ମହାନଦୀରେ ୩ ଛାତ୍ର ନିଖୋଜ
କଟକ ଅଫିସ,୨୫।୧୧: ମହାନଦୀକୁ ଗୁରୁବାର ଗାଧୋଇବାକୁ ଯାଇ ୪ ଛାତ୍ର ବୁଡି ଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କୁ ଉଦ୍ଧାର କରାଯାଇ ଥିବା ବେଳେ ୩ ଜଣ ଏବେବି ନିଖୋଜ ଅଛନ୍ତି। ଅଗ୍ନିଶମ ବିଭାଗ ପକ୍ଷରୁ ଖୋଜାଖୋଜି ଚାଲିଛି। ଏହି ଘଟଣା ମହାନଦୀର…
କଳିଙ୍ଗରେ ଗୋଲ ବର୍ଷା: କାନାଡ଼ାକୁ ୧୩-୧ରେ ହରାଇଲା ଭାରତ
ଭୁବନେଶ୍ୱର,୨୫।୧୧(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍ଆଇଏଚ୍ ଓଡ଼ିଶା ହକି ପୁରୁଷ ଜୁନିୟର ବିଶ୍ୱକପର ଗୁରୁବାର ଗୋଲ ବର୍ଷା ହୋଇଛି। ଗୋଟିଏ ଦିନରେ ୭୦ଟି ଗୋଲ ହୋଇଥିବାବେଳେ ଭାରତ ୧୩-୧ ଗୋଲରେ କାନାଡ଼ାକୁ ପରାସ୍ତ କରିଛି। ଭାରତ ପକ୍ଷରୁ ସଞ୍ଜୟ ଓ…
ସନ୍ତାନ ଜନ୍ମ ଦେବା, ନ ଦେବା ମହିଳାଙ୍କର ବ୍ୟକ୍ତିଗତ ଅଧିକାର…
ବେଙ୍ଗାଲୁରୁ,୨୫।୧୧: ଏକ ମାମଲାର ବିଚାର କରି କର୍ନାଟକ ହାଇକୋର୍ଟ କହିଛନ୍ତି ଯେ, ସନ୍ତାନଙ୍କୁ ଜନ୍ମ ଦେବା ଅବା ନ ଦେବା ମହିଳାଙ୍କର ବ୍ୟକ୍ତିଗତ ମୌଳିକ ଅଧିକାର। ଭାରତୀୟ ସମ୍ବିଧାନର ଅନୁଚ୍ଛେଦ ୨୧ ଅନ୍ତର୍ଗତ ଏହି ଅଧିକାରରେ ହସ୍ତକ୍ଷେପ କରାଯାଇ ପାରିବ ନାହିଁ।…
ଶକ୍ତି ମିଲ୍ ଗଣ ବଳାତ୍କାର ମାମଲା, ଦୋଷୀଙ୍କ ଫାଶୀଦଣ୍ଡ ଆଜୀବନ କାରାଦଣ୍ଡରେ ପରିବର୍ତ୍ତିତ…
ମୁମ୍ବାଇ,୨୫।୧୧: ଶକ୍ତି ମିଲ୍ସ ପରିସରରେ ୨୨ ବର୍ଷ ବୟସ୍କା ମହିଳା ଫଟୋ ଜର୍ନାଲିଷ୍ଟଙ୍କ ଗଣବଳାତ୍କାରର ଘଟଣାରେ ତିନିଜଣ ଦୋଷୀଙ୍କୁ ଦିଆଯାଇଥିବା ପାଶୀଦଣ୍ଡକୁ ବମ୍ବେ ହାଇକୋର୍ଟ ଆଜୀବନ କାରାଦଣ୍ଡରେ ପରିବର୍ତ୍ତିତ କରିଛନ୍ତି। ସେମାନଙ୍କ ଦ୍ୱାରା କରାଯାଇଥିବା ଅପରାଧର ଅନୁତାପ ପାଇଁ ସେମାନେ ଆଜୀବନ…
ଜାପାନ ସାଗରରେ ମିଳିତ ନୌସମରାଭ୍ୟାସ, ଅନ୍ତର୍ଜାତୀୟସ୍ତରରେ ଉତ୍ତେଜନା…
ଟୋକିଓ,୨୫।୧୧: ଦକ୍ଷିଣ ଚାଇନା ସାଗରରୁ ଜାପାନ ସାଗର ପର୍ଯ୍ୟନ୍ତ ସାମୁଦ୍ରିକ ଅଞ୍ଚଳରେ ଆମେରିକା, ଜାପାନ, ଅଷ୍ଟ୍ରେଲିଆ, କାନାଡା, ଜର୍ମାନୀ ପକ୍ଷରୁ ମିଳିତ ଭାବେ ନୌସମରାଭ୍ୟାସ ଜାରି ରହିଛି। ଗତ ରବିବାର ଠାରୁ ଆରମ୍ଭ ହୋଇଥିବା ଏହି ନୌସମରାଭ୍ୟାସ ଆନୁଏଲେକ୍ସ୍-୨୦୨୧ ନଭେମ୍ବର ୩୦…
ଜେୱର ଅନ୍ତର୍ଜାତୀୟ ବିମାନବନ୍ଦରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
ଜେୱର,୨୫ ।୧୧: ଉତ୍ତର ପ୍ରଦେଶ ଗୌତମ ବୁଦ୍ଧ ନଗରର ଜେୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ମୋଦି ଦେଶବାସୀଙ୍କୁ ଶଉଭେଚ୍ଛା ଜଣାଇଛନ୍ତି । ଶିଳାନ୍ୟାସ କାର୍ଯ୍ୟକ୍ରମରେ ମାଦିଙ୍କ ସହ ବିମାନ…
ସମୁଦ୍ରରେ ୧୧ ଇଞ୍ଚ ବହଳ ବରଫ, ଅଟକି ରହିଛି ୨୪ ଜାହାଜ…
ମସ୍କୋ,୨୫।୧୧: ଆର୍କଟିକ ସାଗରରେ ଦେଇ ୟୁରୋପ ଏବଂ ଏସିଆରେ ପହଞ୍ଚିବା ଏବେ କଷ୍ଟକର ହେଉଛି। ରୁଷିଆର ଗଣମାଧ୍ୟମ ରିପୋର୍ଟ କରିଛି ଯେ ଅତି କମରେ ୨୪ ଟି ଜାହାଜ ବରଫରେ ଫସି ରହିଛନ୍ତି। ତୁଷାରପାତ ହେତୁ ସମଗ୍ର ଉତ୍ତର ସାଗର ମାର୍ଗ…
ପାକିସ୍ତାନରୁ ଆସିଥିଲା ଗମ୍ଭୀରଙ୍କୁ ହତ୍ୟା ଧମକ ଇ-ମେଲ୍
ନୂଆଦିଲ୍ଲୀ,୨୫।୧୧:ପୂର୍ବ ଦିଲ୍ଲୀ ନିର୍ବାଚନମଣ୍ଡଳୀର ଭାଜପା ଏମ୍ପି ତଥା ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ ଦିଆଯାଇଛି। ଥରେ ନୁହେଁ, ଦୁଇ ଥର ଇମେଲ୍ ଯୋଗେ ଏହି ହତ୍ୟା ଧମକ ଦିଆଯାଇଛି। ଯେଉଁ ମେଲ୍ରୁ ଗମ୍ଭୀରକୁ ହତ୍ୟା ଧମକ ଆସିଥିଲା, ସେହି…
ହ୍ବାଟସ୍ ଆପ୍ରେ ରାଷ୍ଟ୍ରପତିଙ୍କ ସୁରକ୍ଷା ତଥ୍ୟ ଲିକ୍…
ନୂଆଦିଲ୍ଲୀ,୨୫।୧୧: ଦୁଇ ଦିନିଆ ଗସ୍ତରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ କାନପୁରରେ ଅଛନ୍ତି। ବୁଧବାର ଏହି ସହରରେ ତାଙ୍କର ଦ୍ୱିତୀୟ ଦିନ। କିନ୍ତୁ ରାଷ୍ଟ୍ରପତିଙ୍କ ସୁରକ୍ଷାକୁ ନେଇ ଏକ ବଡ ତ୍ରୁଟି ହୋଇଛି। ରାଷ୍ଟ୍ରପତିଙ୍କ ସୁରକ୍ଷା ସମ୍ପର୍କିତ ତଥ୍ୟ ହ୍ବାଟସ୍ ଆପ୍ରେ…
ଲିଙ୍ଗ ଅନୁପାତରେ ପ୍ରଥମ ଥର ପାଇଁ ମହିଳା ଆଗରେ…
ନୂଆଦିଲ୍ଲୀ,୨୫।୧୧: ଭାରତର ଜନସଂଖ୍ୟାରେ ପ୍ରଥମ ଥର ପାଇଁ ଲିଙ୍ଗ ଅନୁପାତରେ ମହିଳା ଆଗରେ ରହିଛନ୍ତି। ଦେଶରେ ୧୦୦୦ ଜଣ ପୁରୁଷ ପ୍ରତି ମହିଳାଙ୍କ ସଂଖ୍ୟା ୧୦୨୦କୁ ବୃଦ୍ଧି ପାଇଛି। ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ବେକ୍ଷଣ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ନୀତି…
ଦୋଷୀ ନେତାଙ୍କୁ ନିର୍ବାଚନ ଲଢ଼ିବାରୁ ରୋକିବାକୁ ପ୍ରସ୍ତୁତ କି? କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ…
ନୂଆଦିଲ୍ଲୀ,୨୫।୧୧: ଦୋଷୀ ସାବ୍ୟସ୍ତ ହୋଇଥିବା ନେତାମାନଙ୍କୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନ କରିବାକୁ ସୁପ୍ରିମକୋର୍ଟ ସିଧାସଳଖ କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ଏହା ସହିତ ସୁପ୍ରିମକୋର୍ଟ ରାଜ୍ୟମାନଙ୍କୁ କହିଛନ୍ତି ଯେ, ସମ୍ପ୍ରତି କାର୍ଯ୍ୟ କରୁଥିବା ଏମ୍ପି ବିଧାୟକ ତଥା ପୂର୍ବତନ ଏମ୍ପି-ବିଧାୟକଙ୍କ ବିରୋଧରେ…
୧୧ ମାସରେ ୧୪୪ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି…
ଶ୍ରୀନଗର,୨୫।୧୧: ଜମ୍ମୁ-କଶ୍ମୀରର ଏଲ୍ଓସିରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ଚୁକ୍ତି ସ୍ବାକ୍ଷରିତ ହୋଇଛି। ତଥାପି, ସୀମା ପାର୍ ଆତଙ୍କବାଦୀଙ୍କ ଅନୁପ୍ରବେଶ ଜାରି ରହିଛି। ଚଳିତ ବର୍ଷ ବିଭିନ୍ନ ଏନକାଉଣ୍ଟରରେ ଭାରତୀୟ ଯବାନଙ୍କ ଏନ୍କାଉଣ୍ଟରରେ ୧୪୪ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। କଶ୍ମୀର…
Archives


