ଶ୍ରୀଲଙ୍କାରେ ମିଳୁନି ଖାଦ୍ୟ, ଔଷଧ
କଲମ୍ବୋ,୩୧।୩: ଦ୍ୱୀପଦେଶ ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ କ୍ରମେ ଉତ୍କଟ ହେବାରେ ଲାଗିଛି। ଗାଡ଼ିରେ ତେଲ ପକାଇବା ପାଇଁ ଲୋକେ ଦିନ ସାରା ଧାଡ଼ିରେ ଛିଡ଼ାହୋଇ ମୂର୍ଚ୍ଛା ଯାଉଥିବାବେଳେ ରାତିରେ ବିଜୁଳି ରହୁ ନ ଥିବାରୁ ଅନ୍ଧାରରେ ରହିବାକୁ ପଡ଼ୁଛି। ଚଳିତ ମାସ…
ଲେଉଟି ମାରୁଛି ରୁଷିଆ
କିଭ୍/ମସ୍କୋ, ୩୧ା୩: ଗୋଟିଏ ପଟେ ଶାନ୍ତି ଆଲୋଚନାରେ ଆକ୍ରମଣ ହ୍ରାସ ପ୍ରତିଶ୍ରୁତି, ଅନ୍ୟପଟେ ସୈନ୍ୟ ଗତିବିଧି ବଢ଼ାଇ ଯୁଦ୍ଧର ତୀବ୍ରତା ବୃଦ୍ଧି। ତୁର୍କୀର ଇସ୍ତାନବୁଲରେ ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଶାନ୍ତି ଆଲୋଚନାରେ ଅଗ୍ରଗତି ହୋଇଥିବା କୁହାଯିବା ପରେ ଯାହା ଆଶା…
ପାନ୍-ଆଧାର ଲିଙ୍କ୍ ହୋଇ ନ ଥିଲେ ଜରିମାନା
ନୂଆଦିଲ୍ଲୀ,୩୧।୩(ପି.ଟି.): ମାର୍ଚ୍ଚ ୩୧ ସୁଦ୍ଧା ଟିକସଦାତାମାନେ ସେମାନଙ୍କ ସ୍ଥାୟୀ ଆକାଉଣ୍ଟ ନମ୍ବର (ପାନ୍) ସହ ଆଧାର ନମ୍ବର ଲିଙ୍କ୍ କରି ନ ଥିଲେ ୫୦୦ରୁ ୧,୦୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିବ। ଆୟକର ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।…
କେଜ୍ରିଓ୍ବାଲଙ୍କ ଘରକୁ ଭାଜପାର ଟାର୍ଗେଟ
ନୂଆଦିଲ୍ଲୀ,୩୧ା୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରିବିନ୍ଦ କେଜ୍ରିଓ୍ବାଲଙ୍କ ଘରକୁ ବୁଧବାର ଭାଜପା କର୍ମୀମାନେ ଟାର୍ଗେଟ କରିଥିବା ଅଭିଯୋଗ ହୋଇଛି। ନିକଟରେ ମୁକ୍ତିଲାଭ କରିଥିବା ‘ଦ କଶ୍ମୀର ଫାଇଲ୍ସ’ ଉପରେ କେଜ୍ରିଓ୍ବାଲଙ୍କ ମନ୍ତବ୍ୟକୁ ନେଇ ଉତ୍ତ୍ୟକ୍ତ ଭାଜପା କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଇ…
ଉତ୍କଳ ଦିବସରେ ‘ବନ୍ଦେ ଉତ୍କଳ ଜନନୀ’ର ସାମୂହିକ ଗାନ
ଭୁବନେଶ୍ୱର,୩୦ା୩(ବ୍ୟୁରୋ): ଏପ୍ରିଲ ୧ ତଥା ଉତ୍କଳ ଦିବସ ଅବସରରେ ‘ବନ୍ଦେ ଉତ୍କଳ ଜନନୀ’ର ସାମୂହିକ ଗାନ ପାଇଁ ଆୟୋଜନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଓଡ଼ିଶାର ୮୭ତମ ପ୍ରତିଷ୍ଠା ଦିବସ ଅବସରରେ ଏହି ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତକୁ…
ଏଣିକି ନାଇଟ୍ ଶିଫ୍ଟରେ ଡ୍ୟୁଟି କରିବେ ବରିଷ୍ଠ ଅଧିକାରୀ
ମୁମ୍ବାଇ,୩୦ା୩: ନିଜର ଆଦେଶକୁ ନେଇ ସବୁବେଳେ ଚର୍ଚ୍ଚାରେ ରହୁଥିବା ମୁମ୍ବାଇ ପୋଲିସ କମିଶନର ସଞ୍ଜୟ ପାଣ୍ଡେଙ୍କ ଏବେ ଆଉ ଏକ ନୂଆ ଆଦେଶ ଚର୍ଚ୍ଚାରେ ରହିଛି। ଏହି ଆଦେଶ ଅନୁଯାୟୀ, ବର୍ତ୍ତମାନ ବରିଷ୍ଠ ଅଧିକାରୀମାନଙ୍କୁ ମଧ୍ୟ ନାଇଟ୍ ଶିଫ୍ଟରେ ଡ୍ୟୁଟି କରିବାକୁ…
ୟୁକ୍ରେନକୁ ସମ୍ପୂର୍ଣ୍ଣ ଧ୍ୱଂସ କରିବୁ: ପୁଟିନ
କ୍ୱିଭ୍,୩୦ା୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ପଞ୍ଚମ ପର୍ଯ୍ୟାୟ ଶାନ୍ତି ଆଲୋଚନା ବି ସଫଳ ହୋଇପାରିନାହିଁ। ପ୍ରତ୍ୟେକ ଶାନ୍ତି ଆଲୋଚନା ପରେ ରୁଷିଆ ୟୁକ୍ରେନ ଉପରେ ଆକ୍ରମଣକୁ ଆହୁରି ତୀବ୍ର କରୁଥିବା ଲକ୍ଷ୍ୟ କରାଯାଉଛି। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ମଧ୍ୟ…
ରୁଷିଆ-ୟୁକ୍ରେନ ଶେଷ ଆଲୋଚନା ବିଫଳ
କ୍ୱିଭ୍,୩୦ା୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ହୋଇଥିବା ଶେଷ ଆଲୋଚନା ମଧ୍ୟ ବିଫଳ ହୋଇଥିବା ଜଣାପଡିଛି। ରୁଷିଆର ଶକ୍ତି କେନ୍ଦ୍ରର କ୍ରେମଲିନ କହିଛି, ୟୁକ୍ରେନ ସହ ଶେଷ ପର୍ଯ୍ୟାୟ ଆଲୋଚନା ସଫଳ ହୋଇନାହିଁ। କ୍ରେମଲିନ ମୁଖପାତ୍ର ଦିମିତ୍ରୀ ପେସ୍କୋଭ ବୁଧବାର କହିଛନ୍ତି…
ବିଧାନସଭାରେ ଆଗତ ହେଲା ବଜେଟ: ଜାଣନ୍ତୁ କେଉଁ କ୍ଷେତ୍ରକୁ କେତେ ବ୍ୟୟବରାଦ…
ଭୁବନେଶ୍ୱର,୩୦।୩(ବ୍ୟୁରୋ): ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବିଧାନସଭାରେ ବୁଧବାର କାମଚଳା ବଜେଟ ଆଗତ ହୋଇଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ପ୍ରଥମ ୪ମାସ ପାଇଁ କାମଚଳା ବଜେଟ ଆଗତ କରିଛନ୍ତି। ୨୦୨୨-୨୩ରେ ମୋଟ ବ୍ୟୟ ୧.୧୦ ଲକ୍ଷ କୋଟି ଟଙ୍କା ଆକଳନ କରାଯାଇଛି।…
ଏପ୍ରିଲ ୨ରୁ ସକାଳୁଆ ସ୍କୁଲ: ମନ୍ତ୍ରୀ
ଭୁବନେଶ୍ୱର,୩୦।୩(ବ୍ୟୁରୋ): ଏପ୍ରିଲ ୨ରୁ ସକାଳୁଆ ସ୍କୁଲ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ସକାଳ ୬ଟା ୩୦ରୁ ୧୦ଟା ପର୍ଯ୍ୟନ୍ତ ପ୍ରଥମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ହେବ। ସେହିଭଳି ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ୯ମ ଏବଂ…
କଂଗ୍ରେସ ସ୍ଥାନରେ ପହଞ୍ଚିବାକୁ ଏଏପିକୁ ଲାଗିବ ୨୦ ବର୍ଷ, କହିଲେ ପ୍ରଶାନ୍ତ…
ନୂଆଦିଲ୍ଲୀ, ୩୦।୩ : ପଞ୍ଜାବ ବିଧାନସଭା ନିର୍ବାଚନରେ ଏକପାଖିଆ ବିଜୟ ପରେ ଆମ ଆଦମୀ ପାର୍ଟି(ଏଏପି) ଜାତୀୟ ସ୍ତରରେ ପାଦ ବିସ୍ତାର କରିବା ଆରମ୍ଭ କରିଛି। ଚଳିତ ବର୍ଷ ଗୁଜୁରାଟ ଏବଂ ହିମାଚଳ ପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ଏବେ…
କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ବଢିଲା ମହଙ୍ଗା ଭତ୍ତା
ନୂଆଦିଲ୍ଲୀ,୩୦।୩: କେନ୍ଦ୍ର ସରକାରୀଙ୍କ କର୍ମଚାରୀଙ୍କ ପାଇଁ ଖୁସି ଖବର। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଉପହାର ମିଳିଛି। ଏହି ବୈଠକରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା(ଡିଏ) ଏବଂ ପେନସନଭୋଗୀଙ୍କ ପାଇଁ…

