Home Middle

ଶେଫାଳୀ ହେବେ ନେଦରଲାଣ୍ଡସ୍‌ରେ ଆମେରିକା ରାଷ୍ଟ୍ରଦୂତ

ଓ୍ବାଶିଂଟନ,୧୨।୩: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଭାରତରେ ଜନ୍ମିତ ରାଜନୈତିକ କର୍ମୀ ଶେଫାଳୀ ରାଜଦାନ ଡୁଗ୍ଗଲଙ୍କୁ ନେଦରଲାଣ୍ଡସ୍‌ ପାଇଁ ରାଷ୍ଟ୍ରଦୂତ ଭାବେ ମନୋନୀତ କରିଛନ୍ତି। ୫୦ ବର୍ଷୀୟା ଶେଫାଳୀଙ୍କ ଜନ୍ମ ଜମ୍ମୁ-କଶ୍ମୀରରେ। ସେ ଆମେରିକାର ସିନ୍‌ସିନାଟି, ଶିକାଗୋ, ନ୍ୟୁୟର୍କ ଏବଂ ବୋଷ୍ଟନରେ…

ଉପନିର୍ବାଚନ ତାରିଖ ଘୋଷଣା, ୪ ରାଜ୍ୟର ୪ ବିଧାନସଭା-୧ ଲୋକ ସଭା ପାଇଁ ମତଦାନ ଏପ୍ରିଲ୍‌ ୧୨ରେ…

ନୂଆଦିଲ୍ଲୀ, ୧୨।୩ : ନିର୍ବାଚନ କମିଶନଙ୍କ ପକ୍ଷରୁ ୪ ରାଜ୍ୟର ୪ ବିଧାନସଭା ଏବଂ ୧ ଲୋକ ସଭା ଆସନ ପାଇଁ ଉପନିର୍ବାଚନ ତାରିଖ ଶନିବାର ଘୋଷଣା ହୋଇଛି। ଏନେଇ ମତଦାନ ଏପ୍ରିଲ୍‌ ୧୨ରେ ହେବ ବୋଲି ନିର୍ବାଚନ କମିଶନ ସୂଚନା…

ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ଶ୍ରୀଲଙ୍କା, ୫୦ ରନ୍‌ରେ ୫ ଓ୍ବିକେଟ…

ବେଙ୍ଗାଲୁରୁ,୧୨।୩ : ଭାରତ ଶ୍ରୀଲଙ୍କା ମଧ୍ୟରେ ବେଙ୍ଗଲୁରୁର ଚିନ୍ନାସ୍ବାମୀ ଷ୍ଟାଡ଼ିୟମ୍‌ରେ ଚାଲିଥିବା ଦିବାରାତ୍ର ଟେଷ୍ଟ୍‌ କ୍ରିକେଟ୍‌ ମ୍ୟାଚ୍‌ର ପ୍ରଥମ ଇନିଂସ୍‌ରେ ଭାରତ ଅଲଆଉଟ୍‌ ହେବା ସହିତ ୨୫୨ ରନ୍‌ କରିଥିବାବେଳେ ଶ୍ରୀଲଙ୍କା ବ୍ୟାଟିଂ ଆରମ୍ଭ କରି ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଶ୍ରୀଲଙ୍କା…

ଦିନକରେ ୮୧ ଜଣଙ୍କୁ ଫାଶୀ…

ରିୟାଦ, ୧୨।୩ : ସୌଦି ଆରବରେ ଗୋଟିଏ ଦିନରେ ୮୧ ଜଣଙ୍କୁ ଫାଶୀ ଦିଆଯାଇଛି। ସ୍ଥାନୀୟ ମିଡ଼ିଆ ଅନୁସାରେ ଏସମସ୍ତଙ୍କ ବିରୋଧରେ ଆତଙ୍କବାଦୀ କାର୍ଯ୍ୟକଳାପରେ ଲିପ୍ତ ହେବାର ଅଭିଯୋଗ ଥିଲା। ଦୋଷ ସାବ୍ୟସ୍ତ ହେବା ପରେ ସେମାନଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ…

ଭାରତ ନ ଥକି ଆଗେଇ ଚାଲିବ…

ଅହମଦାବାଦ, ୧୨।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଅହମଦାବାଦଠାରେ ୧୧ ତମ ଖେଳ ମହାକୁମ୍ଭର ଶୁଭାରମ୍ଭ ସର୍ଦ୍ଦାର ପଟେଲ ଷ୍ଟାଡିୟମ୍‌ରେ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଭାରତକୁ ରୋକିବା ଅସମ୍ଭବ। ଭାରତ ଏବେ ନ ଥକି ଆଗେଇ ଚାଲିବ।…

ସୀମାରେ ସୁରକ୍ଷା-ସ୍ଥିରତା ପାଇଁ ଭାରତ-ଚାଇନା ସହମତି…

ଲଦାଖ, ୧୨।୩ : ପୂର୍ବ ଲଦାଖରେ ଭାରତ ଏବଂ ଚାଇନା ମଧ୍ୟରେ ଚାଲିଥିବା ବିବାଦର ସମାଧାନ ପାଇଁ ମାର୍ଚ୍ଚ ୧୧ରେ ଦୁଇ ଦେଶର ମଧ୍ୟରେ ହୋଇଥିବା ୧୫ ତମ ରାଉଣ୍ଡ ସାମରିକ କମାଣ୍ଡରସ୍ତରୀୟ ବୈଠକରେ ସୀମାରେ ସୁରକ୍ଷା ଏବଂ ସ୍ଥିରତା ପାଇଁ…

ଶ୍ରୀମନ୍ଦିରରୁ ହଟିଲା ରବିବାର କଟକଣା

ପୁରୀ ଅଫିସ,୧୨ା୩: ଶ୍ରୀମନ୍ଦିରରୁ ରବିବାର କଟକଣା ହଟିଛି। ମାର୍ଚ୍ଚ ୨୦ରୁ ଏଣିକି ରବିବାର ବି ଖୋଲା ରହିବ ଶ୍ରୀମନ୍ଦିର। ସବୁଦିନ ଭଳି ଭକ୍ତମାନେ ରବିବାର ସାଧାରଣ ଦର୍ଶନ କରିପାରିବେ। ଛତିଶା ନିଯୋଗ ବୈଠକ ପରେ ପୁରୀ ଜିଲାପାଳ ସମର୍ଥ ବର୍ମା ଏହି…

ଉତ୍ତର କୋରିଆ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ,୧୨ା୩: ଉତ୍ତର କୋରିଆ ଦ୍ୱାରା କରାଯାଇଥିବା ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ର ପରୀକ୍ଷଣର କଡ଼ା ଜବାବ ଦେଇଛି ଆମେରିକା। ଏହାର ଅର୍ଥ ମନ୍ତ୍ରଣାଳୟ ଅଧିକ ପ୍ରତିବନ୍ଧକ ଘୋଷଣା କରିଛି। ୪ ମାର୍ଚ୍ଚରେ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ର ପରୀକ୍ଷଣ ବିଷୟରେ ଉଲ୍ଲେଖ କରି ଅର୍ଥ ମନ୍ତ୍ରଣାଳୟ ମନ୍ତ୍ରଣାଳୟ…

କଂଗ୍ରେସର ପୁରୁଣା ପାଠର ଆଲୋଚନା, ରବିବାର ଓ୍ବାର୍କିଂ କମିଟି ବୈଠକ…

ନୂଆଦିଲ୍ଲୀ, ୧୨।୩ : ପାଞ୍ଚ ରାଜ୍ୟର ନିର୍ବାଚନ ଫଳାଫଳ ପରେ କଂଗ୍ରେସ ପକ୍ଷରୁ ପୁରୁଣା ପାଠର ଆଲୋଚନା ଆରମ୍ଭ ହୋଇଛି। ରବିବାର ଦଳର ଓ୍ବାର୍କିଂ କମିଟି ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ରବିବାର ଅପରାହ୍ନ ୪ଟାରେ ଦିଲ୍ଲୀସ୍ଥିତି ଅଲ ଇଣ୍ଡିଆ…

ରନ୍‌ଓ୍ବେ ବାହାରକୁ ପଳାଇଲା ବିମାନ, ସମସ୍ତ ଯାତ୍ରୀ ସୁରକ୍ଷିତ…

ଜବଲପୁର, ୧୨।୩ : ମଧ୍ୟପ୍ରଦେଶର ଜବଲପୁର ବିମାନବନ୍ଦରରେ ଏୟାର ଇଣ୍ଡିଆର ବିମାନ ଅବତରଣ କରିବା ସମୟରେ ନିୟନ୍ତ୍ରଣ ହରାଇ ବସିଥିଲା। ଫଳରେ ବିମାନଟି ରନ୍‌ଓ୍ବେ ବାହାରକୁ ଚାଲି ଯାଇଥିଲା। ତେବେ ବିମାନର କୌଣସି କ୍ଷତି ହୋଇ ନଥିବାବେଳେ ସମସ୍ତ ଯାତ୍ରୀ ସୁରକ୍ଷିତ…

ବିଜୟରେ ବିଳମ୍ବ , ୮ କମାଣ୍ଡରଙ୍କୁ ବରଖାସ୍ତ କଲେ ପୁଟିନ୍‌…

ମସ୍କୋ, ୧୨।୩ : ୟୁକ୍ରେନ ଯୁଦ୍ଧରେ ବିଜୟରେ ବିଳମ୍ବ ପାଇଁ ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନଙ୍କ କ୍ରୋଧ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ସେ ଏଥିପାଇଁ ନିଜର ୮ ଜଣ କମାଣ୍ଡରଙ୍କୁ ବରଖାସ୍ତ କରିଛନ୍ତି। ଏହା ସହିତ ପୁଟିନ୍‌ ୟୁକ୍ରେନରେ ଆମେରିକା ଜୈବିକ…

ଖାଦ୍ୟ ସଙ୍କଟ ସୃଷ୍ଟି ପାଇଁ ରୁଷିଆର ଷଡ଼ଯନ୍ତ୍ର, ଗୋଦାମରେ ବୋମାମାଡ଼…

କ୍ୱିଭ୍‌, ୧୨।୩ : ୟୁକ୍ରେନ୍‌ରେ ଖାଦ୍ୟ ସଙ୍କଟ ସୃଷ୍ଟି ପାଇଁ ରୁଷିଆ ସୈନ୍ୟଙ୍କ ପକ୍ଷରୁ ଷଡ଼ଯନ୍ତ୍ର ହୋଇଛି। ତେଣୁ କେତେକ ଖାଦ୍ୟଶସ୍ୟ ଗୋଦାମରେ ରୁଷିଆ ସୈନ୍ୟ ନିଆଁ ଲଗାଇବା ସହିତ ବୋମାମାଡ଼ ମଧ୍ୟ କରାଯାଇଛି ବ୍ରୋଓ୍ବରି ଜିଲାରେ ଥିବା କେତେକ ଖାଦ୍ୟଶସ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?