ୟୁପି ରାଜନୀତିଠାରୁ ଦୂରରେ ରାହୁଲ…
ନୂଆଦିଲ୍ଲୀ,୫।୧୨: କେନ୍ଦ୍ରୀୟ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ ରବିବାର ଆମେଠି ଗସ୍ତରେ ଅଛନ୍ତି। ଅପରପକ୍ଷରେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ମଧ୍ୟ ଉତ୍ତରପ୍ରଦେଶରେ ପହଞ୍ଚିଛନ୍ତି କିନ୍ତୁ ସେ ଆମେଠି ନୁହେଁ, ପ୍ରୟାଗରାଜରେ ରହିବେ। ରାହୁଲ ଗାନ୍ଧୀ ଉତ୍ତରପ୍ରଦେଶ…
ଭାରତର ସ୍ଥିତି ମଜଭୁତ୍
ମୁମ୍ବାଇ,୫।୧୨: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ସିରିଜର ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ମୁମ୍ବାଇର ୱାନକେଡେ ଷ୍ଟାଡିୟମରେ ଖେଳାଯାଉଛି। ସାତୋଟି ପାଇଁ ୨୭୬ ରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଥିଲା ଏବଂ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ…
୬ ଡିସେମ୍ବର ପାଇଁ ମଥୁରାରେ ୧୪୪ ଧାରା ଜାରି…
ଲକ୍ଷ୍ନୌ,୫।୧୨: ୍ ଡିସେମ୍ବର ୬କୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ମଥୁରାରେ ବିଶେଷ ସତର୍କତା ଅବଲମ୍ବନ କରିଛନ୍ତି। ସ୍ଥାନୀୟ ସଂଗଠନ ଅଖିଳ ଭାରତୀୟ ହିନ୍ଦୁ ମହାସଭା ପକ୍ଷରୁ ଡିସେମ୍ବର ୬ରେ ଶ୍ରୀକୃଷ୍ଣ ଜନ୍ମଭୂମି କମ୍ପ୍ଲେକ୍ସରେ ଅବସ୍ଥିତ ଶାହି…
୬୯ ଛାତ୍ରୀ-ଛାତ୍ର ଶିକ୍ଷକ କରୋନା ପଜିଟିଭ୍…
ବେଙ୍ଗାଲୁରୁ,୫।୧୨: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ ଭାରତର ଅନେକ ରାଜ୍ୟରେ ଆତଙ୍କ ସୃଷ୍ଟି କରିଛି। ଏହା ପ୍ରଥମେ କର୍ନାଟକ ରାଜ୍ୟରେ ପହଞ୍ଚିିଛି। ରାଜ୍ୟର ୬୯ ଜଣ ଛାତ୍ରୀ,ଛାତ୍ର ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ସ୍କୁଲ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିକକାମାଲୁରୁ…
କଡ଼ା କଟକଣା, ମାସ୍କ୍ ନ ଥିଲେ ପ୍ରବେଶ ନିଷେଧ…
ନୂଆଦିଲ୍ଲୀ,୫।୧୨: ଦିଲ୍ଲୀର ପ୍ରଥମ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେବାପରେ ଦିଲ୍ଲୀ ସରକାର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ କେନ୍ଦ୍ର ସରକାରଙ୍କୁ ଦାବି କରିଛନ୍ତି ଯେ ଯେଉଁ ଦେଶରେ ଓମିକ୍ରନ ଭାରିଆଣ୍ଟ ଆକ୍ରାନ୍ତ ଅଛନ୍ତି ସେହି…
ଦିଲ୍ଲୀରେ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ,୫।୧୨: ଦିଲ୍ଲୀରେ ପ୍ରଥମ ଓମିକ୍ରନ୍ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେ ତାଞ୍ଜାନିଆରୁ ଫେରିଥିବା କୁହାଯାଉଛି। ଏନେଇ ଦିଲ୍ଲୀ ପ୍ରଶାସନ ପକ୍ଷରୁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ଲୋକ ନାୟକ ଜୟପ୍ରକାଶ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆକାନ୍ତଙ୍କ…
ତୃତୀୟ ବିଶ୍ୱଯୁଦ୍ଧର ପଦଧ୍ୱନୀ, ରୁଷିଆ-ୟୁକ୍ରେନ୍ ମୁହାଁମୁହିଁ…
ମସ୍କୋ,୫।୧୨: ୟୁକ୍ରେନ ସୀମାରେ ରୁଷିଆ ସୈନ୍ୟ ଠୁଳ କରିବା ନେଇ ଆମେରିକା ଚିନ୍ତା ପ୍ରକଟ କରିଛି। ଏହା ଯୋଗୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ତାଙ୍କ ରୁଷିଆ ପ୍ରତିପକ୍ଷ ବ୍ଲାଡିମୀର ପୁଟିନ୍ଙ୍କ ସହିତ ମଙ୍ଗଳବାର ଟେଲିଫୋନ୍ରେ ଆଲୋଚନା କରିବେ। କ୍ରେମଲିନ ମୁଖପାତ୍ର…
ଭୁଲରେ ୧୩ ଲୋକଙ୍କୁ ଗୁଳି କରି ହତ୍ୟା କଲେ ସୁରକ୍ଷାକର୍ମୀ…
କୋହିମା,୫।୧୨: ସୁରକ୍ଷା ବାହିନୀଙ୍କ ଭୁଲ ଯୋଗୁ ନାଗାଲାଣ୍ଡରେ ୧୩ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ପରେ କ୍ରୋଧିତ ଗ୍ରାମବାସୀ ସୁରକ୍ଷା ବାହିନୀଙ୍କ ଗାଡିରେ ନିଆଁ ଲଗାଇ ଦେଇଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଏହି ଘଟଣା ମୋନ୍ ଜିଲାର…
ପୁଣି ଆତଙ୍କ ଘନେଇଲା,ଜାନୁୟାରୀ-ଫେବୃୟାରୀରେ ଶୀର୍ଷରେ ପହଞ୍ଚିବ ଓମିକ୍ରନ୍ ସଂକ୍ରମଣ…
ନୂଆଦିଲ୍ଲୀ,୫।୧୨: ଦକ୍ଷିଣ ଆଫ୍ରିକାରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନାର ନୂତନ ଭାରିଆଣ୍ଟ୍ ଓମିକ୍ରନ୍ ଇତିମଧ୍ୟରେ ବହୁ ଦେଶରେ ପହଞ୍ଚିଛି। ଏନେଇ ସମ୍ପୃକ୍ତ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍ ବ୍ୟାପିବା ସହିତ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖିବାକୁ ମିଳୁଛି। ଓମିକ୍ରନ୍…
୯ ହଜାର ତଳେ ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ,୫।୧୨: ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୮୯୫ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ…
ବୁଷ୍ଟର ପାଇଁ ଅଧିକ ଗବେଷଣା ହେଉ
ନୂଆଦିଲ୍ଲୀ, ୫।୧୨(ପି.ଟି.): କରୋନାର ଓମିକ୍ରନ୍ ଭାରିଆଣ୍ଟକୁ ନେଇ ଚିନ୍ତା ବଢ଼ୁଥିବାବେଳେ କୋଭିଡ୍ ଟିକାଗୁଡ଼ିକ କେତେ ଫଳପ୍ରଦ, ତାହାର ଆକଳନ କରିବା ପାଇଁ ସଂସଦୀୟ କମିଟି କେନ୍ଦ୍ର ସରକାରଙ୍କୁ ସୁପାରିସ କରିଛନ୍ତି। ଏଥିସହିତ ନୂଆ ଷ୍ଟ୍ରେନ୍କୁ ନିୟନ୍ତ୍ରଣ କରିବା ଲାଗି ବୁଷ୍ଟର ଡୋଜ୍ର…
ବିବାଦ ସମାଧାନର ବିକଳ୍ପ ବାଛ
ନୂଆଦିଲ୍ଲୀ, ୫।୧୨(ଆଇଏଏନ୍ଏସ୍): ବିବାଦ ସମାଧାନ ଲାଗି କୋର୍ଟ କଚେରି ନ ଧାଇଁ ମଧ୍ୟସ୍ଥତା, ବୁଝାମଣା ଭଳି ବିକଳ୍ପ ବ୍ୟବସ୍ଥା ବାଛିବା ଲାଗି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍.ଭି. ରମନା ଶନିବାର ବ୍ୟବସାୟିକ ସମୁଦାୟଙ୍କୁ ପରାମର୍ଶ ଦେଇଛନ୍ତି। ହାଇଦ୍ରାବାଦର ଇଣ୍ଟରନ୍ୟାଶନାଲ ଅର୍ବିଟ୍ରେଶନ…
Archives


