Home Middle

ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୩।୧୨: ପାର୍ଲାମେଣ୍ଟ ଉପରେ ହୋଇଥିବା ଆକ୍ରମଣକୁ ୨୦ ବର୍ଷ ପୂରଣ ହୋଇଛି। ୨୦ ବର୍ଷ ତଳେ ୨୦୦୧ ଡିସେମ୍ବର ୧୩ରେ ଆତଙ୍କବାଦୀଙ୍କ ଦ୍ୱାରା ପାର୍ଲାମେଣ୍ଟ ଉପରେ ଆକ୍ରମଣ ହୋଇଥିଲା। ଜୈଶ୍‌-ଇ-ମହମ୍ମଦ ଏବଂ ଲଶ୍କର-ଇ-ତୋଏବା ଆତଙ୍କବାଦୀଙ୍କ ଦ୍ୱାରା ହୋଇଥିବା ଏହି ଆକ୍ରମଣ ରେ…

ବ୍ରହ୍ମାଣ୍ଡ ସୁନ୍ଦରୀ ହେଲେ ଭାରତ ଝିଅ ହରନାଜ

ମୁମ୍ବାଇ,୧୩।୧୨: ଦୀର୍ଘ ୨୧ ବର୍ଷ ପରେ ମିସ୍‌ ୟୁନିଭର୍ସ ମୁକୁଟ ପିନ୍ଧିଛନ୍ତି ଭାରତର ଝିଅ ହରନାଜ ସାନ୍ଧୁ। ସେ ୨୦୨୧ ମସିହା ବ୍ରହ୍ମାଣ୍ଡ ସୁନ୍ଦରୀ ପ୍ରତିଯୋଗିତାରେ ଏହି ମୁକୁଟ ହାସଲ କରିଛନ୍ତି। ଇସ୍ରାଏଲର ଇଲାଟରେ ଅନୁଷ୍ଠିତ ୭୦ତମ ମିସ୍‌ ୟୁନିଭର୍ସରେ ହାରନାଜ…

‘ପାକ୍‌ ସହ ପ୍ରତ୍ୟକ୍ଷ ଯୁଦ୍ଧ ଜିତିଛୁ, ପରୋକ୍ଷ ବି ଜିତିବୁ’

ନୂଆଦିଲ୍ଲୀ, ୧୩।୧୨: ଭାରତ ୧୯୭୧ରେ ପାକିସ୍ତାନ ବିରୋଧରେ ପ୍ରତ୍ୟକ୍ଷ ଯୁଦ୍ଧ ଜିତିଥିଲା। ଏବେ ପାକିସ୍ତାନ ପ୍ରେରିତ ଆତଙ୍କବାଦ ବିରୋଧରେ ପରୋକ୍ଷ ଯୁଦ୍ଧରେ ମଧ୍ୟ ଆମେ ଜିତିବୁ ବୋଲି ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରବିବାର କହିଛନ୍ତି। ସ୍ବାଧୀନତା ସମୟରେ ଧର୍ମ…

ଭଗ୍ନାବଶେଷ ତଳେ ଆତ୍ମୀୟଙ୍କ ସନ୍ଧାନ

ନ୍ୟୁୟର୍କ,୧୩।୧୨: ଆମେରିକାର କେଣ୍ଟକିରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ୬ ରାଜ୍ୟରେ ତାଣ୍ଡବ ରଚିଛି। ଏଥିରେ ୯୪ ଜଣଙ୍କ ମୃତ୍ୟୁ ଘଟିଥିବା କୁହାଯାଉଥିଲେ ହେଁ ପ୍ରକୃତ ସଂଖ୍ୟା ୧୦୦ରୁ ଅଧିକ ହେବ ବୋଲି ଆଶଙ୍କା କରାଯାଉଛି। ଝଡ଼ବର୍ଷାରେ ଘରଦ୍ୱାର ଭାଙ୍ଗିଯାଇଛି, ବଡ଼ବଡ଼…

ରାଜ୍ୟରେ ବଢୁଛି ବେରୋଜଗାରୀ

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ): ଓଡ଼ିଶାର ଯୁବପିଢ଼ି ମଧ୍ୟରେ ବେରୋଜଗାରୀ ସମସ୍ୟା ଗୁରୁତର ଭାବେ ବୃଦ୍ଧି ପାଇଥିବା ଦେଖାଯାଇଛି। ନିକଟରେ ପ୍ରକାଶିତ ସେଣ୍ଟର ଫର୍‌ ମନିଟରିଂ ଇଣ୍ଡିଆନ ଇକୋନୋମି (ସିଏମ୍‌ଆଇଇ)ର ତ୍ରୈମାସିକ ରିପୋର୍ଟ (ମେ’-ଅଗଷ୍ଟ ୨୦୨୧)ରୁ ଏହା ଜଣାପଡ଼ିଛି। ଉକ୍ତ ରିପୋର୍ଟରେ ମଧ୍ୟ ପୂର୍ବ…

ହେଲିକପ୍ଟର ଦୁର୍ଘଟଣାର ଭିଡିଓ କରିଥିବା ଫୋନକୁ ନେଇଗଲେ

କୁନୁର(ତାମିଲନାଡୁ),୧୩ା୧୨: ଗତ ୮ ତାରିଖରେ ଘଟିଥିବା ବାୟୁ ସେନା ହେଲକପ୍ଟର ଦୁର୍ଘଟଣାର ଭିଡିଓ କରିଥିବା ବ୍ୟକ୍ତିଙ୍କ ଫୋନକୁ ଫରେନ୍ସିକ ଯାଞ୍ଚ ପାଇଁ ପଠାଯାଇଛି। ଉଲ୍ଲେଖଯୋଗ୍ୟ, ଦୁର୍ଘଟଣାରେ ଦେଶର ପ୍ରଥମ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ ଜେନେରାଲ ବିପିନ ରାଓ୍ବତଙ୍କ ସମେତ ୧୨…

ଗଣତନ୍ତ୍ର ଦିବସରେ ଏକାଥରେ ଆସିପାରନ୍ତି ୫ ଦେଶର ମୁଖ୍ୟ

ନୂଆଦିଲ୍ଲୀ,୧୨ା୧୨: ଆସନ୍ତା ବର୍ଷ ଜାନୁୟାରୀ ୨୬ ତାରିଖ ଗଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଏକାଥରେ କେନ୍ଦ୍ର ଏସିଆର ୫ ରାଷ୍ଟ୍ର ମୁଖ୍ୟ ଯୋଗ ଦେଇପାରନ୍ତି। କେନ୍ଦ୍ର ଏସିଆ ଦେଶମାନଙ୍କ ସହ ଯୋଗାଯୋଗ, ବ୍ୟାପାର ଓ ସୁରକ୍ଷା ସମ୍ପର୍କ ମଜଭୁତ କରିବା…

୭ ରାଜ୍ୟରେ ୩୭ ଓମିକ୍ରନ୍‌ ଆକ୍ରାନ୍ତ, ଘନେଇଲା ସଙ୍କଟ…

ନୂଆଦିଲ୍ଲୀ, ୧୨।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦେଶର ୭ଟି ରାଜ୍ୟରେ ଇତିମଧ୍ୟରେ ୩୭ ଜଣ ଓମିକ୍ରନ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଫଳରେ ପୁଣି ସଙ୍କଟ ଘନେଇବାରେ ଲାଗିଛି। ମହାରାଷ୍ଟ୍ରରେ ସର୍ବାଧିକ ମାମଲା…

ଏବେ ଅଶୋକ ହୋଟେଲ ପାଳି, ୬୦ ବର୍ଷ ପାଇଁ ହୋଇପାରେ ଘରୋଇକରଣ…

ନୂଆଦିଲ୍ଲୀ, ୧୨।୧୨: ଐତିହାସିକ ଅଶୋକ ହୋଟେଲ ବିକ୍ରୟ ପାଇଁ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହାକୁ ସରକାରଙ୍କ ଉଚ୍ଚାଭିଳାଷୀ ଆସେଟ ମୋନେଟାଇଜେସନ ପ୍ରୋଗ୍ରାମ ଅଧୀନରେ ୬୦ ବର୍ଷ ଚୁକ୍ତି (କଣ୍ଟ୍ରାକ୍ଟ)ରେ ଘରୋଇ କ୍ଷେତ୍ରକୁ ଦେବା ପାଇଁ ସରକାର ଏକ…

ବ୍ୟାଙ୍କ ବୁଡ଼ିଗଲେ ବି ଜମାକାରୀଙ୍କ ଟଙ୍କା ସୁରକ୍ଷିତ…

ନୂଆଦିଲ୍ଲୀ, ୧୨।୧୨: ବ୍ୟାଙ୍କ ବୁଡ଼ିଗଲେ ବି ଏବେ ଜମା ରଖିଥିବା ଜମାକାରୀଙ୍କ ପାଇଁ ସେମାନଙ୍କର ଟଙ୍କା ନେଇ କୌଣସି ଚିନ୍ତା କରିବାର ନାହିଁ। ସେମାନଙ୍କର ଟଙ୍କା ସୁରକ୍ଷିତ ରହିବ। ପୂର୍ବରୁ ଜମା ଟଙ୍କା ଫେରସ୍ତ ପାଇବାର କୌଣସି ସମୟ ସୀମା ନ…

ମହାମାରୀ ସଙ୍କଟରେ ବି ରାଜସ୍ବ ସଂଗ୍ରହ ଲୋଭ, ଆର୍‌ଟି-ପିସିଆର୍‌ ପରୀକ୍ଷା ଦାମ୍‌ ଆକାଶ ଛୁଆଁ…

ନୂଆଦିଲ୍ଲୀ, ୧୨।୧୨: କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଆକ୍ରାନ୍ତଙ୍କୁ ଚିହ୍ନଟ ପାଇଁ ଅନ୍ତର୍ଜାତୀୟ ବିମାନବନ୍ଦର ଏବଂ ସରକାରୀ ବିମାନବନ୍ଦରରେ ରାପିଡ୍‌ ଆର୍‌ଟି-ପିସିଆର୍‌ ପରୀକ୍ଷା କରାଯାଉଛି। ତେବେ ଏହାର ପରୀକ୍ଷା ଦାମ୍‌ ଏବେ ଆକାଶ ଛୁଆଁ…

ଅଢ଼େଇ ଦିନରେ ଦୁଇଗୁଣା ହେଉଛି ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା…

ଲଣ୍ଡନ, ୧୨।୧୨: ବ୍ରିଟେନ୍‌ରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏଠାରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାବୃଦ୍ଧି ପାଇବାରେ ଲାଗିଛି। ପ୍ରତି ଅଢ଼େଇ ଦିନରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇଗୁଣା ହେବାରେ ଲାଗିଛି। ସଂକ୍ରମଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri