ଡିସେମ୍ବରରେ ଖସିବ ପରିବା ଦର
ନୂଆଦିଲ୍ଲୀ,୨୬।୧୧: ଦୁଇରୁ ୩ ସପ୍ତାହ ମଧ୍ୟରେ ଉତ୍ତର ଭାରତରୁ ପରିବା ଆସିବ। ଯାହା ଫଳରେ ଟମାଟୋର ଭଳି ନିତ୍ୟ ବ୍ୟବହୃତ ପରିବାର ହାରାହାରି ଖୁଚୁରା ମୂଲ୍ୟ କମିବ। ପ୍ରବଳ ବର୍ଷା କାରଣରୁ ଦେଶର ଦକ୍ଷିଣାଞ୍ଚଳକୁ ପରିବା ଯୋଗାଣରେ ହୋଇପାରି ନ ଥିଲା…
ଭାରତ ଗସ୍ତରେ ଆସିବେ ରୁଷିଆ ରାଷ୍ଟ୍ରପତି
ନୂଆଦିଲ୍ଲୀ,୨୬ ।୧୧: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଭାରତ-ରୁଷିଆ ମଧ୍ୟରେ ୨୧ତମ ଶିଖର ବାର୍ତ୍ତା ପାଇଁ ୬ ଡିସେମ୍ବରକୁ ଭାରତ ଆସିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସେ ସାକ୍ଷାତ୍ କରିବେ । କରୋନା ମହାମାରୀ ସଂକ୍ରମଣ…
କରୋନାର ନୂଆ ଭାରିଆଣ୍ଟକୁ ନେଇ ପୁଣି ଚିନ୍ତାରେ ବିଶ୍ୱ
କେପ୍ଟାଉନ/ନୂଆଦିଲ୍ଲୀ,୨୬।୧୧: ଦକ୍ଷିଣ ଆଫ୍ରିକାରେ କରୋନାର ନୂତନ ଭାରିଆଣ୍ଟ ଚିହ୍ନଟ ହୋଇଛି । ଏହି ଭାରିଆଣ୍ଟ ଦୃତଗତିରେ ବ୍ୟାପୁଛି । ଗବେଷଣା ପରେ ବୈଜ୍ଞାନିକମାନେ କରିଛନ୍ତି ଯେ, ଡେଲଟା ଭାରିଆଣ୍ଟଠୁ ଏହା ସାଂଘାତିକ ହୋଇପାରେ। ଏନେଇ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ବର୍ତ୍ତମାନ…
ପରିବାରବାଦୀ ଦଳ ଲୋକତନ୍ତ୍ର ପାଇଁ ବିପଦ: ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୬ ।୧୧: ସାରା ଦେଶରେ ଆଜି ପାଳନ କରାଯାଉଛି ସମ୍ବିଧାନ ଦିବସ । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବିଶିଷ୍ଟ ସଭାକୁ ସମ୍ବୋଧନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ମୋଦି କହିଛନ୍ତି ଆଜିର ଦିନ ହେଉଛି…
ଲାଗୁନି ପର୍ଯ୍ୟବେକ୍ଷଣ କ୍ୟାମେରା
ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ରାଜ୍ୟରେ ୧୪୫ ଅତ୍ୟଧିକ ପ୍ରଦୂଷଣ ସୃଷ୍ଟିକାରୀ ଶିଳ୍ପସଂସ୍ଥା ଚିହ୍ନଟ କରାଯାଇଛି। ପ୍ରଦୂଷଣର ମାତ୍ରା ଜାଣିବା ଏବଂ ଏହାର ନିରାକରଣ କରିବା ଲାଗି ସମ୍ପୃକ୍ତ ଶିଳ୍ପାନୁଷ୍ଠାନକୁ ନିର୍ଦ୍ଦିଷ୍ଟ ସ୍ଥାନରେ ଉଚ୍ଚ କ୍ଷମତାସମ୍ପନ୍ନ ପ୍ରଦୂଷଣ ପର୍ଯ୍ୟବେକ୍ଷଣ କ୍ୟାମେରା ଲଗାଇବା ପାଇଁ ନିର୍ଦ୍ଦେଶ…
ଡିସେମ୍ବର ୧ରୁ ବିଧାନସଭା ଅଧିବେଶନ
ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଆସନ୍ତା ଡିସେମ୍ବର ୧ରୁ ଆରମ୍ଭ ହେବାକୁ ଥିବା ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ସମ୍ପୂର୍ଣ୍ଣ କୋଭିଡ୍ କଟକଣା ମଧ୍ୟରେ ଅନୁଷ୍ଠିତ ହେବ। ଗୁରୁବାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବିଧାନସଭାର ସମସ୍ତ ସଦସ୍ୟଙ୍କ…
ଡେବ୍ୟୁ ମ୍ୟାଚ୍ରେ ଚମତ୍କାର ଶତକ ହାସଲ କଲେ ଶ୍ରେୟାସ
କାନପୁର,୨୬ା୧୧: ଆଜିଠାରୁ କାନପୁରର ଗ୍ରୀନ ପାର୍କ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଖେଳାଯାଉଛି। ଏହି ମ୍ୟାଚ୍ରେ ଡେବ୍ୟୁ କରୁଥିବା ଶ୍ରେୟସ ଆୟାର ଚମତ୍କାର ପ୍ରଦର୍ଶନ କରିଛନ୍ତି। ସେ କ୍ୟାରିୟର୍ର ପ୍ରଥମ ଟେଷ୍ଟରେ…
ବସ୍-ଟ୍ରକ ମୁହାଁମୁହିଁ ଧକ୍କା
ସୋନପୁର,୨୬।୧୧: ସୋନପୁର ଜିଲା ଜାତୀୟ ରାଜପଥ ୫୭ର ସୁବର୍ଣ୍ଣପୁରର ବ୍ଲକ ଛକରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀ ବସ ଓ ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଯାତ୍ରୀଙ୍କୁ ସୋନପୁର…
୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣକୁ ପୂରଣ ହେଲା ୧୩ ବର୍ଷ, ଗେଟୱେ ଅଫ୍ ଇଣ୍ଡିଆରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି
ନୂଆଦିଲ୍ଲୀ,୨୬ ।୧୧: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ୨୦୦୮ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ୧୩ ବର୍ଷ ପୂରଣ ହୋଇଛି । ଏହି ଆକ୍ରମଣକୁ ଭାରତ ଇତିହାସର ସବୁଠାର ଭୟଙ୍କର ଆକ୍ରମଣ କହିଲେ କିଛି ଭୁଲ ହବ ନାହିଁ । ୨୦୦୮ ମସିହା ନଭେମ୍ବର…
କୃଷକ ଆନ୍ଦୋଳନକୁ ପୂରଣ ହେଲା ଏକ ବର୍ଷ, ଦିଲ୍ଲୀ ସୀମାରେ ଏକାଠି ହେଉଛନ୍ତି କୃଷକ
ନୂଆଦିଲ୍ଲୀ,୨୬ ।୧୧: କେନ୍ଦ୍ର ସରକାରଙ୍କ ୩ ନୂଆ କୃଷି ଆଇନକୁ ବିରୋଧ କରି ସାରା ଦେଶରେ କୃଷକମାନେ ଆରମ୍ଭ କରିଥିଲେ ଆନ୍ଦୋଳନ । ୨୬ ନଭେମ୍ବର ୨୦୨୦ରେ ଆରମ୍ଭ ହୋଇଥିବା ଏହି ଆନ୍ଦୋଳକୁ ବର୍ଷେ ପୁରିଛି । ହେଲେ ଆଜିବି କୃଷକମାନେ…
ସରକାରଙ୍କୁ ଆମରଣ ଅନଶନ ଧମକ
ଚଣ୍ଡିଗଡ଼,୨୬।୧୧: ଚରନଜିତ ସିଂ ଚାନ୍ନିଙ୍କ ନେତୃତ୍ୱାଧୀନ ସରକାରଙ୍କ ବିରୋଧରେ ଅଭିଯାନ ଜାରି ରଖିଛନ୍ତି ପଞ୍ଜାବ କଂଗ୍ରେସ ମୁଖ୍ୟ ନବଜୋତ ସିଂ ସିଦ୍ଧୁ। ଡ୍ରଗ୍ସ ଓ ୨୦୧୫ ଗୁରୁ ଗ୍ରନ୍ଥ ସାହିବର ଅପମାନ ବିବାଦ ସମ୍ପର୍କୀତ ରିପୋର୍ଟ ସାର୍ବଜନୀନ କରା ନ ଗଲେ…
ମହାନଦୀରେ ୩ ଛାତ୍ର ନିଖୋଜ
କଟକ ଅଫିସ,୨୫।୧୧: ମହାନଦୀକୁ ଗୁରୁବାର ଗାଧୋଇବାକୁ ଯାଇ ୪ ଛାତ୍ର ବୁଡି ଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କୁ ଉଦ୍ଧାର କରାଯାଇ ଥିବା ବେଳେ ୩ ଜଣ ଏବେବି ନିଖୋଜ ଅଛନ୍ତି। ଅଗ୍ନିଶମ ବିଭାଗ ପକ୍ଷରୁ ଖୋଜାଖୋଜି ଚାଲିଛି। ଏହି ଘଟଣା ମହାନଦୀର…
Archives


