Home Middle

ଅସାଲ୍ଟ ରାଇଫଲ ଚୁକ୍ତି ଭାରତ-ରୁଷିଆ ପ୍ରତିରକ୍ଷା ସମ୍ପର୍କକୁ ସୁଦୃଢ଼ କରିବ…

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ବ୍ଳାଡ଼ିମୀର ପୁଟିନଙ୍କ ଭାରତ ଗସ୍ତ ପୂର୍ବରୁ ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ତାଙ୍କ ପ୍ରତିପକ୍ଷ ଜେନେରାଲ ସେର୍ଜେଇ ଶୋଇଗୁଙ୍କୁ ଭେଟିଛନ୍ତି। ଶୋଇଗୁଙ୍କ ସହ କଥାବାର୍ତ୍ତା ବେଳେ ରାଜନାଥ ସିଂ କହିଛନ୍ତି ଯେ ବହୁପକ୍ଷବାଦ, ବିଶ୍ୱ ଶାନ୍ତି,…

ସୁ କିଙ୍କୁ ୪ ବର୍ଷ ଜେଲ ଦଣ୍ଡାଦେଶ…

ନାପିଦ୍ୱ,୬।୧୨: ମ୍ୟାନ୍‌ମାରର ଏକ କୋର୍ଟ ଅଙ୍ଗ୍‌ ସାନ୍‌ ସୁ କିଙ୍କୁ ୪ ବର୍ଷ ଜେଲ ଦଣ୍ଡାଦେଶ କରିଛି। ଦେଶରେ ଘଟିଥିବା ସାମରିକ ବିଦ୍ରୋହ ସମୟରେ ସେ ପ୍ରତିରୋଧାତ୍ମକ କାର୍ଯ୍ୟ କରିଥିବା ଏବଂ କୋଭିଡ୍‌ ନିୟମ ଉଲ୍ଲଂଘନ କରିଥିବାରୁ ତାଙ୍କ ଏଭଳି ଦଣ୍ଡାଦେଶ…

ବୁଷ୍ଟର ଡୋଜ୍‌ ନେବାକୁ ଦେଶ ଛାଡୁଛନ୍ତି ଭାରତୀୟ…

ନୂଆଦିଲ୍ଲୀ,୬।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ର ଆତଙ୍କ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଏକ ରିପୋର୍ଟ ପ୍ରକାଶ ପାଇଛି ଯେ, ଓମିକ୍ରନ୍‌ ଭୟରେ ବହୁ ଭାରତୀୟ ଦେଶ ଛାଡୁଛନ୍ତି। ସେମାନେ ବୁଷ୍ଟର ଡୋଜ୍‌ ନେବାକୁ ବିଦେଶ ପଳାୟନ କରୁଛନ୍ତି। ଏପର୍ଯ୍ୟନ୍ତ…

ଜୟନ୍ତଙ୍କ ମ୍ୟାଜିକ୍‌: ନ୍ୟୁଜିଲାଣ୍ଡକୁ ଧୂଳି ଚଟେଇଲା ଭାରତ

ମୁମ୍ବାଇ,୬।୧୨: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ସିରିଜର ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚରେ ଭାରତ ବୃହତ୍‌ ବିଜୟ ହାସଲ କରିଛି। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଭାରତ ନ୍ୟୁଜିଲାଣ୍ଡକୁ ୩୭୨ ରନ୍‌ରେ ପରାସ୍ତ କରିଛି। ଫଳରେ…

୨୧ ଛୁଇଁଲା ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୬।୧୨: ଦେଶରେ କରୋନାର ନୂତନ ଭାରିଆଣ୍ଟ୍‌ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଇତିମଧ୍ୟରେ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦେଶରେ ୨୧ ଜଣ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ମହାରାଷ୍ଟ୍ର, ରାଜସ୍ଥାନ ଏବଂ ଦିଲ୍ଲୀରୁ ଏସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ମହାରାଷ୍ଟ୍ରରୁ ପିମ୍ପିରିରୁ…

ଦାଉ ସାଧିଲା ବାତ୍ୟା ‘ଜଓ୍ବାଦ’

ଜଗତ୍‌ସିଂହପୁର ଅଫିସ/ପାରାଦୀପ/ ଏରସମା/ତିର୍ତ୍ତୋଲ/ରଘୁନାଥପୁର/ ନାଉଗାଁ,୬ା୧୨(ସ୍ବ.ପ୍ର./ଡି.ଏନ୍‌.ଏ.): ବାତ୍ୟା ‘ଜୱାଦ’ ପ୍ରଭାବରେ ଜଗତ୍‌ସିଂହପୁର ଜିଲାରେ ହାରାହାରି ବର୍ଷା ୧୧୪.୩୭୫ ମିଲିମିଟର ରେକର୍ଡ ହୋଇଛି। ଅପରାହ୍ନ ୪ଟା ମଧ୍ୟରେ ଜଗତ୍‌ସିଂହପୁର ପୌରାଞ୍ଚଳର ଓ ବ୍ଲକ ଅଞ୍ଚଳରେ ୭୧ ମିମି, ବିରିଡ଼ି ୧୯, ରଘୁନାଥପୁର ୮୫, ବାଲିକୁଦା ୧୪୫,…

ଉଜୁଡ଼ିଲା ଧାନ, ପରିବା ଫସଲ

ଭୁବନେଶ୍ୱର,୬ା୧୨(ବ୍ୟୁରୋ): ବାତ୍ୟାର ପ୍ରଭାବ ସବୁଠୁ ଅଧିକ ଜଗତ୍‌ସିଂହପୁର ଜିଲାରେ ପଡ଼ିଛି। ପାରାଦୀପ, ତିର୍ତ୍ତୋଲ, ଏରସମା ଓ ରଘୁନାଥପୁର ବ୍ଲକର ଅନେକ ଅଞ୍ଚଳ ଜଳାର୍ଣ୍ଣବ ହୋଇଯାଇଛି। ତିର୍ତ୍ତୋଲରେ ବ୍ଲକ ଅଧୀନ କଟରା, ଗୋବିନ୍ଦପୁର, ପଟିଲୋ, କନିମୂଳ, ଗୋପାଳପୁର, କନକପୁର, କୋଲର, ସାମନ୍ତରାପୁର, ବିଷନପୁର,…

ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି…

ନୂଆଦିଲ୍ଲୀ,୬।୧୨: ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଏହାଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୩୦୬ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ…

ଆଜି ଆସୁଛନ୍ତି ପୁଟିନ୍‌

ନୂଆଦିଲ୍ଲୀ, ୬ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ସୋମବାର ଭାରତ ଆସିବେ। ୨୧ତମ ଭାରତ-ରୁଷିଆ ବାର୍ଷିକ ସମ୍ମିଳନୀରେ ସେ ଯୋଗଦେବେ। ୨୦୧୯ ନଭେମ୍ବରରେ ବ୍ରିକ୍ସ ସମ୍ମିଳନୀ ପରଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମ କରି ପୁଟିନଙ୍କୁ ସାମ୍‌ନା ସାମ୍‌ନି ଭେଟିବେ। ଏହି…

ମହାରାଷ୍ଟ୍ରରୁ ଏକାଥରକେ ଚିହ୍ନଟ ହେଲେ ୭ ଓମିକ୍ରନ ଆକ୍ରାନ୍ତ

ନୂଆଦିଲ୍ଲୀ,୫।୧୨: ଦେଶରେ କରୋନା ଭାଇରସର ନୂଆ ଭାରିଆଣ୍ଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କର୍ନାଟକ, ଗୁଜରାଟ ଓ ଦିଲ୍ଲୀ ପରେ ଏବେ ଏହି ଭାରିଆଣ୍ଟ ଚିହ୍ନଟ ହୋଇଛି ମହାରାଷ୍ଟ୍ରରେ। ଏହି ରାଜ୍ୟରୁ ରବିବାର ଏକାଥରକେ ୭ ଜଣ ଓମିକ୍ରନ ଆକ୍ରାନ୍ତ…

ଆମେରିକା-ଚାଇନାର ବାକ୍‌ ଯୁଦ୍ଧ

ଓ୍ବାଶିଂଟନ,୫ା୧୨: ଆମେରିକାର ରାଷ୍ଟ୍ରପତି ଜୋ-ବାଇଡେନ୍‌ଙ୍କ ଦ୍ୱାରା ଆୟୋଜିତ ହେବାକୁ ଥିବା ଗ୍ଲୋବାଲ ଡେମୋକ୍ରାସି ସମ୍ମିଳନୀକୁ ଚାଇନା ନିମନ୍ତ୍ରଣକରାଯାଇ ନାହିଁ।  କମ୍ୟୁନିଷ୍ଟ ପାର୍ଟି ଆମେରିକାର ଗଣତନ୍ତ୍ର ଉପରେ ପ୍ରଶ୍ନ ଉଠାଇଛି। ଏହା ସହିତ ଚାଇନା ଏହାର ଶାସନ ବ୍ୟବସ୍ଥାର ଗୁଣକୁ ପ୍ରଶଂସା କରିଛି।…

ୟୁପି ରାଜନୀତିଠାରୁ ଦୂରରେ ରାହୁଲ…

ନୂଆଦିଲ୍ଲୀ,୫।୧୨: କେନ୍ଦ୍ରୀୟ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ ରବିବାର ଆମେଠି ଗସ୍ତରେ ଅଛନ୍ତି। ଅପରପକ୍ଷରେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ମଧ୍ୟ ଉତ୍ତରପ୍ରଦେଶରେ ପହଞ୍ଚିଛନ୍ତି କିନ୍ତୁ ସେ ଆମେଠି ନୁହେଁ, ପ୍ରୟାଗରାଜରେ ରହିବେ। ରାହୁଲ ଗାନ୍ଧୀ ଉତ୍ତରପ୍ରଦେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri