Home Middle

ଇମ୍ରାନଙ୍କ ଅନାସ୍ଥା ପ୍ରସ୍ତାବ ଖାରଜ

ଇସଲାମାବାଦ,୩ା୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଖାରଜ ହୋଇଯାଇଛି। ଏହାକୁ ଖାରଜ କରିଛନ୍ତି ଉପବାଚସ୍ପତି କାଶୀବ ଖାନ୍‌। ଅନାସ୍ଥା ପ୍ରସ୍ତାବକୁ ଅସାମ୍ବାଧାନିକ ବୋଲି କହିଛନ୍ତି ଉପବାଚସ୍ପତି। ବିଦେଶୀ ଷଡ଼ଯନ୍ତ୍ର ଦର୍ଶାଇ ଏହାକୁ ସେ ଖାରଜ କରିଦେଇଛନ୍ତି।…

ଯୁଦ୍ଧର ପ୍ରଭାବ, ୧୦୦ କମ୍ପାନୀର ୩.୪୦ ଲକ୍ଷ କୋଟି ଚୁକ୍ତି ବାତିଲ…

ଓ୍ବାଶିଂଟନ/ମସ୍କୋ/କ୍ୱିଭ୍‌, ୩।୪ : ରୁଷିଆ-ୟୁକ୍ରେନ ଯୁଦ୍ଧ ଯୋଗୁ ପୃଥିବୀର ବହୁ କମ୍ପାନୀ କ୍ଷତି ସହିଛନ୍ତି। ବିଶ companies ର କମ୍ପାନୀଗୁଡିକ ମଧ୍ୟ କ୍ଷତି ସହିଛନ୍ତି। ଯୁଦ୍ଧର ପ୍ରଭାବ ଯୋଗୁ ପୃଥିବୀର ପ୍ରାୟ ୧୦୦ କମ୍ପାନୀ ୩.୪୦ ଲକ୍ଷ କୋଟିରୁ (୪୫ ବିଲିୟନ…

ଭାରତର ବଡ଼ ବୋମା, ନିମିଷିକରେ ଉଡ଼ାଇଦେବ ପାକିସ୍ତାନ ଏୟାରପୋର୍ଟ

ଭୋପାଳ,୩ା୪: ଦେଶର ଶକ୍ତି ବଢ଼ାଇବା ପାଇଁ ମଧ୍ୟପ୍ରଦେଶର ଜବଲପୁରର ଖମରିଆ ଅର୍ଡିନାନ୍ସ କାରଖାନା (OFK) ୫୦୦ କିଲୋଗ୍ରାମ ଅର୍ଥାତ ଅଧ କୁଇଣ୍ଟାଲ ଓଜନର ଜିପି ବୋମା (ଜେନେରାଲ ପର୍‌ପୋଜ୍‌ ବମ୍‌) ତିଆରି କରିଛି। ଏହି ବୋମା ଏତେ ଶକ୍ତିଶାଳୀ ଯେ, ଆକାଶରୁ…

ମାସେ ମଧ୍ୟରେ ୧୪.୨୬ ଲକ୍ଷ ଭାରତୀୟ ହ୍ବାଟସ୍‌ଆପ୍‌ ଆକାଉଣ୍ଟ୍‌ ବନ୍ଦ…

ନୂଆଦିଲ୍ଲୀ, ୩।୪ : ମେସେଜିଂ ପ୍ଲାଟଫର୍ମ ହ୍ବାଟସ୍‌ଆପ ପକ୍ଷରୁ ପ୍ରକାଶିତ ଏକ ମାସିକ ରିପୋର୍ଟ ଅନୁଯାୟୀ, ଫେବୃଆରୀରେ ହ୍ବାଟସ୍‌ଆପ ୧୪.୨୬ ଲକ୍ଷ ଭାରତୀୟ ଆକାଉଣ୍ଟକୁ ବନ୍ଦ କରିଛି। ଏସବୁ ଅକାଉଣ୍ଟ୍‌ଗୁଡ଼ିକ ବିରୋଧରେ ଅଭିଯୋଗ ଅଣାଯାଇଥିଲା। ଫେବୃଆରୀ ୧ ରୁ ଫେବୃଆରୀ ୨୮…

ମଶା ମାରିବେ ମଶାଙ୍କୁ, ଶହେ କୋଟି ମଶା ଛାଡ଼ିଲା ଆମେରିକା…

ଓ୍ବାଶିଂଟନ, ୩।୪ : କଥାରେ ଅଛି ଲୁହା ଲୁହାକୁ କାଟେ। ଏହି ମର୍ମରେ ଏବେ ଆମେରିକା ମଶାଙ୍କୁ ମାରିବା ପାଇଁ ମଶା ଛାଡ଼ିଛି। ବିଗତ କିଛି ବର୍ଷ ମଧ୍ୟରେ ଆମେରିକାରେ ମଶା ଜନିତ ରୋଗ ଯଥେଷ୍ଟ ବୃଦ୍ଧି ପାଇଛି। ତେଣୁ ବର୍ତ୍ତମାନ…

ଶ୍ରୀଲଙ୍କାରେ ସୋସିଆଲ ମିଡିଆ ବନ୍ଦ

କଲମ୍ବୋ,୩ା୪: ପଡ଼ୋଶୀ ଦେଶ ଶ୍ରୀଲଙ୍କାରେ ମଧ୍ୟରାତ୍ରିରୁ ସୋସିଆଲ ମିଡିଆ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଫେସବୁକ୍‌, ଟୁଇଟର, ହ୍ବାଟ୍ସଆପ୍‌, ୟୁଟ୍ୟୁବ୍‌, ସ୍ନାପ୍‌ଚାଟ୍‌, ଟିକ୍‌ଟକ୍‌ ଏବଂ ଇନ୍‌ଷ୍ଟାଗ୍ରାମ ସହିତ ଆହୁରି ଅନେକ ସୋସିଆଲ ମିଡିଆ ପ୍ଲାଟଫର୍ମ ପ୍ରଭାବିତ ହୋଇଛି। ଡିଜେଲ-ପେଟ୍ରୋଲରୁ ଖାଦ୍ୟ ସାମଗ୍ରୀର ଅଭାବ…

ଶ୍ରୀଲଙ୍କାକୁ ଭାରତ ଦେଇସାରିଲାଣି ୨୫୦ କୋଟିର ଆର୍ଥିକ ସହାୟତା

କଲମ୍ବୋ,୩ା୪: ଆଜିକାଲି ଶ୍ରୀଲଙ୍କା ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଏହା ସାହାଯ୍ୟ ପାଇଁ ଭାରତକୁ ଅନୁରୋଧ କରିଥିଲା। ଏହି କ୍ରମରେ ଶ୍ରୀଲଙ୍କାରେ ଭାରତର ହାଇ କମିଶନର ଗୋପାଳ ବାଗ୍‌ଲେ ରବିବାର କହିଛନ୍ତି, ଶ୍ରୀଲଙ୍କାର ଅନୁରୋଧକୁ ଭାରତ ତୁରନ୍ତ କାର୍ଯ୍ୟକାରୀ କରିଛି।…

ବିବାହ ପ୍ରତି ଚାଇନା ଯୁବବର୍ଗଙ୍କ ମୋହଭଙ୍ଗ…

ବେଜିଂ, ୩।୪ : ଚାଇନାରେ ଏବେ ବିବାହ କରିବାକୁ ଯୁବବର୍ଗ ଅମଙ୍ଗ ହେବାରେ ଲାଗିଛନ୍ତି। ବିବାହ ପ୍ରତି ସେମାନଙ୍କର ମୋହ ଭଙ୍ଗ ହୋଇଛି। ଫଳରେ ବାର୍ଷିକ ବିବାହ ସଂଖ୍ୟା ୩୬ ବର୍ଷର ସର୍ବନିମ୍ନ ସ୍ତରରେ ପହଞ୍ଚିଛି ଯାହା ସଙ୍କଟ ସୃଷ୍ଟି ହୋଇଛି।…

ସିଓଲ୍‌କୁ ଧ୍ୱଂସ କରିଦେବି, କିମ୍‌ଙ୍କ ଧମକ…

ପୋଙ୍ଗାଙ୍ଗ୍‌, ୩।୪ : ଦକ୍ଷିଣ କୋରିଆ ପ୍ରତିରକ୍ଷା ମନ୍ତ୍ରୀଙ୍କ ମନ୍ତବ୍ୟକୁ ଉତ୍ତର କୋରିଆ ନିନ୍ଦା କରିଛି ଯେଉଁଥିରେ ଦେଶର ସାମରିକ ଦକ୍ଷତା ବିଷୟରେ ସେ କହିଛନ୍ତି। ଏଥି ସହିତ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ଚେତାବନୀ ଦେଇଛନ୍ତି…

ଯୁଦ୍ଧର ଛାତିଥରା ଦୃଶ୍ୟ,ବୁଚା ସହରରେ ଗୋଟିଏ କବରରେ ୩୦୦ରୁ ଅଧିକ ମୃତଦେହ…

କ୍ୱିଭ୍‌, ୩।୪ : ୟୁକ୍ରେନ ରାଜଧାନୀ କ୍ୱିଭ୍‌ ନିକଟରେ ଅବସ୍ଥିତ ବୁଚା ସହରରୁ ଯୁଦ୍ଧର ଛାତିଥରା ଦୃଶ୍ୟ ଦେଖିବାକୁ ମିଳିଛି । ଏଠାରେ ଗୋଟିଏ କବରରୁ ୩୦୦ରୁ ଅଧିକ ଲୋକଙ୍କ ମୃତଦେହ ମିଳିଛି। ଏହା ବ୍ୟତୀତ ବହୁ ଲୋକଙ୍କ ମୃତଦେହ ରାସ୍ତାରେ…

ଦୈନିକ ସଂକ୍ରମଣ ତଳମୁହାଁ…

ନୂଆଦିଲ୍ଲୀ, ୩।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୯୬ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୯୦ ତଳେ ରହିଛି। ଦୈନିକ ମୃତ୍ୟୁ ସଂଖ୍ୟା ୮୧ ରେ ପହଞ୍ଚିଛି।…

ମେ ୯ ସୁଦ୍ଧା ଡୋନାବାସକୁ ଦଖଲ କରିବାକୁ ଚାହାଁନ୍ତି ପୁଟିନ୍‌, ଆମେରିକା ଗୁପ୍ତଚର ସଂସ୍ଥାର ପର୍ଦ୍ଦାଫାଶ୍‌…

ଓ୍ବାଶିଂଟନ/ମସ୍କୋ, ୩।୪ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ୩୯ ଦିନ ଧରୀ ଜାରି ରହିଛି। ଏଭଳି ସ୍ଥଳେ ବାର୍ତ୍ତାକାର ଡେଭିଡ ଆରକାମିଆ ୟୁକ୍ରେନ ଟେଲିଭିଜନ ଚ୍ୟାନେଲକୁ କହିଛନ୍ତି ଯେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏବଂ ରୁଷିଆର ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?