କିପରି କମିବ କାର୍ବନ ନିର୍ଗମନ
ଓ୍ବାଶିଂଟନ୍, ୧୭ା୧୧: ପରିବେଶ ଉପରେ ପରୋକ୍ଷ ଏବଂ ପ୍ରତ୍ୟକ୍ଷ ଭାବେ ପ୍ରତି ବ୍ୟକ୍ତିଙ୍କ ପ୍ରଭାବ ପଡ଼ିଥାଏ। ଦୈନନ୍ଦିନ ଜୀବନରେ ବ୍ୟବହାର କରାଯାଉଥିବା ବିଭିନ୍ନ ସାମଗ୍ରୀ ମାଧ୍ୟମରେ କାର୍ବନ ଡାଇଅକ୍ସସାଇଡ୍ ବା ଅଙ୍ଗାରକାମ୍ଳ ନିର୍ଗମନ ହୋଇଥାଏ। ଶିଳ୍ପ ବିପ୍ଳବ ପୂର୍ବରୁ ମାନବର କାର୍ଯ୍ୟକଳାପ…
ପୁଣି ପୃଥିବୀ ପାଇଁ ବିପଦ ଆଶଙ୍କା, ଚାଇନାରୁ ଠାବ ହେଲା ୧୮ ନୂଆ ଭାଇରସ୍
ବେଜିଂ, ୧୬ା୧୧: ଚାଇନା ଓ୍ବେଟମାର୍କେଟରୁ ଅନ୍ତର୍ଜାତୀୟ ଏକ ବୈଜ୍ଞାନିକ ଟିମ୍ ସ୍ତନ୍ୟପାୟୀ ଜୀବଙ୍କଠାରୁ ସୃଷ୍ଟ ୧୮ ନୂଆ ଭାଇରସ୍ ଠାବ କରିଛନ୍ତି। ଗୃହପାଳିତ ପ୍ରାଣୀ ଏବଂ ମଣିଷଙ୍କ ପାଇଁ ଏହି ଭୂତାଣୁ ବିପଜ୍ଜନକ ହୋଇପାରେ ବୋଲି ଆଶଙ୍କା କରାଯାଇଛି। ଉହାନର ସି…
ଭୋକରେ କାହାର ମୃତ୍ୟୁ ଘଟିବା ଉଚିତ ନୁହେଁ, କମ୍ୟୁନିଟି କିଚେନ ଯୋଜନା ନେଇ କେନ୍ଦ୍ରକୁ ଶେଷ ଚେତାବନୀ…
ନୂଆଦିଲ୍ଲୀ,୧୬।୧୧: ଏକ ସମାଜ ମଙ୍ଗଳ ରାଷ୍ଟ୍ରରେ ଭୋକରେ କାହାର ମୃତ୍ୟୁ ଘଟିବା ଉଚିତ ନୁହେଁ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ କମ୍ୟୁନିଟି କିଚେନ ଯୋଜନା ନେଇ କିଭଳି ରୂପରେଖ ପ୍ରସ୍ତୁତ କରାଯାଇଛି ସେ ନେଇ ସୁପ୍ରିମ୍କୋର୍ଟ କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି।…
କୋଭାକ୍ସିନ୍ ଅନୁମୋଦନରେ ବିଳମ୍ବ ଯୋଗୁ ଚାକିରି ହରାଇଥିବା ଲୋକଙ୍କ ପାଇଁ କିଛି ଉପାୟ ଅଛି କି? କେନ୍ଦ୍ରକୁ ପ୍ରଶ୍ନ…
ନୂଆଦିଲ୍ଲୀ,୧୬।୧୧: ଦେଶର ସ୍ବଦେଶୀ ଟିକା କୋଭାକ୍ସିନ୍କୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନର ସ୍ବୀକୃତି ମିଳିବରେ ବିଳମ୍ବ ଯୋଗୁ ବିଦେଶରେ ଚାକିରି କରିଥିବା ଲୋକେ ବେକାର ହୋଇ ଘରେ ବସି ରହିଛନ୍ତି। ସେମାନଙ୍କ ଅବସ୍ଥାର ସମାଧାନ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ କିଛି ଉପାୟ ରହିଛି…
କୁରେଭର ଏୟାର ଷ୍ଟ୍ରିପ୍ ଚାଇନାର ମୁକାବିଲା ପାଇଁ ହେବ ଗୁରୁତ୍ୱପୂର୍ଣ୍ଣ…
ଲକ୍ଷ୍ନୌ,୧୬।୧୧: ଚାଇନାର ମୁକାବିଲା କରିବା ପାଇଁ ଉତ୍ତରପ୍ରଦେଶର କୁରେଭର ଏୟାରଷ୍ଟ୍ରିପ ଭାରତୀୟ ବାୟୁସେନା ପାଇଁ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହେବ। ଯୋଜନାବଦ୍ଧ ଭାବେ ବାୟୁସେନା ଏଭଳି କରିଛି। ଜରୁରୀକାଳୀନ ସ୍ଥିତିରେ ଏହାରେ ଯୁଦ୍ଧ ବିମାନ ଅବତରଣ କରିପାରିବ। ଏଠାରେ ଅବତରଣ କରିଥିବା ଯୁଦ୍ଧବିମାନ…
ପୂର୍ବାଞ୍ଚଳ ଏକ୍ସପ୍ରେସ ୱେର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
ଲକ୍ଷ୍ନୌ,୧୬ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଉତ୍ତରପ୍ରଦେଶକୁ ବଡ ଉପହାର ଦେଇଛନ୍ତି । ୩୪୦ କିଲୋମିଟର ଲମ୍ବା ପୂର୍ବାଞ୍ଚଳ ଏକ୍ସପ୍ରେସ ୱେର ଉଦ୍ଘାଟନ କରିଛନ୍ତି ମୋଦି । ଉଦ୍ଘାଟନ ପାଇଁ ମୋଦି ସି-୧୩୦ ହରକ୍ୟୁଲେସ ଏୟାର କ୍ରାପ୍ଟରେ ଆସି ଏକ୍ସପ୍ରେସ…
ତିରୁପତି ତିରୁମାଲା ମନ୍ଦିରର ଦୈନିକ ନିର୍ଘଣ୍ଟରେ ହସ୍ତକ୍ଷେପ କରିବାକୁ ମନା କଲେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ,୧୬।୧୧: ଦକ୍ଷିଣ ଭାରତର ପ୍ରସିଦ୍ଧ ମନ୍ଦିର ତିରୁପତି ତିରୁମାଲାର ଦୈନିକ ନିର୍ଘଣ୍ଟରେ ହସ୍ତକ୍ଷେପ କରିବାକୁ ସୁପ୍ରିମ୍କୋର୍ଟ. ମନା କରିଛନ୍ତି। କୋର୍ଟ କହିଛନ୍ତି ମନ୍ଦିରରେ ଆରତି କିପରି ହେବ, ନଡ଼ିଆ କିପରି ଭଙ୍ଗା ହେବ ତାହା ଧାର୍ଯ୍ୟ କରିବା ଶୀର୍ଷକୋର୍ଟଙ୍କ କାର୍ଯ୍ୟ ନୁହେଁ।…
୨୦ ବର୍ଷରେ ୧,୮୮୮ ହାଜତ ମୃତ୍ୟୁ, ୨୬ ପୋଲିସ ଦୋଷୀ ସାବ୍ୟସ୍ତ…
ନୂଆଦିଲ୍ଲୀ,୧୬।୧୧: ଦେଶରେ ଗତ ୨୦ ବର୍ଷ ମଧ୍ୟରେ ୧,୮୮୮ ହାଜତ ମୃତ୍ୟୁ ଘଟଣା ଘଟିଛି। ତେବେ ଏସବୁ ଘଟଣାରେ ମାତ୍ର ୨୬ ଜଣ ପୋଲିସ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ନ୍ୟାଶନାଲ କ୍ରାଇମ୍ ରେକର୍ଡ ବ୍ୟୁରୋ (ଏନ୍ସିଆର୍ବି) ବାର୍ଷିକ ରିପୋର୍ଟରେ ଏସମ୍ପର୍କରେ ଉଲ୍ଲେଖ…
ତେଜସ୍ର ବଢ଼ିବ ଶକ୍ତି, ସାମିଲ ହେବ ହାମର କ୍ଷେପଣାସ୍ତ୍ର…
ନୂଆଦିଲ୍ଲୀ,୧୬।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆତ୍ମନିର୍ଭର ଭାରତ ଦୃଷ୍ଟିକୋଣକୁ ଦୃଷ୍ଟିରେ ରଖି ଦେଶର ପ୍ରତିରକ୍ଷା କ୍ଷମତାକୁ ବୃଦ୍ଧି କରିବା ଲାଗି ବାୟୁସେନାରେ ଫ୍ରାନ୍ସ ନିର୍ମିତ ହାମର କ୍ଷେପଣାସ୍ତ୍ରକୁ ସାମିଲ କରାଯିବା ଲାଗି ଯୋଜନା କରାଯାଇଛି। ଏନେଇ ଫ୍ରାନ୍ସ୍କୁ ଅର୍ଡର ମଧ୍ୟ ଦିଆଯାଇଛି।…
ବିଏସ୍ଏଫ୍ କ୍ଷମତା ବୃଦ୍ଧି ବିରୋଧରେ ପଶ୍ଚିମବଙ୍ଗ ବିଧାନସଭାରେ ପ୍ରସ୍ତାବ ଆଗତ…
କୋଲକାତା,୧୬।୧୧: ପଞ୍ଜାବ ପରେ ପଶ୍ଚିମବଙ୍ଗ ମଧ୍ୟ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ବିଏସଏଫର ପରିସର ବୃଦ୍ଧି ନିଷ୍ପତ୍ତିକୁ ନେଇ ଅସନ୍ତୋଷ ପ୍ରକାଶ କରିଛି। ପଶ୍ଚିମବଙ୍ଗରେ ବିଏସଏଫର ଅଧିକାରୀକ କ୍ଷେତ୍ରକୁ ୧୫ କିଲୋମିଟରରୁ ୫୦ କିଲୋମିଟରକୁ ବୃଦ୍ଧି କରିବାକୁ କେନ୍ଦ୍ରର ନିଷ୍ପତ୍ତି…
ଭାଲ୍ୟୁ ଆଡ଼ିଶନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି ଅଡିଟ୍ ..
ନୂଆଦିଲ୍ଲୀ,୧୬।୧୧: ଦେଶରେ ଅଡିଟ୍ ଏବେ ଭାଲ୍ୟୁ ଆଡ଼ିଶନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ସିଏଜି ମୁଖ୍ୟାଳୟ ପରିସରରେ ଅଡିଟ ଦିବସ ପାଳନ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଭଳି କହିଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ ଅନୁଷ୍ଠାନ…
ଚାଇନା ସବୁଠୁ ଧନୀ ଦେଶ, ପଛରେ ପଡ଼ିଲା ଆମେରିକା…
ବେଜିଂ,୧୬।୧୧: ଆମେରିକାକୁ ପଛରେ ପକାଇ ଚାଇନା ପୃଥିବୀର ସବୁଠୁ ଧନୀ ଦେଶ ପାଲଟିଛି। ଏହି ଲକ୍ଷ୍ୟ ହାସଲ କରିବାକୁ ଚାଇନାକୁ ୨୦ ବର୍ଷ ଲାଗିଛି। ମ୍ୟାନେଜମେଣ୍ଟ କନସଲଟାଣ୍ଟ ମୈକିନ୍ସ୍ ଆଣ୍ଡ କମ୍ପାନୀର ଅନୁସନ୍ଧାନ ଶାଖା ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଏହା…
Archives


