Home Middle

ପୁଣି ବଢ଼ିଲା କରୋନା ସଂକ୍ରମଣ, ୫ ରାଜ୍ୟକୁ କେନ୍ଦ୍ର ସରକାରଙ୍କ ଆଲର୍ଟ ଜାରି…

ନୂଆଦିଲ୍ଲୀ, ୯।୪ : ଦେଶରେ ପୁଣି କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ୫ ରାଜ୍ୟକୁ ଆଲର୍ଟ ଜାରି କରାଯାଇଛି। କେରଳ, ମହାରାଷ୍ଟ୍ର, ହରିୟାଣା, ଦିଲ୍ଲୀ ଏବଂ ମିଜୋରାମରେ ଦୈନିକ ସଂକ୍ରମଣ ବଢ଼ିବାରେ ଲାଗିଛି।…

ପ୍ରତି ୧୬ ଜଣରେ ଜଣେ କରୋନା ପଜିଟିଭ୍‌…

ଲଣ୍ଡନ, ୯।୪ : ବ୍ରିଟେନ୍‌ରେ କରୋନା ସଂକ୍ରମଣ ରେକର୍ଡସ୍ତରରେ ପହଞ୍ଚିଛି। ଏଠାରେ ପ୍ରତି ୧୬ ଜଣରେ ଜଣେ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଦେଶରେ କରୋନା ସଂକ୍ରମଣ ହାର ୬.୩୭ ପ୍ରତିଶତ ରହିଛି। ସଂକ୍ରମଣ ହାର ଫେବୃୟାରୀ ମାସ ତୁଳନାରେ ୨ ଗୁଣାରେ…

ଆର୍‌ସିବି ଜିତିଲା ଟସ୍‌, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୯।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ରର ପୁଣେ ସ୍ଥିତ କ୍ରିକେଟ ଆସୋସିଏଶନ୍‌ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ୮ ଓ୍ବିକେଟରେ ଏସ୍‌ଆର୍‌ଏଚ୍‌ ବିଜୟୀ…

ମୁମ୍ବାଇ, ୯।୪ : ଆଇପିଏଲ୍‌ ସିଜିନ୍‌ର ୧୫ ତମ ସଂସ୍କରଣରେ ୧୭ତମ ମ୍ୟାଚ୍‌ରେ ଶନିବାର ଚେନ୍ନାଇ ସୁପର କିଙ୍ଗ୍‌ସ (ସିଏସ୍‌କେ)କୁ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୮ ଓ୍ବିକେଟରେ ପରାଜିତ କରିଛି। ବିଜୟ ପାଇଁ ୧୫୫ ରନ୍‌ର ଆବଶ୍ୟକତା ଥିବାବେଳେ ଦଳ ୨ ଓ୍ବିକେଟ…

‘ବାଜପେୟୀଙ୍କଠାରୁ କିଛି ଶିଖନ୍ତୁ ଇମ୍ରାନ’

ଇସଲାମାବାଦ,୯ା୪: ପାକିସ୍ତାନରେ ରାଜନୈତିକ ବିବାଦର କୌଣସି ଅନ୍ତ ନ ଥିବା ପରି ମନେହୁଏ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଜାତୀୟ ଅଧିବେଶନ ଡକାଯାଇଛି, କିନ୍ତୁ ବିରୋଧୀମାନେ କହିଛନ୍ତି ଯେ, ଅନାସ୍ଥା ଆଭିମୁଖ୍ୟ ଉପରେ ଭୋଟ୍‌ ଦେବାକୁ ଚାହୁଁନାହାନ୍ତି। ଏହି କାରଣରୁ ବିରୋଧୀ ପୁନର୍ବାର…

ମାଗଣା ସୁବିଧା ଘୋଷଣା କରୁଥିବା ରାଜନୈତିକ ଦଳଙ୍କର ମାନ୍ୟତା ରଦ୍ଦ କରିବା ଅଧିକାର ନାହିଁ, ଏସ୍‌ସିଙ୍କୁ କହିଲେ ଇସି…

ନୂଆଦିଲ୍ଲୀ, ୯।୪ : ନିର୍ବାଚନରେ ମାଗଣା ସୁବିଧା ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଉଥିବା ରାଜନୈତିକ ଦଳଙ୍କ ମାନ୍ୟତା ରଦ୍ଦ କରିବା ଅଧିକାର ନାହିଁ ବୋଲି ନିର୍ବାଚନ କମିଶନ (ଇସି) ସୁପ୍ରିମ୍‌କୋର୍ଟ(ଏସ୍‌ସି)ଙ୍କୁ ଜବାବ ଦେଇଛନ୍ତି। ନିର୍ବାଚନ କମିଶନ କହିଛନ୍ତି ଯେ, ଏହା ତାଙ୍କର କାର୍ଯ୍ୟ…

ଏସ୍‌ଆର୍‌ଏଚ୍‌ ପାଇଁ ବିଜୟ ଲକ୍ଷ୍ୟ ୧୫୫ …

ମୁମ୍ବାଇ, ୯।୪ : ଆଇପିଏଲ୍‌ ସିଜିନ୍‌ର ୧୫ ତମ ସଂସ୍କରଣରେ ୧୭ତମ ମ୍ୟାଚ୍‌ରେ ଶନିବାର ଚେନ୍ନାଇ ସୁପର କିଙ୍ଗ୍‌ସ (ସିଏସ୍‌କେ) ବିପକ୍ଷରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ମହାରାଷ୍ଟ୍ର ନଭି ମୁମ୍ବାଇର ଡି.ଓ୍ବାଇ, ପାଟିଲ ସ୍ପୋର୍ଟସ୍‌…

କମିନି କରୋନା, ରୁହ ସତର୍କ, ଜାତିସଂଘ ମହାସଚିବଙ୍କ ଚେତାବନୀ…

ଜେନେଭା, ୯।୪ : କରୋନା ଭାଇରସ ଅନେକ ଦେଶରେ ଏବେ ବି ବିପଦ ସୃଷ୍ଟି କରୁଛି। ହାରାହାରି, ପ୍ରତି ଚାରି ମାସରେ ନୂଆ ଭାରିଆଣ୍ଟ୍‌ ସୃଷ୍ଟି ହେଉଛି। ତେଣୁ କରୋନା ମହାମାରୀ ଶେଷ ହୋଇଛି ବୋଲି ଭାବିବା ଭୁଲ୍‌। ତେଣୁ ସତର୍କ…

‘ବିଦେଶୀ ଷଡ଼ଯନ୍ତ୍ର’ ଯାଞ୍ଚ ପାଇଁ ଆୟୋଗ ଗଠନ ପୂର୍ବରୁ ମନା କଲେ ଅଧିକାରୀ

ଇସଲାମାବାଦ,୯ା୪: ପାକିସ୍ତାନର ପୂର୍ବତନ ବରିଷ୍ଠ ଅଧିକାରୀ ଇମ୍ରାନ ଖାନ୍‌ଙ୍କ ନେତୃତ୍ୱାଧୀନ ସରକାରକୁ ହଟାଇବା ପାଇଁ ଏକ ‘ଷଡଯନ୍ତ୍ର’ର ଯାଞ୍ଚ ପାଇଁ ଫେଡେରାଲ କ୍ୟାବିନେଟ ଗଠନ କରିଥିବା ଆୟୋଗର ମୁଖ୍ୟ ହେବାକୁ ମନା କରି ଦେଇଛନ୍ତି। ଏପ୍ରିଲ ୩ରେ ରାଷ୍ଟ୍ରୀୟ ସଭାର ଡେପୁଟି…

ରାଜନୈତିକ ସଙ୍କଟ ମଧ୍ୟରେ ପାକିସ୍ତାନର କ୍ଷେପଣାସ୍ତ୍ର ପରୀକ୍ଷା

ଇସଲାମାବାଦ,୯ା୪: ପାକିସ୍ତାନରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ପାକିସ୍ତାନ ଶାହିନ-୩ କ୍ଷେପଣାସ୍ତ୍ର ପରୀକ୍ଷଣ କରିଛି। ଏକ ରିପୋର୍ଟ ଅନୁଯାୟୀ ଶନିବାର ଏହି କ୍ଷେପଣାସ୍ତ୍ର ପରୀକ୍ଷା କରାଯାଇଛି। ଏହାର ଉଦ୍ଦେଶ୍ୟ ହେଲା ଅସ୍ତ୍ରଶସ୍ତ୍ରର ବିଭିନ୍ନ ଡିଜାଇନ ଏବଂ ବୈଷୟିକ ଜ୍ଞାନ କୌଶଳର ପୁନଃ…

କରୋନା ଟିକା ଦାମ୍‌ କମିଲା…

ନୂଆଦିଲ୍ଲୀ, ୯।୪ : ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ ଏବଂ ଭାରତ ବାୟୋଟେକ ପକ୍ଷରୁ କରୋନା ଟିକାର ବୁଷ୍ଟର ଡୋଜର ଦାମ୍‌ ହ୍ରାସ କରିବାକୁ ଘୋଷଣା କରାଯାଇଛି। ସେରମ୍‌ ଇନଷ୍ଟିଚ୍ୟୁଟ୍‌ର ସିଇଓ ଆଦର ପୁନାୱାଲା କହିଛନ୍ତି ଯେ ଘରୋଇ ଡାକ୍ତରଖାନା ପାଇଁ…

ଟସ୍‌ ଜିତିଲା ଏସ୍‌ଆର୍‌ଏଚ୍‌, ପ୍ରଥମେ ବୋଲିଂ…

ମୁମ୍ବାଇ, ୯।୪ : ଆଇପିଏଲ୍‌ ସିଜିନ୍‌ର ୧୫ ତମ ସଂସ୍କରଣରେ ୧୭ତମ ମ୍ୟାଚ୍‌ରେ ଶନିବାର ଚେନ୍ନାଇ ସୁପର କିଙ୍ଗ୍‌ସ (ସିଏସ୍‌କେ) ବିପକ୍ଷରେ ସନରାଇଜର୍ସ (ଏସ୍‌ଆର୍‌ଏଚ୍‌) ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ନଭି ମୁମ୍ବାଇର ଡି.ଓ୍ବାଇ, ପାଟିଲ ସ୍ପୋର୍ଟସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?