Home Middle

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଚେତାବନୀ, ବିଦେଶରେ ବଢୁଛି କରୋନା ସଂକ୍ରମଣ…

ନୂଆଦିଲ୍ଲୀ,୧୭।୩ : ଚାଇନା, ଦକ୍ଷିଣ ପୂର୍ବ ଏସିଆ ଏବଂ ୟୁରୋପରେ ପୁଣି ଥରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ମାମଲାକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ସ୍ବାସ୍ଥ୍ୟମନ୍ତ୍ରୀ ମାନସୁଖ ମାଣ୍ଡବ୍ୟ ଅଧିକାରୀମାନଙ୍କୁ ସଜାଗ ରହିବାକୁ ଏବଂ ତଦାରଖ ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।…

କଂଗ୍ରେସକୁ ସାମଗ୍ରିକ ନେତୃତ୍ୱ ଲୋଡ଼ା

ନୂଆଦିଲ୍ଲୀ,୧୭ା୩: କଂଗ୍ରେସକୁ ଆଗକୁ ବଢ଼ିବାକୁ ହେଲେ ଏକ ସାମଗ୍ରିକ ଓ ସାମୂହିକ ନେତୃତ୍ୱର ମଡେଲ ଆପଣାଇବାକୁ ପଡ଼ିବ ବୋଲି ବୁଧବାର ଜି-୨୩ ନେତାମାନେ ମତ ପ୍ରକାଶ କରିଛନ୍ତି। ଜି-୨୩ ନାମରେ ପରିଚିତ କଂଗ୍ରେସର ଅସନ୍ତୁଷ୍ଟ ନେତାଙ୍କ ବୈଠକ ବୁଧବାର ବସିଛି। ଦଳର…

୨୧.୯୫ କୋଟିର ଗଛ କଟା

ମୁମ୍ବାଇ, ୧୭ା୩: ମହାରାଷ୍ଟ୍ରର ବିଭିନ୍ନ ଅଞ୍ଚଳରୁ ବେଆଇନ ଭାବେ ବର୍ତ୍ତମାନ ସୁଦ୍ଧା ୨,୮୪, ୧୭୧ ଗଛ କଟା ହୋଇଥିବାବେଳେ ଏ ନେଇ ମୋଟ ୪୮ ହଜାର ମାମଲା ଦାଏର ହୋଇଛି। ବୁଧବାର ରାଜ୍ୟ ବିଧାନ ପରିଷଦରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଏହା…

ହୋଲି ପରେ ସୁପ୍ରିମକୋର୍ଟରେ ହିଜାବ ଶୁଣାଣି

ନୂଆଦିଲ୍ଲୀ,୧୭।୩ (ପି.ଟି.): ହିଜାବ ବିବାଦ ଉପରେ କର୍ନାଟକ ହାଇକୋର୍ଟ ଦେଇଥିବା ରାୟକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ସର୍ବୋଚ୍ଚ ଅଦାଲତ ଉକ୍ତ ପିଟିଶନକୁ ଶୁଣାଣି ପାଇଁ ବୁଧବାର ଗ୍ରହଣ କରିଛନ୍ତି। ହୋଲି ଛୁଟି ପରେ ଉକ୍ତ ପିଟିଶନର ଶୁଣାଣି କରାଯିବ। ଶିକ୍ଷାନୁଷ୍ଠାନଗୁଡ଼ିକରେ ଛାତ୍ରୀମାନଙ୍କୁ…

ଭଗ୍ନାବଶେଷ ତଳେ ଜୀବନ

କ୍ୱିଭ୍‌, ୧୭ା୩: ଜିଦ୍‌ରେ ଅଟଳ ରୁଷିଆ ୨୧ ଦିନ ଧରି ୟୁକ୍ରେନ୍‌ରେ ଗୁଳିଗୋଳା, କ୍ଷେପଣାସ୍ତ୍ର ବର୍ଷା କରିଚାଲିଛି। ଆକ୍ରମଣରୁ ବାଦ୍‌ ପଡ଼ିନାହାନ୍ତି ସାଧାରଣ ନାଗରିକ, ସେମାନଙ୍କ ଘରବାରି। ଶିଶୁ, ମାତୃ ହସ୍ପିଟାଲ ସହ ଅନ୍ୟ ଡାକ୍ତରଖାନା, ସ୍କୁଲ, ଶତାଧିକ ବହୁତଳପ୍ରାସାଦ ବିଶିଷ୍ଟ…

ରୁଷିଆ ଆକ୍ରମଣ ବନ୍ଦ କରୁ: ଆଇସିଜେ

ହେଗ୍‌, ୧୭ା୩: ରୁଷିଆ ତୁରନ୍ତ ୟୁକ୍ରେନ୍‌ ଉପରେ ଆକ୍ରମଣ ବନ୍ଦ କରୁ ବୋଲି ନେଦରଲାଣ୍ଡସ୍‌ର ହେଗ୍‌ସ୍ଥିତ ଇଣ୍ଟରନ୍ୟାଶନାଲ କୋର୍ଟ ଅଫ୍‌ ଜଷ୍ଟିସ୍‌ (ଆଇସିଜେ) ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ସ୍ଥିତି ଅଧିକ ଖରାପ ହେବା ଭଳି କାର୍ଯ୍ୟରୁ ଉଭୟ ପକ୍ଷ ନିବୃତ୍ତ ରୁହନ୍ତୁ।…

ଥରିଲା ଜାପାନ

ଟୋକିଓ,୧୬।୩: ଜାପାନର ରାଜଧାନୀ ଟୋକିଓରେ ଭୂକମ୍ପ ଝଟ୍‌କା ଲାଗିଛି। ରାତି ପ୍ରାୟ ୮.୦୬ରେ ଭୂକମ୍ପ ଅନୁଭୂତ ହୋଇଥିବା ଜଣାପାଡିଛି। ଲୋକେ ଭୂକମ୍ପ ହେବା ଜାଣି ଘରୁ ବାହାରକୁ ପଳାଇ ଆସିଥିଲେ। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁସାରେ, ରିକ୍ଟର ସ୍କେଲରେ ଏହାର…

ଆମେରିକା ସଂସଦକୁ ସମ୍ବୋଧନ କଲେ ଜେଲେନସ୍କି

ମସ୍କୋ,୧୬।୩: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କି ବୁଧବାର ଆମେରିକା କଂଗ୍ରେସ କିମ୍ବା ସଂସଦର ଉଭୟ ଗୃହକୁ ସମ୍ବୋଧିତ କରିଛନ୍ତି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ଜେଲେନସ୍କି ସିଧାସଳଖ ସହାୟତା ପାଇଁ ଆମେରିକାକୁ ନିବେଦନ କରିଛନ୍ତି। ୟୁକ୍ରେନକୁ ଏହି ସମୟରେ ଆମେରିକାର ଆବଶ୍ୟକତା ରହିଛି।…

୧୫୬ ଦେଶ ପାଇଁ ବୈଧ ଇ-ଭିଜା

ନୂଆଦିଲ୍ଲୀ,୧୬ା୩: ୧୫୬ ଦେଶର ନାଗରିକଙ୍କୁ ଦିଆଯାଇଥିବା ସମସ୍ତ ବୈଧ ପାଞ୍ଚ ବର୍ଷର ଇ-ଟୁରିଷ୍ଟ ଭିଜା କରୋନା ମହାମାରୀ ହେତୁ ଦୁଇ ବର୍ଷ ପାଇଁ ସ୍ଥଗିତ ରହିଥିଲା। ତେବେ ଏହା ପୁଣି କାର୍ଯ୍ୟକାରୀ ହେବ। ଅଧିକାରୀମାନେ ଏହା ମଧ୍ୟ କହିଛନ୍ତି ଯେ, ବର୍ତ୍ତମାନ…

ୟୁକ୍ରେନ-ରୁଷିଆ ବିବାଦ ଶେଷ ହେବାର ସଙ୍କେତ

କ୍ୱିଭ୍‌,୧୬ା୩: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଚାଲିଥିବା କଥାବାର୍ତ୍ତା ଏହି ବିବାଦର ସମାପ୍ତ ହେବାର ସଙ୍କେତ ଦେଉଛି। ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି କହିଛନ୍ତି, ଦୁଇ ଦେଶ ମଧ୍ୟରେ ଆଲୋଚନା ଏକ ବାସ୍ତବବାଦୀ ଆଭିମୁଖ୍ୟ ଗ୍ରହଣ କରୁଛି। ୟୁକ୍ରେନ ଜାଣେ ଯେ, ଏହା…

ଇସ୍ତଫା ଦେବେ କି ନିରଞ୍ଜନ!

ଭୁବନେଶ୍ୱର,୧୬ା୩(ବ୍ୟୁରୋ): କଂଗ୍ରେସ ୫ ରାଜ୍ୟର ବିଧାନସଭା ନିର୍ବାଚନରେ ଅମାନତ ହାରିବା ପରେ ଆକ୍ସନ ମୋଡ୍‌କୁ ଆସିଛି ଏଆଇସିସି। ଏହି ରାଜ୍ୟଗୁଡ଼ିକର ସଭାପତିମାନେ ଇସ୍ତଫା ଦେବାକୁ ଏଆଇସିସି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ପଞ୍ଜାବ ପିସିସି ସଭାପତି ନବଜ୍ୟୋତି ସିଂ ସିଦ୍ଧୁ ଇସ୍ତଫା ଦେଇ…

କଶ୍ମୀର ଫାଇଲ ସହିତ ଜମ୍ମୁ-କଶ୍ମୀରରେ ନିର୍ବାଚନ ଯୋଜନା…

ନୂଆଦିଲ୍ଲୀ, ୧୬।୩ : ଦେଶରେ ” ଦ କାଶ୍ମୀର ଫାଇଲ୍ସ” ର ତୀବ୍ର ପ୍ରସଙ୍ଗ ମଧ୍ୟରେ ପରିସିମନ୍‌ ଆୟୋଗ ଜମ୍ମୁ-କଶ୍ମୀର ପାଇଁ ଲୋକ ସଭା ଏବଂ ବିଧାନ ସଭା ଆସନ ପାଇଁ ଏକ ପ୍ରସ୍ତାବ ଦେଇଛନ୍ତି। ଲୋକ ସଭା ଏବଂ ବିଧାନସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?