Home Middle

ଲା ନିନା ପ୍ରଭାବରୁ ଶୀତ ଲହରୀ, ବହୁ ଅଞ୍ଚଳରେ ତୁଷାରପାତ…

ନୂଆଦିଲ୍ଲୀ, ୨୧।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଉତ୍ତରଭାରତ ସମେତ ଦେଶର ବହୁ ଅଞ୍ଚଳରେ ତାପମାତ୍ରା ହଠାତ୍‌ କମିବା ସହିତ ଶୀତ ଲହରୀ ଆରମ୍ଭ ହୋଇଛି। ଜାତୀୟ ରାଜଧାନୀ ଦିଲ୍ଲୀର ସଫଦରଜଙ୍ଗରେ ମଙ୍ଗଳବାର…

ଭୋଟର କାର୍ଡ ସହ ଆଧାର ଲିଙ୍କ୍‌ ସ୍ବେଚ୍ଛାକୃତ

ନୂଆଦିଲ୍ଲୀ, ୨୧।୧୨: ଲୋକ ସଭାରେ ସୋମବାର ବିରୋଧୀଙ୍କ ପ୍ରତିବାଦ ଓ ହଟ୍ଟଗୋଳ ମଧ୍ୟରେ ନିର୍ବାଚନୀ ସଂସ୍କାର ବିଲ୍‌ ଗୃହୀତ ହୋଇଯାଇଛି। ଭୋଟର ପରିଚୟପତ୍ରକୁ ଆଧାର ନମ୍ବର ସହ ସଂଯୋଗ କରିବା ଲାଗି ବିଲ୍‌ରେ ପ୍ରସ୍ତାବ ରହିଛି। ତେବେ ଏହାକୁ କଂଗ୍ରେସ, ଡିଏମ୍‌କେ,…

କମ୍ପୁଛି ଉତ୍ତର ଭାରତ: ତାପମାତ୍ରା ମାଇନସ୍ ୫.୨, ବରଫ ହେଲାଣି ପାଣି

ନୂଆଦିଲ୍ଲୀ, ୨୧ ।୧୨: ଦେଶରେ ହଠାତ୍ ଶୀତର ପ୍ରକୋପ ବଢିବା ସହ ପାରଦ ହୋଇଛି ତଳମୁହାଁ । ସମଗ୍ର ଉତ୍ତର ଭାରତ ଥଣ୍ଡାରେ ଥରୁଥିବା ବେଳେ ପାହାଡ ଉପରେ ବରଫର ମୋଟା ଚାଦର ବିଛାଇ ହୋଇଗଲାଣି । ରାଜସ୍ଥାନର ଅନେକ ସ୍ଥାନରେ…

ଚାଇନା-ପାକିସ୍ତାନ ତିକ୍ତତା ମଧ୍ୟରେ ପଞ୍ଜାବ ସୀମାରେ ଭାରତ ନିୟୋଜିତ କଲା ଏସ୍‌-୪୦୦ ଏୟାର ଡିଫେନ୍ସ ସିଷ୍ଟମ

ନୂଆଦିଲ୍ଲୀ,୨୧ ।୧୨: ଆକାଶ ମାର୍ଗରେ ଆକ୍ରମଣ ଆଶଙ୍କା କରି ଦେଶ ତା’ର ପ୍ରଥମ ଏୟାର ଡିଫେନ୍ସ ସିଷ୍ଟମକୁ ପଞ୍ଜାବ ସୀମାରେ ନିୟୋଜିତ କରିଛି । ଭାରତୀୟ ବାହୁସେନା ରୁଷିଆ ଠାରୁ ମିଳିଥିବା ଏସ୍‌-୪୦୦ ଏୟାର ଡିଫେନ୍ସ ମିଜାଇଲ ସିଷ୍ଟମର ପ୍ରଥମ ସ୍କାଡନକୁ…

କରୋନା ମହାମାରୀ: ନାଜାଲ ଭ୍ୟାକ୍ସିନର ତୃତୀୟ ଷ୍ଟେଜ ଟେଷ୍ଟ ପାଇଁ ଅନୁମତି ମାଗିଲା ଭାରତ ବାୟୋଟେକ

ନୂଆଦିଲ୍ଲୀ,୨୧ ।୧୨: କରୋନା ମହାମାରୀକୁ ଦୂରେଇବା ଲାଗି ଭ୍ୟାକ୍ସିନ ଏକମାତ୍ର ଉପାୟ ହୋଇଥିବା ବେଳେ ଭାରତ ବାୟୋଟେକ ଇତିମଧ୍ୟରେ ଡ୍ରଗ୍ସ ରେଗୁଲେଟରକୁ ନାକରେ ଦିଆଯାଇପାରିବା କୋଭିଡ ଟିକାର ତୃତୀୟ ଷ୍ଟେଜ ଟେଷ୍ଟ ପାଇଁ ଅନୁମତି ମାଗିଛି । ପୂର୍ବରୁ ଦୁଇଟି ଯାକ…

‘ତୁମର ଖରାପ ଦିନ ଖୁବ୍‌ ଶୀଘ୍ର ଆସିବି’

ନୂଆଦିଲ୍ଲୀ, ୨୦।୧୨ : ‘ତୁମମାନଙ୍କ ଖରାପ ଦିନ ଆସିବ। ମୁଁ ତୁମକୁ ଅଭିଶାପ ଦେଉଛି ’। ଏଭଳି ଶବ୍ଦରେ ରାଜ୍ୟ ସଭାରେ ଶାସକ ଭାଜପା ଉପରେ ବର୍ଷିଛନ୍ତି ସମାଜବାଦୀ ପାର୍ଟି ନେତ୍ରୀ ଜୟା ବଚ୍ଚନ। ସୋମବାର ରାଜ୍ୟ ସଭାରେ ନାର୍କୋଟିକ୍‌ ଡ୍ରଗ୍ସ…

ମାଲ୍ୟା, ଚୋକ୍‌ସି, ନିରବଙ୍କଠାରୁ ଆଦାୟ ହୋଇଛି ୧୩ ହଜାର କୋଟି

ନୂଆଦିଲ୍ଲୀ,୨୦।୧୨: ବିଜୟ ମାଲ୍ୟା, ନିରବ ମୋଦି ଓ ମେହୁଲ ଚୋକ୍‌ସିଙ୍କ ଭଳି ପଳାତକଙ୍କଠାରୁ ୧୩,୧୦୯.୧୭ କୋଟି ଟଙ୍କା ଆଦାୟ କରିଛି। ଏ ନେଇ ସୋମବାର ଲୋକସଭାରେ କହିଛନ୍ତି ଅର୍ଥ ମନ୍ତ୍ରୀ ନିର୍ମଳା ସିଥାରମଣ। ବିରୋଧୀଙ୍କ ହଟ୍ଟଗୋଳରେ ଲୋକସଭାରେ ଅତିରିକ୍ତ ଖର୍ଚ୍ଚ ଦାବି…

ଅଫିସରେ ମହିଳା ଆର୍‌ଆଇଙ୍କୁ ଆକ୍ରମଣ

ଆନନ୍ଦପୁର,୨୦।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ମହିଳା ରାଜସ୍ବ ନିରୀକ୍ଷକ ସୀମା ସିମନ୍ତିନୀ ସାହୁ ସୋମବାର ସକାଳେ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବାବେଳେ ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ନିଆଯଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ…

ଗୁଜରାଟ ଉପକୂଳରୁ ଜବତ ହେଲା ପାକିସ୍ତାନୀ ବୋଟ୍‌

ଅହମ୍ମଦାବାଦ,୨୦।୧୨: ଗୁଜରାଟର ଉପକୂଳରେ ପାକିସ୍ତାନର ଏକ ମାଛଧରା ବୋଟ ଧରାପଡ଼ିଛି। ବୋଟରୁ ତଟରକ୍ଷ ବାହିନୀ ଓ ଗୁଜରାଟ ଏଟିଏସ୍‌ ୭୭ କେଜି ହିରୋଇନ ଜବତ କରିଛନ୍ତି। ଏହାର ମୂଲ୍ୟ ୪୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେବ। ୬ ଜଣ କ୍ରୁ ମେମ୍ବରଙ୍କୁ…

ନିର୍ବାଚନ ଆଇନ ସଂଶୋଧନ ବିଲ, ୨୦୨୧ ଲୋକ ସଭାରେ ଆଗତ

ନୂଆଦିଲ୍ଲୀ,୨୦।୧୨: ନିର୍ବାଚନ ଆଇନ (ସଂଶୋଧନ) ବିଲ,୨୦୨୧ ଲୋକ ସଭାରେ ଆଗତ କରାଯାଇଛି। ଏହି ବିଲରେ ଭୋଟର କାର୍ଡକୁ ଆଧାର କାର୍ଡ ସହିତ ଯୋଡିବା ପାଇଁ ଏକ ବ୍ୟବସ୍ଥା କରାଯାଇଛି। ଏହାପୂର୍ବରୁ କଂଗ୍ରେସ, ତୃଣମୂଳ କଂଗ୍ରେସ, ଏଆଇଏମଆଇଏମ, ଆରଏସପି, ବିଏସପି ଭଳି ଦଳ…

ରୁଷିଆ-ଚାଇନା ସମ୍ପର୍କକୁ ନେଇ ଚିନ୍ତାରେ ଭାରତ

ମସ୍କୋ,୨୦ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି. ଜିନ୍‌ପିଙ୍ଗଙ୍କ ନିକଟତର ହେବା ଭାରତ ପାଇଁ ଚିନ୍ତାର ବିଷୟ। ସମ୍ପ୍ରତି ଦୁଇ ନେତାଙ୍କ ଭର୍ଚୁଆଲ ବୈଠକ ପରେ ରୁଷିଆର ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ କ୍ରେମଲିନ ଏକ ବିବୃତ୍ତି ଜାରି କରି…

ଓଡିଶାର ଦୀର୍ଘତମ ସେତୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

କଟକ ଅଫିସ, ୨୦।୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାର ଦୀର୍ଘତମ ସେତୁକୁ ସୋମବାର ଲୋକାର୍ପିତ କରିଛନ୍ତି। ୧୧୧ କୋଟି ବ୍ୟୟରେ ଏହି ସେତୁ ନିର୍ମିତ ହୋଇଛି। ୩.୪ କିଲୋମିଟର ଦୀର୍ଘ ଏହି ସେତୁର ଆକାର ଇଂରାଜୀ T ଅକ୍ଷର ସଦୃଶ। ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri