Home Middle

୧୫ ଡିସେମ୍ବରରୁ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଉଡ଼ାଣ ବାତିଲ…

ନୂଆଦିଲ୍ଲୀ ,୧।୧୨: କରୋନା ମହାମାରୀ ଭୂତାଣୁର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ୧୫ ଡିସେମ୍ବରରୁ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଉଡ଼ାଣ ବାତିଲ କରାଯାଇଛି। ପୂର୍ବରୁ…

ଅପରେଶନ୍‌ ଅଲ୍‌ଆଉଟର ସୁଫଳ ମିଳୁଛି, ସରକାର ଦେଲେ ସୂଚନା…

ନୂଆଦିଲ୍ଲୀ,୧।୧୨: ସମ୍ପ୍ରତି ଜମ୍ମୁ-କଶ୍ମୀରରେ ସ୍ଥିତି ସ୍ବାଭାବିକ ହେବାରେ ଲାଗିଛି। ଅପରେଶନ୍‌ ଅଲ୍‌ଆଉଟର ସୁଫଳ ମିଳୁଛି ବୋଲି ରାଜ୍ୟ ସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ସରକାର ଏଭଳି କହିଛନ୍ତି। ସାଧାରଣ ନାଗରିକଙ୍କ ଉପରେ ଆକ୍ରମଣ ତଥା କଶ୍ମୀର ପଣ୍ଡିତଙ୍କୁ ଟାର୍ଗେଟ…

ହାର୍ଟ ସର୍ଜରୀ ବଦଳାଇ ଦେଲା ଭାଗ୍ୟ, କାରଣ ଜାଣିଲେ…

ଜଣେ ବ୍ୟକ୍ତିଙ୍କର ହାର୍ଟ ସର୍ଜରୀ ପରେ ଭାଗ୍ୟ ବଦଳିଯାଇଛି। କାରଣ ତାଙ୍କ ଅଜାଣତରେ ଆକାଉଣ୍ଟକୁ ୭ କୋଟି ଟଙ୍କା ଆସିଛି। ଏହା ଜାଣିବା ପରେ ଏହି ବ୍ୟକ୍ତିଙ୍କର ଖୁସି କହିଲେ ନ ସରେ। ଆମେରିକାର ମାସାଚ୍ୟୁଟ୍‌ସରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ୧…

ଓମିକ୍ରନ୍‌ ଆଗରେ ବର୍ତ୍ତମାନର କରୋନା ଟିକା ଅକାମୀ, ମାନିଲେ ଭାକ୍ସିନ୍‌ ନିର୍ମାତା…

ଓ୍ବାଶିଂଟନ/ନୂଆଦିଲ୍ଲୀ,୧।୧୨: ପୃଥିବୀରେ କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ର ଆତଙ୍କ ଆରମ୍ଭ ହୋଇଛି। ଏପରିସ୍ଥଳେ ବିଶେଷଜ୍ଞଙ୍କ ପକ୍ଷରୁ ଜାରି ହୋଇଥିବା ବିବୃତ୍ତି ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ବିଶେଷଜ୍ଞଙ୍କ ଅନୁଯାୟୀ, କରୋନା ଭୂତାଣୁ ଓମିକ୍ରନ୍‌ର ସ୍ପାଇକ ପ୍ରୋଟିନରେ ବହୁ ପରିବର୍ତ୍ତନ ହୋଇଛି। ଏଭଳି…

ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ପାକିସ୍ତାନ-ଚାଇନା ମିଳିତ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌…

ଶ୍ରୀନଗର,୧।୧୨: ଜମ୍ମୁ-କଶ୍ମୀରର ଏଲ୍‌ଓସି ବାଟେ ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ପାକିସ୍ତାନ ଉଦ୍ୟମ ଜାରି ରଖିଛି। ତେବେ ଏବେ ପାକିସ୍ତାନ ସହିତ ଏନେଇ ଚାଇନା ହାତ ମିଳାଇଛି। ହୋଇଥିବା ଏକ ଅନୁପ୍ରବେଶ ଷଡ଼ଯନ୍ତ୍ରର ଏବେ ପର୍ଦ୍ଦାଫାଶ୍‌ ହୋଇଛି। ଗୁପ୍ତ ତଥ୍ୟ ଆଧାରରେ…

ଚାଷୀଙ୍କ ମୃତ୍ୟୁର ରେକର୍ଡ ନାହିଁ, ଅନୁକମ୍ପାମୂଳକ ସହାୟତା ଦେବାରେ ପ୍ରଶ୍ନ ଉଠୁନି…

ନୂଆଦିଲ୍ଲୀ,୧।୧୨: ବିବାଦୀୟ କୃଷି ଆଇନ ରଦ୍ଦ କରିବାକୁ ଦାବି କରି ଏକ ବର୍ଷ ଧରି ଚାଲିଥିବା ଆନ୍ଦୋଳନରେ କେତେ ଚାଷୀଙ୍କ ମୃତ୍ୟୁ ଘଟିଛି ତାହାର କୌଣସି ରେକର୍ଡ ନାହିଁ ବୋଲି କେନ୍ଦ୍ର ସରକାର କହିଛନ୍ତି। ତେଣୁ ଆର୍ଥିକ ସହାୟତା ଦେବାର ପ୍ରଶ୍ନ…

ଲଘୁଚାପ ସକ୍ରିୟ: କାଲି ନେବ ଅବପାତ ରୂପ, ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧ା୧୨(ବ୍ୟୁରୋ): କେନ୍ଦ୍ରୀୟ ଆଣ୍ଡାମାନ ସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଥିବାରୁ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରି ଗୁରୁବାର ଏହା ଅବପାତର ରୂପ ନେବ ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ସୂଚନାରୁ ଜଣାପଡ଼ିଛି। ୪ ତାରିଖ ସକାଳେ ଉତ୍ତର ଆନ୍ଧ୍ର,…

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୧।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୯୫୪ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୬୭ ଜଣଙ୍କ ମୃତ୍ୟୁ…

ମାସ ଆରମ୍ଭରୁ ମହଙ୍ଗା ମାଡ଼, ୧୦୦ ଟଙ୍କା ବଢ଼ିଲା ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୧।୧୨: ସାଧାରଣ ଜନତାଙ୍କ ଉପରେ ମହଙ୍ଗା ମାଡ଼ ଜାରି ରହିଛି। ୨୦୨୧ ଡିସେମ୍ବର ୧ଠାରୁ ସରକାରୀ ତୈଳ କମ୍ପାନୀଗୁଡିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିଛନ୍ତି। କମର୍ସିଆଲ ଗ୍ୟାସ ସିଲିଣ୍ଡର ଦାମ ୧୦୦ ଟଙ୍କା ବଢ଼ିଛି। ଏଥି ସହିତ, ଗତ ମାସରେ…

ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୁଣ୍ଡଗଡ଼ିଲା…

ଶ୍ରୀନଗର,୧।୧୨: ଜମ୍ମୁ-କଶ୍ମୀରର ପୁଲୱାମାରେ ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା ମିଳିଛି। ବୁଧବାର ସକାଳେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଦୁଇ ଆତଙ୍କବାଦୀଙ୍କୁ ମୁଣ୍ଡଗଡ଼ିଛି। ରାଜପୁରା ଅଞ୍ଚଳରେ ଏହି ଏନକାଉଣ୍ଟର ହୋଇଛି। ମୃତ ଆତଙ୍କବାଦୀ ଜୈଶ-ଇ-ମହମ୍ମଦ ସଂଗଠନ ସଦସ୍ୟ ବୋଲି ଅନୁମାନ କରାଯାଉଛି। ଗତକାଲି…

୪ରେ ସ୍ଥଳଭାଗ ଛୁଇଁପାରେ ‘ଜଓ୍ବାଦ’

ଭୁବନେଶ୍ୱର, ୧।୧୨(ବ୍ୟୁରୋ):ଦକ୍ଷିଣ ଥାଇଲାଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏଥିସହ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ବାୟୂମଣ୍ଡଳର ମଧ୍ୟଭାଗ ଯାଏ ବ୍ୟାପିଛି। ଆସନ୍ତା ୧୨ଘଣ୍ଟା ମଧ୍ୟରେ ଏହା ଆଣ୍ଡାମାନ ସାଗରରେ ପ୍ରବେଶ କରିବ। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ…

ଓମିକ୍ରନ୍‌ ମୁକାବିଲା ପ୍ରସ୍ତୁତି

ନୂଆଦିଲ୍ଲୀ, ୧ା୧୨: ବିଶ୍ୱର ଅନେକ ଦେଶକୁ ବ୍ୟାପିବାରେ ଲାଗିଥିବା କୋଭିଡ୍‌ ଭାରିଆଣ୍ଟ ଓମିକ୍ରନ ବିରୋଧରେ ଲଢ଼େଇ ଭାରତରେ ପ୍ରସ୍ତୁତି ଚାଲିଛି। ଦେଶରେ ଏ ପର୍ଯ୍ୟନ୍ତ ଓମିକ୍ରନ୍‌ ସଂକ୍ରମିତ ଚିହ୍ନଟ ହୋଇ ନ ଥିବା କେନ୍ଦ୍ର ସରକାର କହିଛନ୍ତି। କୌଣସି ସଂକ୍ରମିତ ଯେପରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri