Home Middle

ଆରମ୍ଭ ହେଲା ପୌର ଗଣତି

ଭୁବନେଶ୍ୱର,୨୬।୩:(ବ୍ୟୁରୋ): ଆଜି ଆସିବ ପୌର ଫଳାଫଳ। ତେବେ ସକାଳ ୮ଟାରୁ ୩ ମହାନଗର ନିଗମ ଓ ୧୦୫ ପୌରାଞ୍ଚଳରେ ଗଣତି ଆରମ୍ଭ ହୋଇଯାଇଛି। କେବଳ ଧାମନଗର ଏନ୍‌ଏସିରେ ଆଜି ଗଣତି ହେଉନାହିଁ। ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁର କାଉଟିଂ ସେଣ୍ଟରରେ କଡ଼ା…

ପ୍ରବାସୀ ଭାରତୀୟଙ୍କୁ ଅନ୍‌ଲାଇନ ଭୋଟିଂ ଅଧିକାର ଦେଇ ପାରନ୍ତି ମୋଦି ସରକାର

ନୂଆଦିଲ୍ଲୀ,୨୬ ।୩: କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରିଜିଜୁ ଲୋକ ସଭାର ପ୍ରଶ୍ନକାଳ ସମୟରେ ବିଦେଶରେ ରହୁଥିବା ଭାରତୀୟଙ୍କୁ ଅନଲାଇନ ମତଦାନ ଅଧିକାର ଦେବା ସମ୍ପର୍କରେ ବିଚାର ଚାଲିଥିବା କହିଛନ୍ତି । କଂଗ୍ରେସ ନେତା ମୁରଲିଧରଙ୍କ ଦ୍ୱାରା ଉଠା ଯାଇଥିବା ପ୍ରଶ୍ନର…

ୟୁକ୍ରେନ୍‌ର ପଡୋଶୀ ଦେଶ ପୋଲାଣ୍ଡରେ ପହଞ୍ଚିଲେ ଆମେରିକା ରାଷ୍ଟ୍ରପତି

ଓ୍ବାର୍ସ,୨୫।୩: ୩୧ ଦିନରେ ପହଞ୍ଚିଛି ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ। ପ୍ରତ୍ୟକ୍ଷରେ ନହେଲେ ହେଁ ପରୋକ୍ଷରେ ଯୁଦ୍ଧକୁ ନେଇ ୟୁକ୍ରେନକୁ ସବୁ ପ୍ରକାରର ଆର୍ଥିକ ଓ ସାମରିକ ସହାୟତା ଯୋଗାଇ ଦେଉଛି ଆମେରିକା। ଏସବୁ ମଧ୍ୟରେ ଶୁକ୍ରବାର ୟୁକ୍ରେନର…

ଅନାସ୍ଥା ପ୍ରସ୍ତାବ ପୂର୍ବରୁ ପାକ୍‌ ପାର୍ଲାମେଣ୍ଟ ମୁଲତବୀ

ଇସ୍‌ଲାମାବାଦ,୨୫।୩: ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବା ଲାଗି ବିରୋଧୀ ଦଳଗୁଡ଼ିକ କିଛିଦିନ ହେଲା ସଜବାଜ ହେବା ସହ ପାର୍ଲାମେଣ୍ଟ ସଚିବାଳୟକୁ ନୋଟିସ ଦେଇଥିଲେ। ଶୁକ୍ରବାର ଏଥିପାଇଁ ନ୍ୟାଶନାଲ ଆସେମ୍ବ୍ଲିର ଗୁରୁତ୍ୱପୂର୍ଣ୍ଣ ଅଧିବେଶନ ଡକାଯାଇଥିଲା। ତେବେ ଇମ୍ରାନଙ୍କ ବିରୋଧରେ…

ଷ୍ଟ୍ରଙ୍ଗରୁମ୍‌ରେ ପଶିଲେ ଯୁବକ, ବିଜେବି କଲେଜରେ ଉତ୍ତେଜନା

ଭୁବନେଶ୍ୱର,୨୫।୩(ବ୍ୟୁରୋ): ଶନିବାର ସକାଳେ ପୌର ନିର୍ବାଚନର ଭୋଟ ଗଣତି। ହେଲେ ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ୱର ବିଜେବି କଲେଜ ଷ୍ଟ୍ରଙ୍ଗରୁମ୍‌ ସାମ୍ନାରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଜଣେ ଯୁବକ ଷ୍ଟ୍ରଙ୍ଗରୁମ୍‌ ଭିତରେ ପଶିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ସମ୍ପୃକ୍ତ ଯୁବକଙ୍କୁ…

ଯୋଗୀଙ୍କ ଦ୍ୱିତୀୟ ଇଂନିସ୍‌ର ଆରମ୍ଭ

ଲକ୍ଷ୍ନୌ,୨୫।୩: ଉତ୍ତରପ୍ରଦେଶରେ ଭାଜପାର ଐତିହାସିକ ବିଜୟ ପରେ ଲକ୍ଷ୍ନୌର ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଏକାନା ଷ୍ଟାଡିୟମରେ ଯୋଗୀଙ୍କ ୨.୦ଇଂନିସ ଆରମ୍ଭ ହୋଇଛି। ଶୁକ୍ରବାର ଅପରାହ୍ନ ୪ଟା ୧୫ରେ ରାଜ୍ୟପାଳ ଆନନ୍ଦୀବେନ ପଟେଲ ଯୋଗୀ ଆଦିତ୍ୟନାଥଙ୍କୁ ମୁଖ୍ୟମନ୍ତ୍ରୀ ପଦ ପାଇଁ ଗୋପନୀୟତାର…

ଗୁଳି ଫୁଟି ଆଇଆଇସିଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ/ଆସ୍କା, ୨୫।୩: ଗୁଳି ଫୁଟି ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଆଇଆଇସି ଦେବ କୁମାର ଗମାଙ୍ଗଙ୍କ ଶୁକ୍ରବାର ମୃତ୍ୟୁ ହୋଇଛି । ଏ ନେଇ ଗଞ୍ଜାମ ଏସ୍‌ପି ସୂଚନା ଦେଇଛନ୍ତି । ଗାଙ୍ଗପୁର ଥାନା ପରିସରରେ ଆଇଆଇସି ଦେବ କୁମାର…

ଦୀର୍ଘଦିନ ପରେ ବିଧାନସଭା ଆସିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ଶୁକ୍ରବାର ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଦୀର୍ଘଦିନ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଧାନସଭା ଆସିଛନ୍ତି। କୋଭିଡ୍‌ ଯୋଗୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ବୈଠକରେ ଉପସ୍ଥିତ ରହୁଥିଲେ। ମାତ୍ର ଆଜି ନବୀନ ବିଧାନସଭା ଆସିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ…

ଯେଉଁଦିନ କ୍ରିକେଟରେ ହୋଇଥିଲେ ଚାମ୍ପିଅନ, ଠିକ୍‌ ସେହିଦିନ ଆସିବ ଅନାସ୍ଥା ପ୍ରସ୍ତାବ

ଇସଲାମାବାଦ,୨୫ା୩: ପାକିସ୍ତାନ କ୍ରିକେଟ ଇତିହାସରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଦିନ ଥିଲା ୧୯୯୨ ମସିହା ମାର୍ଚ୍ଚ ୨୫ ତାରିଖ। ଠିକ୍‌ ୩୦ ବର୍ଷ ତଳେ ଏହିଦିନ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ପାକିସ୍ତାନ ବିଶ୍ୱକପ ଚାମ୍ପିଅନ ହୋଇଥିଲା। ଯଦିଓ ପାକିସ୍ତାନ ବିଜୟ ପଛରେ ଅନେକ…

ଆଜି ଇମ୍ରାନଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଦିନ, ବିରୋଧୀଙ୍କୁ କରିବେ ସାମ୍ନା

ଇସଲାମାବାଦ,୨୫ା୩: ବିରୋଧୀଙ୍କ ଦ୍ୱାରା ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ପାଇଁ ଶୁକ୍ରବାର ପାକିସ୍ତାନରେ ଏକ ସ୍ବତନ୍ତ୍ର ଅଧିବେଶନ ଡକାଯାଇଛି। ଏହି ପ୍ରସଙ୍ଗରେ ଆଜି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏକ ରିପୋର୍ଟ ଅନୁଯାୟୀ, ଜାତୀୟ ବିଧାନସଭା ସଚିବାଳୟ…

ନିର୍ଦ୍ଦିଷ୍ଟ ତାରିଖରେ ଯୁଦ୍ଧ ଶେଷ କରିବାକୁ ଚାହୁଁଛି ରୁଷିଆ: ୟୁକ୍ରେନ୍‌

କ୍ୱିଭ୍‌,୨୫ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୩୦ ଦିନ ପୂରଣ ହୋଇଛି । ହେଲେ ଏପର୍ଯ୍ୟନ୍ତ ଦୁଇ ଦେଶଙ୍କ ମଧ୍ୟରେ ଯୁଦ୍ଧ ବିରତିକୁ ନେଇ କୌଣସି ସମାଧାନ ବାହାରି ପାରି ନାହିଁ । ରୁଷିଆ ପକ୍ଷରୁ ପ୍ରତିଦିନ ୟୁକ୍ରେନର ବଡ ବଡ ସହର…

ତୃତୀୟ ବିଶ୍ୱଯୁଦ୍ଧର ଚେତାବନୀ ଦେଲା ବେଲାରୁଷ

ମିନ୍ସକ,୨୫ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ଏକ ମାସ ପୂରଣ ହୋଇଛି । ଏହାରି ଭିତରେ ରୁଷିଆର ଆକ୍ରମଣ ଲଗାତାର ଜାରି ରହିଥିବା ବେଳେ ୟୁକ୍ରେନ ବି ଏହାର ସାମ୍ନା କରି ଚାଲିଛି । ଇତିମଧ୍ୟରେ ବେଲାରୁଷର ଜଣେ ପ୍ରମୁଖ ନେତା କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?