ସ୍ମୃତିରେ …୨୦୨୧
ପାଣି ପାଇଁ ଲଢ଼େଇ- ଖରସ୍ରୋତା ନଦୀରୁ ଭଦ୍ରକକୁ ପାଣି ଦେବା ବିବାଦ ଅଗଷ୍ଟ ୧୨ରେ ଉଗ୍ରରୂପ ନେଇଥିଲା। ଖରସ୍ରୋତା ନଦୀ ବଞ୍ଚାଅ ସଂଗ୍ରାମ ସମିତି ନେତୃତ୍ୱରେ ସ୍ଥାନୀୟ ଲୋକମାନେ ୧୪୪ ଧାରା ସତ୍ତ୍ୱେ ବରୁଣାଡିହାରେ ନିର୍ମାଣାଧୀନ ପ୍ରକଳ୍ପର ବିଭିନ୍ନ ସାମଗ୍ରୀ ଭଙ୍ଗାରୁଜା…
ଲଗାତାର ୧୩ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ…
ନୂଆଦିଲ୍ଲୀ, ୨୩।୧୨: ଦେଶରେ କରୋନା ମହାମାରୀ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ବ୍ରେକ୍ ଲାଗିଛି। ଲଗାତାର ୧୩ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୭ ହଜାର ୪୯୫…
ଦେଶରେ ୨୩୬ ଓମିକ୍ରନ୍ ଆକ୍ରାନ୍ତ, ୧୬ ରାଜ୍ୟରେ ଆତଙ୍କ…
ନୂଆଦିଲ୍ଲୀ, ୨୩।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶର ୧୬ ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୩୬ ଛୁଇଁଛି। ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୬୫…
ରାଜ୍ୟରେ ଚିହ୍ନଟ ହେଲେ ୧୫୫ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୯୧ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୬୪ ଜଣ ଲୋକାଲ କେସ…
ଦିଲ୍ଲୀରେ ଖ୍ରୀଷ୍ଟମାସ, ନୂଆବର୍ଷ ସମାବେଶ ବନ୍ଦ
ନୂଆଦିଲ୍ଲୀ, ୨୩।୧୨ : ଓମିକ୍ରନ୍ ସହିତ ଦିଲ୍ଲୀରେ ଦୈନିକ କୋଭିଡ୍ ସଂକ୍ରମଣ ୧୨୫କୁ ବୃଦ୍ଧି ପାଇଛି, ଯାହାକି ଗତ ୬ ମାସ ମଧ୍ୟରେ ସର୍ବାଧିକ। ଫଳରେ ସରକାରଙ୍କ ଚିନ୍ତା ବଢ଼ିଯାଇଛି। ଓମିକ୍ରନ୍ ସଂକ୍ରମଣ ବଢ଼ିଚାଲିଥିବାରୁ ଖ୍ରୀଷ୍ଟମାସ ଏବଂ ନୂଆବର୍ଷ ପାଳନ ଲାଗି…
ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହେଲା ସଂସଦର ଶୀତ ଅଧିବେଶନ
ନୂଆଦିଲ୍ଲୀ,୨୨।୧୨: ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହୋଇଛି ସଂସଦର ଶୀତ ଅଧିବେଶନ। ବୁଧବାର ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁ ଉଭୟ ରାଜ୍ୟ ସଭା ଏବଂ ଲୋକ ସଭାକୁ ସାଏନ୍ ଡାଏ ଘୋଷଣା କରାଯାଇଛି। ତେବେ…
ସାଧାରଣ ଭୋଟର ତାଲିକା ଦ୍ୱାରା ‘ଏକ ରାଷ୍ଟ୍ର ଏକ ନିର୍ବାଚନ’ ଲକ୍ଷ୍ୟ…
ନୂଆଦିଲ୍ଲୀ, ୨୨।୧୨: ଦେଶରେ ସାଧାରଣ ଭୋଟର ତାଲିକା (କମନ୍ ଇଲୋକ୍ଟ୍ରାର ରୋଲ୍) ପ୍ରସ୍ତୁତ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏହା ପ୍ରଧାନମନ୍ତ୍ରୀଙ୍କର ଏକ ଡ୍ରିମ୍ ପ୍ରୋଜେକ୍ଟ ବୋଲି ଚର୍ଚ୍ଚା ହେଉଛି। ଏହି ତାଲିକା ପ୍ରସ୍ତୁତି…
ଗୁରୁବାର ପ୍ରଧାନମନ୍ତ୍ରୀଙ୍କ କରୋନା ସମୀକ୍ଷା ବୈଠକ…
ନୂଆଦିଲ୍ଲୀ, ୨୨।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ବ୍ରେକ୍ ଲାଗିଛି। ଦେଶରେ କରୋନାର ଓମିକ୍ରନ ଭାରିଆଣ୍ଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧୩ ରେ ପହଞ୍ଚିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଏକ ବୈଠକରେ…
‘ଓମିକ୍ରନ ଦ୍ବାରା ପ୍ରତ୍ୟେକ ପରିବାର ପ୍ରଭାବିତ ହେବେ’
ନ୍ୟୁୟର୍କ,୨୨ା୧୨: ମାଇକ୍ରୋସଫ୍ଟର ପ୍ରତିଷ୍ଠାତା ତଥା ବିଶ୍ୱର ଧନୀ ଭାବରେ ଜଣାଶୁଣା ବିଲ୍ ଗେଟ୍ସ କରୋନା ମହାମାରୀକୁ ନେଇ ବିଶ୍ବକୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଦ୍ବାରା ପ୍ରତ୍ୟେକ ପରିବାର ପ୍ରଭାବିତ ହେବେ। ବିଶ୍ୱବାସୀ ଏବେଠୁ ସତର୍କ…
୪ ବର୍ଷରେ ୩,୧୧୭ ଜଣଙ୍କୁ ମିଳିଛି ଭାରତୀୟ ନାଗରିକତ୍ୱ…
ନୂଆଦିଲ୍ଲୀ, ୨୨।୧୨: ଗତ ୪ ବର୍ଷ ମଧ୍ୟରେ ପାକିସ୍ତାନ, ବାଂଲାଦେଶ ଏବଂ ଆଫଗାନିସ୍ତାନରୁ ମୋଟ ୩,୧୧୭ ସଂଖ୍ୟାଲଘୁଙ୍କୁ ଭାରତୀୟ ନାଗରିକତ୍ୱ ଗ୍ରହଣ ଲାଗି ଅନୁମତି ପ୍ରଦାନ କରାଯାଇଛି। ଏସମ୍ପର୍କରେ ରାଜ୍ୟ ସଭାରେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ବୁଧବାର ସୂଚନା ପ୍ରଦାନ…
୨୦୨୨ରେ କରୋନାକୁ ହରାଇବା, ଡବ୍ଲ୍ୟୁଏଚ୍ଓ ମୁଖ୍ୟଙ୍କ ଆହ୍ବାନ…
ନୂଆଦିଲ୍ଲୀ, ୨୨।୧୨: ପୃଥିବୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ଏହା ନୂଆ ନୂଆ ଦେଶକୁ ସଂକ୍ରମିତ ହେବାରେ ଲାଗିଛି। ଏପରିସ୍ଥଳେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ)ର ମହାନିର୍ଦ୍ଦେଶକ ଟେଡ୍ରୋସ ଆଧାନୋମ ଘେବ୍ରେୟେସସ କହିଛନ୍ତି ଯେ…
ରାଶନକାର୍ଡଧାରୀଙ୍କୁ ସହାୟତା ଘୋଷଣା
ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ରାଶନକାର୍ଡ ଧାରୀ ଏବଂ ବିଜୁ ସ୍ବାସ୍ଥ୍ୟ କାର୍ଡଧାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୧୦୦୦ ଟଙ୍କାର କୋଭିଡ୍ ସହାୟତା ଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବୁଧବାର ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ୩୦…
Archives


