Home Middle

୨୦୨୨ରେ କରୋନାକୁ ହରାଇବା, ଡବ୍ଲ୍ୟୁଏଚ୍‌ଓ ମୁଖ୍ୟଙ୍କ ଆହ୍ବାନ…

ନୂଆଦିଲ୍ଲୀ, ୨୨।୧୨: ପୃଥିବୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ଏହା ନୂଆ ନୂଆ ଦେଶକୁ ସଂକ୍ରମିତ ହେବାରେ ଲାଗିଛି। ଏପରିସ୍ଥଳେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର ମହାନିର୍ଦ୍ଦେଶକ ଟେଡ୍ରୋସ ଆଧାନୋମ ଘେବ୍ରେୟେସସ କହିଛନ୍ତି ଯେ…

ରାଶନକାର୍ଡଧାରୀଙ୍କୁ ସହାୟତା ଘୋଷଣା

ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ରାଶନକାର୍ଡ ଧାରୀ ଏବଂ ବିଜୁ ସ୍ବାସ୍ଥ୍ୟ କାର୍ଡଧାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୧୦୦୦ ଟଙ୍କାର କୋଭିଡ୍‌ ସହାୟତା ଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବୁଧବାର ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ୩୦…

ବଜେଟ ଅଧିବେଶନକୁ ଅପେକ୍ଷା, ଝିଅଙ୍କ ବିବାହ ବୟସ ୧୮ରୁ ୨୧କୁ ବୃଦ୍ଧି ବିଲ୍‌ ଉପରେ ନିଷ୍ପତ୍ତି…

ନୂଆଦିଲ୍ଲୀ, ୨୨।୧୨: ସଂସଦର ଶୀତକାଳୀନ ଅଧିବେଶନକୁ ଅନିର୍ଦ୍ଦିଷ୍ଟ କାଳ ଲାଗି ବୁଧବାର ସ୍ଥଗିତ ରଖାଯାଇଛି। ତେଣୁ ଝିଅଙ୍କ ବିବାହ ବୟସ ୧୮ରୁ ୨୧କୁ ବୃଦ୍ଧି ବିଲ୍‌ ନେଇ ଆଗାମୀ ବଜେଟ ଅଧିବେଶନରେ ନିଷ୍ପତ୍ତି ଗ୍ରହଣ କରାଯିବ। ଲୋକ ସଭାରେ ଏହି ବିଲ୍‌…

ହଟ୍ଟଗୋଳରେ ଶେଷ ହେଲା ସଂସଦର ଶୀତ ଅଧିବେଶନ…

ନୂଆଦିଲ୍ଲୀ, ୨୨।୧୨: ସଂସଦର ଶୀତକାଳୀନ ଅଧିବେଶନ ନିର୍ଦ୍ଧାରିତ ସମୟର ଗୋଟିଏ ଦିନ ପୂର୍ବରୁ ବୁଧବାର ଦିନ ଶେଷ ହୋଇଛି। ବୁଧବାର ଦିନ ଲୋକ ସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ପ୍ରଥମ ଦିନରୁ ଅଧିବେଶନ ହଟ୍ଟଗୋଳରେ ଆରମ୍ଭ ହୋଇଥିବାବେଳେ ହଟ୍ଟଗୋଳରେ…

ମହାମାରୀ ମୁକାବିଲା ପାଇଁ ପୁଣି ପ୍ରସ୍ତୁତି, ରାଜ୍ୟକୁ କେନ୍ଦ୍ରର ଚିଠି…

ନୂଆଦିଲ୍ଲୀ, ୨୨।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ ସଂକ୍ରମଣକୁ ନେଇ କେନ୍ଦ୍ର ସରକାର ଉଦବେଗ ପ୍ରକାଶ କରିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ଓମିକ୍ରନ ମହାମାରୀ ମୁକାବିଲା ପାଇଁ…

ପୁଣି ବିପଦ ଘନେଇଲା, ଫେବୃୟାରୀରେ ମହାମାରୀର ତୃତୀୟ ଲହର ଆଶଙ୍କା…

ନୂଆଦିଲ୍ଲୀ, ୨୨।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶର ୧୫ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ପହଞ୍ଚିଛି। ଏପରି ସ୍ଥଳେ ବୈଜ୍ଞାନିକମାନେ ଦେଶରେ କରୋନାର ତୃତୀୟ ଲହର ବିଷୟରେ ଆଶଙ୍କା…

ଦେଶରେ ୨୧୩ ଓମିକ୍ରନ୍‌ ଆକ୍ରାନ୍ତ, ମହାରାଷ୍ଟ୍ରକୁ ଟପିଲା ଦିଲ୍ଲୀ…

ନୂଆଦିଲ୍ଲୀ, ୨୨।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୧୩ ଛୁଇଁଛି। ରାଜଧାନୀ ଦିଲ୍ଲୀରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ଦିଲ୍ଲୀର ଆକ୍ରାନ୍ତଙ୍କ ସଂଖ୍ୟା ମହାରାଷ୍ଟ୍ରକୁ ଟପିଛି।…

୫୭୫ ଦିନ ପରେ ସର୍ବନିମ୍ନ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୨୨।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୨ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୬ ହଜାର…

ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୦ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୦୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୭୫ ଜଣ ଲୋକାଲ କେସ…

ଓମିକ୍ରନରେ ଅଧିକ ସଂକ୍ରମିତ ହେଉଛନ୍ତି ୨୦-୩୦ ବର୍ଷ ବୟସର ଯୁବବର୍ଗ, ରହିଛି ଏସବୁ ଲକ୍ଷଣ..

ୱାଶିଂଟନ,୨୨ ।୧୨: କମ୍ ପ୍ରଭାବି କୁହାଯାଉଥିବା କରୋନା ଭାଇରସର ନୂଆ ଭାରିଏଣ୍ଟ ଏବେ ତା’ର ଅସଲ ରୂପ ଦେଖାଇବା ଆରମ୍ଭ କଲାଣି । ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ୱରେ ଓମିକ୍ରନ୍ ଯୋଗୁ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ଦେଶରେ ୫ ଦିନରେ ୪ ଗୁଣା ବୃଦ୍ଧି ହେଲାଣି ଓମିକ୍ରନ୍ ସଂକ୍ରମଣ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୧୬

ନୂଆଦିଲ୍ଲୀ,୨୨ ।୧୨: ବିଶ୍ୱର ଅଧିକାଂଶ ଦେଶରେ ଓମିକ୍ରନ୍ ସଂକ୍ରମଣ ଦେଖା ଦେଇଥିବା ବେଳେ ଭାରତ ବି ଏଥିରୁ ବାଦ୍ ଯାଇନାହିଁ । ଦେଶରେ ୫ ଦିନ ମଧ୍ୟରେ ୪ ଗୁଣା ବୃଦ୍ଧି ହୋଇଛି ଓିମକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା । ଏହାସହ ଏବେ…

ଆମେରିକା ପରେ ଇସ୍ରାଏଲରେ ପ୍ରଥମ ଓମିକ୍ରନ୍ ମୃତ୍ୟୁ

ଜେରୁଜେଲମ,୨୨ ।୧୨: ଡରାଇଲାଣି କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ । ଆମେରିକା ପରେ ଏବେ ଇସ୍ରାଏଲରେ ଓମିକ୍ରନର ପ୍ରଥମ ମୃତ୍ୟୁ ସାମ୍ନାକୁ ଆସିଛି । ଇସ୍ରାଏଲର ସ୍ୱାସ୍ଥ୍ୟ ଅଧିକାରୀଙ୍କ ସୂଚନା ଅନୁଯାୟୀ, ସେଠାରେ ଓମିକ୍ରନରେ ସଂକ୍ରମିତ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri