Home Middle

ଆସନ୍ତା ୫ ବର୍ଷରେ ୧୦ ଲକ୍ଷ ଚାକିରି ସୃଷ୍ଟି ହେବ…

ନୂଆଦିଲ୍ଲୀ, ୨।୪ : ଆସନ୍ତା ୪ରୁ ୫ ବର୍ଷ ମଧ୍ୟରେ ଦେଶରେ ୧୦ ଲକ୍ଷ ଚାକିରି ସୃଷ୍ଟି ହେବ। ଅଷ୍ଟ୍ରେଲିଆ ସହିତ ବାଣିଜ୍ୟ ବୁଝାମଣା ଦ୍ୱାରା ଦ୍ୱିପାକ୍ଷିକ କାରବାର ସାମ୍ପ୍ରତିକ ୨୭ ଶହ କୋଟି ଡଲାରରୁ ବୃଦ୍ଧି ପାଇ ୪୫ରୁ ୫୦…

କ୍ରାଇମବ୍ରାଞ୍ଚକୁ ମିଳିଲା ଶର୍ମିଷ୍ଠାଙ୍କ ଫୋନ୍‌, ବାହାରିବ ଆଉ କିଛି ସତ

ଭୁବନେଶ୍ୱର,୨ା୪(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ୍‌ ମାନସ ସ୍ବାଇଁ ହତ୍ୟା ଘଟଣାରେ ଆଉ କିଛି ନୂଆ ତଥ୍ୟ ସାମ୍ନାକୁ ଆସିଛି। ଶନିବାର ରିମାଣ୍ଡର ପଞ୍ଚମ ଦିନରେ ଅଭିଯୁକ୍ତ ତଥା ପୂର୍ବତନ ଓଆଇଏସ୍‌ ଅଫିସର ନିରଞ୍ଜନ ସେଠୀ କିଛି ନୂଆ ତଥ୍ୟ କ୍ରାଇମବ୍ରାଞ୍ଚକୁ ଦେଇଛନ୍ତି।…

ବଟଲରଙ୍କ ବିସ୍ଫୋରକ ବ୍ୟାଟିଂ, ଏମ୍‌ଆଇ ପାଇଁ ବିଜୟ ଲକ୍ଷ୍ୟ ୧୯୪…

ମୁମ୍ବାଇ, ୨।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ରାଜସ୍ଥାନ ରୟାଲର୍‌ସ(ଆର୍‌ ଆର୍‌) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ମହାରାଷ୍ଟ୍ର ନଭି ମୁମ୍ବାଇର ଡି.ଓ୍ବାଇ, ପାଟିଲ ସ୍ପୋର୍ଟସ୍‌ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି…

ୟୁକ୍ରେନରେ ଆଜି କ୍ଷେପଣାସ୍ତ୍ର ମାଡ଼ କରିଛି ରୁଷିଆ

କ୍ୱିଭ୍‌,୨ା୪: ଫେବୃୟାରୀ ଶେଷ ସପ୍ତାହରେ ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ ଆରମ୍ଭ କରିଥିଲା, ଯାହା ବର୍ତ୍ତମାନ ପର୍ଯ୍ୟନ୍ତ ଜାରି ରହିଛି। ଶନିବାର ସକାଳେ ରୁଷିଆ କେନ୍ଦ୍ରୀୟ ୟୁକ୍ରେନର ଦୁଇଟି ସହର ଉପରେ ଆକ୍ରମଣ କରିଥିଲା। ଏହି ଆକ୍ରମଣରେ ଆବାସିକ କୋଠା ଏବଂ…

ଶେଷ ହେଲା ‘ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌’; ପୁରସ୍କୃତ ହେଲେ ଓଡ଼ିଶାର ୩୯ ପ୍ରତିଷ୍ଠିତ ବ୍ୟବସାୟୀ

ଭୁବନେଶ୍ୱର,୨।୪(ବ୍ୟୁରୋ): ଶେଷ ହୋଇଛି ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଆୟୋଜିତ ‘ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌-୨୦୨୨’। ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମ ଶେଷରେ ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ଧନ୍ୟବାଦ ଦେଇଥିଲେ। ସେ କାର୍ଯ୍ୟକ୍ରମରେ…

ଆରମ୍ଭ ହେଲା‘ବିଜ୍‌ନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌’: ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୪(ବ୍ୟୁରୋ): ଆରମ୍ଭ ହେଲା ବିଜିନେସ୍‌ ଏମିନେନ୍ସ ଆଓ୍ବାଡର୍‌ସ-୨୦୨୨। ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପୁରସ୍କୃତ ହେବାକୁ…

ପୁଣି ଚିନ୍ତା ବଢ଼ାଇବ ନୂଆ ଭାରିଆଣ୍ଟ: ଓମିକ୍ରନଠାରୁ ୧୦ଗୁଣା ଅଧିକ ସଂକ୍ରମଣ

ଜେନେଭା,୨।୪: କରୋନା ଭାଇରସ୍‌ର ଏକ ନୂଆ ଭାରିଆଣ୍ଟ ପୁଣି ଥରେ ଚିନ୍ତା ବଢ଼ାଇବାକୁ ଯାଉଛି। କରୋନାର ନୂଆ ମ୍ୟୁଟାଣ୍ଟ ଭାରିଆଣ୍ଟ ଏକ୍ସଇ ଓମିକ୍ରନର ସବ୍‌ଭାରିଆଣ୍ଟ ବିଏ-୨ ଅପେକ୍ଷା ପ୍ରାୟ ୧୦ଗୁଣ ଅଧିକ ସଂକ୍ରାମକ ହୋଇପାରେ। ଶନିବାର ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)ଏନେଇ ଚିନ୍ତା…

ବିଜ୍‌ନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌-୨୦୨୨

ଭୁବନେଶ୍ୱର,୨।୪(ବ୍ୟୁରୋ): ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟ ଆନୁକୂଲ୍ୟରେ ଶନିବାର ଆରମ୍ଭ ହେଉଛି ବିଜ୍‌ନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌। ହୋଟେଲ ସ୍ବସ୍ତି ପ୍ରିମିୟମ୍‌ରେ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ଉଦ୍‌ଘାଟକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଅତିଥି ଓଡ଼ିଶା ସରକାରଙ୍କ ମୁଖ୍ୟ ସଚିବ…

ୟୁକ୍ରେନ୍‌ର ରୁଷିଆ ଆକ୍ରମଣ

କିଭ୍‌/ମସ୍କୋ,୨ା୪: ଫେବୃୟାରୀ ୨୪ରେ ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣ ଆରମ୍ଭ କରିଥିଲା। ସେବେଠୁ ରାଜଧାନୀ କିଭ୍‌ ସମେତ ଅନେକ ସହରରେ ରୁଷୀୟ ସୈନ୍ୟ ବୋମା, ରକେଟ ଓ କ୍ଷେପଣାସ୍ତ୍ର ମାଡ଼ କରୁଥିବାବେଳେ ୟୁକ୍ରେନୀୟ ସୈନ୍ୟ କେବଳ ଆମତ୍ରକ୍ଷା କରୁଥିଲେ। କିନ୍ତୁ ଏବେ…

ଲାର୍ଭୋଭଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ, ୧।୪: ଭାରତ ଗସ୍ତରେ ଆସିଥିବା ରୁଷିଆର ବହିର୍ବ୍ୟାପାର ମନ୍ତ୍ରୀ ସେରଗି ଲାଭ୍ରୋଭଙ୍କୁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭେଟିଛନ୍ତି। ଉଭୟ ନେତା ପ୍ରାୟ ୪୦ ମିନିଟ୍‌ ଧରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ବୈଠକ ବେଳେ ଲାଭ୍ରୋଭ ରୁଷିଆ ଓ…

ଆଜି ରୁଷିଆ-ୟୁକ୍ରେନ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

କ୍ୱିଭ୍‌,୧ା୪: ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ୧ ମାସରୁ ଊର୍ଦ୍ଧ୍ୱ ହେବ ଚାଲିଛି। ଏହାକୁ ବନ୍ଦ କରିବା ଏବଂ ସମାଧାନ ପାଇଁ ଏପର୍ଯ୍ୟନ୍ତ ଅନେକଥର ଆଲୋଚନା ହୋଇସାରିଲାଣି। ମାତ୍ର ସମାଧାନର କୌଣସି ରାସ୍ତା ମିଳୁନି। ଉଭୟ ଦେଶର ପ୍ରତିନିଧି ଦଳ ଶୁକ୍ରବାର ଆଉ…

ପୁଣି ୨୫୦ ଟଙ୍କା ବଢିଲା ଗ୍ୟାସ୍‌ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୪: ପୁଣି କମର୍ସିଆଲ୍‌ ଗ୍ୟାସ ସିଲିଣ୍ଡର ମୂଲ୍ୟରେ ୨୫୦ ଟଙ୍କା ବୃଦ୍ଧି ଘଟିଛି। ତେବେ ଘରୋଇ ଗ୍ୟାସ ଦର ଅପରିବର୍ତ୍ତିତ ରହିଛି। ବର୍ଦ୍ଧିତ ଦର ଅନୁସାରେ ଏବେ ଦିଲ୍ଲୀରେ ୧୯ କିଲୋଗ୍ରାମର ଏଲ୍‌ପିଜି ସିଲିଣ୍ଡର ୨୨୫୩ ଟଙ୍କାରେ ମିଳିବ। ଅନ୍ୟପଟେ ଅଣ-ସବସିଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?