Home Middle

ସତ୍ୟ ପ୍ରକାଶ ପାଇବାରୁ କିଛି ଲୋକ ବିବ୍ରତ ହେଉଛନ୍ତି, କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୫।୩ : ହିନ୍ଦି ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିରୋଧୀ କଂଗ୍ରେସକୁ ଟାଗେର୍ଟ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଦୀର୍ଘ ଦିନ ଧରି ଧବି ରହିଥିବା ସତ୍ୟ ବାହାରକୁ ଆସିବା ପରେ କିଛି ଲୋକ ବିବ୍ରତ ହୋଇପଡ଼ିଛନ୍ତି।…

ଧ୍ୱଂସ ସ୍ତୁପ, ଜେଲେନସ୍କିଙ୍କୁ ଭେଟିବେ ୩ ଦେଶର ପ୍ରଧାନମନ୍ତ୍ରୀ…

କ୍ୱିଭ୍‌,୧୫।୩ : ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ଜାରି ରହିଛି। ଇତିମଧ୍ୟରେ ୨୦ ଦିନ ବିତିଛି। ଦୁଇ ଦେଶ ମଧ୍ୟରେ ଅନେକ ଥର ଆଲୋଚନା ଚାଲିଛି, କିନ୍ତୁ ଯୁଦ୍ଧକୁ ଶେଷ କରିବା ପାଇଁଦୁହେଁ ଏକମତ ହୋଇନାହାନ୍ତି। ୟୁକ୍ରେନ୍‌ ଧ୍ୱଂସସ୍ତୁପରେ ପରିଣତ ହୋଇଛି।…

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୧୫।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଦୈନିକ ସଂକ୍ରମଣ ୨ ହଜାର…

ଭାଜପା ନେତାଙ୍କ ପୁଅ/ଝିଅଙ୍କୁ ଟିକେଟ୍‌ ନ ମିଳିବା ପାଇଁ ମୁଁ ଦାୟୀ: ମୋଦି

ନୂଆଦିଲ୍ଲୀ,୧୫।୩: ଭାଜପା ସଂସଦୀୟ ଦଳର ବୈଠକ ମଙ୍ଗଳବାର ଶେଷ ହୋଇଛି। ଏହି ବୈଠକରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମ୍ବେଦକର ଇଣ୍ଟରନ୍ୟାଶନାଲ୍‌ ସେଣ୍ଟରରେ ପହଞ୍ଚିଥିଲେ। ରାଜନାଥ ସିଂଙ୍କ ସମେତ ଦଳର ବହୁ ବରିଷ୍ଠ ନେତା ତାଙ୍କୁ ସ୍ବାଗତ କରିଥିଲେ। ସ୍ବାଗତ…

ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ସ୍କୁଲ-କଲେଜ୍‌ରେ ହିଜାବ ପିନ୍ଧିବାକୁ ମିଳିବନି ଅନୁମତି

ବେଙ୍ଗାଲୁରୁ,୧୫।୩: ହିଜାବ ବିବାଦକୁ ନେଇ କର୍ନାଟକ ହାଇକୋର୍ଟ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସ୍କୁଲ କଲେଜଗୁଡ଼ିକରେ ହିଜାବ ନିଷେଧାଦେଶର ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ଏକ ଆବେଦନକୁ ଖାରଜ କରିଛନ୍ତି। ହିଜାବ ଧର୍ମର ଏକ ବାଧ୍ୟତାମୂଳକ ଅଂଶ ନୁହେଁ। ସ୍କୁଲ-କଲେଜର…

ରୁଷିଆ-ୟୁକ୍ରେନ ଯୁଦ୍ଧର ୧୯ ଦିନ: ଥମୁନି ମିଶାଇଲ ମାଡ, ବଢୁଛି ବିସ୍ଫୋରଣ ସଂଖ୍ୟା

ମସ୍କୋ/କ୍ୱିଭ,୧୫ ।୩: ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣକୁ ୧୯ ଦିନ ହୋଇଗଲାଣି । ଏବେବି ରୁଷିଆ ପକ୍ଷରୁ ଲଗାତାର ଆକ୍ରମଣ ଚାଲିଥିବା ବେଳେ ୟୁକ୍ରେନ ବି ଏହାର କଡା ଜବାବ ଦେଇ ଚାଲିଛି । ରୁଷିଆ ସେନା ୟୁକ୍ରେନର ରାଜଧାନୀ କ୍ୱିଭ୍…

ରୁଷିଆ ବିରୋଧରେ ୟୁକ୍ରେନକୁ ଅସ୍ତ୍ର ଯୋଗାଇବ ଆମେରିକା

ୱାଶିଂଟନ,୧୫ ।୩: ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣ ୧୯ ଦିନରେ ପହଞ୍ଚିଲାଣି । ଏହାରି ଭିତରେ ଯୁଦ୍ଧ କମିବା ପରିବର୍ତ୍ତେ ଦିନକୁ ଦିନ ବଢିବାରେ ଲାଗିଛି । ଇତିମଧ୍ୟରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଘୋଷଣା କରିଛନ୍ତି କି ରୁଷିଆ ବିରୋଧରେ…

୪୦ ଡିଗ୍ରୀ ଟପିବ ପାରଦ

ଭୁବନେଶ୍ୱର,୧୫ା୩(ବ୍ୟୁରୋ):ରାଜ୍ୟରେ ଗତ ଦୁଇଦିନ ହେବ ପାରଦ ଉପରମୁହାଁ ହୋଇଛି। ଆଗକୁ ଏହା ଆହୁରି ବଢ଼ିବ। ଉପକୂଳରୁ ଉପାନ୍ତ ସବୁଠି ୪୦ ଡିଗ୍ରୀ ସେଲ୍‌ସିୟସକୁ ଟପିଯିବ। ଏପରିକି କେତେକ ସ୍ଥାନରେ ପାରଦ ୪୨ ଡିଗ୍ରୀ ପର୍ଯ୍ୟନ୍ତ ଯିବ ବୋଲି ପାଣିପାଗ ବିଭାଗ ସତର୍କ…

ଡୋନବାସରେ ୟୁକ୍ରେନର ୧୦୦ ସେନା ମୃତ, ୬ ଗାଡି ନଷ୍ଟ

କ୍ୱିଭ,୧୫ ।୩: ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ବେଳକୁ ବେଳ ତୀବ୍ର ହେବାରେ ଲାଗିଛି । ଏହାରି ଭିତରେ ଉଭୟ ଦେଶ ମଧ୍ୟରେ ଯୁଦ୍ଧ ବିରତିକୁ ନେଇ କଥା ହୋଇଥିଲେ ମଧ୍ୟ ଏହାର କୌଣସି ସମାଧାନ ବାହାରି ପାରିନାହିଁ । ଇତିମଧ୍ୟରେ…

ସାହାଯ୍ୟ କଲେ ଭୟଙ୍କର ପରିଣତି ଭୋଗିବ ଚାଇନା: ଆମେରିକା

ମସ୍କୋ, ୧୪ା୩: ୟୁକ୍ରେନ୍‌ ବିରୋଧରେ ଲଢ଼େଇ ପାଇଁ ରୁଷିଆ ଚାଇନାକୁ ସେନା ସହାୟତା ମାଗିଥିବା ନେଇ ଆମେରିକା ଅଭିଯୋଗ ଆଣିଛି। ସୋମବାର ରୋମରେ ଆମେରିକା ଓ ଚାଇନା ପ୍ରତିନିଧିଙ୍କ ମଧ୍ୟରେ ଆଲୋଚନା ପୂର୍ବରୁ ଓ୍ବାଶିଂଟନ୍‌ ଅଧିକାରୀଙ୍କ ଏଭଳି ଦାବି ବିଶ୍ୱ ସମୁଦାୟ…

୧୬ରୁ ୧୨-୧୪ ବର୍ଷ ପିଲାଙ୍କୁ ମିଳିବ କୋଭିଡ୍‌ ଟିକା

ନୂଆଦିଲ୍ଲୀ,୧୪।୩: ମାର୍ଚ୍ଚ ୧୬ରୁ ୧୨ ରୁ ୧୪ ବର୍ଷ ପିଲାମାନଙ୍କ କୋଭିଡ୍‌ ଟିକାକରଣ ଅଭିଯାନ ଆରମ୍ଭ ହେବ। ଏହା ସହ ୬୦ ରୁ ଉର୍ଦ୍ଧ ବୟସ୍କଙ୍କୁ ପ୍ରକସନ ଡୋଜ ଦିଆଯିବ। ଏ ନେଇ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟା ସୋମବାର ଟୁଇଟ୍‌…

ସିଏପିଏଫ୍‌ ଯବାନଙ୍କ ମାନସିକ ସ୍ବାସ୍ଥ୍ୟ ସମ୍ପର୍କରେ କେନ୍ଦ୍ର ସରକାରଙ୍କୁ କରାଯିବ ଅବଗତ,ସୁପ୍ରିମ୍‌କୋଟଙ୍କ ଅନୁମତି…

ନୂଆଦିଲ୍ଲୀ,୧୪।୩ : କେନ୍ଦ୍ରୀୟ ପାରାମିଲିଟାରୀ ଫୋର୍ସ (ସିଏପିଏଫ୍‌) ରେ ଥିବା ଯବାନମାନେ ଧୀରେଧୀରେ ନିଜର ମାନସିକ ସନ୍ତୁଳନ ହରାଇ ବସୁଥିବା ଦେଖିବାକୁ ମିଳୁଛି। ଯବାନଙ୍କ ମାନସିକ ସ୍ବାସ୍ଥ୍ୟ ସମ୍ପର୍କରେ କେନ୍ଦ୍ର ସରକାରଙ୍କୁ ଜଣେ ଅବସରପ୍ରାପ୍ତ ସିଏପିଏଫ୍‌ ସଦସ୍ୟ ପ୍ରତିନିଧି ଭାବେ ଅବଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?