Home Middle

ଏଥର ଭିଡିଓ ଲିଙ୍କ ଜରିଆରେ କଥା ହେବେ ରୁଷିଆ-ୟୁକ୍ରେନ୍‌

ମସ୍କୋ/କ୍ୱିଭ,୧୪ ।୩: ୟୁକ୍ରେନ୍‌-ରୁଷିଆ ମଧ୍ୟରେ ଯୁଦ୍ଧ ଜାରି ରହିଛି । ଏହା ୨ ସପ୍ତାହରୁ ଅଧିକ ସମୟ ହେବ ଚାଲିଥିବା ବେଳେ ରୁଷିଆର ଆକ୍ରମଣ ବେଳକୁ ବେଳ ତୀବ୍ର ହେବାରେ ଲାଗିଛି । ଏହାସହ ୟୁକ୍ରେନ ବି ପଛଘୁଞ୍ଚା ଦେବାକୁ ପ୍ରସ୍ତୁତ…

ଯୁଦ୍ଧ ନୁହେଁ, ଗଣହତ୍ୟା

ଲଭିଭ୍‌, ୧୪ା୩: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କ ସୈନ୍ୟ ବାହିନୀ ୟୁକ୍ରେନ୍‌ ଆକ୍ରମଣ ଜାରି ରଖିଛନ୍ତି। ସେମାନେ କେବଳ ୟୁକ୍ରେନୀୟ ସୈନ୍ୟଙ୍କୁ ଟାର୍ଗେଟ କରୁନାହାନ୍ତି। ରେସିଡେନ୍ସିଆଲ ବିଲ୍ଡିଂ ସମେତ ସ୍କୁଲ, କଲେଜ, ଚର୍ଚ୍ଚ, ହସ୍ପିଟାଲ, ଆମ୍ବୁଲାନ୍ସଗୁଡ଼ିକ ଉପରେ…

ୟୁପି: ୫୧% ବିଧାୟକଙ୍କ ନାଁରେ ଆପରାଧିକ ମାମଲା

ଲକ୍ଷ୍ନୌ,୧୪।୩(ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶର ନବନିର୍ବାଚିତ ୪୦୩ ବିଧାୟକଙ୍କ ମଧ୍ୟରୁ ୨୦୫ ଜଣଙ୍କ ନାଁରେ ଆପରାଧିକ ମାମଲା ରହିଥିବା ସେମାନେ ଘୋଷଣା କରିଛନ୍ତି। ଅର୍ଥାତ୍‌ ପାଖାପାଖି ୫୧ ପ୍ରତିଶତ ବିଧାୟକଙ୍କ ବିରୋଧରେ ବିଭିନ୍ନ ଅପରାଧ ମାମଲା ରହିଛି। ୨୦୧୭ ୟୁପି ବିଧାନସଭା ନିର୍ବାଚନ ବେଳେ…

ଆଜି ନାମାଙ୍କନ ପ୍ରତ୍ୟାହାରର ଶେଷଦିନ, ବାହାରିବ ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର, ୧୪ା୩(ବ୍ୟୁରୋ): ରାଜ୍ୟରେ ୧୦୬ ମ୍ୟୁନିସିପାଲିଟି, ବିଜ୍ଞାପିତ ପରିଷଦ(ଏନ୍‌ଏସି) ଏବଂ ୩ ମହାନଗର ନିଗମରେ ଆସନ୍ତା ୨୪ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ଗତ ୧ ତାରିଖଠାରୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଗତ ୭ ତାରିଖରେ…

ବିଜେଡି: ୩୦ରୁ ୩୦

ଭୁବନେଶ୍ୱର,୧୪ା୩(ବ୍ୟୁରୋ): ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ଭାଜନ ହୋଇ ଦୀର୍ଘ ୨୨ବର୍ଷ ଧରି ଶାସନ କରି ଆସୁଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ପଞ୍ଚାୟତ ନିର୍ବାଚନରେ ଇତିହାସ ରଚିଛନ୍ତି। କେବଳ ରାଜ୍ୟ ନୁହେଁ ବରଂ ସାରା ଭାରତ ବର୍ଷରେ ଏକ ବିରଳ…

୪ ଘଣ୍ଟାର ବୈଠକ ପରେ ନିଷ୍ପତ୍ତି ହେଲା ସୋନିଆ ଧରିବେ ମଙ୍ଗ

ନୂଆଦିଲ୍ଲୀ,୧୩ା୩: ସଦ୍ୟ ଅନୁଷ୍ଠିତ ଉତ୍ତରପ୍ରଦେଶ, ପଞ୍ଜାବ, ଉତ୍ତରାଖଣ୍ଡ, ମଣିପୁର ଓ ଗୋଆ ବିଧାନସଭା ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ଦଳର ନେତୃତ୍ୱ ପରିବର୍ତ୍ତନ କରିବାକୁ ଜୋର ଧରିଥିଲା। ଏହି ପରିପ୍ରେକ୍ଷୀରେ ରବିବାର କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି) ବୈଠକ ବସିଥିଲା।…

ୟୁକ୍ରେନ୍‌ର ଭାରତୀୟ ଦୂତାବାସ ପୋଲାଣ୍ଡକୁ ସ୍ଥାନାନ୍ତର ହେବ…

ନୂଆଦିଲ୍ଲୀ, ୧୩।୩ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ୧୮ ଦିନ ବିତିଗଲାଣି। ତେବେ ସ୍ଥିତିରେ ଉନ୍ନତି ପରିବର୍ତ୍ତେ ଏହା ଅଧିକ ସଙ୍କଟ ଜନକ ହେବାରେ ଲାଗିଛି। ଉଭୟ ଦେଶ କେହି କାହା ଆଗରେ ନୋଇବାକୁ ହେବାକୁ ପ୍ରସ୍ତୁତ…

କେହି କାହାକୁ ଛାଡ଼ିବାକୁ ପ୍ରସ୍ତୁତ ନୁହଁ

କ୍ୱିଭ୍‌,୧୩ା୩: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଏପରି ସ୍ଥିତିରେ ପହଞ୍ଚିଛି, କେହି କାହାକୁ ଛାଡ଼ିବାକୁ ପ୍ରସ୍ତୁତ ନୁହଁ। ଏହି ସମୟରେ ଅସ୍ତ୍ରବିରତି ଉଲ୍ଲଂଘନ ଏବଂ ମାନବିକତା ଭିତ୍ତିରେ ଲୋକଙ୍କୁ ସୁରକ୍ଷିତ ସୁରକ୍ଷା ଦେବା ବିଷୟରେ ଆଲୋଚନା ମଧ୍ୟ କୌଣସି ପ୍ରଭାବ ପକାଇବ…

ପାକିସ୍ତାନରେ ଆଇଏସ୍‌ ଆତଙ୍କବାଦୀ ଶିବିର, ଭାରତ ପାଇଁ ସତର୍କ ଘଣ୍ଟି…

ନୂଆଦିଲ୍ଲୀ, ୧୩।୩ : ଇସଲାମିକ ଷ୍ଟେଟ-ଖୋରାସାନ (ଆଇଏସ୍‌-କେ) ପାକିସ୍ତାନରେ ଆତଙ୍କବାଦୀ ଶିବିର ସ୍ଥାପନ କରିଛି। ଏହା ଭାରତ ପାଇଁ ସତର୍କ ଘଣ୍ଟି ସାବ୍ୟସ୍ତ ହୋଇଛି। କୁହାଯାଉଛି ଯେ ଆଫଗାନିସ୍ତାନରେ ତାଲିବାନ ଶାସନ କରିବା ପରେ ଆଇଏସ-କେ ଉପରେ ଚାପ ବଢ଼ିବାରେ ଲାଗିଛି।…

ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କଲା ବିମାନ

ଭୁବନେଶ୍ୱର,୧୩ା୩(ବ୍ୟୁରୋ): ଭୁବନେଶ୍ୱର ବିମାନବନ୍ଦରରେ ରବିବାର ବେଙ୍ଗାଲୁରୁରୁ କୋଲକାତା ଯାଉଥିବା ଏୟାର ଏସିଆ ବିମାନ- ୨୪୭୨ ଜରୁରୀ ଅବତରଣ କରିଛି। ତୈମୁର ଅଲ୍ଲୀ ଖାନ୍‌(୩୨) ନାମକ ଜଣେ ଯାତ୍ରୀ ବିମାନରେ ହଠାତ୍‌ ଅସୁସ୍ଥ ହୋଇପଡ଼ିବାରୁ ବିମାନଟି ଜରୁରୀ ଅବତରଣ କରିଥିଲା। ତୈମୁରଙ୍କୁ ଆମ୍ବୁଲାନ୍ସ…

ବଜେଟ୍‌ ଅଧିବେଶନର ଦ୍ୱିତୀୟ ପାଳି ମାର୍ଚ୍ଚ ୧୪ରୁ …

ନୂଆଦିଲ୍ଲୀ, ୧୩।୩ : ପାର୍ଲାମେଣ୍ଟର ବଜେଟ ଅଧିବେଶନର ଦ୍ୱିତୀୟ ପାଳି ମାର୍ଚ୍ଚ ୧୪ରୁ ଆରମ୍ଭ ହେବାକୁ ଯାଉଛି। ଦ୍ୱିତୀୟ ପାଳିରେ ସାଧାରଣ ବଜେଟ ଏବଂ ଫାଇନାନ୍ସ ବିଲ ପାରିତ ହେବା ସରକାରଙ୍କର ସବୁଠାରୁ ବଡ ପ୍ରାଥମିକତା। ଅଧିବେଶନର ପ୍ରଥମ ପାଳିରେ, ଉଭୟ…

ପେଟିଏମ୍‌ ସିଇଓ ଗିରଫ, ପରେ ଜାମିନ୍‌ …

ନୂଆଦିଲ୍ଲୀ, ୧୩।୩ : ପେଟିଏମ୍‌ ସିଇଓଙ୍କୁ ଗିରଫ କରାଯାଇଛି। ଏହାର କିଛି ସମୟ ପରେ ତାଙ୍କୁ ଜାମିନ୍‌ ମଧ୍ୟ ମିଳିଛି। ଦିଲ୍ଲୀର ମାଲବ୍ୟ ନଗର ଅଞ୍ଚଳର ମଦର ଇଣ୍ଟରନ୍ୟାସନାଲ ସ୍କୁଲ ନିକଟରେ ପେଟିଏମ ପ୍ରତିଷ୍ଠାତା ବିଜୟ ଶେଖର ଶର୍ମାଙ୍କ କାର ଦୁର୍ଘଟଣାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?