ପୁଣି କଟକଣା ଅବଧିରେ ସଂଶୋଧନ, ଜାଣନ୍ତୁ…
ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ସଂଶୋଧନ ହୋଇଛି ବଡ଼ଦିନ, ନୂଆବର୍ଷ ପାଳନ କଟକଣା ଅବଧି। ଏନେଇ ଶୁକ୍ରବାର ଏସ୍ଆର୍ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ଡିସେମ୍ବର ୨୫ରୁ ଜାନୁୟାରୀ ୨ ଯାଏ କଟକଣା ଲଗାଯାଇଥିଲା। ଏବେ ସଂଶୋଧନ ନିୟମ ଅନୁଯାୟୀ ବଡ଼ଦିନ ଡିସେମ୍ବର…
କଳାହାଣ୍ଡିର ମା’ ମାଣିକେଶ୍ୱରୀ ପୀଠ ବିକାଶ କାମର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୨ କୋଟି
ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍ଫରେନ୍ସିଂ ଜରିଆରେ କଳାହାଣ୍ଡିର ଥୁଆମୂଳ-ରାମପୁର ମା’ ମାଣିକେଶ୍ୱରୀ ପୀଠର ବିକାଶ କାମର ଶିଳାନ୍ୟାସ କରିଛନ୍ତି। ଏଥିରେ ୨ କୋଟି ଟଙ୍କା ଖର୍ଚ୍ଚ କରାଯିବ। ୫-ଟି ଉପକ୍ରମ ଅଧୀନରେ ମା’ଙ୍କର ଏହି ପୀଠର…
ବିଶ୍ୱରେ କରୋନାର ଚତୁର୍ଥ ଲହର, ଦେଶରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୫୮: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୨୪ ।୧୨: ଦେଶରେ ବେଳକୁ ବେଳ ବଢି ଚାଲିଛି ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଶୁକ୍ରବାର ସୁଦ୍ଧା ଦେଶର ୧୭ ରାଜ୍ୟରେ ଓମିକ୍ରନ୍ ଭାରିଏଣ୍ଟ ପହଞ୍ଚି ସାରିଥିବା ବେଳେ ଏଥିରେ ମୋଟ ୩୫୮ ଜଣ…
ଜେମ୍ସ ଓ୍ବେବ୍ ଟେଲିସ୍କୋପ ପ୍ରସ୍ତୁତ: କାଲି କରିବ ଲଞ୍ଚ, ସାରା ବିଶ୍ୱର ସଂଗ୍ରହ କରିବ ଡାଟା
ଓ୍ବାଶିଂଟନ,୨୪ା୧୨: ନାସା ଲଞ୍ଚ୍ କରିବା ପୂର୍ବରୁ ଜେମ୍ସ ଓ୍ବେବ୍ ଟେଲିସ୍କୋପର ଫଟୋ ପ୍ରକାଶ କରିଛି। ଏହି ଟେଲିସ୍କୋପ୍ ମହାକାଶରେ ସବୁଠାରୁ ଶକ୍ତିଶାଳୀ ହେବ ବୋଲି ତାଲିକାରେ ରହିଛି। ପାଣିପାଗ ଓ ପ୍ରଯୁକ୍ତି ବିଦ୍ୟା ହେତୁ ଲଞ୍ଚ୍ରେ ବିଳମ୍ବର ସମ୍ମୁଖୀନ ହେବା ପରେ…
କ୍ରିକେଟ୍କୁ ଅଲବିଦା କହିଲେ ହରଭଜନ
ଚଣ୍ଡିଗଡ,୨୪।୧୨: ଭାରତର ତାରକା ସ୍ପିନର ହରଭଜନ ସିଂ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ୪୧ ବର୍ଷୀୟ ହରଭଜନ ସିଂ ଭାରତ ପାଇଁ ୭୧୧ ଉଇକେଟ ନେଇଛନ୍ତି। ଟର୍ବାନେଟର ଭାବରେ ଜଣାଶୁଣା ହରଭଜନ ରାଜନୀତି କ୍ଷେତ୍ରରେ ନିଜର ନୂଆ ଇନିଂସ ଖେଳିପାରନ୍ତି। ନିକଟରେ…
ଜିରୋ ନାଇଟ୍ ସେଲିବ୍ରେଶନକୁ ବାରଣ କଲେ ସରକାର
ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ଓମିକ୍ରନକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ କଟକଣା ଲାଗୁ ହୋଇଛି। ଡିସେମ୍ବର ୨୫ ରୁ ଜାନୁୟାରୀ ୨ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। କେବଳ ଚର୍ଚ୍ଚ ଭିତରେ ସୀମିତ ଲୋକରେ ବଡଦିନ ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।…
ଓମିକ୍ରନ ଭୟ : ଏହି ସହର ହେଲା ଲକ୍ଡାଉନ୍
ବେଜିଂ,୨୪ା୧୨: ବଢୁଥିବା କରୋନା ଭୂତାଣୁକୁ ଦୃଷ୍ଟିରେ ରଖି ଚାଇନାର ଜିଆନ ସହରରେ ଲକ୍ଡାଉନ୍ ଜାରି କରାଯାଇଛି। ଏକ ରିପୋର୍ଟ ଅନୁଯାୟୀ, ଯଦିଓ ଜିଆନରେ ଏପର୍ଯ୍ୟନ୍ତ ଓମିକ୍ରନ ସଂକ୍ରମଣର କୌଣସି ରିପୋର୍ଟ ହୋଇନାହିଁ, ତଥାପି ଡେଲ୍ଟା ଭାରିଆଣ୍ଟର ମାମଲା ଆସିଥିଲା। ଦେଶରେ କରୋନା…
ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ବିଶିଷ୍ଟ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବର୍ଗତ ପଟ୍ଟନାୟକ ଜଣେ ଅଭିଜ୍ଞ ଜନନେତା ଓ ପ୍ରଶାସକ ଥିଲେ। ବିଜୁ ବାବୁଙ୍କ ଆଦର୍ଶରେ…
ପୂର୍ବତନ ଅର୍ଥମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ପରଲୋକ
ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ବରିଷ୍ଠ ରାଜନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ଶୁକ୍ରବାର ପୂର୍ବାହ୍ନ ୯ଟା.୩୦ରେ ଭୁବନେଶ୍ୱରସ୍ଥିତ ବାସଭବନରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା। ଆଜି ସକାଳୁ ସେ ହଠାତ୍ ତଳେ ପଡ଼ି ଯାଇଥିବା ବେଳେ ଘରେ ହିଁ…
ରାଜ୍ୟରେ ଚିହ୍ନଟ ହେଲେ ୧୪୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୧୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୮୪ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୫୭ ଜଣ ଲୋକାଲ କେସ…
୨୭ ପ୍ରତିଶତ ଓମିକ୍ରନ୍ ସଂକ୍ରମିତ ନା ବିଦେଶ ଫେରନ୍ତା, ନା କାହା ସଂସ୍ପର୍ଶରେ ଆସିଛନ୍ତି
ନୂଆଦିଲ୍ଲୀ,୨୪ ।୧୨: ଦେଶରେ ବେଳକୁ ବେଳ ଭୟଙ୍କର ରୂପ ନେଉଛି କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ । ତେବେ ଦେଶରେ ଏପର୍ଯ୍ୟନ୍ତ ସଂକ୍ରମିତଙ୍କ ମଧ୍ୟରୁ ୨୭ ପ୍ରତିଶତ ନା ବିଦେଶରୁ ଫେରିଛନ୍ତି ନା ବିଦେଶ ଫେରନ୍ତାଙ୍କ ସଂସ୍ପର୍ଶରେ ଆସିଛନ୍ତି । ହେଲେ…
୧୬ ରାଜ୍ୟରେ ପହଞ୍ଚିଲା ଓମିକ୍ରନ୍: ୩୪୬ ସଂକ୍ରମିତ
ନୂଆଦିଲ୍ଲୀ,୨୪ ।୧୨: ଦେଶରେ ଏବେ ଦ୍ରୁତ ବେଗରେ କାୟା ବିସ୍ତାର କଲାଣି ଓମିକ୍ରନ୍ ଭାରିଏଣ୍ଟ । ଏବେ ଏହା ୧୬ ରାଜ୍ୟକୁ ବ୍ୟାପିଯାଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ୩୪୬ରେ ପହଞ୍ଚିଥିବା କୁହାଯାଉଛି । ତେବେ ୫ ରାଜ୍ୟରେ ୮୭ ଜଣ ନୂଆ…
Archives


