Home Middle

ଶ୍ରମିକଙ୍କ ସହିତ ଏକାଠି ଭୋଜନ କଲେ ପ୍ରଧାନମନ୍ତ୍ରୀ…

କାଶୀ, ୧୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କାଶୀ ବିଶ୍ୱନାଥ କରିଡରର ଲୋକାର୍ପିତ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଏହାର ନିର୍ମାଣ କରିଥିବା ଶ୍ରମିକଙ୍କ ଉପରେ ଫୁଲବର୍ଷା କରିବା ସହିତ ସେମାନଙ୍କ ସହିତ ଏକାଠି ବସି ଭୋଜନ କରିଛନ୍ତି। ଏବେ ଏହି…

ଏହି ଦେଶ ନିକଟରେ ରହିଛି ସବୁଠୁ ଅଧିକ ଅସ୍ତ୍ରଶସ୍ତ୍ର

ମସ୍କୋ,୧୩ା୧୨: ୟୁକ୍ରେନକୁ ନେଇ ରୁଷିଆ ଏବଂ ଆମେରିକା ମଧ୍ୟରେ ଚାଲିଥିବା ବିବାଦ ଉପରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଅଜବ ଦାବି କରି ଶତ୍ରୁ ଶିବିରକୁ ସ୍ତବ୍ଧ କରିଦେଇଛନ୍ତି। ଅସ୍ତ୍ରଶସ୍ତ୍ର ଦୃଷ୍ଟିରୁ ରୁଷିଆ ବିଶ୍ୱରେ ୧ ନମ୍ବର ଦେଶ ବୋଲି ସେ…

ପାକିସ୍ତାନର ବଡ଼ ଷଡ଼ଯନ୍ତ୍ର, ଏଲ୍‌ଓସିରେ ମହିଳା ଅନୁପ୍ରବେଶକାରୀ…

ଶ୍ରୀନଗର, ୧୩।୧୨: ପାକିସ୍ତାନର ଏକ ବଡ଼ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌ ହୋଇଛି। ଜମ୍ମୁ-କଶ୍ମୀରର ଏଲ୍‌ଓସି ନିକଟବର୍ତ୍ତୀ ଆର୍‌ଏସ୍‌ପୁରା ଅଞ୍ଚଳରେ ଜଣେ ପାକିସ୍ତାନୀ ମହିଳା ଅନୁପ୍ରବେଶକାରୀଙ୍କର ଭାରତୀୟ ସେନା ଗୁଳିରେ ମୃତ୍ୟୁ ଘଟିଛି। ସୂଚନାନୁସାରେ, ସୀମା ଆରପାରିରୁ କିଛି ଲୋକ ଭାରତୀୟ ଅଞ୍ଚଳରେ ପ୍ରବେଶ…

କିଛି ଦିନ ଏକାଠି ରହିବା ‘ଲିଭ୍‌ ଇନ୍‌’ ନୁହେଁ, ହାଇକୋର୍ଟଙ୍କ ରାୟ…

ଚଣ୍ଡିଗଡ଼, ୧୩।୧୨: ଦୁଇଜଣ ବୟସ୍କ ବ୍ୟକ୍ତି କିଛି ଦିନ ଧରି ଏକାଠି ରହିଲେ ଏହାକୁ ଲିଭ-ଇନ ରିଲେଶନଶିପ୍‌ କୁହାଯିବ ନାହିଁ। ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ଏକ ଲିଭ-ଇନ ରିଲେଶନଶିପ୍‌ ମାମଲାରେ ସମ୍ପୃକ୍ତ ଦୁଇ ବ୍ୟକ୍ତିଙ୍କ ପକ୍ଷରୁ ଦାଖଲ ହୋଇଥିବା ସୁରକ୍ଷା…

କାଶୀ-ବିଶ୍ୱନାଥ କରିଡର ଲୋକାର୍ପିତ…

କାଶୀ-ବିଶ୍ୱନାଥ କରିଡର ଲୋକାର୍ପିତ… କାଶୀ, ୧୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କାଶୀ ବିଶ୍ୱନାଥ କରିଡରର ଲୋକାର୍ପିତ କରିଛନ୍ତି। ଶହ ଶହ ସାଧୁ ତଥା ବିଶିଷ୍ଟ ବ୍ୟକ୍ତିଙ୍କ ଉପସ୍ଥିତିରେ ବାବାଙ୍କ ଧାମରେ ନିର୍ମିତ କରିଡର ଉତ୍ସର୍ଗ କରାଯାଇଛି। ଲୋକର୍ପଣ ପୂର୍ବରୁ ପ୍ରଧାନମନ୍ତ୍ରୀ…

୨୦ ମିନିଟ୍‌ରେ ଚିହ୍ନଟ ହେବ ଓମିକ୍ରନ୍‌ !…

ସିଓଲ, ୧୩।୧୨: କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି। ଦକ୍ଷିଣ କୋରିଆର ଗବେଷକମାନେ ଓମିକ୍ରନ ଭାରିଆଣ୍ଟର ଚିହ୍ନଟ ପାଇଁ ଏକ ମଲିକୁଲାର ଡାଇଗ୍ନୋଷ୍ଟିକ ଟେକ୍ନୋଲୋଜିର ବିକାଶ କରିଛନ୍ତି। ଏହା…

ଖୁବ୍‌ଶୀଘ୍ର ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା!

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ତାରିଖ ଖୁବ୍‌ଶୀଘ୍ର ଘୋଷଣା ହୋଇପାରେ। ପଞ୍ଚାୟତ ନିର୍ବାଚନ ପାଇଁ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ହୋଇସାରିଛି। ୯୧, ୯୧୩ ଓ୍ବାର୍ଡ, ୬୭୯୪ ପଞ୍ଚାୟତରେ ନିର୍ବାଚନ ହେବ। ରାଜ୍ୟରେ ୮୫୩ ଜିଲା ପରିଷଦ ଆସନ ପାଇଁ ନିର୍ବାଚନ ହେବ।…

ସ୍ତ୍ରୀଙ୍କ ବିନା ଅନୁମତିରେ ସ୍ବାମୀ କରିପାରିବେନି କଲ୍‌ ରେକର୍ଡ…

ଚଣ୍ଡିଗଡ଼, ୧୩।୧୨: ସ୍ତ୍ରୀଙ୍କ ବିନା ଅନୁମତିରେ ସ୍ବାମୀ ତାଙ୍କର କଲ୍‌ ରେକର୍ଡ କରିପାରିବେନି। ଏଭଳି କରିବା ସ୍ତ୍ରୀଙ୍କ ଗୋପନୀୟ ଅଧିକାରର ଉଲ୍ଲଂଘନ ହୋଇଥାଏ ବୋଲି ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ସ୍ପଷ୍ଟ କରିଛନ୍ତି। ଏକ ମାମଲାର ବିଚାର ସମୟରେ କୋର୍ଟ ଦାଖଲ…

୬୩ ଦେଶରେ ପହଞ୍ଚିଲା ଓମିକ୍ରନ୍‌…

ଜେନେଭା, ୧୩।୧୨: ଦକ୍ଷିଣ ଆଫ୍ରିକାରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନାର ନୂତନ ଭାରିଆଣ୍ଟ୍‌ ଇତିମଧ୍ୟରେ ପୃଥିବୀର ୬୩ ଦେଶରେ ପହଞ୍ଚିଛି। ଏନେଇ ସମ୍ପୃକ୍ତ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ବ୍ୟାପିବା ସହିତ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖିବାକୁ ମିଳୁଛି।…

୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୭୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୧୦୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୭୩ ଜଣ…

ସୁସ୍ଥତା ହାର ୯୮.୩୭ ପ୍ରତିଶତ…

ନୂଆଦିଲ୍ଲୀ, ୧୩।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ଦୁଇ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୭ ହଜାର…

ଆଗେଇପାରୁନି ପ୍ରସ୍ତାବିତ ୩ ବନ୍ଦର କାମ

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ): ରାଜ୍ୟର ୩ ସ୍ଥାନ ବାଲେଶ୍ୱର ଜିଲାର ସୁବର୍ଣ୍ଣରେଖା ମୁହାଣ, ପୁରୀ ଜିଲାର ଅସ୍ତରଙ୍ଗ ଏବଂ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମହାନଦୀର ବାମ ପାର୍ଶ୍ୱରେ ଏକ ନଦୀଭିତ୍ତିକ ବନ୍ଦର ସ୍ଥାପନ ଲାଗି ପ୍ରସ୍ତାବ ରହିଛି। ହେଲେ ଏଯାଏ ପ୍ରସ୍ତାବିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri