ବଡ଼ ଲୋକେ ଓ୍ବାର୍କ ଫ୍ରମ୍ ହୋମ୍ ବେଳେ ଛୋଟ ପିଲା ଯାଉଛନ୍ତି ସ୍କୁଲ…
ନୂଆଦିଲ୍ଲୀ,୨।୧୨: ଦିଲ୍ଲୀରେ ପ୍ରଦୂଷଣର ମାତ୍ରା ବଢୁଥିବା ମଧ୍ୟରେ ସ୍କୁଲ ଖୋଲିବା ନେଇ ସୁପ୍ରିମକୋର୍ଟ ପୁଣି ସରକାରଙ୍କୁ ତାଗିଦ୍ କରିଛନ୍ତି। ଶୁଣାଣି ସମୟରେ ସୁପ୍ରିମକୋର୍ଟ ଦିଲ୍ଲୀ ସରକାରଙ୍କୁ ପ୍ରଶ୍ନ କରିଛନ୍ତି ଯେ ଆପଣ ଆମକୁ କହିଛନ୍ତି ଯେ ସ୍କୁଲ ବନ୍ଦ ଅଛି କିନ୍ତୁ…
୧୫ ଡିସେମ୍ବରରୁ ଆସିପାରେ ନୂଆ ନିୟମ, ଟିକା ନ ନେଲେ ଟ୍ରେନ୍-ବସ୍ରେ ଯାତ୍ରା କରିବା ମନା !…
ନୂଆଦିଲ୍ଲୀ,୨।୧୨: କରୋନାର ଓମିକ୍ରନ ଭାରିଆଣ୍ଟ ୨୫ ଟି ଦେଶରେ ବ୍ୟାପିଛି। ଏହାର ସମ୍ଭାବ୍ୟ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀରେ କଡା ପ୍ରତିବନ୍ଧକ ପାଇଁ ପ୍ରସ୍ତୁତି ଚାଲିଛି। ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଡିଡିଏମ୍ଏ) କୁ ମୁଖ୍ୟନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସରକାର ଏକ…
ପୁଅ ବୟସ୍କ ହେବା ପର୍ଯ୍ୟନ୍ତ ଭରଣ-ପୋଷଣ ଦାୟିତ୍ୱ ବାପାଙ୍କର…
ନୂଆଦିଲ୍ଲୀ,୨।୧୨: ସୁପ୍ରିମକୋର୍ଟ କହିଛନ୍ତି ଯେ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିବାଦରେ ପିଲାଙ୍କର କୌଣସି ସମସ୍ୟା ନହେବା ଉଚିତ। ପୁଅ ବୟସ୍କ ହେବା ପର୍ଯ୍ୟନ୍ତ ଭରଣ ପୋଷଣ ଦାୟିତ୍ୱ ବାପାଙ୍କର। ବିଚାରପତି ଏମ୍.ଆର୍. ଶାହା ଏବଂ ଏ.ଏସ୍. ବୋପାନ୍ନାଙ୍କ ନେତୃଥ୍ବରେ ଗଠିତ ଖଣ୍ଡପୀଠ ଏକ…
ଓମିକ୍ରନ୍ ଆତଙ୍କ ସହିତ ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ,୨।୧୨: ଓମିକ୍ରନ୍ ଆତଙ୍କ ସହିତ ଦେଶରେ କରୋନା ମହାମାରୀର ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୯ ହଜାର ୭୬୫ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ…
ସମୁଦ୍ରରେ ବୁଡ଼ିଲା ୧୫ ଡଙ୍ଗା, ୮ ଧୀବର ନିଖୋଜ…
ଅହମଦାବାଦ,୨।୧୨: ଗୁଜୁରାଟର ଗିର ସୋମନାଥରେ ବୁଧବାର ରାତିରେ ଲଗାତାର ବର୍ଷା ଏବଂ ପ୍ରବଳ ପବନ ଯୋଗୁ ମାଛ ଧରିବାକୁ ଯାଇଥିବା ୧୩ ରୁ ୧୫ଟି ଡଙ୍ଗା ସମୁଦ୍ରରେ ବୁଡ଼ି ଯାଇଥିବାର ଆଶଙ୍କା ରହିଛି। ବହୁ ଧୀବର ଡଙ୍ଗାରେ ଥିଲେ। ମିଳିଥିବା ସୂଚନା…
ରାଜ୍ୟରେ ୨୫୨ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୫୨ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୪ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୪୮ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୦୪…
୨୫ ଦେଶରେ ଓମିକ୍ରନ୍ ଆତଙ୍କ, ଲୋକ ସଭାରେ ହେବ ଆଲୋଚନା…
ନୂଆଦିଲ୍ଲୀ,୨।୧୨: ଦକ୍ଷିଣ ଆଫ୍ରିକାରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନାର ନୂତନ ଭାରିଆଣ୍ଟ୍ ଇତିମଧ୍ୟରେ ଆମେରିକାେ ସମେତ ୨୫ ଦେଶରେ ପହଞ୍ଚିଛି। ଏନେଇ ସମ୍ପୃକ୍ତ ଦେଶରେ ଆତଙ୍କ ସୃଷ୍ଟି ହୋଇଚି। ଓମିକ୍ରନ୍ ବ୍ୟାପିବା ସହିତ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖିବାକୁ ମିଳୁଛି।…
ସପ୍ତାହରେ ସଂକ୍ରମଣ ୪୦୩% ବୃଦ୍ଧି
ଜୋହାନ୍ସବର୍ଗ, ୨ା୧୨: ଦକ୍ଷିଣ ଆଫ୍ରିକାରେ କରୋନା ଭୂତାଣୁର ଓମିକ୍ରନ୍ ଭାରିଆଣ୍ଟ ପ୍ରଥମ ଚିହ୍ନଟ ହେବା ପରଠାରୁ ସଂକ୍ରମଣ ସ୍ଥିତି ଚିନ୍ତାଜନକ ରହିଛି। ସପ୍ତାହକ ମଧ୍ୟରେ ସେଠାରେ କୋଭିଡ୍ ପଜିଟିଭ୍ ମାମଲା ୪୦୩ ପ୍ରତିଶତ ବୃଦ୍ଧି ପାଇଛି। ମଙ୍ଗଳବାର ୪,୪୭୩ ସଂକ୍ରମିତ ଚିହ୍ନଟ…
କେଉଁ ସରକାରଙ୍କ ସମୟରେ ଗୁଜରାଟରେ ଦଙ୍ଗା ହୋଇଥିଲା ?
ନୂଆଦିଲ୍ଲୀ,୨।୧୨: ୨୦୦୨ରେ ଗୁଜରାଟରେ ମୁସଲମାନ ବିରୋଧୀ ହିଂସା କେଉଁ ସରକାରଙ୍କ ଅମଳରେ ସଂଗଠିତ ହୋଇଥିଲା ? ଏଭଳି ଏକ ମଲ୍ଟିପୁଲ ଚୟସ ପ୍ରଶ୍ନ ଆସିଥିଲା ଦ୍ୱାଦଶ ଶ୍ରେଣୀର ସମାଜ ବିଜ୍ଞାନ (ସୋସିଓଲୋଜି) ଟର୍ମ ୧ ଏକ୍ସାମରେ। ପ୍ରଶ୍ନର ଉତ୍ତର ପାଇଁ ୪ଟି…
ମୃତ ଚାଷୀଙ୍କ ସଂଖ୍ୟା ଜାଣିନୁ, କେମିତି ଦେବୁ କ୍ଷତିପୂରଣ
ନୂଆଦିଲ୍ଲୀ, ୧।୧୨: ବିବାଦୀୟ କୃଷି ଆଇନକୁ ବିରୋଧ କରି ଦିଲ୍ଲୀ ସୀମାରେ ବର୍ଷେରୁ ଊର୍ଦ୍ଧ୍ୱ ସମୟ ହେଲା ଆନ୍ଦୋଳନ ଚଳାଇଥିବା ଚାଷୀଙ୍କ ମୃତ୍ୟୁ ସମ୍ପର୍କରେ ସରକାରଙ୍କ ପାଖରେ କୌଣସି ତଥ୍ୟ ନାହିଁ। ତେଣୁ ସେମାନଙ୍କ ପରିବାରକୁ ଆର୍ଥତ୍କ ସହାୟତା କେମିତି ଦେବୁ…
ସେମିଫାଇନାଲରେ ଭାରତ
ଭୁବନେଶ୍ୱର,୧।୧୨: ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଜୁନିୟର ପୁରୁଷ ହକି ବିଶ୍ୱକପ୍ର ସେମିଫାଇନାଲରେ ପ୍ରବେଶ କରିଛି ଭାରତୀୟ ଦଳ। ଡିଫେଣ୍ଡିଂ ଚାମ୍ପିୟନ ବୁଧବାର ସନ୍ଧ୍ୟାରେ ଆୟୋଜିତ କ୍ୱାର୍ଟର ଫାଇନାଲରେ ବେଲଜିୟମକୁ ୧-୦ ଗୋଲରେ ହରାଇ ଦେଇଛି। ମ୍ୟାଚ୍ରେ ଭାରତ ପାଇଁ ଏକମାତ୍ର…
ସୁପ୍ରିମ୍କୋର୍ଟରେ କେବଳ ଇଂଲିଶ୍ର ବ୍ୟବହାର କାହିଁକି, ଲୋକ ସଭାରେ ପ୍ରଶ୍ନ…
ନୂଆଦିଲ୍ଲୀ ,୧।୧୨: ସୁପ୍ରିମ୍କୋର୍ଟରେ କେବଳ ଇଂଲିଶ୍ର ବ୍ୟବହାର କାହିଁକି ବୋଲି ଲୋକ ସଭାରେ ବୁଧବାର ପ୍ରଶ୍ନ ଉଠିଛି। ଶୂନ୍ୟକାଳରେ ଉତ୍ତରପ୍ରଦେଶ କାନପୁର ଲୋକ ସଭା ଆସନର ଭାଜପା ଏମ୍ପି ସତ୍ୟଦେବ ପାଚୌରି ଏଭଳି ପ୍ରଶ୍ନ କରିଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟରେ ହିନ୍ଦୀ ଅବା…
Archives


