Home Middle

ଲଖିମପୁର କାଣ୍ଡ ଏକ ଷଡ଼ଯନ୍ତ୍ର, ଏସ୍‌ଆଇଟି ରିପୋର୍ଟ…

ନୂଆଦିଲ୍ଲୀ, ୧୪।୧୨: ଉତ୍ତରପ୍ରଦେଶର ଲଖିମପୁର ଖେରି କାଣ୍ଡ ଏକ ଷଡ଼ଯନ୍ତ୍ର ବୋଲି ଏସ୍‌ଆଇଟି ପକ୍ଷରୁ ରିପୋର୍ଟ ଉପସ୍ଥାପନ କରାଯାଇଛି। ଏନେଇ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କ ସମେତ ୧୪ ଜଣଙ୍କ ଉପରେ ହତ୍ୟା ମାମଲାର ବିଚାର କରାଯିବ ବୋଲି ଏସ୍‌ଆଇଟି କହିଛି। ଜାଣିଶୁଣି…

ହ୍ବାଟସ୍‌ଆପ୍‌ର ବଡ଼ ପଦକ୍ଷେପ, ଥାର୍ଡ ପାର୍ଟି ଆପ୍‌ ଦେଖିପାରିବେନି ୟୁଜରଙ୍କ ଅନ୍‌ଲାଇନ୍‌ ତଥ୍ୟ…

ନୂଆଦିଲ୍ଲୀ, ୧୪।୧୨: ହ୍ବାଟସଆପ୍‌ ପକ୍ଷରୁ ଏକ ନୂତନ ଗୋପନୀୟତା ବୈଶିଷ୍ଟ୍ୟକୁ ଅନ୍ତର୍ଭୁକ୍ତ କରାଯାଇଛି। ଏହା ଅଜଣା ବ୍ୟକ୍ତିଙ୍କୁ ୟୁଜରଙ୍କ ଲାଷ୍ଟ୍‌ ସିନ୍‌ ଦେଖିବା ଏବଂ ଅନଲାଇନ ସ୍ଥିତିକୁ ଦେଖିବାକୁ ଦେବ ନାହିଁ। ଏହି ନୂତନ ବୈଶିଷ୍ଟ୍ୟ ଉଭୟ ଆଣ୍ଡ୍ରଏଡ ଏବଂ ଆଇଓଏସ…

ନେପାଳକୁ ଚାଇନାର ନାଲିଆଖି…

କାଠମାଣ୍ଡୁ, ୧୪।୧୨: ନେପାଳର ଆଭ୍ୟନ୍ତରୀଣ ବ୍ୟାପାରରେ ଚାଇନାର କମ୍ୟୁନିଷ୍ଟ ସରକାର ନିଜର ହସ୍ତକ୍ଷେପ ନୀତି ଜାରି ରଖିଛନ୍ତି। ଏବେ ଚାଇନା ନେପାଳକୁ ନାଲି ଆଖି ଦେଖାଇବା ଆରମ୍ଭ କରିଛି। ମଙ୍ଗଳବାର ଠାରୁ ନେପାଳରେ ସଂସଦ ଅଧିବେଶନ ହେଉଥିବା ବେଳେ ଏହାର ଗୋଟିଏ…

ଦୈନିକ ସଂକ୍ରମଣ ୬ ହଜାର ତଳେ…

ନୂଆଦିଲ୍ଲୀ, ୧୪।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୩ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୫ ହଜାର…

ପ୍ରଧାନମନ୍ତ୍ରୀଙ୍କ ଅନ୍ଧାରୀ ବିଜେ…

ବାରାଣସୀ,୧୪।୧୨: ପ୍ରଧାନନ୍ତ୍ରୀ ନରେନ୍ଦ୍ର ମୋଦି ରାତି ଗୋଟାଏରେ ବନାରସ ରେଲଓ୍ବେ ଷ୍ଟେଶନରେ ପହଞ୍ଚିଛନ୍ତି। ତାଙ୍କ ସହିତ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଥିଲେ। ପ୍ରଧାନମନ୍ତ୍ରୀ ଟୁଇଟରରେ ବନାରସ ଷ୍ଟେସନର କିଛି ଫଟୋ ମଧ୍ୟ ଶେୟାର କରିଛନ୍ତି। ଏହା ସହିତ ସେ…

ଦେଶରେ ପ୍ରଥମଥର: ନ୍ୟାଶନାଲ ଡିଫେନ୍ସ ଏକାଡେମୀ ପାଇଁ ଆବେଦନ କଲେ ୧.୭୭ ଲକ୍ଷ ମହିଳା

ନୂଆଦିଲ୍ଲୀ,୧୪ ।୧୨: ଦେଶର ସଶସ୍ତ୍ର ସେନାରେ ସୈନ୍ୟ ଅଫିସର ର‌୍ୟାଙ୍କର ମନୋନୟନ ପାଇଁ ହେଉଥିବା ଏନ୍‌ଡିଏ ପରୀକ୍ଷା ପାଇଁ ୧.୭୭ ମହିଳା ପ୍ରାର୍ଥୀ ଆବେଦନ କରିଛନ୍ତି । ଦେଶରେ ପ୍ରଥମଥର ଲାଗି ନ୍ୟାଶନାଲ ଡିଫେନ୍ସ ଏକାଡେମୀ ଅର୍ଥାତ୍ ଏନ୍‌ଡିଏ ପାଇଁ ମହିଳାମାନେ…

ଦେଶରେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୪୧

ନୂଆଦିଲ୍ଲୀ,୧୪ ।୧୨: ଦେଶରେ ବେଳକୁ ବେଳ ବଢି ଚାଲିଛି ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା । ଏବେ ଏହା ସରକାରଙ୍କୁ ଚିନ୍ତାରେ ପକାଇ ଦେଲାଣି । ସୋମବାର ମହାରାଷ୍ଟ୍ରରେ ଆଉ ୨ ସଂକ୍ରମିତଙ୍କୁ ଚିହ୍ନଟ କରଯାଇଥିବା ବେଳେ ଏମାନେ ଦୁବଇରୁ ପେରିଥିବା ସୂଚନା…

ବିଶେଷଜ୍ଞଙ୍କ ଚେତାବନୀ ଓମିକ୍ରନ୍ ଯୋଗୁ ବ୍ରିଟେନରେ ହୋଇପାରେ ୭୫୦୦୦ ଲୋକଙ୍କ ମୃତ୍ୟୁ

ଲଣ୍ଡନ,୧୪ ।୧୨: ବ୍ରିଟେନରେ କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ଯୋଗୁଁ ସୋମବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ନିଜେ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଏହା ସ୍ପଷ୍ଟ କରିଛନ୍ତି । ସେ ଜନସାଧାରଣକୁ ଚେତାବନୀ ଦେଇ କହିଛନ୍ତି…

କାଶୀରେ ମୋଦିଙ୍କ ପାଠଶାଳା: ୧୨ ମୁଖ୍ୟମନ୍ତ୍ରୀ ଦେବେ ରିପୋର୍ଟ କାର୍ଡ

ବାରାଣସୀ,୧୪ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାରାଣସୀ ଗସ୍ତର ଦ୍ୱିତୀୟ ଦିନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକର ଆୟୋଜନ କରାଯାଇଛି । ମଙ୍ଗଳବାର ମୋଦି ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ଭାରତୀୟ ଜନତା ପାର୍ଟି(ଭାଜପା) ଶାସିତ ୧୨ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ…

ପୋଲିସ ବସ ଉପରେ ଗୁଳି ବର୍ଷା

ଶ୍ରୀନଗର,୧୩।୧୨: ଶ୍ରୀନଗରର ଉପକଣ୍ଠ ଜଓ୍ବୋନ ଅଞ୍ଚଳରେ ଏକ ପୋଲିସ ବସ୍‌ ଉପରେ ସୋମବାର ସନ୍ଧ୍ୟାରେ ଆଖି ବୁଜା ଗୁଳି ଚଳାଇଛନ୍ତି ଦୁଇ ଆତଙ୍କବାଦୀ। ଏହି ଆକ୍ରମଣରେ ଜମ୍ମୁ-କଶ୍ମୀର ସଶସ୍ତ୍ର ପୋଲିସର ୩ ଯବାନ ଶହୀଦ ହୋଇଥିବା ବେଳେ ୧୪ ଜଣ ଗୁରୁତର…

ଭାରତରେ ଦ୍ରୁତ ଗତିରେ ମାଡି ଚାଲିଛି ଓମିକ୍ରନ୍‌: ପରିସ୍ଥିତି ଅଣାୟତ ହେବା ଆଶଙ୍କା କଲେ ବିଶେଷଜ୍ଞ

ନୂଆଦିଲ୍ଲୀ, ୧୩ ।୧୨: ଦକ୍ଷିଣ ଆଫ୍ରିକାରୁ ଆସିଥିବା କରୋନାର ନୂଆ ଭାରିଏଣ୍ଟ ଏବେ ଅନେକ ଦେଶକୁ ବ୍ୟାପି ସାରିଲାଣି । ଭାରତରେ ମଧ୍ୟ ଏପର୍ଯ୍ୟନ୍ତ ୩୮ ଓମିକ୍ରନ୍ ସଂକ୍ରମିତଙ୍କୁ ଚିହ୍ନଟ କରାଗଲାଣି । ହେଲେ ଏହା ଭାରତରେ ଆଗକୁ ଭୟାବହ ପରିସ୍ଥିତି…

ପୃଥିବୀର ପ୍ରଥମ ‘ପେପରଲେସ୍‌’ ସରକାର ହେଲା ଦୁବାଇ…

ଦୁବାଇ, ୧୩।୧୨: ସଂଯୁକ୍ତ ଆରବ ଏମିରେଟ୍ସର ଯୁବରାଜ ତଥା  ଦୁବାଇର କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ ରସିଦ ଅଲ ମାକତୁମ ଘୋଷଣା କରିଛନ୍ତି ଯେ ଦୁବାଇ ସରକାର ବିଶ୍ୱରେ ପ୍ରଥମ ‘ପେପରଲେସ୍‌’ସରକାର ହୋଇପାରିଛନ୍ତି। ଫଳରେ ଦୁବାଇ ପୃଥିବୀର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri