୪୦ ହଜାର କୋଟି ଡଲାର ରପ୍ତାନୀ ଲକ୍ଷ୍ୟ ହାସଲ କରିଛି ଭାରତ…
ନୂଆଦିଲ୍ଲୀ, ୨୭।୩ : ଭାରତବାସୀ ଲୋକାଲ ରୁ ଆଜି ଗ୍ଲୋବାଲସ୍ତରରେ ପହଞ୍ଚିଛନ୍ତି। ଦେଶ ଏବେ ୪୦ ହଜାର କୋଟି ରପ୍ତାନୀ ଲକ୍ଷ୍ୟ ହାସଲ କରିଛି। ୮୭ ତମ ମନ୍ କି ବାତ୍ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଏସମ୍ପର୍କରେ ସୂଚନା…
୧ ଲକ୍ଷ ୟୁକ୍ରେନ ନାଗରିକଙ୍କୁ ସୁରକ୍ଷା ଦେବ ଆମେରିକା
ଓ୍ବାଶିଂଟନ,୨୭ା୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ରବିବାର ୩୨ ଦିନରେ ପହଞ୍ଚିଛି। ଏହି ଆକ୍ରମଣରେ ୟୁକ୍ରେନ ବହୁତ କ୍ଷତି ସହିଛି। ତେବେ ୟୁକ୍ରେନ ମଧ୍ୟ ରୁଷିଆର ପ୍ରତିଶୋଧ ନେଇଛି। ଏପରି ଘଡ଼ସନ୍ଧି ମୁହୂର୍ତ୍ତରେ ୟୁକ୍ରେନକୁ ଆମେରିକା ୧୦୦ ମିଲିୟନ ଡଲାରର…
ତାଇଓ୍ବାନକୁ ଚାଇନାର ଅଂଶ ମାନନ୍ତି ନାହିଁ ୯୦ ପ୍ରତିଶତ…
ତାଇପେଇ, ୨୭।୩ : ଏକ ସର୍ଭେ ରିପୋର୍ଟ ଅନୁସାରେ ପ୍ରାୟ ୯୦ ପ୍ରତିଶତ ଲୋକ ତାଇୱାନ ଲୋକ ତାଙ୍କ ଦେଶକୁ ଚାଇନାର ଅଂଶ ଭାବେ ଗ୍ରହଣ କରନ୍ତି ନାହିଁ। ରେଡିଓ ତାଇୱାନ ଇଣ୍ଟରନ୍ୟାଶନାଲ(ଆରଟିଆଇ)ର ରିପୋର୍ଟ ଆଧାରରେ ତାଇୱାନ ନ୍ୟୁଜ ପକ୍ଷରୁ ଏହି…
ଯୁଦ୍ଧରେ ୧୨ ଗଣମାଧ୍ୟମ ପ୍ରତିନିଧିଙ୍କ ଜୀବନ ଗଲାଣି…
ଓ୍ବାଶିଂଟନ/କ୍ୱିଭ୍/ମସ୍କୋ, ୨୭।୩ : ୟୁକ୍ରେନ ବିରୋଧରେ ରୁଷିଆର ଯୁଦ୍ଧ ଆରମ୍ଭ ହେବା ଦିନଠାରୁ ୧୨ ଜଣ ଗଣମାଧ୍ୟମ ପ୍ରତିନିଧିଙ୍କ ମୃତ୍ୟୁ ଘଟିଛି ଏବଂ ୧୦ ଜଣ ଆହତ ହୋଇଛନ୍ତି। ଏହାର ସମ୍ପୂର୍ଣ୍ଣ ରିପୋର୍ଟ ୟୁକ୍ରେନ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଜେନେରାଲ ଇରିନା ଭେନେଡିକୋଭାଙ୍କ…
ସାଇବର ଆକ୍ରମଣ ପାଇଁ ଚାଇନା ଦାୟୀ…
ଓଟଓ୍ବା, ୨୭।୩ : କାନାଡାର ଏକ ଥିଙ୍କ ଟ୍ୟାଙ୍କର ଆନ୍ତର୍ଜାତୀୟ ଫୋରମ ଫର୍ ରାଇଟ୍ସ ଆଣ୍ଡ ସିକ୍ୟୁରିଟି (ଆଇଏଫଏଫଆରଏସ) କହିଛି ଯେ ପୃଥିବୀରେ ଘଟୁଥିବା ଅଧିକାଂଶ ସାଇବର ଆକ୍ରମଣ ପାଇଁ ଚାଇନା ଦାୟୀ। ସଂଗଠନ କହିଛି ଯେ ଏହି ଆକ୍ରମଣଗୁଡିକର ଉଦ୍ଦେଶ୍ୟ…
ପୁଣି ବଢ଼ିଲା ମୃତ୍ୟୁସଂଖ୍ୟା…
ନୂଆଦିଲ୍ଲୀ, ୨୭।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୪୨୧ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୪୯ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି…
ବାଇଡେନଙ୍କ ହୁଙ୍କାର: ୟୁକ୍ରେନ୍ ସହ ଅଛି ଆମେରିକା, ନାଟୋ ସୀମାରେ ପ୍ରବେଶ କରିବାକୁ ଚିନ୍ତା ନ କରୁ ରୁଷିଆ
ୱାଶିଂଟନ,୨୭ ।୩: ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣକୁ ନେଇ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପୋଲାଣ୍ଡରେ କହିଛନ୍ତି ନାଟୋ ଏକଜୁଟ ଅଛି । ଏହାକୁ ଭାଙ୍ଗି ଦିଆଯାଇ ପାରିବ ନାହିଁ । ଏହାସହ ସେ କହିଛନ୍ତି ରୁଷିଆ ଲୋକତନ୍ତ୍ରର ଗଳା ବଦାଇ…
୬ ୱିକେଟ୍ରେ କେକେଆର୍ ବିଜୟୀ…
ମୁମ୍ବାଇ, ୨୬।୩ : ଆଇପିଏଲ୍ ସିଜିନ୍ ୧୫ର ପ୍ରଥମ ମ୍ୟାଚ୍ରେ କୋଲକାତା ନାଇଟ ରାଇଡର୍ସ(କେକେଆର୍) ମୁମ୍ବାଇର ଓ୍ବାଙ୍ଖେଡ୍ ଷ୍ଟାଡିୟମ୍ରେ ୧୮.୩ ଓଭରରେ ୪ ୱିକେଟ ହରାଇ ୧୩୩ ରନ୍ ହାସଲ କରି ବିଜୟୀ ହୋଇଛି। ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍କେ) ର ୧୩୨…
ରଣନୀତି ବଦଳାଉଛି ରୁଷିଆ
କ୍ୱିଭ୍,୨୬ା୩: ରୁଷିଆ ୟୁକ୍ରେନ ବିରୋଧରେ ରଣନୀତି ବଦଳାଇଛି। ଅଧିକାରୀମାନେ କହିଛନ୍ତି ଯେ, ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆର ସୈନ୍ୟବାହିନୀ ୟୁକ୍ରେନର କ୍ୱିଭ୍ରୁ ଏହାର ନଜର ହଟାଇଛି। ରୁଷିଆ ସେନାର ଫୋକସ ଏବେ ୟୁକ୍ରେନର ପୂର୍ବ ଭାଗରେ ଥିବା ଡୋନବାସ ଇଣ୍ଡଷ୍ଟ୍ରିଆଲ…
କେକେଆର୍ ପାଇଁ ବିଜୟ ଲକ୍ଷ୍ୟ ୧୩୨…
ମୁମ୍ବାଇ, ୨୬।୩ : ଆଇପିଏଲ୍ ସିଜିନ୍ ୧୫ର ପ୍ରଥମ ମ୍ୟାଚ୍ରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍କେ) ଏବଂ କୋଲକାତା ନାଇଟ ରାଇଡର୍ସ(କେକେଆର୍) ମୁମ୍ବାଇର ଓ୍ବାଙ୍ଖେଡ୍ ଷ୍ଟାଡିୟମ୍ରେ ମୁହାଁମୁହିଁ ହୋଇଛନ୍ତି। ଟସ୍ ଜିତି କେକେଆର୍ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବାବେଳେ ସିଏସ୍କେ ୫…
ଭୁବନେଶ୍ୱରରେ ସୁଲୋଚନା, କଟକରେ ସୁବାସ; ବ୍ରହ୍ମପୁରରେ ସଂଘମିତ୍ରା
ଭୁବନେଶ୍ୱର,୨୬ା୩(ବ୍ୟୁରୋ): ପୌର ନିର୍ବାଚନର ଫଳାଫଳ ଶନିବାର ପ୍ରକାଶ ପାଇଥିବା ବେଳେ ୩ ମହାନଗର ନିଗମର ମେୟର ପଦବୀ ବିଜେଡି ହାତକୁ ଯାଇଛି। ଭୁବନେଶ୍ୱରରୁ ବିଜେଡିର ସୁଲୋଚନା ଦାସ ବିଜୟୀ ହୋଇଥିବା ବେଳେ କଟକର ସୁବାସ ସିଂ ଏବଂ ବ୍ରହ୍ମପୁରର ସଂଘମିତ୍ରା ଦଳେଇ…
ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୨୬।୩(ବ୍ୟୁରୋ): ପୌର ନିର୍ବାଚନରେ ବିଜେଡିର ସଫଳତାକୁ ନେଇ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶନିବାର ନିର୍ବାଚନ ଫଳାଫଳ ଆସିବା ପରେ ଟୁଇଟ୍ କରି ରାଜ୍ୟର ବିକାଶଧାରାରେ ସେ ସାମିଲ ହେବାକୁ ଆହ୍ବାନ ଦେଇଛନ୍ତି। ‘ପୌର ନିର୍ବାଚନରେ ବିଜେଡିର…

