ତୃଣମୂଳସ୍ତରରେ ନ୍ୟାୟିକ ସୁବିଧା ଉପଲବ୍ଧ କରାଇବା ଅପରିହାର୍ଯ୍ୟ…
ଚେନ୍ନାଇ,୧୪ା୨: ସମାଜର ତୃଣମୂଳସ୍ତରରେ ନ୍ୟାୟିକ ବ୍ୟବସ୍ଥା ଉପଲବ୍ଧ କରାଇବା ଅପରିହାର୍ଯ୍ୟ। ଏହା ଦ୍ୱାରା ସାଧାରଣ ବ୍ୟକ୍ତି ଉପକୃତ ହେବା ସହିତ ନ୍ୟାୟପାଳିକାର ଲକ୍ଷ୍ୟ ପୂରଣ ହୋଇପାରିଥାଏ। ମାଡ୍ରାସ୍ ହାଇକୋର୍ଟର ୩୨ ତମ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ଗ୍ରହଣ କରି ବିଚାରପତି…
ସ୍ବାମୀ ବେକାର ଥିଲେ ବି ସ୍ତ୍ରୀଙ୍କର ଦାୟିତ୍ୱ ବହନ କରିବାରୁ ମୁକ୍ତି ପାଇବେ ନାହିଁ, କୋର୍ଟଙ୍କ ରାୟ…
ନୂଆଦିଲ୍ଲୀ,୧୪ା୨: ରୋଜଗାର କରୁ ନ ଥିବା ବେକାର ସ୍ବାମୀଙ୍କୁ ଦାୟିତ୍ୱରୁ ମୁକ୍ତ କରାଯାଇ ପାରିବ ନାହିଁ। ସେ ନିଜେ ବେକାର ଥିଲେ ବି ସ୍ତ୍ରୀଙ୍କର ଦାୟିତ୍ୱ ବହନ କରିବାରୁ ମୁକ୍ତି ପାଇବେ ନାହିଁ ବୋଲି ଦିଲ୍ଲୀର ତିସ୍ ହଜାରୀ କୋର୍ଟ ପକ୍ଷରୁ…
ଶପଥ ନେଲେ ହାଇକୋର୍ଟର ୩ ବିଚାରପତି
କଟକ ଅଫିସ,୧୪ା୨: ଓଡ଼ିଶା ହାଇକୋର୍ଟରେ ନବ ନିଯୁକ୍ତ ୩ ବିଚାରପତି ସୋମବାର ଶପଥ ଗ୍ରହଣ କରିଛନ୍ତି । ମୁଖ୍ୟ ବିଚାରପତି ଏସ୍. ମୁରଲୀଧରନ ତିନି ବିଚାରପତିଙ୍କୁ ଶପଥ ପାଠ କରାଇଛନ୍ତି। ଶପଥ ନେଇଥିବା ବିଚାରପତିମାନେ ହେଲେ ଜଷ୍ଟିସ ଭି. ନରସିଂହ, ଜଷ୍ଟିସ…
ଜେଲ୍ରେ ୭୫ ପ୍ରତିଶତ ବିଚାରାଧୀନ କଏଦୀ,ଫଇସଲାକୁ ଅପେକ୍ଷା…
ନୂଆଦିଲ୍ଲୀ,୧୪ା୨: ଦେଶର ବିଭିନ୍ନ ଜେଲ୍ରେ ୭୫ ପ୍ରତିଶତ କଏଦୀ ରହିଛନ୍ତି। ସେମାନେ ଦୀର୍ଘଦିନ ଧରି କୋର୍ଟର ଫଇସଲାକୁ ଅପକ୍ଷୋ କରିଛନ୍ତି। ୨୦୨୦ରେ ଦେଶର ଜେଲଗୁଡିକରେ କଏଦୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ଘଟିଛି। ଜେଲରେ ଥିବା ପ୍ରାୟ ୫ ଲକ୍ଷ କଏଦୀଙ୍କ…
ତୃତୀୟ ଲହର ସହିତ କରୋନା ମହାମାରୀ ଶେଷ ମୁହାଁ …
ନୂଆଦିଲ୍ଲୀ,୧୪ା୨: ଦେଶରେ ବ୍ୟାପିଥିବା କରୋନା ମହାମାରୀର ତୃତୀୟ ଲହର ଏବେ ଶେଷ ମୁହାଁ ହେବାରେ ଲାଗିଛି। ଏହା ସହିତ ଦେଶ କରୋନା ମହାମାରୀ କବଳରୁ ମୁକୁଳିବାର ଆଶା ବଢ଼ି ଚାଲିଛି। ବର୍ତ୍ତମାନ ଦେଶରେ କେବଳ ୧୦୦ ଟି ଜିଲାରେ କରୋନା ପଜିଟିଭିଟି…
ଚିନି କମ୍: ଚାଇନା ଉପରେ ଚତୁର୍ଥ ଡିଜିଟାଲ ଷ୍ଟ୍ରାଇକ୍…
ନୂଆଦିଲ୍ଲୀ,୧୪ା୨: ପୁଣି ଚାଇନାକୁ ଏକ ବଡ଼ ଝଟ୍କା ଲାଗିଛି। ଚାଇନିଜ ଆପ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ୫୪ଟି ଆପ ଉପରେ ପ୍ରତିବନ୍ଧକ ଲଗାଇବାକୁ ଭାରତ ସରକାର ପୁଣି ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ଇକୋନୋମିକ ଟାଇମ୍ସ ରିପୋର୍ଟ ଅନୁଯାୟୀ, ଏହି…
୨୦ ହଜାରରୁ ଅଧିକ ଭାରତୀୟ ଛାତ୍ରୀଛାତ୍ରଙ୍କୁ ସ୍ବଦେଶ ଫେରାଇ ଆଣିବାକୁ ଅନୁରୋଧ…
ନୂଆଦିଲ୍ଲୀ,୧୪ା୨: ରୁଷିଆ ୟୁକ୍ରେନ ମଧ୍ୟରେ ଯୁଦ୍ଧ ସଙ୍କଟ ଘନେଇବାରେ ଲାଗିଛି। ଏହାର ପ୍ରଭାବ ଏବେ ପୃଥିବୀର ଅନ୍ୟ ଦେଶ ଉପରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି। ପୂର୍ବ ୟୁରୋପରେ ଯୁଦ୍ଧର ବିପଦ ମଧ୍ୟରେ, ୟୁକ୍ରେନରେ ଇଞ୍ଜିନିୟରିଂ ଏବଂ ମେଡ଼ିକାଲ ସହିତ ଅନ୍ୟ…
ଦୈନିକ ସଂକ୍ରମଣ ୪୦ ହଜାର ତଳେ…
ନୂଆଦିଲ୍ଲୀ, ୧୪।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା କମିଛି। ଏହି…
ଜେଲେନସ୍କିଙ୍କୁ ବାଇଡେନ୍ଙ୍କ ପ୍ରତିଶ୍ରୁତି ପୁଟିନ୍ଙ୍କୁ ଦିଆଯିବ କଡ଼ା ଜବାବ…
ଓ୍ବାଶିଂଟନ୍/କାଇଭ୍,୧୪ା୨: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ୟୁକ୍ରେନ ପ୍ରତିପକ୍ଷ ଭୋଲୋଡିମିର ଜେଲେନସ୍କିଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ୟୁକ୍ରେନ୍ ଉପରେ ରୁଷିଆ ଆକ୍ରମଣ କଲେ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍ଙ୍କୁ କଡ଼ା ଜବାବ ଦିଆଯିବ। ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା ସମ୍ଭାବ୍ୟ ଯୁଦ୍ଧ ଆଶଙ୍କା ନେଇ…
କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ୧୬୫ ବିଧାନସଭା ଆସନ ପାଇଁ ମତଦାନ ଜାରି…
ଲକ୍ଷ୍ନୌ/ପଣଜୀ/ଡେରାଡୁନ୍,୧୪ା୨: ସୋମବାର ୩ ରାଜ୍ୟର ୧୬୫ ଆସନରେ ମତଦାନ ଆରମ୍ଭ ହୋଇଛି। ସେଥିମଧ୍ୟରେ ଉତ୍ତରପ୍ରଦେଶରେ ଦ୍ୱିତୀୟ ପର୍ଯ୍ୟାୟରେ ୯ ଟି ଜିଲାର ୫୫ ଆସନରେ ଭୋଟିଂ ଜାରି ରହିଛି। ଅପରପକ୍ଷରେ ଗୋଆ ଓ ଉତ୍ତରାଖଣ୍ଡରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମତଦାନ…
ନାଗପୁରରୁ ମୁମ୍ବାଇ ବୁଲେଟ୍ ଟ୍ରେନ୍ ୩.୫ ଘଣ୍ଟା ଲାଗିବ
ନାଗପୁର,୧୪।୨: ନାଗପୁରରୁ ମୁମ୍ବାଇ ମଧ୍ୟରେ ବୁଲେଟ ଟ୍ରେନ୍ ଚଳାଚଳ ପାଇଁ ଭାରତୀୟ ରେଲଓ୍ବେ ପ୍ରସ୍ତାବ ରଖିଛି। ସମୃଦ୍ଧି ଏକ୍ସପ୍ରେସ୍ ପ୍ରସ୍ତୁତ ହୋଇଗଲେ ଏହି ଦୁଇ ସହର ମଧ୍ୟରେ ୭୬୬ କିଲୋମିଟର ଦୂରତା ଅତିକ୍ରମ କରିବାକୁ ମାତ୍ର ୩.୫ ଘଣ୍ଟା ସମୟ ଲାଗିବ।…
୪୪% କୋଭିଡ୍ ମୃତ୍ୟୁରେ ପ୍ରଭାବିତ ହୋଇଥିଲା ଫୁସ୍ଫୁସ୍
ମୁମ୍ବାଇ,୧୪।୨: କରୋନା ମହାମାରୀର ତୃତୀୟ ଲହର ବେଳେ ଜାନୁୟାରୀରେ ପ୍ରାଣ ହରାଇଥିବା ରୋଗୀଙ୍କ ମଧ୍ୟରୁ ପ୍ରାୟ ୪୪ ପ୍ରତିଶତଙ୍କ ଫୁସ୍ଫୁସ୍ କ୍ଷତିଗ୍ରସ୍ତ ହୋଇଥିଲା। ସେମାନଙ୍କଠାରେ ଗୁରୁତର ଶ୍ୱାସକ୍ରିୟା ସମସ୍ୟା ଓ ଅନ୍ୟାନ୍ୟ ଜଟିଳତା ଦେଖାଦେଇଥିଲା ବୋଲି ମହାରାଷ୍ଟ୍ର ସରକାରଙ୍କ କୋଭିଡ୍ ମୃତ୍ୟୁ…
Archives


