ଟସ୍ ଜିତିଲା ଭାରତ
କାନପୁର,୨୫।୧୧: ଆଜିଠାରୁ କାନପୁରର ଗ୍ରୀନ ପାର୍କ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଖେଳାଯାଉଛି। ଭାରତ ଅଧିନାୟକ ଅଜିଙ୍କେ ରାହାନେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ହୋଇଛନ୍ତି। ଉଭୟ ଦଳରେ…
ରାଜ୍ୟରେ ଚିହ୍ନଟ ହେଲେ ୩୩୫ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୯୭ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୩୮…
୫୩୯ ଦିନ ପରେ ସକ୍ରିୟ ମାମଲା ସର୍ବନିମ୍ନ…
ନୂଆଦିଲ୍ଲୀ,୨୫।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୯ ହଜାର ୧୧୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୩୯୬ ଜଣଙ୍କ ମୃତ୍ୟୁ…
କେନ୍ଦ୍ର ତାଲିକାରେ ୨୬ ବିଲ୍
ନୂଆଦିଲ୍ଲୀ,୨୫।୧୧: ଆସନ୍ତା ୨୯ ତାରିଖରେ ଆରମ୍ଭ ହେବାକୁ ଥିବା ପାର୍ଲାମେଣ୍ଟର ଶୀତ ଅଧିବେଶନରେ ୩ ବିବାଦୀୟ କୃଷି ଆଇନ ଉଚ୍ଛେଦ ଓ କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ ସମେତ ମୋଟ ୨୬ଟି ବିଲ୍ ମୋଦି ସରକାରଙ୍କ କାର୍ଯ୍ୟସୂଚୀରେ ରହିଛି। ଉକ୍ତ ୨୬ ବିଲ୍କୁ ବୁଧବାର…
ଅର୍ଦ୍ଧାଧିକ ଶିଶୁ ଆନେମିଆର ଶିକାର
ନୂଆଦିଲ୍ଲୀ, ୨୫ା୧୧: ଦେଶରେ ଅଧିକାଂଶ ପିଲା ଏବଂ ମହିଳାଙ୍କ ଶରୀରରେ ରକ୍ତହୀନତା ସମସ୍ୟା ଚିନ୍ତାଜନକ ରହିଛି। ୧୪ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ତଥା ସର୍ବଭାରତୀୟ ସ୍ତରରେ ଅର୍ଦ୍ଧାଧିକ ଶିଶୁ ଏବଂ ମହିଳା ଆନେମିଆର ଶିକାର ହେଉଥିବା ଜାତୀୟ ପରିବାର ସ୍ବାସ୍ଥ୍ୟ…
ଜେୱର ଅନ୍ତର୍ଜାତୀୟ ବିମାନବନ୍ଦରର ଶିଳାନ୍ୟାସ କରିବେ ମୋଦି
ନୂଆଦିଲ୍ଲୀ,୨୫ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଅର୍ଥାତ୍ ୨୫ ନମେଭ୍ୱର ଦିନ ୧ଟା ବେଳେ ଉତ୍ତର ପ୍ରଦେଶର ଗୌତମବୁଦ୍ଧ ନଗର ଜେୱରରେ ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର ଶିଳାନ୍ୟାସ କରିବେ । ଏହାସହ ଏବେ ଉତ୍ତର ପ୍ରଦେଶ ୫ ଅନ୍ତର୍ଜାତୀୟ ବିମାନ…
ମେଘାଳୟରେ କଂଗ୍ରେସ ଉପରେ ମମତାଙ୍କ ମେଗା ଷ୍ଟ୍ରାଇକ, ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସମେତ ୧୨ ବିଧାୟକ ଟିଏମ୍ସିରେ ସାମିଲ
ଆଇଜଲ,୨୫ ।୧୧: ଦେଶରେ କଂଗ୍ରେସକୁ ଗୋଟିଏ ପରେ ଗୋଟିଏ ଧକ୍କା ଲାଗୁଛି । ଏବେ ମେଘାଳୟ କଂଗ୍ରେସର ୧୭ ବିଧାୟକଙ୍କ ମଧ୍ୟରୁ ୧୨ ଜଣ ତୃଣମୂଳ କଂଗ୍ରେସ (ଟିଏମ୍ସି)ରେ ସାମିଲ ହୋଇଥିବା ଜଣାପଡିଛି । ଏକଥା ଟିଏମସି ନିଜେ ଦାବି କରିଛି…
ଆରମ୍ଭରୁ ଝୁଣ୍ଟିଲା ଭାରତ
ଭୁବନେଶ୍ୱର,୨୪।୧୧: କଳିଙ୍ଗ ଷ୍ଟାଡିୟମରେ ବୁଧବାରଠାରୁ ଆରମ୍ଭ ହୋଇଯାଇଛି ଜୁନିୟର ପୁରୁଷ ହକି ବିଶ୍ୱକପ। ପ୍ରଥମ ଦିନରେ ଡିଫେଣ୍ଡିଂ ଚାମ୍ପିୟନ ଭାରତୀୟ ଦଳ ଝୁଣ୍ଟି ପଡ଼ିଛି। ସଞ୍ଜୟଙ୍କ ହ୍ୟାଟ୍ରିକ ଗୋଲ ସତ୍ତ୍ବେ ବିବେକ ସାଗର ପ୍ରସାଦଙ୍କ ନେତୃତ୍ୱାଧୀନ ଦଳ ଫ୍ରାନ୍ସ ନିକଟରୁ ୪-୫…
୨୦୨୨ ମାର୍ଚ୍ଚ ପର୍ଯ୍ୟନ୍ତ ମାଗଣା ରାଶନ…
ନୂଆଦିଲ୍ଲୀ,୨୪।୧୧: ଏବେ ଆସନ୍ତା ୨୦୨୨ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ଗରିବ ଲୋକଙ୍କୁ ମାଗଣା ରାଶନ ମିଳିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍ ପକ୍ଷରୁ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର କାର୍ଯ୍ୟକାଳକୁ ବୃଦ୍ଧି କରାଯାଇଛି। ରାଷ୍ଟ୍ରୀୟ…
ଆଉ ରହିବନି ଭୟ, ପୃଥିବୀ ମୁହାଁ ଗ୍ରହାଣୁପିଣ୍ଡ ଆଖି ପିଛୁଳାକେ ହେବ ଧ୍ୱଂସ…
ଓ୍ବାଶିଂଟନ,୨୪।୧୧: ଆମେରିକାର ମହାକାଶ ଗବେଷଣା ଏଜେନ୍ସି ନାସା ପକ୍ଷରୁ ଏହା ଡାର୍ଟ ମିଶନ ଆରମ୍ଭ କରାଯାଇଛି। ଏହା କାଲିଫର୍ନିଆର ମହାକାଶ ଉତ୍କ୍ଷେପଣ କେନ୍ଦ୍ରରୁ ସ୍ପେସ୍ ଏକ୍ସ୍ର ରକେଟ ଫାଲକନ୍-୯ ଦ୍ୱାରା ଉତ୍କ୍ଷେପଣ କରାଯାଇଥିବା ନାସା ପକ୍ଷରୁ କୁହାଯାଇଛି। ଏହି ଡାର୍ଟ ମିଶନ…
କୃଷି ଆଇନ ପ୍ରତ୍ୟାହାର ଆରମ୍ଭ, କ୍ୟାବିନେଟ୍ ମଞ୍ଜୁରୀ…
ନୂଆଦିଲ୍ଲୀ,୨୪।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ ଗତ ଏକ ବର୍ଷ ଧରି ବିବାଦ ଲାଗି ରହିଥିବା ତିନୋଟି କୃଷି ଆଇନକୁ ପ୍ରତ୍ୟାହାର କରି ନେବା ପ୍ରସ୍ତାବକୁ ମଞ୍ଜୁର କରିଛନ୍ତି। ଏବେ ଏହାକୁ ଶୀତ ଅଧିବେଶନରେ ପାର୍ଲାମେଣ୍ଟର ଉଭୟ ଗୃହରେ ଆଗତ କରାଯିବ।…
ସରକାର କିଛି ବି କରୁ ନାହାନ୍ତି-ରିପୋର୍ଟ ଭୁଲ୍, ସୁପ୍ରିମ୍କୋର୍ଟଙ୍କ ଭର୍ସନା…
ନୂଆଦିଲ୍ଲୀ,୨୪।୧୧: ଦିଲ୍ଲୀ ଏନସିଆର୍ରେ ବୃଦ୍ଧି ପାଉଥିବା ବାୟୁ ପ୍ରଦୂଷଣ ନେଇ ସୁପ୍ରିମ୍କୋର୍ଟ ପୁଣି ଥରେ ସରକାରଙ୍କୁ ଭର୍ସନା କରିଛନ୍ତି। କୋର୍ଟ କହିଛନ୍ତି ସରକାର କିଛି ବି କରୁ ନାହାନ୍ତି, ରିପୋର୍ଟ ଭୁଲ। ପ୍ରଦୂଷଣ ହ୍ରାସ କରିବା ପାଇଁ କେଉଁ କାର୍ଯ୍ୟ କରିଛନ୍ତି…
Archives


