Home Middle

ମା’ବାପାଙ୍କୁ ପିଟିପିଟି ମାରିଦେଲେ ନୃଶଂସ ପୁଅ:ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ବାରିପଦା,୧୬/୭(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ବୈଶିଙ୍ଗାଥାନା ମାନଗୋବିନ୍ଦପୁର ପଂଚାୟତ ଧନାପାଳ ଗ୍ରାମରେ ଜନୈକ ପୁଅର ଉନ୍ମତ କାଣ୍ଡକୁ ନେଇ ଅଞ୍ଚଳରେ ଆଲୋଡନ ଦେଖାଯାଇଛି। ନିଶାଶକ୍ତ ଅବସ୍ଥାରେ ବୃଦ୍ଧ ମାଆବାପାକୁ ପିଟିବା ସହ ହାଣି ହତ୍ୟା କରିଛି । ମୃତକ ଦ୍ବୟ ହେଲେ…

ପୁଣି ଏକ ଲଜ୍ଜା: ଛାତ୍ରୀଙ୍କୁ ଘରେ ପୂରାଇ ବଳାତ୍କାର କଲେ ଅଧ୍ୟାପକ, ଜଣାପଡ଼ିବା ପରେ…

ବେଙ୍ଗାଲୁରୁ,୧୬ା୭: ବେଙ୍ଗାଲୁରୁର ଜଣେ ଛାତ୍ରୀଙ୍କୁ ବଳାତ୍କାର କରିବା ଅଭିଯୋଗରେ କଲେଜର ୨ ଅଧ୍ୟାପକ ଓ ସେମାନଙ୍କ ବନ୍ଧୁ ଗିରଫ ହୋଇଛନ୍ତି। ସେମାନେ ଛାତ୍ରୀଙ୍କୁ ଅନେକ ଥର ବଳାତ୍କାର କରିବା ସହ ବ୍ଲାକ୍‌ମେଲ୍‌ କରୁଥିଲେ। ପଦାର୍ଥ ବିଜ୍ଞାନ ଅଧ୍ୟାପକ ନରେନ୍ଦ୍ର, ଜୀବବିଜ୍ଞାନ ଅଧ୍ୟାପକ…

୯.୩୦ ସୁଦ୍ଧା କର୍ମଚାରୀଙ୍କୁ ଅଫିସ୍‌ରେ ପହଞ୍ଚିବାକୁ ନିର୍ଦ୍ଦେଶ: ନଚେତ୍‌ ବନ୍ଦ ହୋଇଯିବ ଗେଟ୍‌

ଭୁବନେଶ୍ୱର,୧୬।୭: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ମାମଲାରେ ବିରୋଧୀ ଦଳଗୁଡ଼ିକ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଘେରିବାରେ ଲାଗିଛନ୍ତି। ଏହି କ୍ରମରେ ଆଜି ଲୋକସେବା ଭବନ ଘେରାଉ କରିବ ବିଜେଡି। ଏଥିପାଇଁ ସବୁ କର୍ମଚାରୀଙ୍କୁ…

ତେଜିଲା ବିରୋଧୀ ସ୍ବର: ଆଜି ବାଲେଶ୍ୱର ବନ୍ଦ

ଭୁବନେଶ୍ୱର,୧୬ା୭(ସୁନିତ୍‌ ମିଶ୍ର/ରବିନାରାୟଣ ଜେନା):ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ମାମଲାରେ ବିରୋଧୀ ଦଳଗୁଡ଼ିକ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଘେରିବାରେ ଲାଗିଛନ୍ତି। ସୋମବାର ବିଳମ୍ବିତ ରାତିରେ ପୀଡ଼ିତା ଛାତ୍ରୀ ଆଖି ବୁଜି ଦେଇଥିବା ଘୋଷଣା କରାଯିବା ପରଠୁ…

ଭାଜପା ଅଫିସରେ ସରିଲା ବୈଠକ: ମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୭: ଏଫଏମ କଲେଜ ଛାତ୍ରୀ ସୌମ୍ୟାଙ୍କ ମୃତ୍ୟୁ ଘଟଣାରେ ଆସିଛି ବଡ଼ ଅପଡେଟ । ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ସାରା ରାଜ୍ୟ ଉଠୁଛି ପଡୁଛି। ବିରୋଧୀ ବିଜେଡି ଓ କଂଗ୍ରେସ ମଧ୍ୟ ସରକାରଙ୍କ ଉପରେ ଚାପ ପକାଉଛନ୍ତି। ତେବେ ଏନେଇ ଆଜି…

ଏଫଏମ ପ୍ରିନ୍ସପାଲଙ୍କ ଖୋଲିଲା ପୋଲ୍‌, ହେଲା ସାଂଘାତିକ ଖୁଲାସା

ବାଲେଶ୍ୱର,୧୫।୭: ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଛି ନୂଆ ଟ୍ବିଷ୍ଟ । ଛାତ୍ରୀଙ୍କ ଯୌନ ନିର୍ଯାତନା ଅଭିଯୋଗ ନେଇ କଲେଜର ଆଭ୍ୟନ୍ତରୀଣ ଅଭିଯୋଗ କମିଟି ପ୍ରକୃତରେ ବିଭାଗ ମୁଖ୍ୟ ସମୀର ସାହୁଙ୍କ ବିରୋଧରେ ରିପୋର୍ଟ ଦେଇଥିଲା । ଏହି ରିପୋର୍ଟରେ…

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ବିଜେଡିର ଆସନ୍ତାକାଲି ବଡ଼ ବନ୍ଦ ଡାକରା, ଜାଣନ୍ତୁ କ’ଣ ଖୋଲା କ’ଣ ବନ୍ଦ

ବାଲେଶ୍ୱର,୧୫।୭: ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଓଡ଼ିଶାରେ ତୀବ୍ର ଆନ୍ଦୋଳନ ଓ ରାଜନୈତିକ ପ୍ରତିକ୍ରିୟା ଦେଖାଦେଇଛି। ଏହି ଘଟଣାର ପ୍ରତିବାଦରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଆସନ୍ତାକାଲି, ବାଲେଶ୍ୱରରେ ଆଠ ଘଣ୍ଟିଆ…

ସୋମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ମୁହାଁମୁହିଁ ହେଲେ ରାହୁଲ-ଧର୍ମେନ୍ଦ୍ର, କହିଦେଲେ ଏତେ ବଡ଼କଥା

ନୂଆଦିଲ୍ଲୀ,୧୫।୭: ଏଫଏମ କଲେଜ ଛାତ୍ରୀ ସୋମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାରେ ପୂରା ରାଜ୍ୟ ଉଠୁଛି ପଡୁଛି। ତେବେ ଏହା ଜାତୀୟ ରାଜନୀତିରେ ମଧ୍ୟ ଚହଳ ପକାଇଛି। ଯାହାକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ଧର୍ମେନ୍ଦ୍ର ପ୍ରଧାନ ମୁହାଁମୁହିଁ ହୋଇଛନ୍ତି। ସୋମ୍ୟାଶ୍ରୀଙ୍କ…

୧୮ ଦିନ ପରେ ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା

ନୂଆଦିଲ୍ଲୀ,୧୫।୭: ୧୮ ଦିନ ଧରି ମହାକାଶରେ ରହିବା ପରେ ମହାକାଶଚାରୀ ଗ୍ରୁପ କ୍ୟାପ୍ଟେନ ଶୁଭାଂଶୁ ଶୁକ୍ଳା ଆକ୍ସିଓମ୍‌-୪ ମିଶନର ଅନ୍ୟ ୩ କ୍ରିଉ ସଦସ୍ୟଙ୍କ ସହ ପୃଥିବୀରେ ଅବତରଣ କରିଛନ୍ତି। ତାଙ୍କ ମହାକାଶଯାନ ଡ୍ରାଗନ କାଲିଫର୍ନିଆ ଉପକୂଳ ନିକଟସ୍ଥ ପ୍ରଶାନ୍ତ ମହାସାଗରରେ…

ଯେଉଁମାନେ ଡେଉଁଥିଲେ

ବିହାର ବିଧାନସଭା ନିର୍ବାଚନ ଚଳିତବର୍ଷ ନଭେମ୍ବରରେ ହେବାର ଅଛି। ତା’ ପୂର୍ବରୁ ଯେଉଁ ପ୍ରସଙ୍ଗଟି ଏବେ ଦେଶବ୍ୟାପୀ ଏକ ବିତର୍କର ବିଷୟ ପାଲଟିଛି, ତା’ ହେଲା ଭୋଟର ତାଲିକାର ସ୍ପେଶାଲ ଇଣ୍ଟେନ୍‌ସିଭ୍‌ ରିଭିଜନ ବା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)। ଭୋଟର…

କାହିଁକି ରାତିଅଧରେ FM ପୀଡ଼ିତାଙ୍କ ମୃତଦେହ କରାଗଲା ପୋଷ୍ଟମର୍ଟମ: ଖୁଲାସା କଲେ ଡିସିପି

ଭୁବନେଶ୍ୱର,୧୫।୭:ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଅଧ୍ୟାପକଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇ ଆତ୍ମାହୁତି ଦେଇଥିବା ଛାତ୍ରୀ ୩ଦିନ ମୃତ୍ୟୁ ସହ ସଂଗ୍ରାମ କରି ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି। ତାଙ୍କ ଶରୀରର ୯୫% ପୋଡ଼ି ଯାଇଥିବାରୁ ସଙ୍କଟାପନ୍ନ ଅବସ୍ଥାରେ…

FM ଛାତ୍ରୀ ମୃତ୍ୟୁକୁ ନେଇ କହୁ କହୁ ଏମିତି କଥା କହିଦେଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୧୫।୭: ଭୁବନେଶ୍ୱର ଏମ୍‌ସରେ ଚିକିତ୍ସିତ ହେଉଥିବା ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଦ୍ୱିତୀୟ ବର୍ଷ ଛାତ୍ରୀଙ୍କ ସୋମବାର ରାତି ୧୧ଟା ୪୬ମିନିଟରେ ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ବ୍ୟକ୍ତିଗତ ‘X’ ଆକାଉଣ୍ଟରେ ସମ୍ପୃକ୍ତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri