୫୮୦ ବର୍ଷ ପରେ ଦୀର୍ଘତମ ଚନ୍ଦ୍ରଗ୍ରହଣ କାର୍ତ୍ତିକ ପୂର୍ଣ୍ଣିମାରେ…
ଓ୍ବାଶିଂଟନ/ନୂଆଦିଲ୍ଲୀ,୧୮।୧୧: ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ନଭେମ୍ବର ୧୯ରେ ହେବାକୁ ଯାଉଛି। ଆମେରିକାର ସ୍ପେସ ଏଜେନ୍ସି ନାସା କହିଛି ଯେ ଏହା ଶତାବ୍ଦୀର ଦୀର୍ଘତମ ଚନ୍ଦ୍ରଗ୍ରହଣ। ଶୁକ୍ରବାର କାର୍ତ୍ତିକ ପୂର୍ଣ୍ଣିମାରେ ଏହା ହେବ। ଏହି ଅବସରରେ ପୃଥିବୀ ସୂର୍ଯ୍ୟ ଏବଂ ଚନ୍ଦ୍ର…
ଖବରଦାତା, ଓକିଲଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଅନି
ନୂଆଦିଲ୍ଲୀ,୧୮।୧୧: ତ୍ରିପୁରା ହିଂସା ବେଳେ ସଂଖ୍ୟାଲଘୁ ସମୁଦାୟକୁ ଟାର୍ଗେଟ କରାଯାଇଥିବା ନେଇ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ର ଜଣେ ଖବରଦାତା ଓ ଦୁଇଜଣ ଓକିଲ ଅନୁସନ୍ଧାନ ପରେ ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ। ଖବରଦାତା ଶ୍ୟାମ ମୀରା ସିଂ ଏବଂ ଆଇନଜୀବୀ ମୁକେଶ…
ସିଡନି ସମ୍ବାଦରେ ମୁଖ୍ୟ ଭାଷଣ ଦେବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୮ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଭାରତୀୟ ସମୟ ଅନୁସାରେ ସକାଳ ୯ଟାରେ ସିଡନି ସମ୍ବାଦରେ ମୁଖ୍ୟ ଭାଷଣ ଦେବେ । ପ୍ରଧାନମନ୍ତ୍ରୀ ଦେଶର ପ୍ରାଦ୍ୟୋଗିକ ବିକାଶ ଓ କ୍ରାନ୍ତି ଉପରେ ନିଜର ମତ ପ୍ରକାଶ କରିବେ । ସୂଚନା…
ମସ୍ଜିଦରେ କୃଷ୍ଣଙ୍କ ମୂର୍ତ୍ତି ପ୍ରତିଷ୍ଠା କରିବୁ
ଲକ୍ଷ୍ନୌ,୧୭।୧୧: ଭଗବାନ କୃଷ୍ଣଙ୍କ ଅସଲ ଜନ୍ମସ୍ଥାନ ତଥା ମଥୁରାସ୍ଥିତ ମସ୍ଜିଦରେ ମୂର୍ତ୍ତି ସ୍ଥାପନ କରିବାକୁ ଘୋଷଣା କରିଛି ଅଖିଳ ଭାରତ ହିନ୍ଦୁ ମହାସଭା (ଏବିଏସ୍ଏମ୍)। ହିନ୍ଦୁ ମହାସଭା ନେତ୍ରୀ ରାଜ୍ୟଶ୍ରୀ ଚୌଧରୀ କହିଛନ୍ତି, ଡିସେମ୍ବର ୬ ତାରିଖରେ ଭଗବାନଙ୍କ ଅସଲ ଜନ୍ମସ୍ଥାନ…
ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାରେ ପରିବର୍ତ୍ତନ
ପୁରୀ ଅଫିସ,୧୭।୧୧: ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବ୍ୟବସ୍ଥାରେ ପରିବର୍ତ୍ତନ କରାଯାଇଛି। ସକାଳ ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ଏହି ବ୍ୟବସ୍ଥା ୨ ଦିନ ପାଇଁ କରାଯାଇଛି। ବୁଧବାର ଏବଂ ଗୁରୁବାର ଅର୍ଥାତ ୧୭ ଓ…
ବିଚାରପତି ରାକେଶ ଜୈନ୍ କରିବେ ଲଖିମପୁର ଘଟଣାର ଯାଞ୍ଚ୍…
ନୂଆଦିଲ୍ଲୀ,୧୭।୧୧: ଉତ୍ତରପ୍ରଦେଶର ଲଖିମପୁର ଖେରିରେ ଘଟିଥିବା ହିଂସା ଘଟଣାର ଯାଞ୍ଚ୍ ପାଇଁ ସୁପ୍ରିମକୋର୍ଟ ଏସଆଇଟି ଗଠନ କରିଛନ୍ତି। ଯାଞ୍ଚ୍ର ତଦାରଖ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ପଞ୍ଜାବ-ହରିୟାଣା ହାଇକୋର୍ଟର ପୂର୍ବତନ ବିଚାରପତି ରାକେଶ କୁମାର ଜୈନଙ୍କୁ ନିଯୁକ୍ତ କରାଯାଇଛି। ଏସଆଇଟିରେ ଜଣେ ମହିଳାଙ୍କ…
ବିପଦ ମାଡ଼ି ଆସୁଛି, ପୃଥିବୀ ମୁହାଁ ବିରାଟ ଗ୍ରହାଣୁ ପିଣ୍ଡ …
ଓ୍ବାଶିଂଟନ,୧୭।୧୧: କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏପରିସ୍ଥଳେ ପୃଥିବୀ ଉପରେ ନୂଆ ବିପଦ ମାଡ଼ି ଆସୁଛି। ବିଗ୍ ବେନ୍ ଘଣ୍ଟା ଆକାରଠାରୁ ତିନି ଗୁଣା ବଡ଼ ଏକ ଗ୍ରହାଣୁ ପିଣ୍ଡ ପୃଥିବୀ ମୁହାଁ ହୋଇଥିବା ନେଇ ଆମେରିକାର ମହାକାଶ…
ସିଆର୍ପିଏଫ୍ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ…
ଶ୍ରୀନଗର,୧୭।୧୧: ଜମ୍ମୁ-କଶ୍ମୀରରେ ସିଆର୍ପିଏଫ୍ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ୨ ଯବାନଙ୍କ ସମେତ ୫ ଜଣ ଆହତ ହୋଇଛନ୍ତି। ବାରମୁଳା ଜିଲାର ପାଲହାଲନ ପଟ୍ଟନ ଅଞ୍ଚଳରେ ପାଟ୍ରୋଲିଂ ଦଳ ଉପରେ ଗ୍ରେନେଡ୍ ମାଡ଼ କରାଯାଇଥିବା କଶ୍ମୀର ଜୋନ୍ ପୋଲିସ…
ଟିଭି ଚ୍ୟାନେଲର ବିତର୍କ ଯୋଗୁ ସୃଷ୍ଟି ହେଉଛି ଅଧିକ ପ୍ରଦୂଷଣ, ରମନାଙ୍କ କଟାକ୍ଷ…
ନୂଆଦିଲ୍ଲୀ,୧୭।୧୧: ଦିଲ୍ଲୀ ଏନ୍ସିଆର୍ରେ ବାୟୁ ପ୍ରଦୂଷଣ ବଢ଼ି ଚାଲିଛି। ଏନେଇ ଏକ ମାମଲାର ବିଚାର ସୁପ୍ରିମ୍କୋର୍ଟରେ ଜାରି ରହିଛି। ବାୟୁ ପ୍ରଦୂଷଣ ନେଇ ପ୍ରଧାନ ବିଚାରପତି ଏନ୍.ଭି. ରମନାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କଟାକ୍ଷ କରି କହିଛନ୍ତି ଯେ, ବିଭିନ୍ନ ଟିଭି…
ସଦନରେ ଉପଯୁକ୍ତ ଆଚାର-ବ୍ୟବହାର ସମସ୍ତ ସଦସ୍ୟଙ୍କ ଦାୟିତ୍ୱ…
ନୂଆଦିଲ୍ଲୀ,୧୭।୧୧: ପାର୍ଲାମେଣ୍ଟ ହେଉ ଅବା ବିଧାନସଭା ସବୁଠାରେ ସଦନରେ ଉପଯୁକ୍ତ ଆଚାର ଏବଂ ବ୍ୟବହାର ସମସ୍ତ ସଦସ୍ୟଙ୍କ ଦାୟିତ୍ୱ। ସଦନର ମର୍ଯ୍ୟାଦା ଉଲ୍ଲଂଘନ ପରି କାର୍ଯ୍ୟ ଠିକ ନୁହେଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୮୨ ତମ ଅଖିଳ ଭାରତୀୟ ପୀଠାସୀନ…
କେନ୍ଦ୍ର ସରକାରଙ୍କ ସତ୍ୟପାଠ, ଓ୍ବାର୍କ ଫ୍ରମ୍ ହୋମ୍ ସମ୍ଭବ ନୁହେଁ…
ନୂଆଦିଲ୍ଲୀ,୧୭।୧୧: ଦିଲ୍ଲୀ ଏନସିଆର ପ୍ରଦୂଷଣକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି। କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ଏକ ସତ୍ୟପାଠ ଦାଖଲ କରିଛନ୍ତି ଯେ ସର୍ବୋଚ୍ଚ ଅଦାଲତଙ୍କ ପରାମର୍ଶ ଅନୁଯାୟୀ ଘରେ ରହି କାମ କରିବା ପରିବର୍ତ୍ତେ ଯାନବାହନ ପ୍ରଦୂଷଣକୁ ହ୍ରାସ କରିବା…
ପାକିସ୍ତାନରେ ଖୋଲା ବୁଲୁଛନ୍ତି ଆତଙ୍କବାଦୀ…
ଜେନେଭା,୧୭।୧୧: ଜାତିସଂଘରେ ପାକିସ୍ତାନକୁ ଭାରତ ପକ୍ଷରୁ ଚେତବାନୀ ଦିଆଯାଇଛି। ସୀମା ପାର କରି ଆତଙ୍କବାଦୀମାନେ ଅନୁପ୍ରବେଶ କରୁଥିବା ନେଇ ମିଳିତ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି)ରେ ଭାରତ ପାକିସ୍ତାନକୁ କଡ଼ା ଜବାବ ଦେଇଛି। ପାକିସ୍ତାନ ଆତଙ୍କବାଦୀମାନେ ଖୋଲା ବୁଲୁଛନ୍ତି ବୋଲି ମିଳିତ…
Archives


