Home Middle

ତାଇଓ୍ବାନ ଆକାଶ ମାର୍ଗ ସୀମାରେ ୪ ଚାଇନା ବିମାନ ଅନୁପ୍ରବେଶ, ୮ ଦିନରେ ୭ ଥର…

ତାଇପେଇ, ୧୦।୪ : ତାଇଓ୍ବାନ ଆକାଶ ମାର୍ଗ ସୀମାରେ ୪ ଚାଇନା ବିମାନ ଅନୁପ୍ରବେଶ କରିଛି। ଏପ୍ରିଲ୍‌ ମାସର ପ୍ରଥମ ୮ ଦିନ ମଧ୍ୟରେ ଚାଇନା ବିମାନ ଏଭଳି ୭ ଥର ଅନୁପ୍ରବେଶ କରିଥିବା ତାଇଓ୍ବାନ ଅଭିଯୋଗ କରିଛି। ତାଇୱାନର ବାୟୁ…

ୟୁଜିସି ଆକାଉଣ୍ଟ୍‌ ହ୍ୟାକ୍‌, ୨ ଦିନରେ ୩ ସରକାରୀ ଆକାଉଣ୍ଟ୍‌ …

ନୂଆଦିଲ୍ଲୀ, ୧୦।୪ : ୟୁନିଭରସିଟି ଗ୍ରାଣ୍ଟ କମିଶନ(ୟୁଜିସି)ଙ୍କର ଅଫିସିଆଲ୍‌ ଟୁଇଟର ଆକାଉଣ୍ଟ୍‌ ରବିବାର ହ୍ୟାକ୍‌ କରାଯାଇଛି। ଗତ ୨ ଦିନ ମଧ୍ୟରେ ଏହାକୁ ମିଶାଇ ୩ ସରକାରୀ ଆକାଉଣ୍ଟ୍‌ ହ୍ୟାକର ମାନେ ହ୍ୟାକିଂ କରିଛନ୍ତି। ଏହା ପୂର୍ବରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ…

ବୁଷ୍ଟର ଡୋଜ୍‌ ଆରମ୍ଭ…

ନୂଆଦିଲ୍ଲୀ, ୧୦।୪ : ଦେଶରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶରେ ୧୮ ବର୍ଷରୁ ଅଧିକ ବୟସ୍କଙ୍କୁ କରୋନା ଟିକାର ତୃତୀୟ ଡୋଜ ଭାବେ ବୁଷ୍ଟର ଡୋଜ୍‌ ପ୍ରଦାନ ରବିବାରଠାରୁ ଆରମ୍ଭ ହୋଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହାକୁ…

କମାଣ୍ଡର ପରିବର୍ତ୍ତନ କଲେ ପୁଟିନ୍‌…

ମସ୍କୋ, ୧୦।୪ : ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନରେ ଯୁଦ୍ଧର ନେତୃତ୍ୱ ନେବା ପାଇଁ ଜଣେ ନୂତନ ସେନା ଜେନେରାଲ ନିଯୁକ୍ତ କରିଛନ୍ତି। ରୁଷିଆର ଦକ୍ଷିଣ ସାମରିକ ଜିଲା କମାଣ୍ଡର ଆଲେକ୍ସଜାଣ୍ଡାର୍‌ ଡୋଓ୍ବର୍ନିକୋଭଙ୍କୁ ପୁଟିନ ଏହି ଦାୟିତ୍ୱ ଦେଇଛନ୍ତି। ରୁଷିଆର…

ବଳାତ୍କାର ହତ୍ୟାଠାରୁ ଜଘନ୍ୟ ଅପରାଧ, ପୋକ୍ସୋ କୋର୍ଟଙ୍କ ରାୟ…

ମୁମ୍ବାଇ, ୧୦।୪ : ମୁମ୍ବାଇରେ ଜଣେ ୧୫ ବର୍ଷ ବୟସ୍କା ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗରେ ପୋକ୍ସୋ କୋର୍ଟ ଦୋଷୀଙ୍କୁ ଦଶ ବର୍ଷ ଜେଲ ଦଣ୍ଡାଦେଶ ନିର୍ଦ୍ଦେଶ ଦେଇଛନ୍ତି। ବାଳିକା ଜଣଙ୍କ ମାନସିକ ସ୍ତରରେ ଅସୁସ୍ଥ ଥିଲେ। ଅଭିଯୁକ୍ତ ଅନ୍ୟ ଜଣେ…

ଚାର୍‌ ଧାମ୍‌ ଯାତ୍ରାରେ ୫୫୦୦ ଯବାନଙ୍କ ହାତରେ ସୁରକ୍ଷା…

ଡେରାଡୁନ୍‌, ୧୦।୪ : ମେ ମାସରୁ ଚାର୍‌ ଧାମ୍‌ ଯାତ୍ରା ପାଇଁ ଉତ୍ତରାଖଣ୍ଡ ପୋଲିସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଚଳିିଥର ରେକର୍ଡ ସଂଖ୍ୟକ ଶ୍ରଦ୍ଧାଳୁ ଚାର୍‌ ଧାମ୍‌ ଯାତ୍ରାରେ ପହଞ୍ଚିବାର ଆଶା କରାଯାଉଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ପାଇଁ ଉତ୍ତରାଖଣ୍ଡର ସମସ୍ତ…

ଅର୍ଥନୈତିକ ସଙ୍କଟ ଲୋକଙ୍କ ମନରୁ ପୋଛି ଦେଲା ସାମ୍ପ୍ରଦାୟିକତା ଭାବନା…

କଲମ୍ବୋ, ୧୦।୪ : ଆର୍ଥିକ ସଙ୍କଟ ଯୋଗୁଁ ଶ୍ରୀଲଙ୍କାରେ ଜନଅସନ୍ତୋଷ ଦେଖାଦେଇଛି। ଅତ୍ୟାବଶ୍ୟକ ସାମଗ୍ରୀର ଦାମ୍‌ ବୃଦ୍ଧି ପାଉଛି। ଲୋକମାନେ ସରକାରଙ୍କ ବିରୋଧରେ ରାସ୍ତାକୁ ଓହ୍ଲାଇଛନ୍ତି। ଶ୍ରୀଲଙ୍କାର ଆର୍ଥିକ ସ୍ଥିତିକୁ ସ୍ବାଭାବିକ କରିବା ପାଇଁ ଭାରତ ନିରନ୍ତର ସାହାଯ୍ୟ କରୁଛି। ଏହି…

ଜିରୋ କୋଭିଡ୍‌ ନୀତିର ପ୍ରଭାବ, ମୃତ୍ୟୁ ସଂଖ୍ୟା ବେକାବୁ…

ବେଜିଂ, ୧୦।୪ : ଚାଇନାର ଶୂନ-କୋଭିଡ (ଜିରୋ କୋଭିଡ୍‌) ନୀତିର ପ୍ରଭାବରେ ସାଂଘାଇରେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି ନୀତିକୁ କଡ଼ାକଡ଼ି ଭାବେ ପାଳନ କରାଯାଉଥିବାରୁ ହସ୍ପିଟାଲରେ ବରିଷ୍ଠ ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ବେକାବୁ ହେବାରେ ଲାଗିଛି। ୨୫ ନିୟୁତ…

ଧରା ପଡ଼ିଲେ ୬ ବାଂଲାଦେଶୀ ଅନୁପ୍ରବେଶକାରୀ…

ନୂଆଦିଲ୍ଲୀ, ୧୦।୪ : ସୀମା ସୁରକ୍ଷା ବଳ (ବିଏସଏଫ) ହାତରେ ୬ ଜଣ ବାଂଲାଦେଶୀ ନାଗରିକ ଭାରତ ସୀମାରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ବେଳେ ଧରାପଡ଼ିଛନ୍ତି। ଗିରଫ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ତିନିଜଣ ମହିଳା ଏବଂ ଜଣେ ଶିଶୁ ଅଛନ୍ତି।…

ୟୁକ୍ରେନ୍‌ ପରେ ଏବେ ଫିନଲାଣ୍ଡ୍‌ ଉପରେ ପୁଟିନ୍‌ଙ୍କ ନଜର…

ମସ୍କୋ, ୧୦।୪ : ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଫିନଲାଣ୍ଡ ନାଟୋ ଦେଶଗୁଡ଼ିକର ନିକଟତର ହେବାରେ ଲାଗିଛି। ଫଳରେ ୟୁକ୍ରେନ୍‌ ପରେ ଏବେ ଫିନଲାଣ୍ଡ୍‌ ଉପରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିନ୍‌ଙ୍କ ନଜର ରହିଛି। ଏହାର ପ୍ରଭାବ ମଧ୍ୟ ପଡ଼ିବା ଆରମ୍ଭ ହୋଇଗଲାଣି।…

ଜେଲେନସ୍କି-ଜନସନ୍‌ ସାଙ୍ଗ ହୋଇ ରାସ୍ତାରେ ବୁଲିଲେ…

କ୍ୱିଭ୍‌, ୧୦।୪ : ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନ ହଠାତ୍‌ ୟୁକ୍ରେନରେ ପହଞ୍ଚିଛନ୍ତି। ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ସହ କ୍ୱିଭ୍‌ର ରାସ୍ତାରେ ଜନସନ୍‌ ବୁଲୁଥିବାର ଦେଖିବାକୁ ମିଳିଥିଲା। ୟୁକ୍ରେନ ସରକାର ଶେୟାର କରିଥିବା ଦୁଇ ମିନିଟରୁ ଅଧିକ ସମୟର ଭିଡିଓରେ…

୩୦ ତଳେ ଦୈନିକ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୧୦।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁୁଛି। ଦୈନିକ ସଂକ୍ରମଣ ଗତ ୨୪ ଘଣ୍ଟାରେ ୧ ହଜାର ୫୪ ରେ ପହଞ୍ଚିଛି। ସେହିପରି ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?