ବାୟୁ ମାନ ପରିଚାଳନା କମିଟି ନିର୍ଦ୍ଦେଶ କାର୍ଯ୍ୟକାରୀ କର
ନୂଆଦିଲ୍ଲୀ, ୪।୧୨(ପି.ଟି.): ପ୍ରଦୂଷଣ ରୋକିବା ଲାଗି ବାୟୁ ମାନ ପରିଚାଳନା କମିଟି ଦେଇଥିବା ନିର୍ଦ୍ଦେଶାବଳୀ କାର୍ଯ୍ୟକାରୀ କରିବା ନିମନ୍ତେ ସୁପ୍ରିମକୋର୍ଟ ଶୁକ୍ରବାର କେନ୍ଦ୍ର ଏବଂ ଜାତୀୟ ରାଜଧାନୀ ଅଞ୍ଚଳ ଅନ୍ତର୍ଗତ ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ଜାତୀୟ ରାଜଧାନୀ ଅଞ୍ଚଳ ଓ ଏହାର…
‘ଆର୍ଜେଡି କଥା ମାନିଥିଲେ ତେଜସ୍ବୀ ମୁଖ୍ୟମନ୍ତ୍ରୀ ହୋଇଥାନ୍ତେ’
ନୂଆଦିଲ୍ଲୀ,୪।୧୨: ଏଆଇଏମ୍ଆଇଏମ୍ ଅଧ୍ୟକ୍ଷ ଅସାଦୁଦ୍ଦିନ ଓଓ୍ବାଇସି ଶୁକ୍ରବାର କହିଛନ୍ତି, ଯଦି ଲାଲୁ ଯାଦବଙ୍କ ପରିବାର ତାଙ୍କ କଥା ମାନିଥାଆନ୍ତେ ତେବେ ଆର୍ଜେଡି ନେତା ତେଜସ୍ବୀ ଯାଦବ ବିହାର ମୁଖ୍ୟମନ୍ତ୍ରୀ ହୋଇଥାନ୍ତେ। ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ରାଜନୀତି ସରଗରମ ହେବାରେ…
‘ମିଛ କହୁଛନ୍ତି ମୋଦି ସରକାର’
ନୂଆଦିଲ୍ଲୀ,୪।୧୨: କେନ୍ଦ୍ରର ୩ କୃଷି ଆଇନ ପ୍ରତ୍ୟାହାର ଦାବିରେ ଦିଲ୍ଲୀ ସୀମାରେ ଆନ୍ଦୋଳନ ବେଳେ ୭୦୦ କୃଷକ ପ୍ରାଣ ହରାଇଛନ୍ତି। କେନ୍ଦ୍ରର ମୋଦି ସରକାର ସେମାନଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ଚାହୁଁ ନ ଥିବାରୁ ମୃତକଙ୍କ ରେକର୍ଡ ନାହିଁ ବୋଲି କହୁଛନ୍ତି।…
୪୦+ଙ୍କୁ ବୁଷ୍ଟର ଡୋଜ୍ ଦେବାକୁ ସୁପାରିସ
ନୂଆଦିଲ୍ଲୀ, ୪।୧୨ : ଭାରତରେ ଓମିକ୍ରନ୍ ଭାରିଆଣ୍ଟ ଚିହ୍ନଟ ହେବା ପରେ ଏହାକୁ ନେଇ ଚିନ୍ତା ବଢ଼ିଯାଇଛି। ଏହି ଚିନ୍ତାଜନକ ଭାରିଆଣ୍ଟ ସଂକ୍ରମଣରୁ ରକ୍ଷା ପାଇବା ଲାଗି ୪୦ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସ(୪୦+)ର ଲୋକଙ୍କୁ ବୁଷ୍ଟର ଡୋଜ୍ ଦେବା ଲାଗି…
୧୯ ଜିଲାରେ ବନ୍ଦ ରହିବ ସ୍କୁଲ
ଭୁବନେଶ୍ୱର,୩।୧୨(ବ୍ୟୁରୋ): କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ବାତ୍ୟା(ଜୱାଦ)ରେ ପରିଣତ ହୋଇଛି। ଏହାର ପ୍ରଭାବରେ ଶନିବାଠାରୁ କିଛି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୯ ଜିଲାରେ ସ୍କୁଲ ଛୁଟି…
ମୋ ସରକାର ମମିତାଙ୍କୁ ନ୍ୟାୟ ଦେବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩।୧୨(ବ୍ୟୁରୋ): ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣାର ପାଖାପାଖି ଦୁଇ ମାସ ପରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁହିଁ ଖୋଳିଛନ୍ତି। ମମିତା ହତ୍ୟା ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀ ବିଧାନସଭାରେ ଏକ ବିବୃତି ଦେଇଛନ୍ତି। ବିବୃତିରେ ମମିତା ହତ୍ୟା ଘଟଣାକୁ ନେଇ…
ରବିବାର ଛୁଟି ବାତିଲ କଲେ ସରକାର
ଭୁବନେଶ୍ୱର,୩ା୧୨(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟାର ରୂପ ନେଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ସାପ୍ତାହିକ ରବିବାର ଛୁଟି ବାତିଲ କରିଛନ୍ତି। ସମସ୍ତ ଅଧିକାରୀ ହେର୍ଡ କ୍ୱାର୍ଟର ନ ଛାଡ଼ିବାକୁ ପରାମର୍ଶ ଦେଇଛନ୍ତି ସରକାର। ଏଥିସହିତ…
ପୁରୀରେ ସ୍ଥଳଭାଗ ଛୁଇଁପାରେ ବାତ୍ୟା
ଭୁବନେଶ୍ୱର,୩ା୧୨(ବ୍ୟୁରୋ): ପୁରୀ ଜିଲାରେ ବାତା ‘ଜଓ୍ବାଦ’ ସ୍ଥଳଭାଗ ଛୁଇଁପାରେ। ୪ ତାରିଖ ସନ୍ଧ୍ୟା ଏବଂ ୫ ତାରିଖ ସକାଳ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ସ୍ଥଳଭାଗ ଅଳ୍ପ ଛୁଇଁବା ପରେ ବାତ୍ୟା ପୁଣି ସମୁଦ୍ରକୁ…
୧୨ ଘଣ୍ଟାରେ ବାତ୍ୟା! ପାରାଦୀପଠାରୁ ୭୬୦କିଲୋମିଟର ଦୂରରେ ରହିଛି ‘ଜଓ୍ବାଦ’
ଭୁବନେଶ୍ୱର,୩ା୧୨(ବ୍ୟୁରୋ): ବଙ୍ଗୋପସାଗରରେ ଗଭୀର ଅବପାତର ରୂପ ନେଇଛି ଅବପାତ। ଆସନ୍ତା ୧୨ ଘଣ୍ଟା ଭିତରେ ବାତ୍ୟାର ରୂପ ନେବ। ଶନିବାର ସକାଳ ସୁଦ୍ଧା ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଉପକୂଳରେ ପହଞ୍ଚିବା ସମ୍ଭାବନା ରହିଛି। ଏହା ପ୍ରଭାବରେ ଆଜିଠୁ ବର୍ଷା ହେବ ।…
ବିଶ୍ୱ ଅର୍ଥନୀତିକୁ ବିପଦ ଓମିକ୍ରନ୍
ନୂଆଦିଲ୍ଲୀ, ୩ା୧୨:କରୋନା ମହାମାରୀବେଳେ ତଳମୁହଁା ହୋଇପଡ଼ିଥିବା ବିଶ୍ୱ ଅର୍ଥନୀତି ମୁଣ୍ଡ ଟେକିବାକୁ ଅଣ୍ଟା ଭିଡ଼ୁଥିବାବେଳେ କୋଭିଡ୍ ଭୂତାଣୁର ନୂଆ ଭାରିଆଣ୍ଟ ଓମିକ୍ରନ୍ ଯୋଗୁ ଏହା ପୁଣି ପ୍ରଭାବିତ ହେବା ଆଶଙ୍କା ଦେଖାଦେଇଛି। ଟିକା ଏହା ବିରୋଧରେ ପ୍ରଭାବୀ ନ ହୋଇପାରେ ବୋଲି…
ଯେଉଁଠି ପହଞ୍ଚିବାକୁ ଡେଲ୍ଟା-ବିଟାକୁ ଲାଗୁଥିଲା ୧୦୦ଦିନ, ଓମିକ୍ରନ୍ ପହଞ୍ଚିବ ୧୦ ଦିନରେ
ନୂଆଦିଲ୍ଲୀ,୩ ।୧୨: ଓମିକ୍ରନ୍ ଏବେ ୨୯ଟି ଦେଶରେ ପହଞ୍ଚି ସାରିଲାଣି । ଏବେ ପର୍ଯ୍ୟନ୍ତ ୩୭୩ ଓମିକ୍ରନ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇ ସାରିଲାଣି । ଏମାନଙ୍କ ମଧ୍ୟରୁ ସର୍ବାଧିକ ଆଫ୍ରିକାର ୧୮୩ ଜଣ ବୋଲି ଜଣାପଡିଛି । ଅନ୍ୟ ଭାରିଏଣ୍ଟଠାରୁ ଏହା…
ଓମିକ୍ରନ ସଂକ୍ରମଣ: ବ୍ରିଟେନ ପ୍ରଧାନମନ୍ତ୍ରୀ ନେଲେ ବୁଷ୍ଟର ଡୋଜ, ଶେୟାର କଲେ ଭିଡିଓ
ଲଣ୍ଡନ,୩ ।୧୨: ସାରା ବିଶ୍ୱରେ ଏବେ କରୋନା ଭାଇରସର ନୂଆ ଭାରିଏଣ୍ଟକୁ ନେଇ ଚିନ୍ତା ପ୍ରକଟ କରାଯାଇଥିବା ବେଳେ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିଶ ଜନସନ କରୋନା ଭ୍ୟାକ୍ସିନର ବୁଷ୍ଟର ଡୋଜ ନେଇଛନ୍ତି । ଏହି ସୂଚନା ସେ ନିଜେ ତାଙ୍କ ଟୁଇଟର…
Archives


