ଆଖି ପିଛୁଳାକେ ନଷ୍ଟ କରିବ ଶତ୍ରୁ ଦେଶର କ୍ଷେପଣାସ୍ତ୍ର
ମସ୍କୋ,୧୪ା୧୧: ଆସନ୍ତା ମାସ ମଧ୍ୟଭାଗରେ ଭାରତ ରୁଷିଆର ପ୍ରସିଦ୍ଧ ଏସ୍-୪୦୦ କ୍ଷେପଣାସ୍ତ୍ର ପାଇବ ବୋଲି ଆଶା କରାଯାଉଛି। ଏହି କ୍ଷେପଣାସ୍ତ୍ର ଭାରତର ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବ। ଏ ସମ୍ବନ୍ଧରେ ଭାରତ ଏବଂ ରୁଷିଆ ୧୫ ଅକ୍ଟୋବର ୨୦୧୬ରେ ଏକ…
ବିସିସିଆଇ ରୋଜଗାର ଉପରେ ଲାଗିବନି ଆୟକର…
ନୂଆଦିଲ୍ଲୀ,୧୪।୧୧: ବିଶ୍ୱ କ୍ରିକେଟରେ ବିସିସିଆଇ ହେଉଛି ସବୁଠାରୁ ଧନୀ କ୍ରିକେଟ ବୋର୍ଡ । ବିସିସିଆଇ ଆଇସିସିକୁ ମଧ୍ୟ ସର୍ବାଧିକ ଟଙ୍କା ଦେଇଥାଏ। ଯେବେଠାରୁ ଆଇପିଏଲ ଆରମ୍ଭ ହୋଇଛି, ବୋର୍ଡର ଏକ ଭିନ୍ନ ଆଭିମୁଖ୍ୟ ଦେଖିବାକୁ ମିଳୁଛି। ଏହା ସ୍ପଷ୍ଟ ଯେ ଯେତେବେଳେ…
ଲୋକଙ୍କୁ ପ୍ରଥମ ଡୋଜ୍ ମିଳି ନଥିବା ବେଳେ ବୁଷ୍ଟର ଡୋଜ୍ ସମ୍ପର୍କରେ କହିବା ଯୁକ୍ତିହୀନ: ଡବ୍ଲ୍ୟୁଏଚ୍ଓ ମୁଖ୍ୟ…
ଜେନେଭା,୧୪।୧୧: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। କେତେକ ଦେଶରେ କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ଟିକାକରଣ ଅଭିଯାନ ଜାରି ରହିଛି। ଦୁଇ ଡୋଜ୍ ଟିକାପରେ ବୁଷ୍ଟର…
ଏଲ୍ଏସିରେ ଭାରତୀୟ ଯବାନଙ୍କ ସଂଖ୍ୟା ବଢ଼ିଲା…
ଲଦାଖ,୧୪।୧୧: ଲଦାଖରେ ଚାଇନା ଏବଂ ପାକିସ୍ଥାନକୁ କଡ଼ା ଜବାବ ଦେବା ପାଇଁ ଭାରତୀୟ ସେନା ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ। ପ୍ରବଳ ଶୀତରେ, ଶତ୍ରୁ ପକ୍ଷର ଯେ କୌଣସି କାର୍ଯ୍ୟର କଡ଼ା ମୁକାବିଲା ଲାଗି ଭାରତୀୟ ସେନା ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବାକୁ…
ମାଓବାଦୀଙ୍କ ତାଣ୍ଡବ, ୪ ଜଣଙ୍କୁ ଫାଶୀରେ ଲଟକାଇଲେ…
ଗୟା,୧୪।୧୧: ବିହାରରେ ମାଓବାଦୀମାନେ ତାଣ୍ଡବ ରଚିଛନ୍ତି। ଗୟା ମୁଖ୍ୟାଳୟଠାରୁ ୭୦ କିଲୋମିଟର ଦୂରରେ ଥିବା ଡୁମରିଆ ବ୍ଲକର ମୌନୱାର ଗାଁରେ ମାଓବାଦୀମାନେ ଦୁଇ ମହିଳାଙ୍କ ସମେତ ଗୋଟି, ପରିବାରର ଚାରି ଜଣଙ୍କୁ ଫାଶୀରେ ଲଟକାଇ ହତ୍ୟା କରିଛନ୍ତି। ଚାରିଜଣଙ୍କୁ ଘର ବାହାରେ…
ତାଲିବାନ ବାଟରେ କଣ୍ଟା ବିଛାଉଛି ପାକିସ୍ତାନ, ଛୋଟ ଜିହାଦି ଗୋଷ୍ଠୀଙ୍କୁ ସମର୍ଥନ…
କାବୁଲ/ଇସଲାମାବାଦ୍,୧୪।୧୧: ଆଫଗାନିସ୍ତାନରେ ପାକିସ୍ତାନ ତାଲିବାନ ବାଟରେ କଣ୍ଟା ବିଛାଉଛି। ଦେଶରେ ଥିବା ଛୋଟ ଜିହାଦି ଗୋଷ୍ଠୀଙ୍କୁ ପାକିସ୍ତାନର ଗୋଇନ୍ଦା ସଂସ୍ଥା ଆଇଏସଆଇ ସମର୍ଥନ କରୁଛି। ତାଲିବାନକୁ ବାଧା ଦେବା ପାଇଁ ଏଭଳି କରାଯାଉଥିବା ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ପାକିସ୍ତାନର ଆଇଏସଆଇ…
ରୁଷିଆ-ୟୁକ୍ରେନ୍ ମୁହାଁମୁହିଁ, ସୀମାରେ ସମରସଜ୍ଜା…
ମସ୍କୋ,୧୪।୧୧: ରୁଷିଆ ଏବଂ ୟୁକ୍ରେନ୍ ସୀମାରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏହି ମୁହାଁମୁହିଁ ପରିସ୍ଥିତି ଯୋଗୁ ଯୁଦ୍ଧ ଆଶଙ୍କା ସୃଷ୍ଟି ହୋଇଛି। ଇତିମଧ୍ୟରେ ଦୁଇ ଦେଶ ପକ୍ଷରୁ ସୀମାରେ ତୋପ ଏବଂ ଟ୍ୟାଙ୍କ ସହିତ ଅନ୍ୟାନ୍ୟ ଯୁଦ୍ଧ ସରଞ୍ଜାମ ଠୁଳ କରିବାରେ…
୨୦୨୧ରେ ଡାଇବେଟିସ୍ ନେଇଛି ୬୭ ଲକ୍ଷ ଜୀବନ…
ବ୍ରସେଲ୍ସ୍,୧୪।୧୧: ପୃଥିବୀର ବିଭିନ୍ନ ଦେଶ କରୋନା ମହାମାରୀ ସହ ଲଢୁୁଥିବାବେଳେ ଏକବିଂଶ ଶତାବ୍ଦୀରେ ଡାଇବେଟିସ୍ ସବୁଠାରୁ ଭୟଙ୍କର ସ୍ବାସ୍ଥ୍ୟ ସମସ୍ୟା ଭାବେ ଉଭା ହୋଇଛି। ଏହାର ମୁକାବିଲା ପୃଥିବୀ ପାଇଁ ଏକ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଅନ୍ତର୍ଜାତୀୟ ଡାଇବେଟିସ ଫେଡେରେସନ (ଆଇଡିଏଫ)…
ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ବ୍ରେକ୍…
ନୂଆଦିଲ୍ଲୀ,୧୪।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୧ ହଜାର ୨୭୧ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ…
ଦେଶର ପ୍ରଥମ ପ୍ରଧାନମନ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲା ଦେଶ
ନୂଆଦିଲ୍ଲୀ,୧୪ ।୧୧: ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କର ୧୩୨ତମ ଜନ୍ମଦିନ ଅବସରରେ ଦେଶ ଶ୍ରଦ୍ଧାଞ୍ଜଳି ଜଣାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍ କରି ଶ୍ରଦ୍ଧାଞ୍ଜଳି ଜଣାଇବା ସହ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶାନ୍ତିବନ ଯାଇ ନେହେରୁଙ୍କ…
ମଣିପୁର ଆତଙ୍କବାଦୀ ଆକ୍ରମଣ ପାଇଁ ନିଜକୁ ଦାୟୀ କଲା ଏମ୍ଏନ୍ପିଏଫ୍
ସୁରଜଚାନ୍ଦପୁର,୧୪ ।୧୧: ମଣିପୁରରେ ଶନିବାର ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୭ ଜଣଙ୍କ ମୃତ୍ୟୁ ହୋଇଛି । ଜଣେ କର୍ଣ୍ଣେଲଙ୍କ ସମେତ ୪ ଯବାନ ଶହୀଦ ହୋଇଛନ୍ତି । କର୍ଣ୍ଣେଲଙ୍କ ପରିବାରର ୨ ସଦସ୍ୟଙ୍କର ବି ଏହି ଆକ୍ରମଣରେ ମୃତ୍ୟୁ ହୋଇଛି ।…
ଏନ୍କାଉଣ୍ଟରରେ ୨୬ ମାଓବାଦୀ ନିହତ
ନାଗପୁର,୧୩।୧୧:ମହାରାଷ୍ଟ୍ରର ଗଡଚିରୋଲି ଜିଲା ମର୍ଡିଣ୍ଟୋଲା ଘଞ୍ଚ ଜଙ୍ଗଲରେ ପୋଲିସ ଏନ୍କାଉଣ୍ଟରରେ ୨୬ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ସମୟରେ ସି -୬୦ ପୋଲିସ କମାଣ୍ଡୋର ଏକ ଟିମ୍ ଜଙ୍ଗଲରେ ସର୍ଚ୍ଚ ଅପରେଶନ କରୁଥିଲେ। ସେହି ସମୟରେ ଯବାନଙ୍କୁ ଦେଖି ମାଓବାଦୀମାନେ…
Archives


