Home Middle

ମାଓବାଦୀଙ୍କ ତାଣ୍ଡବ, ୪ ଜଣଙ୍କୁ ଫାଶୀରେ ଲଟକାଇଲେ…

ଗୟା,୧୪।୧୧: ବିହାରରେ ମାଓବାଦୀମାନେ ତାଣ୍ଡବ ରଚିଛନ୍ତି। ଗୟା ମୁଖ୍ୟାଳୟଠାରୁ ୭୦ କିଲୋମିଟର ଦୂରରେ ଥିବା ଡୁମରିଆ ବ୍ଲକର ମୌନୱାର ଗାଁରେ ମାଓବାଦୀମାନେ ଦୁଇ ମହିଳାଙ୍କ ସମେତ ଗୋଟି, ପରିବାରର ଚାରି ଜଣଙ୍କୁ ଫାଶୀରେ ଲଟକାଇ ହତ୍ୟା କରିଛନ୍ତି। ଚାରିଜଣଙ୍କୁ ଘର ବାହାରେ…

ତାଲିବାନ ବାଟରେ କଣ୍ଟା ବିଛାଉଛି ପାକିସ୍ତାନ, ଛୋଟ ଜିହାଦି ଗୋଷ୍ଠୀଙ୍କୁ ସମର୍ଥନ…

କାବୁଲ/ଇସଲାମାବାଦ୍‌,୧୪।୧୧: ଆଫଗାନିସ୍ତାନରେ ପାକିସ୍ତାନ ତାଲିବାନ ବାଟରେ କଣ୍ଟା ବିଛାଉଛି। ଦେଶରେ ଥିବା ଛୋଟ ଜିହାଦି ଗୋଷ୍ଠୀଙ୍କୁ ପାକିସ୍ତାନର ଗୋଇନ୍ଦା ସଂସ୍ଥା ଆଇଏସଆଇ ସମର୍ଥନ କରୁଛି। ତାଲିବାନକୁ ବାଧା ଦେବା ପାଇଁ ଏଭଳି କରାଯାଉଥିବା ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ପାକିସ୍ତାନର ଆଇଏସଆଇ…

ରୁଷିଆ-ୟୁକ୍ରେନ୍‌ ମୁହାଁମୁହିଁ, ସୀମାରେ ସମରସଜ୍ଜା…

ମସ୍କୋ,୧୪।୧୧: ରୁଷିଆ ଏବଂ ୟୁକ୍ରେନ୍‌ ସୀମାରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏହି ମୁହାଁମୁହିଁ ପରିସ୍ଥିତି ଯୋଗୁ ଯୁଦ୍ଧ ଆଶଙ୍କା ସୃଷ୍ଟି ହୋଇଛି। ଇତିମଧ୍ୟରେ ଦୁଇ ଦେଶ ପକ୍ଷରୁ ସୀମାରେ ତୋପ ଏବଂ ଟ୍ୟାଙ୍କ ସହିତ ଅନ୍ୟାନ୍ୟ ଯୁଦ୍ଧ ସରଞ୍ଜାମ ଠୁଳ କରିବାରେ…

୨୦୨୧ରେ ଡାଇବେଟିସ୍‌ ନେଇଛି ୬୭ ଲକ୍ଷ ଜୀବନ…

ବ୍ରସେଲ୍ସ୍‌,୧୪।୧୧: ପୃଥିବୀର ବିଭିନ୍ନ ଦେଶ କରୋନା ମହାମାରୀ ସହ ଲଢୁୁଥିବାବେଳେ ଏକବିଂଶ ଶତାବ୍ଦୀରେ ଡାଇବେଟିସ୍‌ ସବୁଠାରୁ ଭୟଙ୍କର ସ୍ବାସ୍ଥ୍ୟ ସମସ୍ୟା ଭାବେ ଉଭା ହୋଇଛି। ଏହାର ମୁକାବିଲା ପୃଥିବୀ ପାଇଁ ଏକ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଅନ୍ତର୍ଜାତୀୟ ଡାଇବେଟିସ ଫେଡେରେସନ (ଆଇଡିଏଫ)…

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌…

ନୂଆଦିଲ୍ଲୀ,୧୪।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୧ ହଜାର ୨୭୧ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ…

ଦେଶର ପ୍ରଥମ ପ୍ରଧାନମନ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲା ଦେଶ

ନୂଆଦିଲ୍ଲୀ,୧୪ ।୧୧: ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କର ୧୩୨ତମ ଜନ୍ମଦିନ ଅବସରରେ ଦେଶ ଶ୍ରଦ୍ଧାଞ୍ଜଳି ଜଣାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍ କରି ଶ୍ରଦ୍ଧାଞ୍ଜଳି ଜଣାଇବା ସହ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶାନ୍ତିବନ ଯାଇ ନେହେରୁଙ୍କ…

ମଣିପୁର ଆତଙ୍କବାଦୀ ଆକ୍ରମଣ ପାଇଁ ନିଜକୁ ଦାୟୀ କଲା ଏମ୍‌ଏନ୍‌ପିଏଫ୍‌

ସୁରଜଚାନ୍ଦପୁର,୧୪ ।୧୧: ମଣିପୁରରେ ଶନିବାର ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୭ ଜଣଙ୍କ ମୃତ୍ୟୁ ହୋଇଛି । ଜଣେ କର୍ଣ୍ଣେଲଙ୍କ ସମେତ ୪ ଯବାନ ଶହୀଦ ହୋଇଛନ୍ତି । କର୍ଣ୍ଣେଲଙ୍କ ପରିବାରର ୨ ସଦସ୍ୟଙ୍କର ବି ଏହି ଆକ୍ରମଣରେ ମୃତ୍ୟୁ ହୋଇଛି ।…

ଏନ୍‌କାଉଣ୍ଟରରେ ୨୬ ମାଓବାଦୀ ନିହତ

ନାଗପୁର,୧୩।୧୧:ମହାରାଷ୍ଟ୍ରର ଗଡଚିରୋଲି ଜିଲା ମର୍ଡିଣ୍ଟୋଲା ଘଞ୍ଚ ଜଙ୍ଗଲରେ ପୋଲିସ ଏନ୍‌କାଉଣ୍ଟରରେ ୨୬ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ସମୟରେ ସି -୬୦ ପୋଲିସ କମାଣ୍ଡୋର ଏକ ଟିମ୍‌ ଜଙ୍ଗଲରେ ସର୍ଚ୍ଚ ଅପରେଶନ କରୁଥିଲେ। ସେହି ସମୟରେ ଯବାନଙ୍କୁ ଦେଖି ମାଓବାଦୀମାନେ…

ପ୍ରଧାନମନ୍ତ୍ରୀଙ୍କୁ ମିଳିଲା ‘ମୋଦି ଶାଢ଼ି’

ନୂଆଦିଲ୍ଲୀ,୧୩ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ସ୍ବତନ୍ତ୍ର ଉପହାର ମିଳିଛି। ଏହି ଉପହାର ହେଉଛି ଏକ ଶାଢ଼ି। ଯେଉଁଥିରେ ପ୍ରଧାନମନ୍ତ୍ରୀଙ୍କ ଫଟୋଚିତ୍ର ରହିଛି। ଏହି ଉପହାର ପାଇ ବୁଣାକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୋଦି। ପଦ୍ମଶ୍ରୀ ତଥା କିମ୍ବଦନ୍ତୀ ବଙ୍ଗୀୟ ବୁଣାକାର ବୀରେନ…

ଓଡ଼ିଶାର ସୁନା ପୁଅ ପ୍ରମୋଦଙ୍କୁ ମିଳିଲା ଖେଳରତ୍ନ ପୁରସ୍କାର

ନୂଆଦିଲ୍ଲୀ,୧୩।୧୧: ଓଡ଼ିଶାର ସୁନା ପୁଅ ପ୍ରମୋଦ ଭଗତଙ୍କୁ ମିଳିଛି ମେଜର ଧ୍ୟାନଚାନ୍ଦ ଖେଳରତ୍ନ ସମ୍ମାନ। ଶନିବାର ରାଷ୍ଟ୍ରପତି ଭବନରେ ସ୍ବତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ପ୍ରମୋଦଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ତେବେ ଟୋକିଓ ପାରାଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ପାଇଁ ତାଙ୍କୁ ଏହି…

ପାକ୍‌ ଦେଇ ଆଫଗାନିସ୍ତାନକୁ ଗହମ ଯୋଗାଇ ପାରିବ ଭାରତ

ଇସଲାମାବାଦ,୧୩ା୧୧: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ କହିଛନ୍ତି, ସେ ଆଫଗାନିସ୍ତାନର ଆବେଦନ ଉପରେ ବିଚାର କରିବାକୁ ପ୍ରସ୍ତୁତ। ଯେଉଁଥିରେ ପାକିସ୍ତାନ ଦେଇ ଭାରତୀୟ ଗହମ ଆମଦାନୀ କରିବାକୁ ଅନୁମତି ମାଗିଛି ଆଫଗାନିସ୍ତାନ। ଏହା ସହିତ ସେ ଅନ୍ତର୍ଜାତୀୟ ସମୁଦାୟକୁ ମାନବିକ ସଙ୍କଟର…

ପ୍ରଦୂଷିତ ସହର ତାଲିକା ଶୀର୍ଷରେ ଦିଲ୍ଲୀ, ଶ୍ରେଷ୍ଠ ୧୦ରେ ଭାରତର ୩ ସହର…

ନୂଆଦିଲ୍ଲୀ,୧୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ସହିତ ଏବେ ବାୟୁ ପ୍ରଦୂଷଣ ମଧ୍ୟ ବଢିଚାଲିଛି। ରାଜଧାନୀ ଦିଲ୍ଲୀର ସ୍ଥିତି ସଙ୍କଟ ଜନକ ରହିଛି। ନିଶ୍ୱାସ ନେବାକୁ ମଧ୍ୟ ଲୋକଙ୍କୁ କଷ୍ଟ ହେଉଛି। ଏପରିସ୍ଥଳେ ପୃଥିବୀର ବାୟୁର ଗୁଣବତ୍ତା ଉପରେ ନଜର ରଖୁଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri