍ୱାରା ରାଜ୍ୟର ବିକାଶ ଧାରା ତ୍ୱରାନ୍ବିତ ହେବ ବୋଲି…
ରାଜଧାନୀରେ ଓମିକ୍ରନ୍ର ଗୋଷ୍ଠୀ ସଂକ୍ରମଣ ଆରମ୍ଭ…
ନୂଆଦିଲ୍ଲୀ, ୩୦।୧୨: ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍ ଓମିକ୍ରନର ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇଥିବା ନେଇ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଗୁରୁବାର ସୂଚନା ପ୍ରଦାନ କରିଛନ୍ତି। ଇତିମଧ୍ୟରେ ଦିଲ୍ଲୀରେ ଓମିକ୍ରନ୍ ଭାରିଆଣ୍ଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୩କୁ ବୃଦ୍ଧି ପାଇଛି।…
କରୋନା ମାର୍ଗଦର୍ଶିକା ପାଳନ ସହିତ ରାଜନୈତିକ ଦଳ ଚାହୁଁଛନ୍ତି ବିଧାନସଭା ନିର୍ବାଚନ, ସୂଚନା ଦେଲେ ଇସି…
ନୂଆଦିଲ୍ଲୀ, ୩୦।୧୨: ସମସ୍ତ ରାଜନୈତିକ ଦଳ କରୋନା ମାର୍ଗଦର୍ଶିକା ପାଳନ ସହିତ ଠିକ୍ ସମୟରେ ରାଜ୍ୟରେ ବିଧାନସଭା ନିର୍ବାଚନ ଚାହୁଁଛନ୍ତିି ବୋଲି ନିର୍ବାଚନ କମିଶନଙ୍କ ପକ୍ଷରୁ କୁହାଯାଇଛି। ଏସମ୍ପର୍କରେ ମୁଖ୍ୟ ନିର୍ବାଚନ କମିଶନର(ଇସି) ସୁଶୀଲ ଚନ୍ଦ୍ରା ଗୁରୁବାର ସୂଚନା ଦେଇଛନ୍ତି। ଆସନ୍ତା…
ପିଲାଙ୍କୁ ଟିକା, ମା-ବାପାଙ୍କ ମୋବାଇଲ୍ ନମ୍ବରରୁ କରିହେବ ପଞ୍ଜିକରଣ…
ନୂଆଦିଲ୍ଲୀ, ୩୦।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ନୂଆ ଭାରିଆଣ୍ଟ୍ ଓମିକ୍ରନ୍ ସଙ୍କଟ ସୃଷ୍ଟି କରିଛି। ଏହାକୁ ଦୃଷ୍ଟିରେ ରଖି ୨୦୨୨ ଜାନୁୟାରୀ ୧ଠାରୁ କୋ-ଓ୍ବିନ୍ ପ୍ଲାଟର୍ଫମରେ ୧୫ରୁ ୧୮ ବର୍ଷ ବୟସ୍କ ପିଲାଙ୍କ ପାଇଁ…
ଭୟଭୀତ ନହୋଇ ସତର୍କ ରହିବା ଜରୁରୀ…
ନୂଆଦିଲ୍ଲୀ, ୩୦।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍ ଓମିକ୍ରନ୍ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ (ଏମ୍ସ୍)ର ନିର୍ଦ୍ଦେଶକ ଡାକ୍ତର ରଣଦୀପ୍ ଗୁଲେରିଆ କହିଛନ୍ତି ଯେ, ସଂକ୍ରମଣକୁ ଡରିବାର କୌଣସି କାରଣ…
ଶରୀରରେ ଆଣ୍ଟିବଡ଼ି ସୃଷ୍ଟି ସମ୍ପର୍କରେ ଜାଣିବା ହେବ ସହଜ…
ପୁଣେ/ନୂଆଦିଲ୍ଲୀ, ୩୦।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ବଢ଼ିବାରେ ଲାଗିଛି। ଏହା ସହିତ ନୂଆ ଭାରିଆଣ୍ଟ୍ ଓମିକ୍ରନ୍ ଯୋଗୁ ସଙ୍କଟ ଦେଖାଦେଇଛି। ଶରୀରରେ ସୃଷ୍ଟି ହେଉଥିବା ଆଣ୍ଟିବଡ଼ି ସମ୍ପର୍କରେ ଏବେ ସହଜରେ ଜଣାପଡ଼ିବ। ପୁଣେର ଇଣ୍ଡିଆନ କାଉନସିଲ ଅଫ ମେଡିକାଲ…
Archives


