ଟସ୍ ଜିତିଲା ଆର୍ସିବି, ବୋଲିଂ ନିଷ୍ପତ୍ତି…
ମୁମ୍ବାଇ, ୫।୪ : ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣରେ ମଙ୍ଗଳବାର ରାଜସ୍ଥାନ ରୟାଲର୍ସ(ଆର୍ଆର୍) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍(ଆର୍ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍ରେ ଖେଳାଯାଉଥିବା ଏହି ମ୍ୟାଚ୍ରେ ଆରସିବି ଅଧିନାୟକ…
ଆଇପିଏଲ୍ ମିଡିଆ ରାଇଟ୍ସ , ୨୦୨୩ ରୁ ୨୦୨୭ ପ୍ରର୍ଯ୍ୟନ୍ତ ପ୍ରସାରଣ ଅଧିକାର, ଦୌଡ଼ରେ ବଡ଼ କମ୍ପାନୀ…
କୋଲକାତା, ୫।୪ : ବର୍ତ୍ତମାନ ଭାରତରେ କ୍ରିକେଟର ଆଇପିଏଲ ଉତ୍ସବ ଚାଲିଛି। ଏହି ସମୟରେ, କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ମଧ୍ୟ ଆଇପିଏଲ ମିଡିଆ ରାଇଟ୍ସ ସମ୍ପର୍କରେ ଟେଣ୍ଡର ଜାରି କରିଛି। ଆଇପିଏଲରୁ ବିସିସିଆଇର ରୋଜଗାରରେ ମିଡିଆ ଅଧିକାରର ସବୁଠାରୁ…
ପ୍ରତି ବୁଧବାର ସାଇକେଲରେ ଅଫିସ ଯିବେ ସରକାରୀ କର୍ମଚାରୀ…
କାଭରତ୍ତି, ୫।୪ : ଦ୍ରୁତଗତିରେ ବାୟୁ ଗୁଣବତ୍ତା ସମଗ୍ର ବିଶ୍ୱରେ ଖରାପ ହେଉଥିବାରୁ ଏହା ଚିନ୍ତାର କାରଣ ପାଲଟିଛି। ଭାରତରେ ଅବସ୍ଥା ଅଧିକ ଖରାପ ହେବାରେ ଲାଗିଛି। ବାୟୁ ପ୍ରଦୂଷଣକୁ ହ୍ରାସ କରିବା ପାଇଁ ପାଣିପାଗ ବିଜ୍ଞାନୀ ଏବଂ ପରିବେଶବିତ୍ ମାନେ…
ପେଟ୍ରୋଲ-ଡିଜେଲ ଦାମ୍ କାହିଁକି ବଢୁଛି ୮୦ ପଇସା, ୧୫ ଦିନରେ ବଢ଼ିଲାଣି ୯ ଟଙ୍କା ୨୦…
ନୂଆଦିଲ୍ଲୀ, ୫।୪ : ଭାରତରେ ପେଟ୍ରୋଲ-ଡିଜେଲ ଦାମ୍ ମାର୍ଚ୍ଚ ୨୨ଠାରୁ ଏପ୍ରିଲ୍ ୫ ମଧ୍ୟରେ ଗତ ୧୫ ଦିନ ମଧ୍ୟରେ ୧୩ ଥର ଦାମ୍ ବୃଦ୍ଧି ପାଇ ମୋଟ ୯ ଟଙ୍କା ୨୦ ପଇସା ବଢ଼ିଛି। ଏହି ସମୟ ମଧ୍ୟରେ ସର୍ବାଧିକ…
ପାକିସ୍ତାନ ସଙ୍କଟରେ ରୁଷିଆର ଏଣ୍ଟ୍ରି, ଇମ୍ରାନ୍ଙ୍କ ମସ୍କୋ ଯାତ୍ରା ପାଇଁ ଦଣ୍ଡ ଦେଉଛି ଆମେରିକା !…
ଇସଲାମାବାଦ୍, ୫।୪ : ପାକିସ୍ତାନରେ ରାଜନୈତିକ ସଙ୍କଟ କ୍ରମାଗତ ଭାବେ ବଢ଼ିବାରେ ଲାଗିଛି। ପାକିସ୍ତାନ ବିଶେଷଜ୍ଞମାନେ ମଧ୍ୟ ଏନେଇ ବହୁ ଚିନ୍ତିତ। ଆଗାମୀ କିଛି ଦିନ ମଧ୍ୟରେ ପାକିସ୍ତାନରେ କଣ ଘଟିବ ତାହା କେହି ଜାଣି ନାହାଁନ୍ତି। ଇମ୍ରାନ ଖାନ କ୍ଷମତାରେ…
୨୨ ୟୁଟ୍ୟୁବ୍ ଚ୍ୟାନେଲ ଉପରେ ପ୍ରତିବନ୍ଧକ…
ନୂଆଦିଲ୍ଲୀ, ୫।୪ : ଦେଶର ସୁରକ୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ୨୨ ୟୁଟ୍ୟୁବ୍ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ନିର୍ଦ୍ଦେଶ ମିଳିବା ପରେ ତତ୍କାଳ ଏସବୁ ଚ୍ୟାନେଳଗୁଡ଼ିକୁ ବ୍ଲକ୍ କରି ଦିଆଯାଇଛି। ସେଥିମଧ୍ୟରେ ୪ ପାକିସ୍ତାନୀ ୟୁଟ୍ୟୁବ୍ ଚ୍ୟାନେଲ ରହିଛି।…
ଆଶିଷଙ୍କ ଜାମିନ ମାମଲା, ରାୟ ସଂରକ୍ଷିତ ରଖିଲେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ, ୫।୪ : ଲଖୀମପୁର ଖେରୀ ମାମଲାରେ ଆଶିଷ ମିଶ୍ରଙ୍କ ଜାମିନ ନେଇ ସୁପ୍ରିମ୍କୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି। ତାଙ୍କ ଜାମିନ ଖାରଜ ପାଇଁ କରାଯାଇଥିବା ଆବେଦନର ବିଚାର ସୁପ୍ରିମକୋର୍ଟର ସ୍ବତନ୍ତ୍ର ଖଣ୍ଡପୀଠ ମଙ୍ଗଳବାର ଏଭଳି କରିଛନ୍ତି। ପ୍ରଧାନ ବିଚାରପତି ଏନ୍.ଭି…
ହିନ୍ଦୁ ଉତ୍ତରାଧିକାରୀ ଆଇନରେ ପାତରଅନ୍ତର ନେଇ ସରକାରଙ୍କୁ ଚେତାଇଲେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ, ୫।୪ : ଦେଶରେ ମହିଳାମାନଙ୍କ ପ୍ରତି ଭେଦଭାବ କରୁଥିବା ହିନ୍ଦୁ ଉତ୍ତରାଧିକାର ଆଇନର ଧାରାକୁ ଚ୍ୟାଲେଞ୍ଜ କରି ଏକ ଆବେଦନ ଉପରେ ଉତ୍ତର ଦାଖଲ କରିବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ଆଉ ଚାରି ସପ୍ତାହ ସମୟ ଦେଇଛନ୍ତି। ସୁପ୍ରିମକୋର୍ଟ ଚେତାବନୀ…
ପୋଲାଣ୍ଡରେ ୨.୫ ନିୟୁତ ଶରଣାର୍ଥୀ, ବୁଚା ପରେ ଏବେ ସୁମିରେ ସମାନ ସ୍ଥିତି…
କ୍ୱିଭ୍, ୫।୪ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଗତ ୪୧ ଦିନ ଧରି ଯୁଦ୍ଧ ଜାରି ରହିଛି। ଅପରପକ୍ଷରେ, କ୍ୱିଭ୍ର ବୁଚାଠାରେ ହୋଇଥିବା ହତ୍ୟାକାଣ୍ଡର ଫଟୋ ଏବେ ସୋସିଆଲ ମିଡ଼ିଆରେ ହଇଚଇ ସୃଷ୍ଟି କରିଛି। ବୁଚାରେ ୪୦୦ରୁ ଅଧିକ ମୃତଦେହ…
କାଙ୍ଗାଳ ହେଲା ସୁନାର ଲଙ୍କା, ସରକାରଙ୍କ ବିରୋଧରେ ବଢୁଛି ବିରୋଧ ପ୍ରଦର୍ଶନ
କଲମ୍ବୋ,୫ ।୪: ସୁନାର ଲଙ୍କା ଏବେ କାଙ୍ଗାଳ ହୋଇଯାଇଛି । ଶ୍ରୀଲଙ୍କା ଉପରେ ଏବେ ଅରବ ଡଲାର ଋଣ ବୋଝ ଥିବାରୁ ସାଧାରଣ ଲୋକେ ମହଙ୍ଗା ମାଡରେ ଅତିଷ୍ଠ ହୋଇପଡିଲେଣି । ଋଣ ପରିଶୋଧ କରିବାକୁ ଶ୍ରୀଲଙ୍କା ନିକଟରେ ଅର୍ଥର ଅଭାବ…
ଭାଜପା ପକ୍ଷରୁ ୧୧ ଦିନରେ ୧୩ ଥର ତୈଳଦର ବୃଦ୍ଧି ୟୁପି ନିର୍ବାଚନର ରିଟର୍ନ ଗିଫ୍ଟ: ମମତା
କୋଲକାତା,୫ ।୪: ଦେଶରେ ମହଙ୍ଗା ମାଡରେ ବେହାଲ ହେଲେଣି ସାଧାରଣ ଜନତା । ପେଟ୍ରୋଲ – ଡିଜେଲର ଦାମ ଲଗାତାର ବଢି ଚାଲିଛି । ଗତମାସରେ ୧୧ ଦିନରେ ୧୩ଥର ବଢିଲାଣି ତୈଳ ଦର । ମହଙ୍ଗା ମାଡ ଓ ତୈଳଦର…
ଗୁଲଜାର ଅହମ୍ମଦ ହେବେ ପାକିସ୍ତାନର କାର୍ଯ୍ୟନିର୍ବାହୀ ପ୍ରଧାନମନ୍ତ୍ରୀ
ଇସ୍ଲାମାବାଦ,୪।୪: ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ ପାକିସ୍ତାନର ପୂର୍ବତନ ମୁଖ୍ୟ ବିଚାରପତି ଗୁଲଜାର ଅହମ୍ମଦଙ୍କୁ କାର୍ଯ୍ୟନର୍ବାହୀ ପ୍ରଧାନମନ୍ତ୍ରୀ ଭାବେ ମନୋନୀତ କରିଛନ୍ତି। ପାକିସ୍ତାନ ତେହେରିକ-ଇ-ଇନ୍ସାଫ(ପିଟିଆଇ)ର କୋର କମିଟିର ପରାମର୍ଶ ଏବଂ ଅନୁମୋଦନ ପରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ ପାକିସ୍ତାନର ପୂର୍ବତନ ମୁଖ୍ୟ ବିଚାରପତି…

