Home Middle

ଓଡ଼ିଆ ସଂସ୍କୃତି ସାରା ବିଶ୍ୱରେ ପରିଚିତ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧ା୪: ଓଡ଼ିଶା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଉତ୍କଳ ଦିବସର ବିଶେଷ ଅବସରରେ ଓଡ଼ିଶାର ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା । ଦେଶର ପ୍ରଗତିରେ ଓଡ଼ିଆ ଲୋକମାନେ ଉଲ୍ଲେଖନୀୟ ଯୋଗଦାନ ଦେଉଛନ୍ତି…

ଓଡ଼ିଶା ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୪(ବ୍ୟୁରୋ): ଆଜି ଓଡ଼ିଶା ଦିବସ। ସାରା ରାଜ୍ୟବାସୀ ଏହି ଦିନଟିକୁ ବେଶ୍‌ ଉତ୍ସାହର ସହ ପାଳନ କରୁଛନ୍ତି। ଏହି ଦିବସରେ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଏହି…

ଶର୍ମିଷ୍ଠାଙ୍କୁ ସ୍ପଟ୍‌କୁ ନେଲା କ୍ରାଇମବ୍ରାଞ୍ଚ, ହୋଇପାରେ ସିନ୍‌ ରିକ୍ରିଏଶନ

କଟକ ଅଫିସ,୧ା୪: କ୍ୟାମେରାମ୍ୟାନ୍‌ ମାନସ ସ୍ବାଇଁ ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣିବାର ଆଜି ହେଉଛି ଚତୁର୍ଥ ଦିନ। ହତ୍ୟାରେ ବ୍ୟବହୃତ ସାମଗ୍ରୀ ଜବତ ହୋଇ ସାରିଥିବା ବେଳେ ଯେଉଁ ମେମୋରି ଚିପ ପାଇଁ ହତ୍ୟାକାଣ୍ଡ ହୋଇଥିବା ଆଲୋଚନା ହେଉଛି…

ଆଜି ଉତ୍କଳ ଦିବସ: ସବୁଠି ଶୁଭୁଛି ଓଡ଼ିଶାର ଜୟଗାନ

ଭୁବନେଶ୍ୱର,୧ା୪(ବ୍ୟୁରୋ): ଆଜି ଅର୍ଥାତ୍‌ ଏପ୍ରିଲ ୧ରେ ହେଉଛି ଉତ୍କଳ ଦିବସ। ୧୯୩୬ ମସିହା ଆଜିର ଦିନରେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ କରାଯାଇଥିଲା। ଭାଷା ଭିତ୍ତିରେ ପ୍ରଦେଶ ଗଠନର ମାନ୍ୟତା ପାଇଥିଲା ଓଡ଼ିଶା। ଏହି ପବିତ୍ର ଦିନରେ ଓଡ଼ିଶାର ବରପୁତ୍ରମାନଙ୍କୁ ମନେ…

‘ଯୁଦ୍ଧକୁ ଇନ୍ଧନ ଦେଉଛି ଭାରତ’

ଓ୍ବାଶିଂଟନ/ନୂଆଦିଲ୍ଲୀ,୧।୪: ୟୁକ୍ରେନ୍‌ ଆକ୍ରମଣ ପରେ ଆମେରିକା ଓ ୟୁରୋପୀୟ କ୍ରେତାମାନେ ମସ୍କୋଠାରୁ ତେଲ କିଣିବା ବନ୍ଦ କରିଦେବାରୁ ରୁଷିଆ ନୂଆ ବଜାର ଖୋଜୁଛି। ଏବେ ଏସିଆକୁ ରୁଷିଆର ତେଲ ଯୋଗାଣ ବଢ଼ିଯାଇଛି। ଭାରତ ଏହାର ଫାଇଦା ନେବାକୁ ଯାଇ ଅନ୍ତର୍ଜାତୀୟ ଚାପ…

କେନ୍ଦ୍ରକୁ ଫେରିଗଲା ୮୪୨ କୋଟି

ଭୁବନେଶ୍ୱର,୧ା୪(ବ୍ୟୁରୋ): ଜଳ ସେଚନ ପାଇଁ ପର୍ଯ୍ୟାପ୍ତ ଅର୍ଥ ବ୍ୟବସ୍ଥା ସତ୍ତ୍ୱେ ଆର୍ଥିକ ପରିଚାଳନାରେ ଅନିମୟମିତା, ଜମି ଅଧିଗ୍ରହଣରେ ବିଳମ୍ବ , ଡିପିଆର ପ୍ରସ୍ତୁତିରେ ତ୍ରୁଟି, ଭୁଲ ସର୍ଭେ ଓ ଅନୁସନ୍ଧାନ, ତ୍ରୁଟିଯୁକ୍ତ ଡିଜାଇନ, ଜଳ ନ ଥିବା ସ୍ଥାନରେ ବୃହତ ପ୍ରକଳ୍ପ…

ବଦଳିଲା ସକାଳୁଆ ସ୍କୁଲ୍‌ ଖୋଲିବା ସମୟ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୨ରୁ ସକାଳୁଆ ସ୍କୁଲ୍‌ ଖୋଲିବା ନେଇ ଘୋଷଣା କରାଯାଇଥିଲା। ହେଲେ ଗୁରୁବାର ସ୍କୁଲ୍‌ ଖୋଲିବା ସମୟରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଏ ନେଇ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର…

ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ଓଏଏସ ଅଧିକାରୀ ସ୍ତରରେ ଅଦଳବଦଳ ହୋଇଛି। ଏହି ପ୍ରକ୍ରିୟାରେ ୬ ଜଣ ଓଏଏସ ଅଧିକାରୀଙ୍କୁ ରାଜ୍ୟ ସରକାର ନୂଆ ଦାୟିତ୍ୱ ଦେଇଛନ୍ତି । କଳ୍ପତରୁ ବେହେରାଙ୍କୁ କଟକ ମହାନଗର ନିଗମ (ସିଏମସି)ର ଅତିରିକ୍ତ କମିଶନର ଭାବେ ବଦଳି କରାଯାଇଛି। ପୂର୍ବରୁ…

ଉତ୍ତରପୂର୍ବ ରାଜ୍ୟରୁ ହଟିଲା ଆଫ୍‌ସା

ନୂଆଦିଲ୍ଲୀ,୩୧।୩: ଦେଶର ଉତ୍ତରପୂର୍ବ ରାଜ୍ୟମାନଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ନାଗାଲାଣ୍ଡ, ଆସାମ ଏବଂ ମଣିପୁର ଆଦି ଉତ୍ତରପୂର୍ବ ରାଜ୍ୟ ଉପରେ ଲଗାଯାଇଥିବା ବିବାଦୀୟ ସଶସ୍ତ୍ର ବଳ (ସ୍ବତନ୍ତ୍ର ଅଧିକାର) ଆଇନକୁ ହଟାଇ ଦିଆଯିବ।…

୮ ଆଇଏଏସ୍‌ ଅଧିକାରୀ ଦୋଷୀ ସାବ୍ୟସ୍ତ

ଭୋପାଳ,୩୧ା୩: ଆନ୍ଧ୍ରପ୍ରଦେଶ ହାଇକୋର୍ଟ ଗୁରୁବାର ୮ ଜଣ ଆଇଏଏସ ଅଧିକାରୀଙ୍କୁ କୋର୍ଟର ଅବମାନନା ମାମଲାରେ ଦୋଷୀ ସାବ୍ୟସ୍ତ କରିଛନ୍ତି। ହାଇକୋର୍ଟ ଏହି ସମସ୍ତ ଅଧିକାରୀଙ୍କୁ ଦୁଇ ସପ୍ତାହ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଦୋଷୀ ଅଧିକାରୀମାନେ କୋର୍ଟରେ କ୍ଷମା ପ୍ରାର୍ଥନା କରିଥିଲେ, ଏହା…

ବଢ଼ିଲା ବସ୍‌ ଭଡ଼ା

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ରାଜ୍ୟରେ ବସ୍‌ ଭଡ଼ା ବଢ଼ିଛି। ତେଲ ଦର ବଢୁଥିବାରୁ ବସ୍‌ ଭଡ଼ା ବଢ଼ିଛି। ଏନେଇ ଘରୋଇ ବସ୍‌ ମାଲିକ ସଂଘ ସାଧାରଣ ସମ୍ପାଦକ ସୂଚନା ଦେଇଛନ୍ତି। ସଂଘର ନିଷ୍ପତ୍ତି ଅନୁଯାୟୀ, ସୁପର ପ୍ରିମିୟମ କିଲୋମିଟର ପିଛା ୨ ଟଙ୍କା ୩୮…

ପାଭିଲିଅନ୍‌ ଫେରିବେ ନା ବ୍ୟାଟିଂ କରିବେ ?…

ଇସଲାମାବାଦ୍‌, ୩୧।୩ : ପାକିସ୍ତାନର ରାଜନୈତିକ ସ୍ଥିତି ଦିନକୁ ଦିନ ରୋମାଞ୍ଚକର ହେବାରେ ଲାଗିଛି। ନ୍ୟାଶନାଲ୍‌ ଆସେମ୍ବ୍ଲିରେ ବିରୋଧୀଙ୍କ ପକ୍ଷରୁ ପ୍ରଧାନମନ୍କତ୍ରୀ ଇମ୍ରାନ୍‌ ଖାଁଙ୍କକ ବିରୋଧରେ ଆଗତ ହୋଇଥିବା ଅବିଶ୍ୱାସ ପ୍ରସ୍ତାବ ଉପରେ ତର୍କ ହେବା ସହିତ ମତଦାନ ହେବ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?