Home Middle

ଟାର୍ଗେଟ୍‌ ଆକ୍ରମଣ ଯୋଜନା କରୁଛି ରୁଷିଆ, ଲୋକଙ୍କ ଘର ଉପରେ ସନ୍ଦିଗ୍ଧ ଚିହ୍ନ…

କ୍ୱିଭ୍‌,୧।୩ : ରୁଷିଆ ଏବେ ୟୁକ୍ରେନ୍‌ରେ ଟାର୍ଗେଟ୍‌ ଆକ୍ରମଣର ଯୋଜନା କରୁଥିବା ଅଭିଯୋଗ ହୋଇଛି। କ୍ୱିଭ୍‌ର ବହୁ ଲୋକଙ୍କ ଘର ଉପରେ ସନ୍ଦିଗ୍ଧ ଚିହ୍ନ ଦେଖିବାକୁ ମିଳିଛି। ତେବେ ଏଭଳି ଚିହ୍ନ କିଏ କାହିଁକି କରିଛି ତାହା ମଧ୍ୟ ସମ୍ପୃକ୍ତ ଘର…

ଆମେରିକା ହିଁ ୟୁକ୍ରେନ୍‌ ଯୁଦ୍ଧ ପାଇଁ ଦାୟୀ, ଇରାନ୍‌ ସୁପ୍ରିମ୍‌ ଲିଡରଙ୍କ ଆକ୍ଷେପ…

ତେହେରାନ,୧।୩ : ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣ ନେଇ ଇରାନ୍‌ର ସୁପ୍ରିମ୍‌ ଲିଡର ଆୟତୁଲା ଅଲ୍ଲୀ ଖାମନେଇ ଆମେରିକା ଉପରେ ଦୋଷ ବୋଳିଛନ୍ତି। ସେ କହିଛନ୍ତି ଯେ, ଆମେରିକା ମାଫିଆ ଭଳି କାର୍ଯ୍ୟ କରୁଛି। ଆମେରିକା ଜାଣିଶୁଣି ଯୁଦ୍ଧ ସ୍ଥିତି ସୃଷ୍ଟି…

ଜାତିସଂଘରେ ଏକୁଟିଆ ରୁଷିଆ,ସଦସ୍ୟ ରାଷ୍ଟ୍ର କଲେ ଗୃହତ୍ୟାଗ…

ଜେନେଭା,୧।୩ : ୟୁକ୍ରେନ୍‌ ଉପରେ ଆକ୍ରମଣ କରି ରୁଷିଆ ଏବେ ଚାରିପଟୁ ବିରୋଧର ସମ୍ମୁଖୀନ ହେବାରେ ଲାଗିଛି। ମଙ୍ଗଳବାର ଜାତିସଂଘ ମାନବାଧିକାର ପରିଷଦ ବୈଠକରେ ବିରୋଧାଭାସର ଦୃଶ୍ୟ ଦେଖିବାକୁ ମିଳିଛି। ବୈଠକରେ ରୁଷିଆ ବୈଦେଶିକ ମନ୍ତ୍ରୀ ସେରେଜ ରାଓ୍ବରୋଓ୍ବ କହିବାକୁ ଆରମ୍ଭ…

କୃଷକ ଆନ୍ଦୋଳନର ୧୭ ମାମଲା ଫେରାଇ ନେବେ ଦିଲ୍ଲୀ ସରକାର…

ନୂଆଦିଲ୍ଲୀ,୧।୩ : ଗତ ବର୍ଷ କୃଷକ ଆନ୍ଦୋଳନ ସମୟରେ ରୁଜୁ ହୋଇଥିବା ୧୭ ମାମଲାକୁ ଦିଲ୍ଲୀ ସରକାର ଫେରାଇ ନେବେ। ଦିଲ୍ଲୀ ପୋଲିସ ପକ୍ଷରୁ ରୁଜୁ ହୋଇଥିବା ଏହି ମାମଲାଗୁଡ଼ିକୁ ଫେରାଇ ନେବାକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ସରକାର ମଞ୍ଜୁରୀ ଦେଇଛନ୍ତି।…

ଭାରତୀୟ ଛାତ୍ରଙ୍କ ମୃତ୍ୟୁ, ସମନ ଜାରି କଲେ ଭାରତ ସରକାର…

ନୂଆଦିଲ୍ଲୀ,୧।୩ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଲାଗି ରହିଥିବା ମହାଯୁଦ୍ଧରେ ଭାରତୀୟ ଛାତ୍ର ନବୀନ ଶେଖରଆପ୍ପା ଜ୍ଞାନଗୌଡ଼ାଙ୍କ ମୃତ୍ୟୁ ଘଟିଛି। ସେ କର୍ନାଟକର ବାସିନ୍ଦା ବୋଲି ତାଙ୍କ ପାସପୋର୍ଟରୁ ଜଣାପଡ଼ିଛି। ଏନେଇ ଭାରତ ସରକାର ୟୁକ୍ରେନ୍‌ ଏବଂ ରୁଷିଆ ରାଷ୍ଟ୍ରଦୂତଙ୍କୁ…

ରୁଷିଆ ଆକ୍ରମଣ ଭୟରେ ନାଟୋ ଆହ୍ବାନକୁ ଖାରଜ କଲା ବ୍ରିଟେନ୍‌…

ଲଣ୍ଡନ,୧।୩ : ରୁଷିଆର ଆକ୍ରମଣ ଭୟରେ ବ୍ରିଟେନ୍‌ ନାଟୋର ଆହ୍ବାନକୁ ଖାରଜ କରିଛି। ନାଟୋ କଥାରେ ରାଜି ହେଲେ କାଳେ ରୁଷିଆ ଅକ୍ରମଣ କରିବ। ଏହି ଭୟରେ ବ୍ରିଟେନ୍‌ ନାଟୋର କଥାକୁ ଅଣଦେଖା କରିଛି। ବିମାନ ଉଡ଼ାଣ ପ୍ରତିବନ୍ଧକ କ୍ଷେତ୍ର ଘୋଷଣା…

ସିନ୍ଧୁ ଜଳ କମିଶନ ବୈଠକ, ପାକିସ୍ତାନରେ ୧୦ ଜଣିଆ ଭାରତୀୟ ପ୍ରତିନିଧି ଦଳ…

ନୂଆଦିଲ୍ଲୀ,୧।୩ : ସିନ୍ଧୁ ଜଳ କମିଶନର ବାର୍ଷିକ ବୈଠକ, ମାର୍ଚ୍ଚ ୧ ରୁ ୩ ପର୍ଯ୍ୟନ୍ତ ଇସଲାମାବାଦ୍‌ରେ ଅନୁଷ୍ଠିତ ହେଉଛି। ଏହି ଅବସରରେ ୧୦ ଜଣିଆ ଭାରତୀୟ ପ୍ରତିନିଧି ଦଳ ମଙ୍ଗଳବାର ଇସଲାମାବାଦ୍‌ରେ ପହଞ୍ଚିଛନ୍ତି। ଭାରତୀୟ ପ୍ରତିନିଧିମାନେ ଅଟାରୀ ସୀମାରୁ ପାକିସ୍ତାନରେ…

ନରସଂହାର, ୟୁକ୍ରେନ୍‌ରେ ପଡ଼ିଛି ଭାକ୍ୟୁମ୍‌ ବୋମା, ଅକ୍ସିଜେନ୍‌ ନେଇଛି ଶୋଷି !…

କ୍ୱିଭ୍‌,୧।୩ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ମହାଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ, କିଛି ଗଣମାଧ୍ୟମ ରିପୋର୍ଟରେ କୁହାଯାଇଛି ଯେ ୟୁକ୍ରେନ ଯୁଦ୍ଧରେ ରୁଷିଆ ଭାକ୍ୟୁମ୍‌ ବୋମା ବ୍ୟବହାର କରିଛି। ଏହି ମହାବିନାଶକ ବୋମା ଯୋଗୁଁ ବହୁ ଲୋକଙ୍କ ଜୀବନ ସଙ୍କଟରେ…

ରୁଷିଆକୁ ପୁଣି ଝଟ୍‌କା, ମାଷ୍ଟରକାର୍ଡ ପକ୍ଷରୁ ବଡ ପଦକ୍ଷେପ…

କ୍ୱିଭ୍‌,୧।୩ : ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ପରେ ମାଷ୍ଟରକାର୍ଡ ପକ୍ଷରୁ ମଧ୍ୟ ଏକ ବଡ ପଦକ୍ଷେପ ନେଇଛି। ୟୁକ୍ରେନ ଉପରେ ଆକ୍ରମଣ ଷଷ୍ଠ ଦିନରେ ଦ୍ୱିତୀୟ ବୃହତ୍ତମ ସହର ଖାଓର୍‌ବିଓ୍ବରେ ବିସ୍ଫୋରଣ ହୋଇଛି। ରୁଷିଆ ଉପରେ ଲାଗିଥିବା କଟକଣାକୁ ଦୃଷ୍ଟିରେ…

ୟୁକ୍ରେନରେ ଜଣେ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

କ୍ୱିଭ,୧।୩: ରୁଷିଆ ଓ ୟୁକ୍ରେନ ଯୁଦ୍ଧର ୬ଷ୍ଠ ଦିନରେ ବି ଭୟଙ୍କର ଗୁଳିଗୋଳା ଜାରି ରହିଛି। ଇତିମଧ୍ୟରେ ୟୁକ୍ରେନରେ ଜଣେ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଖାର୍କ୍ୱିଭରେ ରୁଷିଆ ପକ୍ଷରୁ ହୋଇଥିବା ଗୁଳିବିନିମୟରେ ମଙ୍ଗଳବାର ସକାଳେ ଜଣେ ଭାରତୀୟ…

ଚାଇନାର ଚିନ୍ତା ବଢ଼ିଲା, ବିବାହ ପାଇଁ ଅମଙ୍ଗ ଯୁବବର୍ଗ…

ବେଜିଂ,୧।୩ : ଚାଇନାର ଚିନ୍ତା ବଢ଼ିବାରେ ଲାଗିଛି। ଯୁବବର୍ଗ ଏବେ ବିବାହ କରିବାକୁ ଅମଙ୍ଗ ହେଉଛନ୍ତି। ଫଳରେ ମାନବ ସମ୍ବଳ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଦେଶରେ ବିବାହ ପଞ୍ଜିକରଣ ସଂଖ୍ୟାରେ ହ୍ରାସ ହେବା ସହିତ ଜନ୍ମ ହାର କମିବାରେ…

କାନ୍ଦି କାନ୍ଦି ଭିଟାମାଟି ଛାଡୁଛନ୍ତି ଲୋକେ…

କ୍ୱିଭ୍‌, ୧।୩ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ରୁଷିଆ ଆକ୍ରମଣରେ ଜୀବନ ବିକଳରେ ଲୋକେ ଭିଟାମାଟି ଛାଡ଼ିବାକୁ ବାଧ୍ୟ ହେଉଛନ୍ତି। ଇତିମଧ୍ୟରେ ୫ ଲକ୍ଷ ୨୦ ହଜାରରୁ ଅଧିକ ଲୋକ ୟୁକ୍ରେନ୍‌ରୁ ପଡ଼ୋଶୀ ଦେଶ ସୀମାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?