ଜାନୁୟାରୀ ୧ ରୁ ପିଲାଙ୍କ ପାଇଁ କୋ-ଓ୍ବିନ୍ ପଞ୍ଜିକରଣ…
ନୂଆଦିଲ୍ଲୀ, ୨୭।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ନୂଆ ଭାରିଆଣ୍ଟ୍ ଓମିକ୍ରନ୍ ଆତଙ୍କ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ୨୦୨୨ ଜାନୁୟାରୀ ୧ଠାରୁ କୋ-ଓ୍ବିନ୍ ପ୍ଲାଟର୍ଫମରେ ୧୫ରୁ ୧୮ ବର୍ଷ ବୟସ୍କ ପିଲାଙ୍କ ପାଇଁ…
ନୂଆବର୍ଷ ପାଳନ ଫିକା, ବହୁ ରାଜ୍ୟରେ କଟକଣା ଜାରି …
ନୂଆଦିଲ୍ଲୀ, ୨୭।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଏହା ସହିତ ନୂଆ ଭାରିଆଣ୍ଟ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ଦେଶର ୧୯ ରାଜ୍ୟରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଦେଶର ୧୦ ରାଜ୍ୟ ସରକାରଙ୍କ ପକ୍ଷରୁ କଡ଼ା…
ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ମାନ୍ୟତା ଦାବି ତେଜିଲା, ବରୁଣେଇରେ ପାଇକ ମେଳି
ଖୋର୍ଦ୍ଧା ଅଫିସ,୨୭ା୧୨: ୧୮୧୭ ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ଏବଂ ବରୁଣେଇ ପାଦଦେଶ ପ୍ରସ୍ତାବିତ ପାଇକ ସ୍ମାରକୀ ନିର୍ମାଣ ସ୍ଥଳ ଜମି ଫ୍ରି ପ୍ରିମିୟମ ଯୋଗାଇବା ଦାବିରେ ଓଡ଼ିଆ ବୀର ମହାସଂଘ ସୋମବାର ବରୁଣେଇ ପୀଠରୁ ରଣହୁଙ୍କାର ଦେଇଛି।…
ଚାଇନାକୁ ବଡ଼ ଝଟ୍କା, ୫ଟି ଉତ୍ପାଦ ଉପରେ ଆଣ୍ଟି ଡମ୍ପିଙ୍ଗ୍ ଶୁଳ୍କ ଲାଗୁ କଲା ଭାରତ…
ନୂଆଦିଲ୍ଲୀ, ୨୭।୧୨: ଘରୋଇ ଉଦ୍ୟୋଗଗୁଡ଼ିକର ବିକାଶକୁ ଦୃଷ୍ଟିରେ ରଖି ଭାରତ ପକ୍ଷରୁ ଚାଇନାକୁ ବଡ଼ ଝଟ୍କା ଦିଆଯାଇଛି। ଚାଇନାରୁ ଶସ୍ତା ଆମଦାନୀ ରୋକିବା ଲାଗି କେତେକ ଆଲୁମିନିୟମ୍ ଏବଂ ରାସାୟନିକ ସାମଗ୍ରୀ ସହିତ ୫ଟି ଉତ୍ପାଦ ଉପରେ ପାଞ୍ଚ ବର୍ଷ ପର୍ଯ୍ୟନ୍ତ…
ନ୍ୟାୟିକ ବ୍ୟବସ୍ଥାର ଭାରତୀୟକରଣ ଜରୁରୀ…
ହାଇଦ୍ରାବାଦ, ୨୭।୧୨: ଦେଶର ନ୍ୟାୟିକ ବ୍ୟବସ୍ଥାକୁ ଭାରତୀୟକରଣ କରିବାର ଆବଶ୍ୟକତା ରହିଛି। ହାଇଦ୍ରାବାଦରେ ଆୟୋଜିତ ଅଲ ଇଣ୍ଡିଆ ଆଡଭୋକେଟ କାଉନସିଲର ଷଷ୍ଠତମ ଜାତୀୟ ପରିଷଦ ବୈଠକରେ ଯୋଗଦେଇ ସୁପ୍ରିମ୍କୋର୍ଟର ବିଚାରପତି ଏସ.ଏ. ନାଜିର ଏଭଳି କହିଛନ୍ତି। ନାଜିର କହିଛନ୍ତି ଯେ ନ୍ୟାୟପାଳିକାର…
ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୨୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୭୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୫୧ ଜଣ ଲୋକାଲ କେସ…
ସୀମାନ୍ତରେ ଗୁଳି ବିନିମୟ: ୬ ମାଓବାଦୀ ମୃତ
ରାୟପୁର/ମାଲକାନଗିରି,୨୭ା୧୨(ଡି.ଏନ୍.ଏ.): ମାଲକାନଗିରି ସୀମାନ୍ତ ତେଲେଙ୍ଗାନା ଓ ଛତିଶଗଡ଼ ଜଙ୍ଗଲ ମଧ୍ୟରେ ପୋଲିସ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଗୁଳି ବିନିମୟରେ ୬ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେହି ଜଙ୍ଗଲ ମଧ୍ୟରେ କିଛି ମାଓବାଦୀ କ୍ୟାମ୍ପ…
ଲଗାତାର ୧୭ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ…
ନୂଆଦିଲ୍ଲୀ, ୨୭।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍ ଲାଗିଛି। ଲଗାତାର ୧୭ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ…
ଓମିକ୍ରନ୍ ଅଣାୟତ୍ତ, ଦିଲ୍ଲୀରେ ସର୍ବାଧିକ ଆକ୍ରାନ୍ତ…
ନୂଆଦିଲ୍ଲୀ, ୨୭।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶର ୧୯ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୯୮ ଛୁଇଁଛି। ଦେଶରେ ଓମିକ୍ରନ୍ ଅଣାୟତ୍ତ ହେବା ସ୍ଥିତି ସୃଷ୍ଟି…
ଖ୍ରୀଷ୍ଟମାସ ସପ୍ତାହାନ୍ତକୁ ଓମିକ୍ରନ୍ ମାଡ଼: ବିଶ୍ୱରେ ୬,୩୦୦ ବିମାନ ବାତିଲ
ନ୍ୟୁୟର୍କ,୨୭।୧୨: ବର୍ଷ ୨୦୨୧ କ୍ୟାଲେଣ୍ଡର ପୃଷ୍ଠାରୁ ଅପସରିଯିବାକୁ ବସିଥିବାବେଳେ ଖ୍ରୀଷ୍ଟମାସକୁ ନେଇ ସାରା ବିଶ୍ୱ ଉତ୍ସବମୁଖର। ତେବେ ଲୋକଙ୍କ ହର୍ଷୋଲ୍ଲାସରେ ବ୍ରେକ୍ ଲଗାଇଛି କୋଭିଡ୍-୧୯ ମହାମାରୀ। ଦକ୍ଷିଣ ଆଫ୍ରିକୀୟ ଭାରିଆଣ୍ଟ ଓମିକ୍ରନ୍ ଯୋଗୁ ବିଶ୍ୱରେ ଅନୂ୍ୟନ ୬,୩୦୦ ବିମାନକୁ ବାତିଲ କରାଯାଇଥିବାବେଳେ…
ମୁସଲମାନଙ୍କ ଜୀବନ ବିପଦରେ
ନୂଆଦିଲ୍ଲୀ, ୨୭ା୧୨: ଦିଲ୍ଲୀ ଓ ହରିଦ୍ୱାରରେ ଅନୁଷ୍ଠିତ ଧର୍ମ ସଂସଦରେ ଘୃଣିତ ବକ୍ତବ୍ୟକୁ ନେଇ ସୁପ୍ରମକୋର୍ଟର ୭୬ ଜଣ ଆଇନଜୀବୀ ଚିନ୍ତା ପ୍ରକଟ କରିଛନ୍ତି। ସର୍ବୋଚ୍ଚ ଅଦାଲତ ଏଥିରେ ହସ୍ତକ୍ଷେପ କରିବା ଲାଗି ସେମାନେ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍.ଭି.…
ପିଲାଙ୍କ ଚାଉଳ ହେରଫେର
ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଅନୁପୂରକ ପୁଷ୍ଟିକର କାର୍ଯ୍ୟକ୍ରମ(ଏସ୍ଏନ୍ପି) ଜରିଆରେ ରାଜ୍ୟରେ ଅଙ୍ଗନୱାଡି କେନ୍ଦ୍ରର ଶିଶୁଙ୍କୁ ଚାଉଳ ଯୋଗାଣରେ ବ୍ୟାପକ ହେରଫେର ହୋଇଛି। ପିଲାଙ୍କ ପାଇଁ ଆସୁଥିବା ଚାଉଳକୁ ଜିଲା ସମାଜ କଲ୍ୟାଣ ଅଧିକାରୀ(ଡିଏସ୍ଡବ୍ଲ୍ୟୁଓ) ଏବଂ ପରିହବନ ଏଜେଣ୍ଟ…
Archives


