କ୍ୱାର୍ଟର ଫାଇନାଲରେ ଭାରତ
ଭୁବନେଶ୍ୱର,୨୭।୧୧(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍ଆଇଏଚ୍ ହକି ପୁରୁଷ ଜୁନିୟର ବିଶ୍ୱକପ୍ର କ୍ବାର୍ଟର ଫାଇନାଲରେ ଭାରତ ପ୍ରବେଶ କରିଛି। ପୁଲ୍ ‘ବି’ର ଶନିବାର ଅନୁଷ୍ଠିତ ଶେଷ ଲିଗ୍ ମ୍ୟାଚରେ ଭାରତ ୮-୨ ଗୋଲରେ ପୋଲାଣ୍ଡକୁ ହରାଇ ଦେଇଛି। ପୁଲ୍ ‘ବି’ରେ…
ଆମ୍ବୁଲାନ୍ସକୁ ଧକ୍କା ଦେଲା ଇଣ୍ଟରସିଟି ଏକ୍ସପ୍ରେସ
ବ୍ରହ୍ମପୁର ଅଫିସ, ୨୭।୧୧: ଅନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ଇଣ୍ଟରସିଟି ଏକ୍ସପ୍ରେସ(୨୨୮୨୦) ପଲାସା ଷ୍ଟେଶନ ନିକଟରେ ଏକ ୧୦୮ ଆମ୍ବୁଲାନ୍ସକୁ ଧକ୍କା ଦେଇଛି। ଏଥିରେ ଆମ୍ବୁଲାନ୍ସ ଡ୍ରାଇଭର୍ ସମେତ ଦୁଇଜଣ ଆହତ ହୋଇଥିବା ସୂଚନା ମିଳିଛି। ରେଳ ବିଭାଗର ବରିଷ୍ଠ…
ନୂଆ ଭାରିଏଣ୍ଟକୁ ନେଇ ବଢ଼ିଲାଣି ଚିନ୍ତା, ସତର୍କ ରହିବାକୁ ପରାମର୍ଶ
ଭୁବନେଶ୍ୱର,୨୭ା୧୧(ବ୍ୟୁରୋ): କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ଏବେ ଚିନ୍ତା ବଢ଼ାଇଲାଣି। ବିଶ୍ୱସ୍ବାସ୍ଥ୍ୟ ସଙ୍ଗଠନ ଏହି ଭାରିଏଣ୍ଟକୁ ପୂର୍ବ ଭାରିଏଣ୍ଟଠାରୁ ଅଧିକ ମାରାତ୍ମକ ବୋଲି କହିବା ପରେ ଚାରିଆଡ଼େ ଏହାକୁ ନେଇ କୋକୁଆ ଭୟ ସୃଷ୍ଟି ହୋଇଛି। କରୋନାର ନୂଆ ଭାରିଏଣ୍ଟ ଚିହ୍ନଟ…
କରୋନା ରିଭ୍ୟୁ ମିଟିଂ: ଅନ୍ତର୍ଜାତୀୟ ବିମାନ ଯାତ୍ରାକୁ ନେଇ ସମୀକ୍ଷା କରିବାକୁ କହିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୭ ।୧୧: ଦକ୍ଷିଣ ଆଫ୍ରିକାରେ ଦେଖାଦେଇଥିବା କରୋନାର ନୂଆ ଭାରିଏଣ୍ଟ ଓମିକ୍ରୋନର ଭୟାବହତାକୁ ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଅଧିକାରୀଙ୍କ ସହ ଦୁଇ ଘଣ୍ଟା ଧରି ଏକ ବୈଠକରେ ଆଲୋଚନା କରିଥିଲେ । ମୋଦି କହିଥିଲେ ଅନ୍ତର୍ଜାତୀୟ ବିମାନ ସେବାରେ…
ଟ୍ରାକ୍ଟର ମାର୍ଚ୍ଚକୁ ସ୍ଥଗିତ ରଖିଲା କୃଷକ ସଙ୍ଗଠନ
ନୂଆଦିଲ୍ଲୀ,୨୭ ।୧୧: ସଂସଦରେ ବିଲ ଉପସ୍ଥାପନ ହେବାର ଦୁଇ ଦିନ ପୂର୍ବରୁ କୃଷକମାନେ ବଡ ନିଷ୍ପତ୍ତି ନେଇଛନ୍ତି । ଶନିବାର କୃଷକ ସଙ୍ଗଠନ ପକ୍ଷରୁ ସଂସଦ ପର୍ଯ୍ୟନ୍ତ କରିବାକୁ ଥିବା ଟ୍ରାକ୍ଟର ମାର୍ଚ୍ଚକୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛନ୍ତି । କେନ୍ଦ୍ର…
ଜରୁରୀ ଅବତରଣ କଲା ବିମାନ
ବେଙ୍ଗାଲୁରୁ,୨୭ା୧୧: ବେଙ୍ଗାଲୁରୁରୁ ପାଟଣା ଯାଉଥିବା ଗୋ-ଏୟାର ବିମାନର ନାଗପୁର ବିମାନ ବନ୍ଦରରେ ଶନିବାର ଜରୁରିକାଳୀନ ଅବତରଣ କରାଯାଇଥିବା ଜଣାପଡ଼ିଛି। ଇଞ୍ଜିନ୍ରେ ତ୍ରୁଟି ଯୋଗୁ ପାଇଲଟ୍ ହଠାତ୍ ବିମାନ ଅବତରଣ କରିବାକୁ ନିଷ୍ପତ୍ତି ନେଇଥିଲେ। ତେବେ ଏଥିରେ ଥିବା ୧୩୯ ଜଣ ଯାତ୍ରୀ…
ପିକ୍ନିକ୍ ବସ୍ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୭ା୧୧(ବ୍ୟୁରୋ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବେଲପଡ଼ା ଛକରେ ଏକ ପିକ୍ନିକ୍ ବସ୍ ଦୁର୍ଘଟଣା ଘଟିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରଛନ୍ତି। ଏଥିସହିତ ଆହତଙ୍କ…
କୃଷକଙ୍କ ଆଗରେ ପୁଣି ମୁଣ୍ଡ ନୁଆଁଇଲେ ସରକାର: କୃଷିମନ୍ତ୍ରୀ କହିଲେ ନଡା ଜଳାଇବା ଅପରାଧ ନୁହେଁ
ନୂଆଦିଲ୍ଲୀ,୨୭ ।୧୧: ଦେଶରେ ଏବେ ନଡା ଜଳାଇବା ଅପରାଧ ନୁହେଁ । ଏହି ଘୋଷଣା କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଶନିବାର କରିଛନ୍ତି । ସେ କହିଛନ୍ତି କୃଷକ ସଙ୍ଗଠନର ମୁଖ୍ୟ ଦାବି ଥିଲା ନଡା ଜଳାଇବାକୁ ଅପରାଧ ଶ୍ରେଣୀରୁ…
କରୋନାର ନୂଆ ଭାରିଏଣ୍ଟକୁ ନେଇ ବଢୁଛି ଚିନ୍ତା: ମୋଦିଙ୍କ ସହ ବସିଛି ଜରୁରୀ ବୈଠକ
ନୂଆଦିଲ୍ଲୀ,୨୭ ।୧୧: କରୋନା ଭାଇରସର ନୂଆ ଭାରିଏଣ୍ଟ ‘ଓମିକ୍ରୋନ’ ଏବେ ସାରା ବିଶ୍ୱର ଚିନ୍ତା ବଢାଇ ଦେଇଛି । ଏହାକୁ ନେଇ ବିଭିନ୍ନ ଦେଶ ସତର୍କ ହୋଇ ଗଲେଣି । ଓମିକ୍ରୋନର ଭୟାବହତାକୁ ଲକ୍ଷ୍ୟ କରି ଭାରତ କିଛି ବିଶେଷ ପଦକ୍ଷେପ…
କରୋନାର ନୂଆ ଭାରିଏଣ୍ଟ ‘ଓମିକ୍ରୋନ’କୁ ନେଇ ଚେତାବନୀ ଦେଲା ଡବ୍ଲୁଏଚଓ
ଜେନେଭା,୨୭ ।୧୧: ବେଳକୁ ବେଳ ରୂପ ବଦଳାଉଛି କରୋନା ଭାଇରସ । ଏବେ ଏହାର ନୂଆ ସ୍ୱରୂପ ବା ଭାରିଏଣ୍ଟ ଦକ୍ଷିଣ ଆଫ୍ରିକାରେ ଦେଖିବାକୁ ମିଳିଛି । ଆଉ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ଏହି ନୂଆ ଭାରିଏଣ୍ଟର ନାମ ରଖିଛି ‘ଓମିକ୍ରୋନ’…
ଆଜିଠାରୁ ଦେଶବ୍ୟାପୀ ଅନ୍ଦୋଳନକୁ ଓହ୍ଲାଇବେ ଡାକ୍ତର, ପ୍ରଭାବିତ ହେବ ଓପିଡି ସେବା
ନୂଆଦିଲ୍ଲୀ,୨୭ ।୧୧: ନିଟ ପିଜି ଅର୍ଥାତ୍ ନ୍ୟାଶନାଲ ଇଲିଜିବିଲିଟି ଏଣ୍ଟ୍ରାନ୍ସ ଟେଷ୍ଟ ପୋଷ୍ଟଗ୍ରାଜୁଏଟ(ନିଟ ପିଜି)କାଉନସିଲିଂ ୨୦୨୧ରେ ବାରମ୍ବାର ହେଉଥିବା ବିଳମ୍ବ ଯୋଗୁ ଫେଡେରେଶନ ଅଫ୍ ରେସିଡେଣ୍ଟ ଡକ୍ଟର୍ସ ଆସୋସିଏଶନ ଶନିବାରଠାରୁ ଦେଶବ୍ୟାପୀ ବନ୍ଦ ଡାକଡା ଦେଇଛନ୍ତି । ସଙ୍ଘ ପକ୍ଷରୁ ସମସ୍ତ…
ବିଶ୍ୱକପ୍କୁ ପ୍ରଭାବିତ କଲା ନୂଆ ଭାରିଆଣ୍ଟ
ଲୌସାନ୍ନେ, ୨୭।୧୧: ଦକ୍ଷିଣ ଆଫ୍ରିକାରେ ହେବାକୁ ଥିବା ଆଗାମୀ ଏଫ୍ଆଇଏଚ୍ ଜୁନିୟର ମହିଳା ହକି ବିଶ୍ୱକପ୍କୁ ଶନିବାର ସ୍ଥଗିତ ରଖି ଦିଆଯାଇଛି। କାରଣ ଦକ୍ଷିଣ ଆଫ୍ରିକାରେ ଚିହ୍ନଟ ହୋଇଥିବା କରୋନା ଭୂତାଣୁର ନୂଆ ଭାରିଆଣ୍ଟା ପୂରା ବିଶ୍ୱକୁ ଡରାଇ ଦେଲାଣି। ଏହି…
Archives


