ଦୈନିକ ମୃତ୍ୟୁ ସଂଖ୍ୟା ଉପର ମୁହାଁ, ଚିନ୍ତାରେ ସରକାର…
ନୂଆଦିଲ୍ଲୀ,୩୦।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୪ ହଜାର ୩୧୩ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୫୪୯ ଜଣଙ୍କ…
ରାଜ୍ୟରେ ୩୭୪ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୮ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୫୬…
୧୬ ଆଞ୍ଚଳିକ ଦଳକୁ ମିଳିଛି ୨୪.୭୭୯ କୋଟି ଚାନ୍ଦା
ନୂଆଦିଲ୍ଲୀ, ୩୦।୧୦(ପି.ଟି.): ୨୦୧୯-୨୦ ଆର୍ଥତ୍କ ବର୍ଷରେ ଦେଶର ୧୬ଟି ଆଞ୍ଚଳିକ ରାଜନୈତିକ ଦଳଙ୍କୁ ୧,୦୨୬ ଦାନ ସୂତ୍ରରୁ ବିନା ପ୍ୟାନ୍ ବିବରଣୀରେ ମୋଟ ୨୪.୭୭୯ କୋଟି ଟଙ୍କା ଚାନ୍ଦା ମିଳିଛି। ଉକ୍ତ ଦଳଗୁଡ଼ିକ ପକ୍ଷରୁ ଭାରତର ନିର୍ବାଚନ ଆୟୋଗ (ଇସି)ଙ୍କ ନିକଟରେ…
ଆଫଗାନିସ୍ତାନ ଆତଙ୍କବାଦୀଙ୍କ ଭୂସ୍ବର୍ଗ ନ ହେଉ
ଓ୍ବାଶିଂଟନ, ୩୦।୧୦(ପି.ଟି.): ଆଫଗାନିସ୍ତାନ ଯେପରି ଆତଙ୍କବାଦୀମାନଙ୍କ ଭୂସ୍ବର୍ଗ ନ ପାଲଟେ ତାହା ସୁନିଶ୍ଚିତ କରିବାକୁ ଭାରତ ଓ ଆମେରିକା ତାଲିବାନକୁ ଆହ୍ବାନ ଦେଇଛନ୍ତି। ଆତଙ୍କବାଦର ମୁକାବିଲା ଦିଗରେ ଦୁଇ ଦେଶ ମଧ୍ୟରେ ସହଯୋଗ ବଢ଼ାଇବା ଉପରେ ଆୟୋଜିତ ଅଫିସର ସ୍ତରୀୟ ମିଳିତ…
ଲିଭ୍-ଇନ୍ ସମ୍ପର୍କ ବ୍ୟକ୍ତିଗତ ସ୍ବାଧୀନତା
ପ୍ରୟାଗରାଜ, ୩୦।୧୦(ଆଇଏଏନ୍ଏସ୍): ଲିଭ୍-ଇନ ରିଲେଶନଶିପ୍ ବା ବିବାହ ନ କରି ପୁରୁଷ ଓ ମହିଳା ଏକତ୍ର ରହିବା ଏବେ ଜୀବନଶୈଳୀର ଅଂଶବିଶେଷ ହୋଇଗଲାଣି। ତେଣୁ ସାମାଜିକ ନୈତିକତା ପରିବର୍ତ୍ତେ ଏହାକୁ ବ୍ୟକ୍ତିଗତ ସ୍ବାଧୀନତାର ଚଷମାରେ ଦେଖିବା ଆବଶ୍ୟକ ବୋଲି ଆଲ୍ଲାହାବାଦ ହାଇକୋର୍ଟ…
ଆଜି ଏସ୍ଆର୍ସି ନିଷ୍ପତ୍ତି ନେବେ
କଟକ ଅଫିସ,୩୦।୧୦: ସ୍ବତନ୍ତ୍ର ରିଲିଫ କମିଶନର(ଏସ୍ଆର୍ସି) ରାଜ୍ୟରେ ସବୁଜ ବାଣ ବିକ୍ରିନେଇ ନିଷ୍ପତ୍ତି ନେବେ। ଏନେଇ ଶନିବାର ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୧ଟା ମଧ୍ୟରେ ବ୍ୟବସାୟୀଙ୍କ ଆବେଦନ ଉପରେ ଶୁଣାଣି କରିବେ। ସବୁଜ ବାଣ ବିକ୍ରି ଅନୁମତି ସମ୍ପର୍କିତ ମାମଲାର ଶୁଣାଣି…
ପୁନୀଥଙ୍କ ଶେଷ ଦର୍ଶନ ପାଇଁ ଷ୍ଟାଡିୟମରେ ଅସମ୍ଭାଳ ଭିଡ଼
ବେଙ୍ଗାଲୁରୁ,୨୯।୧୦: ଶୁକ୍ରବାର ହୃଦଘାତ୍ କାରଣରୁ ପ୍ରାଣ ହରାଇଛନ୍ତି କନ୍ନଡ ସିନେମାର ବଡ଼ ଷ୍ଟାର ପୁନୀଥ ରାଜକୁମାର। ୪୬ ବର୍ଷୀୟ ଅଭିନେତାଙ୍କ ଅନ୍ତିମ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବେଙ୍ଗାଲୁରୁର କାନ୍ତୀରାବା ଷ୍ଟାଡିୟମରେ ବ୍ୟବସ୍ଥା କରାଯାଇଥିଲା। ଏଥି ଯୋଗୁ ଷ୍ଟାଡିୟମରେ ପ୍ରବଳ ସଂଖ୍ୟାରେ…
ବାୟୁ ସେନାକୁ ବଡ଼ ସଫଳତା
ନୂଆଦିଲ୍ଲୀ,୨୯।୧୦: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଦୂରଗାମୀ ବୋମା (ଏଲ୍ଆର୍)କୁ ସଫଳତାର ସହ ପରୀକ୍ଷା କରିଛି ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆରଡିଓ) ଏବଂ ଭାରତୀୟ ବାୟୁ ସେନା (ଏଆଇଏଫ୍)ର ମିଳିତ ଦଳ। ଓଡ଼ିଶା ବାଲେଶ୍ୱର ସ୍ଥିତ କ୍ଷେପଣାସ୍ତ୍ର ପରୀକ୍ଷଣ ଘାଟିରେ…
ମୁହଁ ଖୋଲିଲେ ମନ୍ତ୍ରୀ ଦିବ୍ୟଶଙ୍କର
ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ମମିତା ମେହେର ହତ୍ୟା ମାମଲାରେ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର ଶୁକ୍ରବାର ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି। ମନ୍ତ୍ରୀ ଏକ ପ୍ରେସ ବିବୃତିରେ କହିଛନ୍ତି, ମମିତାଙ୍କ ମୃତ୍ୟୁ ପାଇଁ ଗଭୀର ମର୍ମାହତ। ତାଙ୍କ ପରିବାର ପ୍ରତି ମୋର…
ଶାହାଙ୍କ ମିଶନ ୟୁପି ଆରମ୍ଭ
ଲକ୍ଷ୍ନେୀ,୨୯।୧୦: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଉତ୍ତର ପ୍ରଦେଶ ଗସ୍ତରେ ଅଛନ୍ତି। ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ସେ ନିଜ ଦଳୀୟ ପ୍ରଚାର କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଛନ୍ତି। ସେଠାରେ ପହଞ୍ଚିବା ପରେ ଶାହାଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବିମାନବନ୍ଦରରେ…
ରାଜ୍ୟରେ ୩୬୫ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୫୩…
‘୯୦ ଦିନ ମଧ୍ୟରେ ଟ୍ରାଏଲ ଶେଷ କର’
ବଲାଙ୍ଗୀର ଅଫିସ,୨୮।୧୦: ମମିତା ମେହେର ହତ୍ୟାକାଣ୍ଡ ଘଟଣା ଏବେ ଜାତୀୟ ରାଜନୀତିରେ ଚର୍ଚ୍ଚାର ବିଷୟ ହୋଇଛି। କଂଗ୍ରେସ ଦଳର ସାଧାରଣ ସମ୍ପାଦକ ରଣଦୀପ ସିଂ ସୂର୍ଯ୍ୟେଓ୍ବାଲା, ଏଆଇସିସି ଓଡିଶା ପ୍ରଭାରୀ ଏ. ଚେଲାକୁମାର, କଂଗ୍ରେସ ବିଧାୟକ ଦଳ ନେତା ତଥା ବଲାଙ୍ଗୀର…
Archives


