ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ଏସବୁ ଜିଲାରେ ବଜ୍ରପାତ ସତର୍କ ସୂଚନା ଜାରି
ଭୁବନେଶ୍ୱର,୧୮।୭(ଅନୁରାଧା ମହାରଣା):ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନ ଏବଂ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଶୁକ୍ରବାର ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୨୪ ତାରିଖ ସକାଳ ୮ଟା ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ଆଞ୍ଚଳିକ…
ସେଦିନ ସୌମ୍ୟାଶ୍ରୀଙ୍କ ସହ କ’ଣ ହୋଇଥିଲା: ସବୁ ସତ ଓଗାଳିବେ ICC ସଦସ୍ୟ
ବାଲେଶ୍ୱର,୧୮।୭ (ବାଞ୍ଛାନିଧି ଦେ):ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍ ବିଏଡ୍ର ଦ୍ୱିତୀୟ ବର୍ଷ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ମାମଲାରେ ଆଭ୍ୟନ୍ତରୀଣ କମିଟି (ICC) ସଦସ୍ୟଙ୍କୁ ବ୍ୟକ୍ତିଗତ ହାଜର ନିର୍ଦ୍ଦେଶ ଦିଆଯାଇଛି। ଆଜି ଓ ଆସନ୍ତାକାଲି FM କଲେଜରେ ବ୍ୟକ୍ତିଗତ…
ପାକିସ୍ତାନକୁ ଜୋରଦାର ଝଟ୍କା ଦେଲା ଆମେରିକା: ଭାରତ ପାଇଁ ଖୁସି ଖବର
ଓ୍ବାଶିଂଟନ୍,୧୮।୭:ପାକିସ୍ତାନର ଆତଙ୍କବାଦୀ ଉଦ୍ଦେଶ୍ୟକୁ ଆମେରିକା ଏକ ଜୋରଦାର ଝଟ୍କା ଦେଇଛି। ସେ ଦ ରେଜିଷ୍ଟାନ୍ସ ଫ୍ରଣ୍ଟ (TRF)କୁ ଏକ ଆତଙ୍କବାଦୀ ସଂଗଠନ ଘୋଷଣା କରିଛି। TRF ହେଉଛି ପାକିସ୍ତାନ ସ୍ଥିତ ଲସ୍କର-ଏ-ତୋଇବାର ଏକ ସଂଗଠନ। ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ…
ପୁଣି ରୋଚକ ମୋଡ଼ରେ ମହାରାଷ୍ଟ୍ର ରାଜନୀତି: ଏକୁଟିଆ ହୋଇଗଲେ ଏକନାଥ, ଉଦ୍ଧବଙ୍କ ନିକଟତର ଦେବେନ୍ଦ୍ର
ମୁମ୍ବାଇ,୧୮ା୭:ମହାରାଷ୍ଟ୍ର ବିଧାନ ପରିଷଦ ବିରୋଧୀ ଦଳ ନେତା ଶିବସେନା ୟୁବିଟିର ଅମ୍ବାଦାସ ଦାନ୍ଭେଙ୍କୁ ବୁଧବାର ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍ନବିସ ସମ୍ବୋଧିତ କରି ଶିବସେନା ୟୁବିଟି ମୁଖ୍ୟ ଉଦ୍ଧବ ଠାକ୍ରେଙ୍କୁ କହିଥିଲେ, ଉଦ୍ଧବଜୀ ୨୦୨୯ ପର୍ଯ୍ୟନ୍ତ…
ସ୍ୱଚ୍ଛ ସର୍ବେକ୍ଷଣରେ ଚମକିଲା ଭୁବନେଶ୍ୱର, ପୁରସ୍କୃତ କଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ,୧୭।୭: ଓଡ଼ିଶାର ରାଜଧାନୀ ଭୁବନେଶ୍ୱର କେନ୍ଦ୍ର ସରକାରଙ୍କ ସ୍ୱଚ୍ଛ ସର୍ବେକ୍ଷଣରେ ଭାରତର ଶୀର୍ଷ ୧୦ ସଫା ସହର ମଧ୍ୟରେ ସ୍ଥାନ ପାଇଛି। ୩ ଲକ୍ଷରୁ ୧୦ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ସହର ଶ୍ରେଣୀରେ ଭୁବନେଶ୍ୱର ୯ମ ସ୍ଥାନ ଅଧିକାର କରିଛି। ପୂର୍ବବର୍ତ୍ତୀ…
ମୁଖ୍ୟମନ୍ତ୍ରୀଙ୍କ ସବୁଠୁ ବଡ଼ ଘୋଷଣା: ମିଳିବ ୨ ଲକ୍ଷ ଟଙ୍କା, ଜାଣନ୍ତୁ କାହାକୁ…
ଭୁବନେଶ୍ୱର,୧୭।୭: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ଏଣିକି ପଞ୍ଚାୟତ ପ୍ରତିନିଧିଙ୍କର କାର୍ଯ୍ୟ ଅବଧିରେ ମୃତ୍ୟୁ ହେଲେ ମିଳିବ ୨ ଲକ୍ଷ ଟଙ୍କା। ମୃତ୍ୟୁ ହେଲେ କିମ୍ବା ଅକ୍ଷମ ହେଲେ ଅନୁକମ୍ପା ରାଶି ମିଳିବ ବୋଲି ସରକାର ଘୋଷଣା କରିଛନ୍ତି। ୱାର୍ଡ ମେମ୍ବରଙ୍କଠୁ ଆରମ୍ଭ…
ଓଡ଼ିଶାର ଏହି ମାର୍ଗରେ ଚତୁର୍ଥ ରେଳ ଲାଇନକୁ କେନ୍ଦ୍ର ସରକାରଙ୍କ ଅନୁମୋଦନ, ଉପକୃତ ହେବେ ଏହି ଜିଲାର ଲୋକେ
ଭୁବନେଶ୍ୱର,୧୭।୭: ଓଡ଼ିଶାର ରେଳ ଭିତ୍ତିଭୂମିକୁ ମଜବୁତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ କେନ୍ଦ୍ର ରେଳ ମନ୍ତ୍ରଣାଳୟ ରାଣୀତାଳ ଲିଙ୍କ କେବିନ୍ ଓ ଭଦ୍ରକ ଷ୍ଟେସନ ମଧ୍ୟରେ ୫.୦୬ କିଲୋମିଟର ଦୈର୍ଘ୍ୟର ଚତୁର୍ଥ ରେଳ ଲାଇନ ନିର୍ମାଣ ପାଇଁ ଅନୁମୋଦନ…
ଦେବେନ୍ଦ୍ର ଫଡନାଭିସଙ୍କ ବୟାନ ପରେ ମୁମ୍ବାଇରେ ବଡ ବୈଠକ, ପୁଣି ଏନଡିଏ’କୁ ଫେରିବେ କି ଉଦ୍ଧବ ?
ମୁମ୍ବାଇ,୧୭।୭: ପୂର୍ବତନ ସହଯୋଗୀ ତଥା ବର୍ତ୍ତମାନର ରାଜନୈତିକ ପ୍ରତିଦ୍ୱନ୍ଦୀ ଉଦ୍ଧବ ଠାକରେ ଓ ଦେବେନ୍ଦ୍ର ଫଡନାଭିସ ଗୁରୁବାର ମହାରାଷ୍ଟ୍ର ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଏହି ବୈଠକ ମହାରାଷ୍ଟ୍ର ବିଧାନସଭାର ବିରୋଧୀ ଦଳ ନେତା ପଦକୁ ନେଇ ଆଲୋଚନା ପାଇଁ ଆୟୋଜିତ ହୋଇଥିବା…
ସୌମ୍ୟାଶ୍ରୀ ରୁମ୍ମେଟ୍ଙ୍କ ବଡ଼ ଖୁଲାସା, ଅସଲ କଥା କହିଦେଲେ, ଏବେ ଜଣାପଡିବ ସବୁ…
ଭୁବନେଶ୍ୱର,୧୭।୭: FM କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦେବା ଦାବିରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ବୁଧବାର ଭୁବନେଶ୍ୱର ଲୋୟର ପିଏମ୍ଜିରେ ବିଜେଡି କର୍ମୀ ଆନ୍ଦୋଳନ କରୁଥିବାବେଳେ ଆଜି କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ଏହି ସମୟରେ ସୌମ୍ୟାଶ୍ରୀଙ୍କ ରୁମ୍ମେଟ୍ ଚାଞ୍ଚଳ୍ୟକର…
ଭାରତ ତିଆରି କଲା ଏମିତି ବିନାଶକାରୀ ମିଶାଇଲ୍: ସାରା ବିଶ୍ୱ ଥରହର, ପଛରେ ରହିଗଲେ ଚାଇନା-ଆମେରିକା
ନୂଆଦିଲ୍ଲୀ,୧୭।୭: ଭାରତର ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (DRDO) ଦ୍ୱାରା ସମ୍ପ୍ରତି ବିକଶିତ ନୂତନ ଅସ୍ତ୍ର କେବଳ ବୈଷୟିକ ଦୃଷ୍ଟିକୋଣରୁ ନୁହେଁ ବରଂ ରଣନୈତିକ ଦୃଷ୍ଟିକୋଣରୁ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ମିଶାଇଲ୍ର ନାମ ଗାଣ୍ଡିବ ରଖାଯାଇଛି, ଯାହା ମହାଭାରତର…
ସମ୍ବଲପୁରରୁ ଆସିଲା ସାଂଘାତିକ ଖବର, ପୁଣି ଅଧ୍ୟାପକଙ୍କ ନିର୍ଯାତନା, ଛାତ୍ରୀ କଲେ…
ସମ୍ବଲପୁର, ୧୭।୭(ପ୍ରମୋଦ ବହିଦାର): ବାଲେଶ୍ୱର ଏଫଏମ କଲେଜ ଘଟଣାର କିଛି ଦିନ ଯାଉଣୁ ପୁଣି ଜଣେ ଛାତ୍ରୀଙ୍କ ଉପରେ ହୋଇଛି ର୍ନିଯାତନା। ଏଥିରେ ମଧ୍ୟ ଜଣେ ଅଧ୍ୟାପକ ଛାତ୍ରୀଙ୍କୁ ଅସଦାଚରଣ କରିଛନ୍ତି। ଏଫଏମ କଲେଜ ନିଆଁ ସାରା ଓଡ଼ିଶାରେ ହୁତୁହୁତୁ ହୋଇ…
ସୌମ୍ୟାଶ୍ରୀ ମୃତ୍ୟୁ: ଭକ୍ତ ଦାସ ଗିରଫ, ଆନ୍ଦୋଳନ ଭିତରେ ଆସିଲା ବଡ଼ ଖବର
ଭୁବନେଶ୍ୱର,୧୭।୭: କଂଗ୍ରେସର ଓଡ଼ିଶା ବନ୍ଦ ଡାକରା ଭିତରେ ଆସିଛି ବଡ଼ ଖବର। ପିସିସି ସଭାପତି ଭକ୍ତ ଦାସଙ୍କୁ ପୋଲିସ ଆରେଷ୍ଟ କରିଛି। ଆନ୍ଦୋଳନସ୍ଥଳରୁ ଭକ୍ତଙ୍କୁ ଉଠାଇ ନେଇଛି ପୋଲିସ। ଲୋୟର ପିଏମଜିରୁ ଆସିଲା ବଡ଼ ଖବର। ବିଧାନସଭା ଘେରାଉବେଳେ ଭକ୍ତଙ୍କୁ ଉଠାଇ…
Archives


